ମୌସୁମୀ ବର୍ଷା ନେଲାଣି ୧,୬୭୩ ଜୀବନ
ନୂଆଦିଲ୍ଲୀ, ୨ା୧୦(ପି.ଟି.): ଲଗାଣ ବର୍ଷା ଯୋଗୁ ବିହାର ଓ ଉତ୍ତରପ୍ରଦେଶରେ ମୃତ୍ୟୁସଂଖ୍ୟା ୧୫୭ ଟପିଛି। ଜୁନ୍ରୁ ସେପ୍ଟେମ୍ବର ମଧ୍ୟରେ ମୌସୁମୀ ବର୍ଷା ୧୦% ଅଧିକ ହୋଇଛି, ଯାହାକି ୨୫ ବର୍ଷରେ ସର୍ବାଧିକ। ଚଳିତବର୍ଷ ବର୍ଷାଜନିତ କାରଣରୁ ଜୁନ ମାସରୁ ଏପର୍ଯ୍ୟନ୍ତ ଦେଶରେ…
ଏସ୍ସି, ଏସ୍ଟି ଆଇନ: ବିନା ତଦନ୍ତରେ ଦାଏର ହୋଇପାରିବ ଏଫ୍ଆଇଆର୍; ରାୟ ପ୍ରତ୍ୟାହାର କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨ା୧୦(ପି.ଟି.): ତଫସିଲଭୁକ୍ତ ଜାତି (ଏସ୍ସି) ଏବଂ ତଫସିଲଭୁକ୍ତ ଉପଜାତି (ଏସ୍ଟି) ଆଇନ ସମ୍ପର୍କିତ ରାୟ ଦେବାର ଦେଢ଼ବର୍ଷ ପରେ ସୁପ୍ରିମକୋର୍ଟ ଏହାକୁ ଆଂଶିକ ଭାବେ ପ୍ରତ୍ୟାହାର କରିନେଇଛନ୍ତି। ଏହାସହ ଦେଶରେ ସମାନତା ଓ ଦଓ୍ବୋନି ଅଧିକାର ପାଇଁ ଦଳିତମାନଙ୍କ ଲଢ଼େଇ ଅଦ୍ୟାବଧି…
ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦି
ନୂଆଦିଲ୍ଲୀ, ୨।୧୦: ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କ ଆଜି ୧୫୦ତମ ଜନ୍ମଦିବସ। ଏହି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ବୁଧବାର ସକାଳୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ଥିବା ଗାନ୍ଧୀଙ୍କ ସମାଧିସ୍ଥଳ ରାଜଘାଟରେ ପହଞ୍ଚି ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।…
ଆନ୍ତର୍ଜାତିକ ଅହିଂସା ଦିବସ:ସତ୍ୟ ସର୍ବୋଚ୍ଚ ନୀତି, ଅହିଂସା ପରମ କର୍ତ୍ତବ୍ୟ
ଅହିଂସା ଶାନ୍ତିର ମାର୍ଗ। ଅହିଂସା ମାନବର ଶ୍ରେଷ୍ଠ ଗୁଣ। ସବୁ ଧର୍ମରେ ଏହାର ସ୍ଥାନ ସ୍ବତନ୍ତ୍ର। ଜାତିର ପିତା ମହାତ୍ମା ଗାନ୍ଧୀ ଅହିଂସାର ପଥିକ ଥିଲେ। ତାଙ୍କ ଅନୁସାରେ- ଅହିଂସା ସେହି ମୁଖ୍ୟ ତତ୍ତ୍ୱ ଯାହା ପୂରା ମାନବଜାତି ମଧ୍ୟରେ ପ୍ରେମ…
ବୁଧବାରଠାରୁ ‘ମୋ ସରକାର’: ପ୍ରତିଦିନ ୧୦ ଲୋକଙ୍କଠାରୁ ସରକାରୀ ସେବାକୁ ନେଇ ମତାମତ ନେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧।୧୦(ବ୍ୟୁରୋ): ଏକ ମାସର ପ୍ରସ୍ତୁତି ପରେ ବୁଧବାରଠାରୁ ରାଜ୍ୟରେ ଆରମ୍ଭ ହେବ ‘ମୋ ସରକାର’ କାର୍ଯ୍ୟକ୍ରମ। ସରକାରୀ ସେବାକୁ ନେଇ ଜନତା ଦେବେ ମତ। ଭଲ ସେବା ଦେଲେ ମିଳିବ ପୁରସ୍କାର, ନଚେତ୍ ହେବେ ତିରସ୍କାର। ପ୍ରାଥମିକ ପର୍ଯ୍ୟାୟରେ ଥାନା ଓ…
ତେଜସ୍ ଏକ୍ସ୍ପ୍ରେସ୍ ଘଣ୍ଟାଏ ବିଳମ୍ବ ହେଲେ ଯାତ୍ରୀଙ୍କୁ ମିଳିବ ଶହେ ଟଙ୍କା କ୍ଷତିପୂରଣ
ନୂଆଦିଲ୍ଲୀ,୧।୧୦: ଲକ୍ଷ୍ନୌ ଏବଂ ଦିଲ୍ଲୀ ମଧ୍ୟରେ ଯାତ୍ରା ଆରମ୍ଭ କରିବାକୁ ଯାଉଥିବା ତେଜସ୍ ଏକ୍ସପ୍ରେସ୍ ବିଳମ୍ବ ହେଲେ ଯାତ୍ରୀଙ୍କୁ କ୍ଷତିପୂରଣ ଦିଆଯିବ ବୋଲି ଆଇଆର୍ସିଟିସି ପକ୍ଷରୁ ଘୋଷଣା କରାଯାଇଛି। ଘଣ୍ଟାଏ ବିଳମ୍ବ ହେଲେ ଶହେ ଟଙ୍କା କ୍ଷତିପୂରଣ ଦିଆଯିବ। ସେହିପରି ୨…
ଅନୁଚ୍ଛେଦ ୩୭୦ ଉଚ୍ଛେଦ: କେନ୍ଦ୍ରଶାସିତ ଅଞ୍ଚଳ ଘୋଷଣା ଉପରେ ଲାଗି ପାରିବନି ରୋକ
ନୂଆଦିଲ୍ଲୀ,୧।୧୦: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ ସୁପ୍ରିମ୍କୋର୍ଟରେ ହୋଇଥିବା ଆବେଦନର ବିଚାର ମଙ୍ଗଳବାର ହୋଇଛି। ଜମ୍ମୁ-କଶ୍ମୀରକୁ କେନ୍ଦ୍ରଶାସିତ ଅଞ୍ଚଳ ଭାବେ କରାଯାଇଥିବା କେନ୍ଦ୍ର ସରକାରଙ୍କ ଘୋଷଣା ଉପରେ ରୋକ ଲଗାଯାଇ ପାରିବ ନାହିଁ ବୋଲି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି। ତେବେ…
ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ବିପୁଳ ପରିମାଣର ବିସ୍ଫୋରକ ଜବତ
ଶ୍ରୀନଗର,୧।୧୦: ଜମ୍ମୁ-କଶ୍ମୀରରେ ଏକ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ଜମ୍ମୁ ବସ୍ ଷ୍ଟାଣ୍ଡ ନିକଟରେ ଏକ ବସ୍ରୁ ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ବସ୍ଟି ବିଲାଓ୍ବରରୁ ଜମ୍ମୁ ବସ୍ ଷ୍ଟାଣ୍ଡକୁ ଆସିଥିଲା। ଏନେଇ ଦୁଇଜଣ ସନ୍ଦିଗ୍ଧଙ୍କୁ…
ଭାରତରେ ବୟସ୍କଙ୍କ ସଂଖ୍ୟା ୧୦ କୋଟିରୁ ଅଧିକ: ଦେଢ଼ କୋଟି ବିତାଉଛନ୍ତି ନିଃସଙ୍ଗ ଜୀବନ
ନୂଆଦିଲ୍ଲୀ,୧।୧୦: ପ୍ରତିବର୍ଷ ଅକ୍ଟୋବର ୧କୁ ଅନ୍ତର୍ଜାତୀୟ ବୟସ୍କ ଦିବସ ପାଳିତ ହୋଇଥାଏ। ଭାରତରେ ୧୦କୋଟି ୪୦ ଲକ୍ଷରୁ ଅଧିକ ବୟସ୍କ ଲୋକ ରହିଛନ୍ତି। ସେମାନଙ୍କ ସଂଖ୍ୟା ବର୍ଷ ପିଛା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ୨୦୫୦ ସୁଦ୍ଧା ଏହା ୩ ଗୁଣା…
ଗାନ୍ଦରବଲରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ
ଶ୍ରୀନଗର,୧।୧୦: ଜମ୍ମୁ-କଶ୍ମୀର ଗାନ୍ଦରବଲ ଜିଲାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମଙ୍ଗଳବାର ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ…
ରାଷ୍ଟ୍ରପତି ରାମନାଥ କୋବିନ୍ଦ ୭୪ ବର୍ଷରେ ପାଦ ଦେଲେ: ମୋଦି ଜଣାଇଲେ ଶୁଭେଚ୍ଛା
ନୂଆଦିଲ୍ଲୀ,୧।୧୦: ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ୭୪ ବର୍ଷରେ ପାଦ ଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସମେତ ଭାଜପାର ଅନ୍ୟ ବରିଷ୍ଠ ସଦସ୍ୟ…
‘ଅବ୍ କି ବାର୍ ଟ୍ରମ୍ପ୍ ସରକାର’: ମୋଦି କରିନାହାନ୍ତି ପ୍ରଚାର; ଦୋହରାଇଛନ୍ତି ଟ୍ରମ୍ପ୍ଙ୍କ ସ୍ଲୋଗାନ୍
ନୂଆଦିଲ୍ଲୀ,୧।୧୦: ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଅବ୍ କି ବାର୍ ଟ୍ରମ୍ପ୍ ସରକାର’ କହିଥିଲେ। ଏହାକୁ ନେଇ କଂଗ୍ରେସ ସମେତ ଅନ୍ୟ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ପାଇଁ ପ୍ରଚାର କରିଥିବା…
Archives


