Home Middle

ରାଷ୍ଟ୍ରପତି ରାମନାଥ କୋବିନ୍ଦ ୭୪ ବର୍ଷରେ ପାଦ ଦେଲେ: ମୋଦି ଜଣାଇଲେ ଶୁଭେଚ୍ଛା

ନୂଆଦିଲ୍ଲୀ,୧।୧୦: ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ୭୪ ବର୍ଷରେ ପାଦ ଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସମେତ ଭାଜପାର ଅନ୍ୟ ବରିଷ୍ଠ ସଦସ୍ୟ…

‘ଅବ୍‌ କି ବାର୍‌ ଟ୍ରମ୍ପ୍‌ ସରକାର’: ମୋଦି କରିନାହାନ୍ତି ପ୍ରଚାର; ଦୋହରାଇଛନ୍ତି ଟ୍ରମ୍ପ୍‌ଙ୍କ ସ୍ଲୋଗାନ୍‌

ନୂଆଦିଲ୍ଲୀ,୧।୧୦: ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଅବ୍‌ କି ବାର୍‌ ଟ୍ରମ୍ପ୍‌ ସରକାର’ କହିଥିଲେ। ଏହାକୁ ନେଇ କଂଗ୍ରେସ ସମେତ ଅନ୍ୟ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପାଇଁ ପ୍ରଚାର କରିଥିବା…

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ପୁଞ୍ଚ୍‌ରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧।୧୦: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ପୁଞ୍ଚ୍‌ର ଶାହପୁର ଏବଂ କରନି ସେକ୍ଟରରେ ପାକିସ୍ତାନ ମୋର୍ଟାର ଶେଲିଂ ମାଡ଼ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଲକ୍ଷ୍ୟ କରି ଭାରତୀୟ ଫରଓ୍ବାର୍ଡ ପୋଷ୍ଟ ଉପରକୁ ମୋର୍ଟାର…

ବର୍ଷା ବିତ୍ପାତ: ମୃତ୍ୟୁସଂଖ୍ୟା ୧୪୫; ବିହାର ଉପମୁଖ୍ୟମନ୍ତ୍ରୀ ଓ ପରିବାରଙ୍କୁ ଉଦ୍ଧାର କଲା ଏନ୍‌ଡିଆର୍‌ଏଫ୍‌

ନୂଆଦିଲ୍ଲୀ, ୧ା୧୦(ପି.ଟି.): ବିହାର ଓ ଉତ୍ତରପ୍ରଦେଶ ସମେତ ୪ ରାଜ୍ୟରେ ବର୍ଷାଜନିତ ମୃତ୍ୟୁସଂଖ୍ୟା ୧୪୫ରେ ପହଞ୍ଚିଛି। ଲଗାଣ ବର୍ଷା ଯୋଗୁ କେତେକ ରାଜ୍ୟରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ବିହାରରେ ଅନେକ ଲୋକ ପାଣିଘେରରେ ରହିଛନ୍ତି। ଉପମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦି…

ଭାରତରେ ଅନୁପ୍ରବେଶ ପାଇଁ ପାକିସ୍ତାନୀ ଆତଙ୍କବାଦୀଙ୍କ ‘ମୁନ୍‌ ମିଶନ୍‌’

ଶ୍ରୀନଗର,୩୦।୯: ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖା ଡେଇଁ ଅନୁପ୍ରବେଶ ପାଇଁ ଆତଙ୍କବାଦୀମାନେ ‘ମୁନ୍‌ ମିଶନ୍‌’ ଯୋଜନା ପ୍ରସ୍ତୁତ କରିଛନ୍ତି। ଅନ୍ୟଦିନ ତୁଳନାରେ ପୂର୍ଣ୍ଣିମା ରାତିରେ ଆତଙ୍କବାଦୀମାନେ ଭାରତରେ ଅନୁପ୍ରବେଶ କରିବା ଲାଗି ଅଧିକ ଉଦ୍ୟମ କରିଥାନ୍ତି। ରାତି ୨ଟାରୁ ଭୋର୍‌ ୫ଟା ମଧ୍ୟରେ…

ବିଜେପୁର ଉପନିର୍ବାଚନ : ନାମାଙ୍କନପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ

ବରଗଡ଼ ଅଫିସ/ପଦ୍ମପୁର,୩୦।୯(ଡି.ଏନ୍‌.ଏ.): ଭାଜପା ପ୍ରାର୍ଥୀ ସନତ ଗଡ଼ତିଆ ପଦ୍ମପୁର ଉପଜିଲାପାଳଙ୍କ ନିକଟରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ତାଙ୍କ ସହିତ ଭାଜପାର ବସନ୍ତ ପଣ୍ଡା, କନକବର୍ଦ୍ଧନ ସିଂଦେଓ,ପ୍ରଦୀପ ପୁରୋହିତ, ଇରାଶିଷ ଆଚାର୍ଯ୍ୟ, ଅଶ୍ୱିନୀ ଷଡ଼ଙ୍ଗୀ, ବିଧାୟକ ମୁକେଶ ମହାଲିଙ୍କ,ସୁଶାନ୍ତ କୁମାର…

ବିଜେପୁର ଉପନିର୍ବାଚନ: ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀ ରୀତା ସାହୁ

ବରଗଡ଼ ଅଫିସ, ପଦ୍ମପୁର, ୩୦।୯(ଡି.ଏନ୍‌.ଏ.): ବିଜେପୁର ଉପନିର୍ବାଚନ ପାଇଁ ସୋମବାର ନାମାଙ୍କନପତ୍ର ଦାଖଲର ଶେଷ ଦିନ। କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପଣ୍ଡାଙ୍କ ପରେ ବିଜେଡି ପ୍ରାର୍ଥୀ ରୀତା ସାହୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀ ଦ୍ୱୟ ନିଜ ସମର୍ଥକଙ୍କ ସହ ଏକ…

୩ଟି ସ୍ତମ୍ଭ ଉପରେ ରହିଛି ଏକବିଂଶ ଶତାବ୍ଦୀର ମୂଳଦୁଆ: ପ୍ରଧାନମନ୍ତ୍ରୀ

ଚେନ୍ନାଇ,୩୦।୯: ଏକବିଂଶ ଶତାବ୍ଦୀର ମୂଳଦୁଆ ୩ଟି ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ ଉପରେ ରହିଛି। ସେଗୁଡ଼ିକ ହେଉଛି ନବୀକରଣ, ଦଳଗତକାର୍ଯ୍ୟ ଏବଂ ଜ୍ଞାନକୌଶଳ। ଏସବୁର ବିକାଶରେ ଶତାବ୍ଦୀର ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହୋଇପାରିବ। ଏସବୁ ପରସ୍ପରର ପରିପୂରକ। ମାଡ୍ରାସ୍‌ ଆଇଆଇଟିର ୬୫ତମ ଦୀକ୍ଷାନ୍ତ ସମାରୋହରେ…

ରାଫାଲ୍‌ ଯୋଗୁ ଚାଇନା-ପାକିସ୍ତାନର କଡ଼ା ମୁକାବିଲା କରିବାକୁ ଭାରତ ସକ୍ଷମ: ବାୟୁସେନା ଅଧ୍ୟକ୍ଷ ଭଦୋରିଆ

ନୂଆଦିଲ୍ଲୀ,୩୦।୯: ରାଫାଲ୍‌ ଯୁଦ୍ଧ ବିମାନ ଦ୍ୱାରା ଭାରତର ପ୍ରତିରକ୍ଷା ଶକ୍ତି ବହୁ ଗୁଣା ବୃଦ୍ଧି ପାଇବ। ଏହା ଯୋଗୁ ଚାଇନା-ପାକିସ୍ତାନର କଡ଼ା ମୁକାବିଲା କରିବାକୁ ଭାରତ ସକ୍ଷମ ବୋଲି ଦାୟିତ୍ୱ ଗ୍ରହଣ ପରେ ସୋମବାର ନୂଆ ବାୟୁସେନା ଅଧ୍ୟକ୍ଷ ଆର୍‌.କେ.ଏସ୍‌. ଭଦୋରିୟା…

ଆବଶ୍ୟକ ପଡ଼ିଲେ ନିୟନ୍ତ୍ରଣ ରେଖା ଅତିକ୍ରମ କରିବେ ଭାରତୀୟ ସେନା: ପାକିସ୍ତାନକୁ ଚେତାବନୀ ଦେଲେ ବିପିନ୍‌ ରାଓ୍ବତ

ନୂଆଦିଲ୍ଲୀ,୩୦।୯: ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ସୀମାପାର ଅନୁପ୍ରବେଶ ଉଦ୍ୟମ ଏବଂ ଆତଙ୍କବାଦୀ କାର୍ଯ୍ୟକଳାପକୁ ଆଉ ସହ୍ୟ କରାଯିବ ନାହିଁ। ଆବଶ୍ୟକ ପଡ଼ିଲେ ଭାରତୀୟ ସେନା ନିୟନ୍ତ୍ରଣ ରେଖା ଅତିକ୍ରମ କରିବେ ବୋଲି ସେନାଧ୍ୟକ୍ଷ ଜେନେରାଲ ବିପିନ୍‌ ରାଓ୍ବତ ପାକିସ୍ତାନକୁ ଚେତାବନୀ ଦେଇଛନ୍ତି।…

ବିଜେପୁର ଉପନିର୍ବାଚନ : ନାମାଙ୍କନପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ

ପଦ୍ମପୁର,୩୦।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପଣ୍ଡା ସୋମବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଦଳୀୟ କର୍ମୀଙ୍କ ସହ ଦିଲ୍ଲୀପ ପଟୁଆରରେ ଆସି ପ୍ରଥମେ ସେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଉପଜିଲାପାଳ ତନ୍ମୟ…

ଗୁଜରାଟ ଦଙ୍ଗା: ବିଲ୍‌କିସ୍‌ ବାନୋଙ୍କୁ ୨ ସପ୍ତାହ ମଧ୍ୟରେ ୫୦ ଲକ୍ଷ କ୍ଷତିପୂରଣ ଦେବାକୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୦।୯: ଗୁଜରାଟରେ ୨୦୦୨ରେ ହୋଇଥିବା ଦଙ୍ଗାରେ ୨୧ ବର୍ଷ ବୟସ୍କା ବିଲ୍‌କିସ୍‌ ବାନୋଙ୍କୁ ଗଣବଳାତ୍କାର କରାଯିବା ସହିତ ତାଙ୍କର ୩ ବର୍ଷର ଶିଶୁ କନ୍ୟାଙ୍କୁ ହତ୍ୟା କରାଯାଇଥିଲା। ଏନେଇ ସୁପ୍ରିମ୍‌କୋର୍ଟ ରାଜ୍ୟ ସରକାରଙ୍କୁ ୨ ସପ୍ତାହ ମଧ୍ୟରେ ୫୦ ଲକ୍ଷ ଟଙ୍କା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri