ମମତାଙ୍କୁ କଡ଼ା ସମାଲୋଚନା କଲେ ମୋଦି: କୋଲକାତାରୁ ଜାତିସଙ୍ଘରେ ପହଞ୍ଚିଲେ ଦିଦି
ନୂଆଦିଲ୍ଲୀ,୨୨।୧୨: ସିଏଏକୁ ବିରୋଧ କରି ଦେଶବ୍ୟାପି ପ୍ରଦର୍ଶନ କରାଯିବା ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ରାମଲୀଳା ମଇଦାନରେ ଆୟୋଜିତ ଧନ୍ୟବାଦ ରାଲିରେ ଯୋଗଦେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଦିଦି ସିଏଏକୁ ବିରୋଧ…
ନିର୍ଭୟା ମାମଲାର ବିଚାର: ତଳ କୋର୍ଟରେ ୨୫୨ ଦିନ; ହାଇକୋର୍ଟରେ ୧୫୮ ଏବଂ ସୁପ୍ରିମ୍କୋର୍ଟରେ ହଜାରେ ୮ ଦିନ
ନୂଆଦିଲ୍ଲୀ,୨୨।୧୨: ଦିଲ୍ଲୀରେ ୭ ବର୍ଷ ତଳେ ୨୦୧୨ ଡିସେମ୍ବର ୧୬ରେ ଘଟିଥିବା ନିର୍ଭୟା ମାମଲାର ବିଚାର ପାଇଁ ୨ ହଜାର ୫ଶହ ୬୬ ଦିନ ଲାଗିଛି। ଘଟଣା ଘଟିବାର ୧୮ ଦିନ ମଧ୍ୟରେ ପୋଲିସ ପକ୍ଷରୁ ଚାର୍ଜସିଟ୍ ପ୍ରସ୍ତୁତ କରାଯାଇଥିଲା। ଏହାପରେ…
ବିବିଧତାରେ ଏକତା ଭାରତର ବିଶେଷତା: ମୋଦି
ନୂଆଦିଲ୍ଲୀ,୨୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଦିଲ୍ଲୀର ୧୭୩୪ ଅବୈଧ ବସତିକୁ ବୈଧ କରିଥିବାରୁ ଦିଲ୍ଲୀ ଭାଜପା ପକ୍ଷରୁ ରାମଲୀଳା ମଇଦାନରେ ରବିବାର ଏକ ଧନ୍ୟବାଦ ରାଲିର ଆୟୋଜନ କରାଯାଇଛି। ଆୟୋଜିତ ରାଲିରେ ଯୋଗଦେଇ ମୋଦି କହିଛନ୍ତି ବିବିଧତାରେ ଏକତା ହେଉଛି…
ବାରବାଟୀ ଫିଭର୍: ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଲା ଭାରତ
କଟକ ଅଫିସ୍,୨୨।୧୨: ବାରବାଟୀ ଷ୍ଟାଡିୟମରେ ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ତଥା ଅନ୍ତିମ ମ୍ୟାଚ୍ ଆରମ୍ଭ ହୋଇଛି। ଏହି ମ୍ୟାଚ୍ରେ ଭାରତ ପ୍ରଥମେ ଟସ ଜିତି ପ୍ରଥମେ ଫିଲ୍ଡିଂ ନିଷ୍ପତ୍ତି ନେଇଛି। ମ୍ୟାଚ୍ ପାଇଁ ଭାରତୀୟ ଦଳରେ ଗୋଟିଏ ପରିବର୍ତ୍ତନ କରାଯାଇଛି। ଚୂଡ଼ାନ୍ତ…
ଭାରତ ମହାସାଗରରେ ଚଳିତ ବର୍ଷ ସୃଷ୍ଟି ହୋଇଛି ୧୧ ସାମୁଦ୍ରିକ ଝଡ଼: ଭାଙ୍ଗିଛି ୧୨୫ ବର୍ଷର ରେକର୍ଡ
ନୂଆଦିଲ୍ଲୀ,୨୨।୧୨: ଚଳିତ ବର୍ଷ ଭାରତ ମହାସାଗରରେ ୧୧ ସାମୁଦ୍ରିକ ଝଡ଼ ସୃଷ୍ଟି ହୋଇଛି। ବଙ୍ଗୋପ ସାଗରଠାରୁ ଆରମ୍ଭ କରି ଆଣ୍ଡାମାନ ସାଗର ମଧ୍ୟରେ ଏସବୁ ଝଡ଼ ଦ୍ୱାରା ବହୁ କ୍ଷୟକ୍ଷତି ହୋଇଛି। ୧୮୯୩ ପରେ ସର୍ବାଧିକ ଝଡ଼ ଭାରତ ମହାସାଗରରେ ସୃଷ୍ଟି…
ପୁଞ୍ଚ୍ରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ଶ୍ରୀନଗର,୨୨।୧୨: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ପାକିସ୍ତାନ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ରବିବାର ପୁଞ୍ଚ୍ ଜିଲାର ମେଣ୍ଡାର ଏବଂ କ୍ରିଷ୍ଣାଘାଟି ସେକ୍ଟରରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ପୋଷ୍ଟଗୁଡିକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ ହୋଇଛି। ଏହାର…
ଜୀବନ ନେଉଛି ପ୍ରାକୃତିକ ବିପତ୍ତି: ୧୦ବର୍ଷରେ ୧୧,୪୪୦ ମୃତ; ସବୁ ଗାଁରେ ଗଠନ ହେବ ବିପର୍ଯ୍ୟୟ ପରିଚାଳନା କମିଟି
ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ବିଭିନ୍ନ ସମୟରେ ରାଜ୍ୟରେ ହେଉଥିବା ପ୍ରାକୃତିକ ବିପତ୍ତି ଯୋଗୁ ବହୁମୂଲ୍ୟ ଜୀବନ ହରାଇବାକୁ ପଡୁଛି। ଗତ ୧୦ ବର୍ଷ ମଧ୍ୟରେ ବଜ୍ରପାତ, ଅଂଶୁଘାତ, ଅଗ୍ନିକାଣ୍ଡ, ବାତ୍ୟା, ଘୂର୍ଣ୍ଣିଝଡ଼, ବନ୍ୟା, ଡଙ୍ଗାବୁଡ଼ି, ସାପ କାମୁଡ଼ା, ଭୂସ୍ଖଳନ ଓ ପାଣିରେ ବୁଡ଼ି ୧୧,୪୪୦ ଜଣଙ୍କ…
ହିଂସ୍ର ହେଉଛି ସିଏଏ ବିରୋଧୀ ଆନ୍ଦୋଳନ: ୟୁପିରେ ଗଲାଣି ୧୭ ଜୀବନ
ଲକ୍ଷ୍ନୌ,୨୨ା୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ବିରୋଧୀ ଆନ୍ଦୋଳନ ହିଂସ୍ର ହେବାରେ ଲାଗିଛି। ଉତ୍ତରପ୍ରଦେଶରେ ବିକ୍ଷୋଭ ହିଂସାରେ ୩ ଦିନରେ ୧୭ ଜଣଙ୍କ ଜୀବନ ଗଲାଣି। ଶନିବାର ରାମପୁର ସହରରେ ବିକ୍ଷୋଭ ବେଳେ ୨ଜଣ ପ୍ରାଣ ହରାଇଛନ୍ତି। ସେଠାରେ ବିକ୍ଷୋଭକାରୀମାନେ ଗାଡ଼ିମୋଟର…
ନିଲମ ଉପତ୍ୟକାରେ ଭାରତୀୟ ସେନାର କାର୍ଯ୍ୟାନୁଷ୍ଠାନ: ଆତଙ୍କବାଦୀ ଶିବିର ଧ୍ୱଂସ
ନୂଆଦିଲ୍ଲୀ,୨୨ା୧୨: ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ) ଅନ୍ତର୍ଗତ ନିଲମ ଉପତ୍ୟକାରେ ଭାରତୀୟ ସେନାକୁ ବଡ଼ ସଫଳତା ମିଳିଛି। ସେନା କାର୍ଯ୍ୟାନୁଷ୍ଠାନରେ ଉକ୍ତ ଅଞ୍ଚଳରେ ଥିବା କେତେକ ଆତଙ୍କବାଦୀ ଶିବିର ଧ୍ୱଂସ ହୋଇଛି। ପାକିସ୍ତାନୀ ସୈନ୍ୟଙ୍କ ଅସ୍ତ୍ରବିରତି ଉଲ୍ଲଂଘନର ପାଲଟା ଜବାବ ଦେବାକୁ…
ବାରବାଟୀରେ ସିରିଜ ନିର୍ଣ୍ଣାୟକ ମୁକାବିଲା
କଟକ,୨୧।୧୨(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରିକେଟର ମକ୍କାଭାବେ ପରିଚିତ ବାରବାଟୀ ଷ୍ଟାଡିୟମ ଏବେ ଚଳଚଞ୍ଚଳ। ଏହି ଐତିହାସିକ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ହେବ ଭାରତ-ଓ୍ବେଷ୍ଟଇଣ୍ଡିଜ ସିରିଜର ତୃତୀୟ ତଥା ଅନ୍ତିମ ଦିନିକିଆ କ୍ରିକେଟ ମ୍ୟାଚ। ଏଥିପାଇଁ କ୍ଷେତ୍ର ପ୍ରସ୍ତୁତ। ମ୍ୟାଚର ଗୁରୁତ୍ୱକୁ ଦୃଷ୍ଟିରେ…
ଶ୍ରୀମନ୍ଦିର ସୁରକ୍ଷା ଉପରେ ପ୍ରଶ୍ନବାଚୀ: ଚାହାଣି ମଣ୍ଡପରେ ଯୁବକ ଫୋନରେ କଥା ହେବା ଫଟୋ ଭାଇରାଲ
ପୁରୀ ଅଫିସ,୨୧।୧୨: ଶ୍ରୀମନ୍ଦିର ଚାହାଣି ମଣ୍ଡପରେ ଜଣେ ଯୁବକ ଫୋନରେ କଥା ହେବାର ଫଟୋ ଶନିବାର ଭାଇରାଲ ହୋଇଛି। ଫଳରେ ମନ୍ଦିର ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କଡ଼ା ସୁରକ୍ଷା ବଳୟ ଅତିକ୍ରମ କରି କିଭଳି ଯୁବକ ଫୋନରେ କଥା…
ବାରବାଟୀରେ ଭାରତୀୟ ଦଳର ଅଭ୍ୟାସ: କୋହଲିଙ୍କୁ ଦେଖିବାକୁ ଦର୍ଶକଙ୍କ ପ୍ରବଳ ଭିଡ଼
କଟକ ଅଫିସ,୨୧।୧୨: ରବିବାର ବାରବାଟୀରେ ଖେଳାଯିବ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚଳିତ ଦିନିକିଆ କ୍ରିକେଟ ସିରିଜର ଅନ୍ତିମ ତଥା ନିର୍ଣ୍ଣାୟକ ମ୍ୟାଚ୍। ଏହା ପୂର୍ବରୁ ଶନିବାର ବାରବାଟୀରେ ଅଭ୍ୟାସ ଆରମ୍ଭ କରିଛି ବିରାଟ ବାହିନୀ। ୪ଟି ନେଟ୍ସରେ ଭାରତୀୟ ଦଳ…
Archives


