Home Middle

୧୨୩୯ଜଣ ବିଦେଶ ଫେରନ୍ତାଙ୍କ ପଞ୍ଜିକରଣ ହୋଇଛି: ବାଗ୍‌ଚୀ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ବିଶେଷକରି ଚାଇନା, ଇଟାଲି, ସ୍ପେନ, ଦକ୍ଷିଣ କୋରିଆ ଆଦି ଦେଶ କରୋନାରେ ପ୍ରଭାବିତ ହୋଇଛନ୍ତି। ଭାରତରେ ସୋମବାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୫ ଥିବା ବେଳେ ମଙ୍ଗଳବାର ଏହା ୧୨୬କୁ ଛୁଇଁଛି। ସେହିଭଳି ମୃତ୍ୟୁସଂଖ୍ୟା ୨ରୁ ୩କୁ ପହଞ୍ଚିଛି। ଜଣେ…

ହୋମ୍‌ ଆଇସୋଲେସନ୍‌ରେ ଗଜପତି, ୧୫ରେ ଆମେରିକାରୁ ଫେରିଥିଲେ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ବିଦେଶରୁ ଫେରି ହୋମ୍‌ ଆଇସୋଲେସନ୍‌ରେ ରହିଛନ୍ତି। ସେ ସପରିବାର ନିଜ ଭୁବନେଶ୍ୱର ଘରେ ହୋମ୍‌ ଆଇସୋଲେସନ୍‌ ରହିଥିବା ନେଇ ଗଜପତିଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି। ଗଜପତି ସପରିବାର ଆମେରିକା ଗସ୍ତ ସାରି…

କରୋନାଜନିତ ଭାରତରେ ତୃତୀୟ ମୃତ୍ୟୁ

ମୁମ୍ବାଇ,୧୭।୩: କରୋନା ଭାଇରସ୍‌ର ପ୍ରକୋପ ଥମିବାର ନା ନେଉ ନ ଥିବା ବେଳେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେର ଲାଗିଛି। ଗତ ୨୪ଘଣ୍ଟାରେ ୧୨ କରୋନା ସଂକ୍ରମିତ ରୋଗୀଙ୍କୁ ଚିହ୍ନଟ କରାଯାଇଛି। ଏପର୍ଯ୍ୟନ୍ତ ଭାରତରେ ୧୨୮ଟି ଘଟଣା ସାମ୍ନାକୁ ଆସିଛି, ଯେଉଁଥିରେ…

ଦେଶବ୍ୟାପୀ ଶିକ୍ଷାନୁଷ୍ଠାନ, ମଲ୍‌ ବନ୍ଦ

ନୂଆଦିଲ୍ଲୀ,୧୭।୩(ପି.ଟି.): କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଗୁଡ଼ିକ ପକ୍ଷରୁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି। ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ କରି ମଲ୍‌, ସିନେମା ହଲ, ପର୍ଯ୍ୟଟନ ସ୍ଥଳ ଓ ଧର୍ମାନୁଷ୍ଠାନ ଆଦିକୁ ବନ୍ଦ କରିବା ଲାଗି ଅନୁଷ୍ଠିତ…

ମହାମାରୀ ବର୍ଷକୁ ନେଉଛି ୭.୨୦ ଲକ୍ଷ ଜୀବନ: ବିଶ୍ୱକୁ କ୍ଷତି ୩୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୭।୩: ଚିକିତ୍ସା ବିଜ୍ଞାନର ଦ୍ରୁତ ଅଗ୍ରଗତି ସତ୍ତ୍ୱେ କରୋନା ଭଳି ରୋଗ ମହାମାରୀ ରୂପ ନେଇଥିବା ଦେଖାଯାଇଛି। ଏଭଳି ବିଭିନ୍ନ ମହାମାରୀ ଯୋଗୁ ବିଶ୍ୱ ଅର୍ଥବ୍ୟବସ୍ଥା ବୃହତ୍‌ କ୍ଷତି ସହୁଛି। ୟୁରୋପୀୟ ପାର୍ଲାମେଣ୍ଟର ଏକ ରିପୋର୍ଟ ମୁତାବକ ଏଭଳି ସମସ୍ୟା ଯୋଗୁ…

କ୍ୟାପିଟାଲ ହସ୍ପିଟାଲରେ କୋକୁଆ ଭୟ: ମୁହଁ ଖୋଲିଲେ ଆକ୍ରାନ୍ତଙ୍କ ପରିବାର

ଭୁବନେଶ୍ୱର,୧୭।୩ (ବ୍ୟୁରୋ): କରୋନା ଚାଇନା, ଇଟାଲୀ ଆଦି ଦେଶରେ ମୃତ୍ୟୁର ବୀଭିଷିକା ରଚୁଥିବାବେଳେ ଓଡ଼ିଶାରେ ଛନକା ପଶିଥିଲା। ବିଦେଶରେ ବହୁ ଓଡ଼ିଆ ରହୁଥିବାରୁ ରାଜ୍ୟ ସରକାର ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବା ସହ ଏନେଇ ପ୍ରସ୍ତୁତି ଆରମ୍ଭ କରିଥିଲେ। ଏହି…

ହୋଟେଲ, ଟ୍ରାଭେଲ ଶିଳ୍ପ ବ୍ୟାପକ କ୍ଷତିଗ୍ରସ୍ତ

ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା ପ୍ରଭାବରେ ରାଜ୍ୟର ହୋଟେଲ ଓ ଟ୍ରାଭେଲ ଶିଳ୍ପ ସର୍ବାଧିକ କ୍ଷତିଗସ୍ତ ହୋଇଛି। ପ୍ରଳୟଙ୍କରୀ ବାତ୍ୟା ଫନୀ ପରେ ହୋଟେଲ ଶିଳ୍ପକୁ ଆଉଥରେ ଏକ ବଡ଼ ଝଟ୍‌କା ଲାଗିଛି। ଇନ୍‌ବାଉଣ୍ଡ୍‌ ଟୁରିଷ୍ଟମାନେ ସେମାନଙ୍କ ବୁକିଂ ବାତିଲ କରୁଥିବାରୁ ଏହାର କ୍ଷତି…

ବ୍ୟବସାୟୀଙ୍କ କ୍ଷତି ଟପିବ ୧ ହଜାର କୋଟି: ବଜାର ସ୍ଥିତି ବିଗାଡୁଛି କରୋନା

ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା(କୋଭିଡ-୧୯)ର ପ୍ରକୋପ ସମଗ୍ର ବିଶ୍ୱକୁ ଅସ୍ତବ୍ୟସ୍ତ କରି ପକାଇଛି। ଏଥିଯୋଗୁ ବିଶ୍ୱ ଅର୍ଥନୀତି ଗଭୀର ଭାବେ ପ୍ରଭାବିତ ହୋଇଛି। ଏହି ରୋଗ କେବଳ ମଣିଷ ସ୍ବାସ୍ଥ୍ୟକୁ ଯେ ଗ୍ରାସ କରୁଛି ତାହା ନୁହେଁ, ରାଜ୍ୟର ସାମାଜିକ ଏବଂ ଆର୍ଥିକ ବ୍ୟବସ୍ଥାକୁ…

ବିଦେଶାଗତଙ୍କ ଉପରେ ନଜର: ମାର୍ଚ୍ଚ ୪ ପରେ ଆସିଥିବା ବ୍ୟକ୍ତିଙ୍କୁ ୪୮ ଘଣ୍ଟା ମହଲତ,ନାମପଞ୍ଜୀକରଣ କଲେ ମିଳିବ ୧୫ ହଜାର ଟଙ୍କା

ଭୁବନେଶ୍ୱର,୧୬।୩(ବ୍ୟୁରୋ)- ବିଦେଶରୁ ଓଡ଼ିଶା ଆସୁଥିବା ବ୍ୟକ୍ତିଙ୍କ ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ କରାଯାଇଛି। ସେମାନେ ପହଞ୍ଚିବାର ୨୪ ଘଣ୍ଟା ମଧ୍ୟରେ ଟୋଲ୍‌ ଫ୍ରି ନମ୍ବର ୧୦୪କୁ କଲ୍‌ କରି କିମ୍ବା ଅନଲାଇନ ପୋର୍ଟାଲ https://covid19.odisha.gov.in ଜରିଆରେ ନିଜର ନାମ ପଞ୍ଜୀକୃତ କରି ପାରିବେ।…

କରୋନା ଲାଗି ୧୪୪ ଧାରା: ବ୍ରହ୍ମପୁରରେ ଶପିଂ ମଲ, ମାର୍କେଟ କମ୍ପ୍ଲେକ୍ସ ବନ୍ଦ କଲା ପ୍ରଶାସନ

ବ୍ରହ୍ମପୁର ଅଫିସ,୧୬।୩: କରୋନା ସଂକ୍ରମଣକୁ ରୋକିବା ନେଇ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଛି। ଜନଗହଳିକୁ ଏଡ଼ାଇବା ପାଇଁ ସୋମବାର ଜିଲା ପ୍ରଶାସନ ପକ୍ଷରୁ ସହରର ସମସ୍ତ ଶପିଂ ମଲ, ମାର୍କେଟ କମ୍ପ୍ଲେକ୍ସକୁ ବନ୍ଦ କରାଯାଇଛି। ପୂର୍ବାହ୍ନରେ…

କରୋନା ଭାଇରସ୍‌: ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୧୧୬

ନୂଆଦିଲ୍ଲୀ,୧୬।୩: କରୋନା ଭାଇରସ୍‌ ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଭାରତରେ ଦିନକୁ ଦିନ ସଂକ୍ରମିତଙ୍କ ମାମଲା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ମହାରାଷ୍ଟ୍ରରେ ୫ଟି ନୂଆ ମାମଲା ସାମ୍ନାକୁ ଆସିଛି। ଏହା ସହିତ ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୮ରେ…

କମଲନାଥ ସରକାରଙ୍କୁ ବଞ୍ଚାଇଦେଲା କରୋନା

ଭୋପାଳ,୧୬।୩: ମଧ୍ୟପ୍ରଦେଶ ବିଧାନସଭାରେ ସୋମବାର କମଲନାଥ ସରକାର ବହୁମତ ସାବ୍ୟସ୍ତ କରିବାର ଥିଲା। ହେଲେ ଯାହା ଅନୁମାନ କରାଯାଉଥିଲା ତାହାହିଁ ହେଲା। ଏବେ ସାରା ଦେଶରେ କରୋନାର ସ୍ଥିତି ସାଂଘାତିକ ଥିବା ବେଳେ ମଧ୍ୟପ୍ରଦେଶ ସରକାରଙ୍କୁ କରୋନା ବଞ୍ଚାଇ ଦେବ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?