Home Middle

ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର: ଦିଲ୍ଲୀରେ ୩-୪ ଜୈଶ୍‌ ଆତଙ୍କବାଦୀ; ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ନୂଆଦିଲ୍ଲୀ,୩।୧୦: ଦିଲ୍ଲୀରେ ୩-୪ ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀ ପ୍ରବେଶ କରିଥିବା ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଆବଶ୍ୟକ ସ୍ଥଳେ ସନ୍ଦିଗ୍ଧ ବ୍ୟକ୍ତି ତଥା ଯାନବାହାନର ଯାଞ୍ଚ୍‌ କରାଯାଉଛି। ପାର୍ବଣ…

ଆଜିଠାରୁ ୨୫୦ ଜିଲାରେ ବ୍ୟାଙ୍କଗୁଡିକର ଋଣମେଳା

ନୂଆଦିଲ୍ଲୀ,୩-୧୦: ଦେଶର ବ୍ୟାଙ୍କଗୁଡିକ ପକ୍ଷରୁ ଗୁରୁବାରଠାରୁ ଦେଶର ୨୫୦ ଜିଲାରେ ଋଣ ମେଳା ଆୟୋଜନ କରାଯାଉଛି। ପାର୍ବଣ ସମୟରେ ଋଣ ଯୋଗାଣ ଲକ୍ଷ୍ୟରେ ଏଭଳି ମେଳା ଦ୍ୱାରା ଗ୍ରାହକଙ୍କ ସହ ସମ୍ପର୍କ ଯୋଡିବାକୁ ବ୍ୟାଙ୍କଗୁଡିକ ଯୋଜନା ରଖିଛନ୍ତି। କେବଳ ରାଷ୍ଟ୍ରାୟତ୍ତ ବ୍ୟାଙ୍କ…

୧୦ କୋଟିଙ୍କ ଜୀବନ ନେବ ଆଣବିକ ଯୁଦ୍ଧ

ନୂଆଦିଲ୍ଲୀ,୩ା୧୦: ଭାରତ-ପାକିସ୍ତାନ ମଧ୍ୟରେ ଆଣବିକ ଯୁଦ୍ଧ ହେଲେ ୧୦ କୋଟି ଲୋକ ପ୍ରାଣ ହରାଇବେ। ଆଣବିକ ଅସ୍ତ୍ର ପ୍ରୟୋଗର କୁପରିଣାମ ଯୋଗୁ ପୃଥିବୀକୁ ସୂର୍ଯ୍ୟକିରଣ ପହଞ୍ଚତ୍ବାରେ ବାଧାସୃଷ୍ଟି ହେବ। ଫଳରେ ସବୁଜିମା ନଷ୍ଟ ହେବା ସହ ସାମୁଦ୍ରିକ ଉତ୍ପାଦନଶୀଳତା ମଧ୍ୟ ହ୍ରାସ…

ସୁଧୁରୁନି କଶ୍ମୀର ସ୍ଥିତି

ଶ୍ରୀନଗର,୩ା୧୦(ପି.ଟି.): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ୫୯ଦିନରେ ପହଞ୍ଚତ୍ଥିଲେ ହେଁ ଏପର୍ଯ୍ୟନ୍ତ ଉପତ୍ୟକାର ସ୍ଥିତି ସୁଧୁରିନାହିଁ। ବୁଧବାର ସକାଳେ ଶ୍ରୀନଗରରେ କେତେକ ଦୋକାନ ଖୋଲିଥିଲେ ହେଁ ମୁଖ୍ୟ ବଜାର ଓ ଅନ୍ୟ ବ୍ୟବସାୟ ପ୍ରତିଷ୍ଠାନ…

କେନ୍ଦ୍ରାପଡ଼ାରୁ ହଟିବେ ଅନୁପ୍ରବେଶକାରୀ

ଭୁବନେଶ୍ୱର,୩ା୧୦(ବ୍ୟୁରୋ)/କେନ୍ଦ୍ରାପଡ଼ା ଅଫିସ: କେନ୍ଦ୍ରାପଡ଼ା ଜିଲାରୁ ଅନୁପ୍ରବେଶକାରୀଙ୍କୁ ତଡ଼ାଯିବ। ଖୁବ୍‌ଶୀଘ୍ର ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହେବ। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏନେଇ ରେଜିଷ୍ଟ୍ରାର ଜେନେରାଲ ଅଫ୍‌ ଇଣ୍ଡିଆ(ଆରଜିଆଇ)ଙ୍କୁ ଚିଠି ଲେଖି ଜଣାଇଛନ୍ତି। ୨୦୧୮ ନଭେମ୍ବର ୨୬ ତାରିଖରେ ଆଇନଜୀବୀ ମୋହିତ ଅଗ୍ରଓ୍ବାଲ ଏନେଇ…

ନିଲାମ ହେବ ରାଜ୍ୟର ୭ ଖଣିଜ ବ୍ଲକ

ନୂଆଦିଲ୍ଲୀ,୩-୧୦: ରାଜ୍ୟର ୭ ଖଣିଜ ବ୍ଲକର ନିଲାମ କରାଯିବ। ଚଳିତ ମାସ ୨୨ଠାରୁ ନଭେମ୍ବର ୧ ମଧ୍ୟରେ ଏହାର ନିଲାମ କାର୍ଯ୍ୟ ଶେଷ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଛନ୍ତି। ଏହି ବ୍ଲକଗୁଡିକରେ ୧୪୮.୦୧୧ ନିୟୁତ ଟନ୍‌ ଖଣିଜ ସମ୍ପଦ ରହିଛି।…

ଆରମ୍ଭ ହେଲା ‘ମୋ ସରକାର’ ଯୋଜନା: ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଥାନା ଓ ଡାକ୍ତରଖାନାରେ ମିଳୁଥିବା ସେବାକୁ ନେଇ ସର୍ବଦା ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ରହୁଛି। ଅନେକ ସମୟରେ ଡାକ୍ତରଖାନା ଓ ଥାନାର କର୍ମଚାରୀମାନେ ଜନସାଧାରଣଙ୍କୁ ହଇରାଣ କରୁଥିବା ଅଭିଯୋଗ ହୋଇ ଆସୁଛି। ଏହି ଦୁଇଟି ବ୍ୟବସ୍ଥାକୁ ସଜାଡିବାକୁ ରାଜ୍ୟ ସରକାର…

ଜନସମ୍ପର୍କ ପଦଯାତ୍ରାରେ ନବୀନଙ୍କ ଘୋଷଣା: ବିଜେଡିି ଆରମ୍ଭ କରିବ ସମାଜସେବା ଓ୍ବିଙ୍ଗ୍‌

ଭୁବନେଶ୍ୱର,୨।୧୦(ବ୍ୟୁରୋ): ବିଜୁ ଜନତା ଦଳରେ ସୋସିଆଲ ସର୍ଭିସ ବା ସମାଜସେବା ଓ୍ବିଙ୍ଗ ଆରମ୍ଭ କରିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି। ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରେ ବିଜେଡି ପକ୍ଷରୁ ଆରମ୍ଭ କରାଯାଇଥିବା ଜନସମ୍ପର୍କ ପଦଯାତ୍ରା ଅବସରରେ…

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ୧୪୪ ନାବାଳକ ହୋଇଛନ୍ତି ଗିରଫ: ହାଇକୋର୍ଟ ସୁପ୍ରିମ୍‌କୋର୍ଟକୁ ଦେଲେ ସୂଚନା

ନୂଆଦିଲ୍ଲୀ,୨।୧୦: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ୧୪୪ ଜଣା ନାବାଳକଙ୍କୁ ଗିରଫ କରାଯାଇଛି। ଏନେଇ ଜମ୍ମୁ-କଶ୍ମୀର ହାଇକୋର୍ଟର କିଶୋର ନ୍ୟାୟ ସମିତି ପକ୍ଷରୁ ସୁପ୍ରିମ୍‌କୋର୍ଟକୁ ସୂଚନା ଦିଆଯାଇଛି। ଏନେଇ ସମିତି ପକ୍ଷରୁ ଏକ ରିପୋର୍ଟ ସର୍ବୋଚ୍ଚ ନ୍ୟାୟାଳୟରେ ଦାଖଲ କରାଯାଇଛି।…

ପୃଥିବୀ ପାଇଁ ମାଡ଼ି ଆସୁଛି ବିପଦ: ଆଣ୍ଟାର୍କଟିକାରୁ ଭାଙ୍ଗିଲା ବିରାଟ ହିମଖଣ୍ଡ

ଓ୍ବାଶିଂଟନ,୨।୧୦: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଆଣ୍ଟାର୍କଟିକାରୁ ଏକ ବିରାଟ ହିମଖଣ୍ଡ ଭାଙ୍ଗି ଯାଇଛି। ଏହାର କ୍ଷେତ୍ରଫଳ ଭାରତର ରାଜଧାନୀ ଦିଲ୍ଲୀଠାରୁ ମଧ୍ୟ ବଡ଼ ବୋଲି କୁହାଯାଉଛି। ଏହାକୁ ଡି-୨୮ ଭାବେ ନାମିତ କରାଯାଇଛି। ଏହି ହିମଖଣ୍ଡର କ୍ଷେତ୍ରଫଳ ୧୬୩୬…

କଶ୍ମୀର ସମସ୍ୟା ନେଇ ଭାରତ ଉପରେ ଆତଙ୍କବାଦୀ ଆକ୍ରମଣ କରିପାରେ ପାକିସ୍ତାନ: ଆମେରିକା

ଓ୍ବାଶିଂଟନ,୨।୧୦: କଶ୍ମୀର ସମସ୍ୟା ନେଇ ଭାରତ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଆଗାମୀ ଦିନରେ ଏହା ଯୋଗୁ ପାକିସ୍ତାନ ଭାରତ ଉପରେ ଆତଙ୍କବାଦୀ ଆକ୍ରମଣ କରିବାର ଆଶଙ୍କା ରହିଛି ବୋଲି ଆମେରିକା କହିଛି। ଆମେରିକାର ଭାରତ ପ୍ରଶାନ୍ତ ମହାସାଗରୀୟ…

ସଂକଳ୍ପ ଯାତ୍ରାର ଶୁଭାରମ୍ଭ କଲେ ଶାହ: ସ୍ବଚ୍ଛତାକୁ ଜନଆନ୍ଦୋଳନର ରୂପ ଦେଇଛନ୍ତି ମୋଦି

ନୂଆଦିଲ୍ଲୀ,୨।୧୦: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଦେଶବ୍ୟାପି ବିଭିନ୍ନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହି ଅବସରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସଂକଳ୍ପ ଯାତ୍ରାର ଶୁଭାରମ୍ଭ କରିଛନ୍ତି। ସେ କହିଛନ୍ତି ଯେ, ମହାତ୍ମାଙ୍କର ସ୍ବଚ୍ଛତା ପ୍ରତି ଆଗ୍ରହଥିଲା। ଭାରତ ସ୍ବାଧୀନତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri