Home Middle

ଭୁବନେଶ୍ୱରରେ ୩ ହୋଟେଲରେ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା

ଭୁବନେଶ୍ୱର, ୧୮ା୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସବୁ ସ୍ତରରୁ ଉଦ୍ୟମ ଚାଲିଛି। ଏବେ ଭୁବନେଶ୍ୱରର ୩ ଘରୋଇ ହୋଟେଲରେ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା କରାଯାଇଛି। ସେଗୁଡ଼ିକ ହେଲା ଜୟଦେବବିହାରସ୍ଥିତ ଜିଞ୍ଜର ହୋଟେଲ, ଶହୀଦନଗରର ଏମ୍ପାୟାର୍ସ ହୋଟେଲ ଓ କଳ୍ପନାସ୍ଥିତ କଳିଙ୍ଗ ଅଶୋକ ହୋଟେଲ।…

ସିବିଏସ୍‌ଇ ବୋର୍ଡ ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୧୮ା୩ କରୋନା ସଂକ୍ରମଣ ରୋକିବା ଦିଗରେ ପ୍ରତିଷେଧକ ବ୍ୟବସ୍ଥା ସ୍ବରୂପ ଭାରତ ସରକାରଙ୍କ ଉଚ୍ଚଶିକ୍ଷା/ ସ୍କୁଲ ଶିକ୍ଷା ଓ ସାକ୍ଷରତା ବିଭାଗ ସଚିବଙ୍କ ପରାମର୍ଶକ୍ରମେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) କର୍ତ୍ତୃପକ୍ଷ ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା…

ସୁସ୍ଥ ଅଛନ୍ତି ରାଜ୍ୟର ଏକମାତ୍ର କରୋନା ରୋଗୀ, ସାଧାରଣ ଲୋକେ ଅଯଥାରେ ମାସ୍କ ପିନ୍ଧନ୍ତୁ ନାହିଁ: ବାଗ୍‌ଚୀ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଓଡ଼ିଶାର ଏକମାତ୍ର କରୋନା ଚିହ୍ନଟ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସେ ସକାଳ ଭୋଜନ ଓ ଦ୍ୱିପ୍ରହର ଭୋଜନ ଠିକ୍‌ ଭାବେ ଖାଇଛନ୍ତି। ଏଣୁ ସେ ଧୀରେଧୀରେ ସୁସ୍ଥ ହେଉଥିବା ଆଶା କରାଯାଉଛି ବୋଲି ବୁଧବାର ଗୀତଗୋବିନ୍ଦ ସଦନରେ ଆୟୋଜିତ…

ନିର୍ଦ୍ୱନ୍ଦ୍ୱରେ ରାଜ୍ୟ ସଭାକୁ ନିର୍ବାଚିତ ହେଲେ ବିଜେଡିର ୪ ପ୍ରାର୍ଥୀ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଚଳିତ ରାଜ୍ୟ ସଭା ପାଇଁ ବିଜେଡିର ୪ ପ୍ରାର୍ଥୀ ବୁଧବାର ରାଜ୍ୟ ସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଆଉ କେହି ପ୍ରାର୍ଥତ୍ପତ୍ର ଦାଖଲ କରି ନ ଥିବାରୁ ସୁବାସ ସିଂ, ମୁନା ଖାଁ, ସୁଜିତ କୁମାର, ମମତା ମହାନ୍ତ ନିର୍ଦ୍ୱନ୍ଦ୍ୱରେ…

ଆସନ୍ତା ୧୯ରେ ପ୍ରତ୍ୟେକ ପଞ୍ଚାୟତରେ ହେବ ସଭା: ଏପ୍ରିଲ ୧ରୁ ମେ ୧୫ ମଧ୍ୟରେ ହିତାଧିକାରୀଙ୍କୁ ମିଳିବ ୪ ମାସର ଭତ୍ତା, ୩ ମାସର ରାଶନ ସାମଗ୍ରୀ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ହାଡଫୁଟି ପରି କରୋନା ପାଇଁ କୌଣସି ଔଷଧ ନାହିଁ। ଏହା ଅତ୍ୟନ୍ତ ସଂକ୍ରାମକ ମଧ୍ୟ। ସଂକ୍ରମଣଠାରୁ ନିଜକୁ ଦୂରେଇ ରଖିବା ସବୁଠାରୁ ବଡ଼ ସୁରକ୍ଷା। ଏଥିପାଇଁ ଘରେ ଅଲଗା ରହିବା ହିଁ ସବୁଠାରୁ ଉପଯୁକ୍ତ ଉପଚାର। ଏହାକୁ ଭୟ କରନ୍ତୁ…

କରୋନା ମହାମାରୀ ଯୋଗୁ ଆମେରିକାରେ ୨୨ ଲକ୍ଷ, ବ୍ରିଟେନ୍‌ରେ ୫ ଲକ୍ଷଙ୍କ ହୋଇପାରେ ମୃତ୍ୟୁ : ଗବେଷଣା ରିପୋର୍ଟ !

ଲଣ୍ଡନ,୧୮।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ସଂକ୍ରମଣ ଏବେ ପୃଥିବୀର ୧୬୫ ଦେଶରେ ପହଞ୍ଚିଛି। ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବା ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏହି ମର୍ମରେ ଇଂଲଣ୍ଡର ଲଣ୍ଡନ ଇମ୍ପାରିଆଲ କଲେଜର ଗବେଷକଙ୍କ ପକ୍ଷରୁ କରାଯାଇଥିବା ଏକ…

ୟେସ୍‌ ବ୍ୟାଙ୍କରୁ ଫେରି ଆସିବ ମହାପ୍ରଭୁଙ୍କ ଜମା ଟଙ୍କା

ପୁରୀ ଅଫିସ,୧୮।୩: ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କାକୁ ନେଇ ଗତ କିଛିଦିନ ଧରି ଯେଉଁ ବାଦବିବାଦ ଲାଗିରହିଛି, ସେଥିରେ ପୂର୍ଣ୍ଣଚ୍ଛେଦ ପଡିବାକୁ ଯାଉଛି। ଗୁରୁବାର ୟେସ୍‌ ବ୍ୟାଙ୍କରୁ ସମସ୍ତ ୫୪୫ କୋଟି ଟଙ୍କା ଉଠାଯାଇ ଏକ ଜାତୀୟକରଣ ବ୍ୟାଙ୍କରେ ଜମା…

ଗୋଗୋଇଙ୍କୁ ଶିବଲ୍‌ଙ୍କ ୫ ପ୍ରଶ୍ନ

ନୂଆଦିଲ୍ଲୀ,୧୮।୩: ସୁପ୍ରିମ୍‌କୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଜ୍ୟ ସଭା ସଦସ୍ୟ ଭାବେ ମନୋନୀତ କରିଛନ୍ତି। ଗୋଗୋଇଙ୍କ ରାଜ୍ୟ ସଭା ସଦସ୍ୟତା ନେଇ ନାନା ଆରୋପ-ପ୍ରତ୍ୟାରୋପ ଜାରି ରହିଛି। ଏନେଇ କଂଗ୍ରେସ ପକ୍ଷରୁ କପିଲ୍‌ ଶିବଲ୍‌…

‘ଏ’ ବ୍ଲଡ୍‌ ଗ୍ରୁପ୍‌ଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ: ଚାଇନା ରିପୋର୍ଟ !

ବେଜିଂ,୧୮।୩: ଚାଇନାରେ କରୋନା ସଂକ୍ରମଣ ଯୋଗୁ ବହୁ ଲୋକଙ୍କ ମୃତ୍ୟୁ ଘଟିଛି। ସମ୍ପ୍ରତି ଚାଇନାର ଉହାନ ଏବଂ ଶେନଜେନ୍‌ ସହରରେ କରାଯାଇଥିବା ଏକ ଗବେଷଣା ରିପୋର୍ଟରେ ଦର୍ଶାଯାଇଛି ଯେ, ‘ଏ’ ବ୍ଲଡ୍‌ ଗ୍ରୁପ୍‌ଙ୍କୁ କେରୋନା ସଂକ୍ରମଣ ଆଶଙ୍କା ଅନ୍ୟ ବ୍ଲଡ୍‌ ଗ୍ରୁପ୍‌…

ଟଙ୍କା ଦ୍ୱାରା ବି କରୋନା ସଂକ୍ରମଣ ଆଶଙ୍କା: ଡିଜିଟାଲ କାରବାର ପରାମର୍ଶ ଦେଲା ଆରବିଆଇ

ନୂଆଦିଲ୍ଲୀ,୧୮।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ପକ୍ଷରୁ ଡିଜିଟାଲ କାରବାର କରିବା ପାଇଁ ପରାମର୍ଶ ଦିଆଯାଇଛି। ଟଙ୍କା ଏବଂ କଏନ୍‌ ଦ୍ୱାରା କରୋନା ସଂକ୍ରମଣ ହେବାର ଆଶଙ୍କା ଯଥେଷ୍ଟ ରହିଛି। ତେବେ ଏହାକୁ ରୋକିବା ଲାଗି ଡିଜିଟାଲ…

‘ଭୁଶୁଡ଼ିଗଲା କି ଶେଷ ଦୁର୍ଗ’

ନୂଆଦିଲ୍ଲୀ,୧୮ା୩(ପି.ଟି.): ଭାରତର ପୂର୍ବତନ ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଜ୍ୟ ସଭାକୁ ମନୋନୀତ କରିବା ପରେ ବିବାଦ ଉଠିଛି। କଂଗ୍ରେସ ସମେତ ବିରୋଧୀ ଦଳଗୁଡ଼ିକ ଏହାକୁ ନେଇ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସରକାର…

ସିନେମାକୁ କରୋନା ମାଡ଼

ମୁମ୍ବାଇ/ଲସ୍‌ ଏଞ୍ଜେଲସ୍‌,୧୮ା୩: ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା କୋଭିଡ୍‌-୧୯ର ପ୍ରଭାବ ଚଳଚ୍ଚିତ୍ର ଶିଳ୍ପ ଉପରେ ମଧ୍ୟ ଦେଖିବାକୁ ମିଳିଛି। କରୋନା ଭୂତାଣୁ ସଂକ୍ରମଣର ଭୟରେ ମନୋରଞ୍ଜନ ଇଣ୍ଡଷ୍ଟ୍ରିର ଆର୍ଥିକ ମେରୁଦଣ୍ଡ ଦୋହଲିଯାଇଛି। ଭାରତରେ ପୂର୍ବରୁ କେତେକ ସମୟରେ ମନୋରଞ୍ଜନ ଟିିକସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?