ଘଡ଼ଘଡ଼ି ସହ ବର୍ଷା: ୫ ଜିଲାକୁ ସତର୍କ ସୂଚନା
ଭୁବନେଶ୍ୱର, ୩୦।୯(ବ୍ୟୁରୋ): ସୋମବାର ରାଜ୍ୟର ୫ ଜିଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ବାଲେଶ୍ୱର ଓ ଭଦ୍ରକ। ଦିନ…
ଜମ୍ମୁ-କଶ୍ମୀରରେ ଆତଙ୍କ ସୃଷ୍ଟି ପାଇଁ ୟାସିନ୍ ମଲିକ୍ଙ୍କୁ ପାଣ୍ଠି ଯୋଗାଉଥିଲେ ହାଫିଜ୍ ସଇଦ୍: ଏନ୍ଆଇଏ ରିପୋର୍ଟ
ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରରେ ଆତଙ୍କ ସୃଷ୍ଟି ପାଇଁ ବିଚ୍ଛିନ୍ନତାବାଦୀ ନେତା ୟାସିନ୍ ମଲିକ୍ଙ୍କୁ ଲଶ୍କର-ଇ-ତୋଏବା ମୁଖ୍ୟ ୟାସିନ୍ ମଲିକ୍ ପାଣ୍ଠି ଯୋଗାଉଥିଲେ। ଏନେଇ ଏନ୍ଆଇଏ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଶବିର ଅହମ୍ମଦ ଶାହ, ମଶରତ୍ ଆଲମ୍, ରାଶିଦ୍ ଇଞ୍ଜିନିୟର ପ୍ରମୁଖଙ୍କୁ…
ପ୍ଲାଷ୍ଟିକ୍ ମୁକ୍ତ ଭାରତ ପାଇଁ ଶପଥ ନେବା
ନୂଆଦିଲ୍ଲୀ,୩୦ା୯(ପି.ଟି.): ସ୍ବଚ୍ଛ ଭାରତ ଅଭିଯାନ, ଫିଟ୍ ଇଣ୍ଡିଆ ମୁଭ୍ମେଣ୍ଟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଭାରତରେ ପ୍ଲଗିଙ୍ଗ୍ ଅଭିଯାନ ଆରମ୍ଭ କରିବା ଲାଗି ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍ କୀ ବାତ୍’ରେ କହିଛନ୍ତି। ଭାରତର ପ୍ରଥମ ପ୍ଲଗର ରିପୁଦମନ…
ବିହାରରେ ପ୍ରବଳ ବର୍ଷା: ୨୫ ମୃତ
ପାଟନା,୩୦ା୯: ବିହାରରେ କ୍ରମାଗତ ୩ ଦିନ ଲଗାଣ ବର୍ଷା ଫଳରେ ରାଜଧାନୀ ପାଟନା ସମେତ ବିଭିନ୍ନ ଜଲାରେ ବନ୍ୟା ଭଳି ସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ ବର୍ଷା ଯୋଗୁ ଗତ ୨୪ ଘଣ୍ଟା ମଧ୍ୟରେ ୨୫ ଜଣଙ୍କ ମୃତ୍ୟୁ ଘଟିଛି। ଭାଗଲପୁର…
ରପ୍ତାନି କଟକଣା ସତ୍ତ୍ୱେ ଶୀଘ୍ର ଖସିବନି ପିଆଜ ଦର
ନୂଆଦିଲ୍ଲୀ,୩୦-୯ : ପିଆଜ ଦର ବୃଦ୍ଧି ଉପରେ ନିୟନ୍ତ୍ରଣ ଜାରି କରିବା ଲାଗି ସରକାର ରବିବାର ରପ୍ତାନି ଉପରେ ନିଷେଦ୍ଧାଦେଶ ଜାରି କରିଥିଲେ ମଧ୍ୟ ପିଆଜ ଦର ଏତେ ଶୀଘ୍ର ଖସିବନି ବୋଲି ବଜାର ବିଶେଷଜ୍ଞମାନେ କହିଛନ୍ତି। ଆଗାମୀ କିଛି ଦିନ…
ପୂର୍ବଶତ୍ରୁତାରୁ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ
ଜଟଣୀ,୨୯।୯(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପାଞ୍ଚଗାଁ ବଜାରରେ ରବିବାର ଜଣେ ଯୁବକଙ୍କ ଉପରେ ସଂଘବଦ୍ଧ ଆକ୍ରମଣ କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ମୁକ୍ତି ରାଜଗୁରୁ । ସୂଚନାଯୋଗ୍ୟ, ମୁକ୍ତି ଗାଁ ଛକରେ ଛିଡା ହାଇଥିବା ବେଳେ…
ଜମ୍ମୁ-କଶ୍ମୀରରେ ଆତଙ୍କବାଦ ଯୋଗୁ ଯାଇଛି ୪୧ ହଜାର ୮ଶହରୁ ଅଧିକ ଜୀବନ: ଶାହ
ନୂଆଦିଲ୍ଲୀ,୨୯।୯: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ସ୍ଥିିତି ସ୍ବାଭାବିକ ହେବାରେ ଲାଗିଛି। ଏଠାରେ ଟେଲିଫୋନ୍ ସେବା ବାଧାପ୍ରାପ୍ତ ହେବାକୁ ମାନବାଧିକାରର ଉଲ୍ଲଂଘନ ବୋଲି କହୁଥିବା ବିରୋଧୀ ଆତଙ୍କବାଦକୁ ପ୍ରଶୟ ଦେଉଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କହିଛନ୍ତି। ଦିଲ୍ଲୀର ଏକ…
ବିଜେପୁର ଉପନିର୍ବାଚନ: ସନତ ଗଡ଼ତିଆଙ୍କୁ ପ୍ରାର୍ଥୀ କଲା ଭାଜପା
ଭୁବନେଶ୍ୱର,୨୯।୯(ବ୍ୟୁରୋ): ବିଜେଡି ଓ କଂଗ୍ରେସ ପରେ ବିଜେପୁର ଉପନିର୍ବାଚନ ଲାଗି ଭାଜପା ରବିବାର ପ୍ରାର୍ଥୀ ଘୋଷଣା କରିଛି। ସନତ ଗଡ଼ତିଆଙ୍କୁ ଦଳ ପ୍ରାର୍ଥୀ କରିଛି। ଭାଜପାର କେନ୍ଦ୍ରୀୟ ନିର୍ବାଚନ କମିଟି ଗଡ଼ତିଆଙ୍କ ନାମ ଘୋଷଣା କରିଛି। ସୂଚନାଯୋଗ୍ୟ, ପୂର୍ବରୁ କଂଗ୍ରେସ ପକ୍ଷରୁ…
ପିଆଜ ରପ୍ତାନୀ ଉପରେ ରୋକ: ଦାମ୍ ନିୟନ୍ତ୍ରଣ ପାଇଁ ସରକାରଙ୍କ ମାଷ୍ଟର ଷ୍ଟ୍ରୋକ୍
ନୂଆଦିଲ୍ଲୀ,୨୯।୯: ଦେଶରେ ପିଆଜ ଦାମ୍ ହୁ ହୁ ହୋଇ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ପିଆଜ ରପ୍ତାନୀ ଉପରେ ରୋକ ଲଗାଯାଇଛି। ଏପରି କରି ପିଆଜ ଦାମ୍ ନିୟନ୍ତ୍ରଣ କରିବା ଲାଗି ସରକାର ମାଷ୍ଟର ଷ୍ଟ୍ରୋକ୍ ମାରିଥିବା…
ଦେଶରେ ୨୬/୧୧ ଭଳି ଆକ୍ରମଣର ପୁନରାବୃତ୍ତି ହେବ ନାହିଁ: ପାକିସ୍ତାନକୁ ଚେତାବନୀ ଦେଲେ ରାଜନାଥ ସିଂ
ପଣଜୀ,୨୯।୯: ଦେଶରେ ୨୬/୧୧ ଭଳି ଆକ୍ରମଣର ପୁନରାବୃତ୍ତି ହେବ ନାହିଁ। ଏନେଇ ରବିବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗୋଆରେ ଆଇଏନ୍ଏସ୍ ବିକ୍ରମାଦିତ୍ୟରେ ସୁରକ୍ଷାକର୍ମୀଙ୍କ ସହିତ ଏକ ଯୋଗ କାର୍ଯ୍ୟକ୍ରମରେ ଯୋଗଦେଇ ଏଭଳି ଚେତାବନୀ ପାକିସ୍ତାନକୁ ଦେଇଛନ୍ତି। ପାକିସ୍ତାନ ଭାରତରେ ଆତଙ୍କବାଦୀ…
ଦ୍ୱିତୀୟ ଇନିଂସ୍ର ୪ର୍ଥ ମନ୍ କି ବାତ୍ କାର୍ଯ୍ୟକ୍ରମ: ଇ-ସିଗାରେଟ୍ଠାରୁ ଦୂରେଇ ରହିବାକୁ ମୋଦି ଦେଲେ ପରାମର୍ଶ
ନୂଆଦିଲ୍ଲୀ,୨୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ଇନିଂସ୍ର ୪ର୍ଥ ମନ୍ କି ବାତ୍ କାର୍ଯ୍ୟକ୍ରମ ରବିବାର ଅଲ୍ ଇଣ୍ଡିଆ ରେଡ଼ିଓ ଦ୍ୱାରା ପ୍ରସାରିତ ହୋଇଛି। ପ୍ରଧାନମନ୍ତ୍ରୀ ନବରାତ୍ର ଅବସରରେ ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ଏହା ସହିତ ଆଗକୁ ଆସୁଥିବା ଗରବା, ଦୁର୍ଗାପୂଜା,ଦୀପାବଳି,…
ବାୟୁସେନାରେ ସାମିଲ୍ ହେବ ‘ଅସ୍ତ୍ର’ କ୍ଷେପଣାସ୍ତ୍ର: ଚାଇନା-ପାକିସ୍ତାନର ବଢ଼ିଲା ଚିନ୍ତା
ନୂଆଦିଲ୍ଲୀ,୨୯।୯: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଅସ୍ତ୍ର କ୍ଷେପଣାସ୍ତ୍ର ଖୁବ୍ ଶୀଘ୍ର ଭାରତୀୟ ବାୟୁସେନାରେ ସାମିଲ୍ ହେବାକୁ ଯାଉଛି। ଆକାଶରୁ ଆକାଶ ଲକ୍ଷ୍ୟଭେଦ କରୁଥିବା ‘ଅସ୍ତ୍ର’ କ୍ଷେପଣାସ୍ତ୍ରକୁ ନେଇ ଚାଇନା ଏବଂ ପାକିସ୍ତାନର ଚିନ୍ତା ବଢ଼ିବାରେ ଲାଗିଛି। ୧୫ ବର୍ଷ ଧରି ବିଭିନ୍ନ…
Archives


