ପ୍ରେମିକ ରାଜା ହତ୍ୟାକାରୀ: ବିବାହ କରିବାକୁ ଅମଙ୍ଗ ହେବାରୁ ନୀହାରିକାଙ୍କୁ ହତ୍ୟା
ଜଗତ୍ସିଂହପୁର ଅଫିସ,୨୧।୯: ନର୍ସ ନୀହାରିକା ପାତ୍ର ହତ୍ୟା ମାମଲାର ପର୍ଦ୍ଦାଫାଶ ହୋଇଛି। ପ୍ରେମିକ ତଥା ହାଜିପୁରର କିଶୋର ଚନ୍ଦ୍ର ଆଞ୍ଚଲ(ରାଜା) ହିଁ ହତ୍ୟାକାରୀ। ଏନେଇ ଶନିବାର ଜଗତ୍ସିଂହପୁର ଏସ୍ପି ଆର୍. ପ୍ରକାଶ ଏକ ଖବରଦାତା ସମ୍ମିଳନୀ କରି ଏ ସମ୍ପର୍କରେ ସୂଚନା…
୨୦୨୧ରେ ମହାକାଶକୁ ମଣିଷ ପଠାଇବ ଭାରତ: ଶିବନ
ଭୁବନେଶ୍ୱର,୨୧।୯(ବ୍ୟୁରୋ): ଜୀବନରେ ରିସ୍କ ନିଅ। ରିକ୍ସ ନ ନେଲେ ଜୀବନରେ କିଛି କରିପାରିବନି। ଭୁବନେଶ୍ୱର ଆଇଆଇଟି ସମାବର୍ତ୍ତନ ଉତ୍ସବରେ ଶନିବାର ଯୋଗଦେଇ ଇସ୍ରୋ ଅଧ୍ୟକ୍ଷ କେ. ଶିବନ୍ ଏହା କହିଛନ୍ତି। ସେ କହିଛନ୍ତି ଯେ, ବୈଷୟିକ ଜ୍ଞାନକୌଶଳ ବୃଦ୍ଧିରେ ଆଇଆଇଟି ପ୍ରମୁଖ…
୫୦ ଟପିଲା ପିଆଜ
ନୂଆଦିଲ୍ଲୀ,୨୧।୯: ଖାଉଟିଙ୍କୁ ପୁଣି ଥରେ ପିଆଜ କନ୍ଦାଇଛି। ଦେଶରେ ପିଆଜ ଦାମ୍ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଗତ ସପ୍ତାହ ତଳେ ଏହାର ଦାମ୍ କିଲୋପିଛା ୩୫ ଟଙ୍କା ଥିବାବେଳେ ଏବେ ଏହା ୫୦ ଟଙ୍କା ଛୁଇଁଛି। ଫଳରେ ଖୋଲା…
ନର୍ସ ନୀହାରିକା ହତ୍ୟା ମାମଲାର ଭିନ୍ନ ମୋଡ଼: କଟକରେ କରାଯାଇଛି ହତ୍ୟା, ବାଇକ୍ରେ ନେବା ଦୃଶ୍ୟ ସିସିଟିଭିରେ କଏଦ
କଟକ ଅଫିସ/ଜଗତସିଂହପୁର ଅଫିସ,୨୧।୯: ନର୍ସ ନୀହାରିକା ପାତ୍ର ହତ୍ୟା ମାମଲା ଦିନକୁ ଦିନ ନୂଆ ମୋଡ଼ ନେବାରେ ଲାଗିଛି। ପ୍ରଥମେ ତାଙ୍କ ପ୍ରେମିକ ହାଜିପୁରର କିଶୋର ଚନ୍ଦ୍ର ଆଞ୍ଚଲ ଓରଫ ରାଜା ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ସନ୍ଦେହ କରାଯାଉଥିବା ବେଳେ ଏବେ…
୨୧ ଅକ୍ଟୋବରରେ ବିଜେପୁର ଉପନିର୍ବାଚନ
ଭୁବନେଶ୍ୱର,୨୧।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ଶନିବାର ତାରିଖ ଘୋଷଣା କରାଯାଇଛି। ଅକ୍ଟୋବର ୨୧ରେ ଏଠାରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ଏ ନେଇ ସେପ୍ଟେମ୍ବର ୨୩ରେ ବିଜ୍ଞପ୍ତି ପ୍ରକାଶ ପାଇବ। ୩୦ରେ ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଧାର୍ଯ୍ୟ ହୋଇଥିବା…
ହରିୟାଣା-ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା: ହେବ ପ୍ରଥମ ପ୍ଲାଷ୍ଟିକ୍ ମୁକ୍ତ ନିର୍ବାଚନ
ନୂଆଦିଲ୍ଲୀ, ୨୧।୯: ହରିୟାଣା-ମହାରାଷ୍ଟ୍ର ବିଧାନସଭା ପାଇଁ ତାରିଖ ଘୋଷଣା ହୋଇଛି। ଶନିବାର ନିର୍ବାଚନ କମିଶନଙ୍କ ପକ୍ଷରୁ ଏନେଇ ଘୋଷଣା ହୋଇଛି। ଦୁଇ ରାଜ୍ୟରେ ଅକ୍ଟୋବର ୨୧ରେ ଭୋଟ ଗ୍ରହଣ କରାଯିବ। ସେହିପରି ଅକ୍ଟୋବର ୨୪ରେ ଭୋଟ ଗଣତି ହେବ ବୋଲି ନିର୍ବାଚନ…
ନିୟନ୍ତ୍ରଣ ରେଖାରେ ବଢ଼ିଲା ଉତ୍ତେଜନା: ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ଶ୍ରୀନଗର,୨୧।୯: ଜମ୍ମୁ-କଶ୍ମୀରଠାରେ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଶନିବାର ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପୁଞ୍ଚ ଜିଲାର ଶାହପୁର ଏବଂ କେର୍ନି ସେକ୍ଟରରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ପୋଷ୍ଟକୁ ଲକ୍ଷ୍ୟ କରି ପୂର୍ବାହ୍ନ ୯ଟା ୪୫ଠାରୁ…
ଯମୁନା ଏକ୍ସପ୍ରେସ୍ଓ୍ବେ ପାଲଟିଛି ମରଣ ଯନ୍ତା: ୭ ବର୍ଷରେ ନେଲାଣି ୮ଶହରୁ ଅଧିକ ଜୀବନ
ନୂଆଦିଲ୍ଲୀ,୨୧।୯: ଦିଲ୍ଲୀକୁ ଆଗ୍ରା ସହିତ ସଂଯୋଗ କରୁଥିବା ଯମୁନା ଏକ୍ସପ୍ରେସ୍୍ଓ୍ବେ ମରଣ ଯନ୍ତା ପାଲଟିଛି। ୧୬୫ କିମି ଦୀର୍ଘ ଏହି ଏକ୍ସପ୍ରେସ୍୍ଓ୍ବେରେ ଗତ ୭ ବର୍ଷ ମଧ୍ୟରେ ୮୨୨ ଜଣଙ୍କ ମୃତ୍ୟୁ ଦୁର୍ଘଟଣା ଯୋଗୁ ହୋଇଥିବା ସୂଚନା ଅଧିକାର ରିପୋର୍ଟରୁ ଜଣାପଡ଼ିଛିି।…
ଭୁବନେଶ୍ୱରରେ ଇସ୍ରୋ ଅଧ୍ୟକ୍ଷ କେ.ଶିବନ: କହିଲେ ‘ଚନ୍ଦ୍ରାୟନ-୨’ରେ ମିଳିଛି ୯୮% ସଫଳତା
ଭୁବନେଶ୍ୱର,୨୧।୯(ବ୍ୟୁରୋ): ଇସ୍ରୋ ଅଧ୍ୟକ୍ଷ କେ. ଶିବନ ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। କିଛି ସମୟ ପରେ ସେ ଭୁବନେଶ୍ୱର ଆଇଆଇଟି ଅଷ୍ଟମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ସେଠାରେ ସେ ମୁଖ୍ୟଅତିଥି ଭାବେ ଛାତ୍ରୀଛାତ୍ରଙ୍କୁ ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ଚନ୍ଦ୍ରାୟନ-୨ ମିଶନ…
ଟ୍ରମ୍ପ୍ଙ୍କୁ ଘାରିଛି ମଧ୍ୟସ୍ଥତା ନିଶା: ଇମ୍ରାନ୍ଙ୍କ ପରେ ମୋଦିଙ୍କୁ ଭେଟିବେ
ଓ୍ବାଶିଂଟନ,୨୧।୯ : ଜମ୍ମୁ-କଶ୍ମୀରରେ ପ୍ରସଙ୍ଗରେ ମଧ୍ୟସ୍ଥତା କରିବା ନିଶା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପ୍ଙ୍କୁ ଘାରିଛି। ଏନେଇ ବାରମ୍ବାର ମନ୍ତବ୍ୟ ଦେବା ପରେ ଏବେ ଟ୍ରମ୍ପ୍ ପ୍ରଥମେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁଙ୍କୁ ସୋମବାର ଭେଟିବେ ବୋଲି ହ୍ବାଇଟ୍ ହାଉସ୍ ପକ୍ଷରୁ…
ଜଳବାୟୁ ପରିବର୍ତ୍ତନ ମୁକାବିଲା ଜରୁରୀ
ନୂଆଦିଲ୍ଲୀ/ନ୍ୟୁୟର୍କ,୨୧ା୯: ଜଳବାୟୁ ପରିବର୍ତ୍ତନ ସଙ୍କଟ ମୁକାବିଲାରେ ବିଫଳତାକୁ ନେଇ ଚିନ୍ତିତ ଓ ଭବିଷ୍ୟତକୁ ନେଇ ଉତ୍କଣ୍ଠିତ ଅଗଣିତ ସ୍ବଳ୍ପବୟସ୍କ ଛାତ୍ରୀଛାତ୍ର ରାଜରାସ୍ତାକୁ ଓହ୍ଲାଇଛନ୍ତି। ଶୁକ୍ରବାର ଏଭଳି ଭାବେ ବିଶ୍ୱ ଜଳବାୟୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି, ଯାହାର ନାମ ରଖାଯାଇଛି ‘ଫ୍ରାଇଡେ ଫର୍…
ଜିଏସ୍ଟି କାଉନସିଲ୍ର ବଡ଼ ନିଷ୍ପତ୍ତି: ହୋଟେଲ ଶିଳ୍ପକୁ ପ୍ରୋତ୍ସାହନ
ପଣଜୀ,୨୧ା୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଜିଏସ୍ଟି କାଉନସିଲର ୩୭ତମ ବୈଠକ ଏଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମାନ୍ଦାବସ୍ଥା ଘେରରେ ଥିବା ହୋଟେଲ ଶିଳ୍ପକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ କାଉନସିଲ କେତେକ ନିଷ୍ପତ୍ତି…
Archives


