Home Middle

ଜଳିଗଲା ନୀଳଚକ୍ର ବାନା

ପୁରୀ ଅଫିସ,୧୯ା୩: ଜଳିଗଲା ନୀଳଚକ୍ର ବାନା । ମହାଦୀପରୁ ନିଅଁା ଲାଗି ନୀଳଚକ୍ର ତଳେ ବନ୍ଧାଯାଇଥିବା ୨/୩ଟି ମାନସିକ ବାନା ପୋଡ଼ିଯାଇଛି। କରୋନା ମୁକାବିଲା ଉଦ୍ଦେଶ୍ୟରେ ଶୁକ୍ରବାରଠୁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ କରିବାକୁ ଗୁରୁବାର ନିଷ୍ପତ୍ତି ନିଆଯିବାର କିଛି ଘଣ୍ଟା…

ଭାରତରେ ଚତୁର୍ଥ ମୁଣ୍ଡନେଲା କରୋନା: ସଂକ୍ରମିତଙ୍କ ସଂଖ୍ୟା ୧୭୩କୁ ବୃଦ୍ଧି

ନୂଆଦିଲ୍ଲୀ, ୧୯।୩ : ପ୍ରାଣଘାତୀ କରୋନା ଭାଇରସ୍‌ କ୍ରମଶଃ ଉଗ୍ରରୂପ ଧାରଣ କରିବାରେ ଲାଗିଛି। ଗୁରୁବାର ଏହା ଆଉ ଏକ ମୁଣ୍ଡ ଗଡ଼ାଇ ଥିବାବେଳେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ମୃତକ ଜଣକ ପଞ୍ଜାବର ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ…

ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ,ଏହି ସମୟରେ ବୟସ୍କଙ୍କ ଯତ୍ନ ନିଅନ୍ତୁ : ବାଗ୍‌ଚୀ

ଭୁବନେଶ୍ୱର,୧୯।୩(ବ୍ୟୁରୋ): କରୋନା ସଚେତନତା ନେଇ ପରାମର୍ଶ ଦେବାକୁ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ବାର୍ତ୍ତା ଦେଇଛନ୍ତି। ଗୁରୁବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ…

ଭକ୍ତ-ଭଗବାନଙ୍କ ମଧ୍ୟରେ କରୋନା: ଭାରତର ୧୩ଟି ରାଜ୍ୟର ୩୩ ଧର୍ମସ୍ଥଳୀରେ କଟକଣା; ଇଟାଲିରେ ଚର୍ଚ୍ଚ-ଇରାନରେ ମସଜିଦ୍‌ ବନ୍ଦ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୯।୩: ପୃଥିବୀରେ କରୋନା ଆତଙ୍କ ସୃଷ୍ଟି କରିଛି। ଏଥିପାଇଁ ପ୍ରତି ଦେଶର ସରକାର ଭିଡ଼ଠାରୁ ଦୂରେଇ ରହିବାକୁ ଲୋକଙ୍କୁ ପରାମର୍ଶ ଦେଉଛନ୍ତି। ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଲୋକଙ୍କୁ ସଚେତନ କରାଯିବା ସହିତ…

ଆଇସିଏସ୍‌ସି, ଆଇଏସ୍‌ସି ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୧୯।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଆଇସିଏସ୍‌ସି ଏବଂ ଆଇଏସ୍‌ସି ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଏନେଇ ଗୁରୁବାର ଆଇସିଏସ୍‌ସି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୨୦୨୦ ଶିକ୍ଷାବର୍ଷର ସମସ୍ତ…

କରୋନା ମୁକାବିଲାକୁ ନେଇ ବଡ଼ ନିଷ୍ପତ୍ତି: ଶୁକ୍ରବାରଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ/ଭୁବନେଶ୍ୱର,୧୯।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ଶ୍ରୀମନ୍ଦିର ପ୍ରଶାସନ ନେଇଛି ବଡ଼ ନିଷ୍ପତ୍ତି। ଶୁକ୍ରବାରଠାରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। କିନ୍ତୁ ମହାପ୍ରଭୁଙ୍କ ନୀତିକାନ୍ତି ଚାଲିବ। ଏଥିପାଇଁ କେବଳ ସେବାୟତମାନେ ହିଁ ମନ୍ଦିର ଭିତରକୁ ପ୍ରବେଶ…

ମଧ୍ୟପ୍ରଦେଶ ସଙ୍କଟ: ଭଙ୍ଗାଗଢ଼ା ରାଜନୀତି ଛାଡ଼ି ଶୀଘ୍ର ଶକ୍ତି ପରୀକ୍ଷା କରିବାକୁ କହିଲେ ସୁପ୍ରିମ୍‌କୋର୍ଟ

ଭୋପାଳ,୧୯।୩: ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ କମଲନାଥ ସରକାରଙ୍କ ସଙ୍କଟ ବଢ଼ିଚାଲିଛି। ଗୁରୁବାର ସୁପ୍ରିମ୍‌କୋର୍ଟ ବିଧାନସଭାରେ ଶୀଘ୍ର ଶକ୍ତି ପରୀକ୍ଷା କରିବାକୁ କହିଛନ୍ତି। ବିଦ୍ରୋହୀ ବିଧାୟକ ନିଜର ଇସ୍ତଫା ଦେଇଥିବା ନିଶ୍ଚିତ କରନ୍ତୁ। ଗୋଟିଏ ଦିନରେ ୧୬ ବିଦ୍ରୋହୀ ବିଧାୟକଙ୍କ ଇସ୍ତଫା ନେଇ ନିଷ୍ପତ୍ତି…

ଫେରିଲା ମହାପ୍ରଭୁଙ୍କ ଟଙ୍କା: ସୁଧ ସହ ୩୯୭.୨୩ କୋଟି ଦେଲା ୟେସ୍‌ ବ୍ୟାଙ୍କ

ପୁରୀ ଅଫିସ,୧୯।୩: ଫେରିଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା। ଘରୋଇ ୟେସ୍‌ ବ୍ୟାଙ୍କରୁ ଇ-ଟ୍ରାନ୍ସଫର ମାଧ୍ୟମରେ ଗୁରୁବାର ୩୯୭ କୋଟି ୨୩ ଲକ୍ଷ ୨୭ ହଜାର ୬୩୬ ଟଙ୍କା ଶ୍ରୀମନ୍ଦିର ଏସ୍‌ବିଆଇ ଆକାଉଣ୍ଟକୁ ଫେରିଛି। ୩୮୯ କୋଟି ମୂଳଜମା ସହ ୮ କୋଟି…

୧୭୬ ଦେଶରେ କରୋନା: ସଂକ୍ରମଣରେ ୮,୯୬୯ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୯।୩: କରୋନା ସଂକ୍ରମଣ ଧୀରେଧୀରେ ପୃଥିବୀର ଗୋଟିଏ ପରେ ଗୋଟିଏ ଦେଶରେ ପହଞ୍ଚିବାରେ ଲାଗିଛି ଇତିମଧ୍ୟରେ ଏହା ୧୭୬ଟି ଦେଶରେ ଆତଙ୍କ ସୃଷ୍ଟି କରିଛି। ଗୋଟିଏ ଦିନ ତଳେ ସଂକ୍ରମିତ ଦେଶ ସଂଖ୍ୟା ୧୬୫ ଥିବାବେଳେ ଏବେ ଏଥିରେ ୧୧ଟି ନୂଆ…

ଦେଶରେ ୧୫୧, ବିଦେଶରେ ୨୭୬ ଭାରତୀୟଙ୍କୁ କରୋନା

ନୂଆଦିଲ୍ଲୀ, ୧୯।୩ : ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୁଧବାର ସନ୍ଧ୍ୟା ସୁଦ୍ଧା ୧୫୧କୁ ବୃଦ୍ଧି ପାଇଛି ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏମାନଙ୍କ ସଂସ୍ପଶର୍ର୍ରେ ଆସିଥିବା ୫,୭୦୦ ବ୍ୟକ୍ତିଙ୍କୁ ପର୍ଯ୍ୟବେକ୍ଷଣରେ ରଖାଯାଇଛି। ଦିଲ୍ଲୀରେ ଅଦ୍ୟାବଧି ଜଣେ ବିଦେଶୀଙ୍କୁ ମିଶାଇ…

କ୍ଷମତା ପାଇଁ ରିସର୍ଟ ରାଜନୀତି: କର୍ନାଟକ ପାଲଟିଛି ରାଜନୈତିକ ପର୍ଯ୍ୟଟନସ୍ଥଳୀ

ବେଙ୍ଗାଲୁରୁ,୧୯ା୩: ମଧ୍ୟପ୍ରଦେଶ କଂଗ୍ରେସର ବିଦ୍ରୋହୀ ବିଧାୟକମାନଙ୍କୁ ବେଙ୍ଗାଲୁରୁସ୍ଥିତ ଏକ ରିସର୍ଟରେ ରଖାଯାଇଛି। ବିଧାୟକମାନଙ୍କୁ ବିଭିନ୍ନ ରାଜ୍ୟର ହୋଟେଲଗୁଡ଼ିକରେ ମେଳିକରି ରଖିବା କିଛି ଦଶନ୍ଧି ମଧ୍ୟରେ ଦେଖିବାକୁ ମିଳି ଆସିଛି। ସମ୍ପ୍ରତି ମଧ୍ୟପ୍ରଦେଶରେ ସୃଷ୍ଟି ହୋଇଥିବା ଅଚଳାବସ୍ଥା ସହ ଜଡ଼ିତ ଘଟଣାକ୍ରମ କର୍ନାଟକକୁ…

କରୋନା ପାଇଁ ଚାକିରି ହରାଇବେ ୨୫ ନିୟୁତ

ନୂଆଦିଲ୍ଲୀ,୧୯-୩: କରୋନା ଯୋଗୁ ସାରା ବିଶ୍ୱରେ ୨୫ ନିୟୁତ ଲୋକ ଚାକିରି ହରାଇବାର ଆଶଙ୍କା ଉପୁଜିଥିବା ଜାତିସଂଘ ପକ୍ଷରୁ ବୁଧବାର କୁହାଯାଇଛି। ଏହା ଯୋଗୁ ଅନେକଙ୍କ ନିଯୁକ୍ତି ସଙ୍କଟରେ ରହିଛି। କରୋନା ପ୍ରଭାବକୁ କମ୍‌ କରିବା ଲାଗି ମିଳିତ ହୋଇ ଯେଉଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?