ଓଡ଼ିଶା ଆସୁଛନ୍ତି କେ. ଶିବନ୍
ଭୁବନେଶ୍ୱର,୨୦।୧୯(ବ୍ୟୁରୋ): ଓଡ଼ିଶା ଆସୁଛନ୍ତି ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋର ମୁଖ୍ୟ କେ. ଶିବନ୍। ସେପ୍ଟେମ୍ବର ୨୧ରେ ସେ ଓଡ଼ିଶା ଆସିବେ। ଭୁବନେଶ୍ୱର ଆଇଆଇଟିର ୮ମ ସମାବର୍ତ୍ତନ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିିଛି। ଚନ୍ଦ୍ରାୟନ-୨ ମିଶନ୍…
ଭୁବନେଶ୍ୱର ରେଳ ଷ୍ଟେଶନ:ବିଶ୍ୱସ୍ତରୀୟ ପାଇଁ ସଜବାଜ
ଭୁବନେଶ୍ୱର, ୨୦|୯(ସ୍ଥିତ ପ୍ରଜ୍ଞ ମିଶ୍ର):ଦେଶର ପ୍ରଥମ ମଲ୍ଟି ମୋଡାଲ ହବ୍ (ବହୁମୁଖି ପରିବହନ କେନ୍ଦ୍ର) ହେବ ଭୁବନେଶ୍ୱର ରେଳ ଷ୍ଟେଶନ। ଯାତ୍ରୀଙ୍କୁ ଏଠାରେ ବିମାନବନ୍ଦର ଅପେକ୍ଷା ଅଧିକ ସୁବିଧା ମିଳିବ। ରେଳ ଷ୍ଟେଶନକୁ ସମ୍ପୂର୍ଣ୍ଣ ଭାବେ ବିଶ୍ୱସ୍ତରୀୟ କରାଯିବାକୁ ରେଲଓ୍ବେ ସହିତ…
ଭୁବନେଶ୍ୱର ରେଳ ଷ୍ଟେଶନ ହେବ ମଲ୍ଟି ମୋଡାଲ ହବ୍
ଭୁବନେଶ୍ୱର, ୨୦-୯(ବ୍ୟୁରୋ):ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେଶନକୁ ମଲ୍ଟି ମୋଡ଼ାଲ ହବ୍ରେ ବିକଶିତ କରାଯିବ। ଏନେଇ ଗୁରୁବାର ନୂଆଦିଲ୍ଲୀର ଉଦ୍ୟୋଗ ଭବନରେ ରେଲ୍ଓ୍ବେ ଓ ଓଡ଼ିଶା ସରକାରଙ୍କ ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପୂର୍ବତଟ…
ଜେଲ ଗଲେ ଆଶୀର୍ବାଦ ବେହେରା
ଭୁବନେଶ୍ୱର,୧୯।୯(ବ୍ୟୁରୋ): ଓଡ଼ିଶା କ୍ରିକେଟ୍ ଆସୋସିଏଶନ (ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ଶେଷରେ ଜେଲ୍ ଯିବାକୁ ପଡ଼ିଛି। ଭୁବନେଶ୍ୱର ସିବିଆଇ କୋର୍ଟ ତାଙ୍କ ଜାମିନ ଆବେଦନ ଖାରଜ କରିଦେବାରୁ ଗୁରୁବାର ସେ ଜେଲ ଯାଇଛନ୍ତି। ଅର୍ଥତତ୍ତ୍ୱ (ଏଟି) ଚିଟ୍ଫଣ୍ଡ ମାମଲାରେ ତାଙ୍କୁ…
‘କାଳିଆ’ କେବଳ ସରକାରୀ ଟଙ୍କାରେ ନିର୍ବାଚନ ଲଢ଼ିବାର ଚଞ୍ଚକତା: ପୃଥ୍ବୀରାଜ
ଭୁବନେଶ୍ୱର,୧୯।୯(ବ୍ୟୁରୋ): ଛିଡ଼ୁନି କାଳିଆ କେଁ। ‘କାଳିଆ ଯୋଜନା’ରେ ଅଯୋଗ୍ୟ ହିତାଧିକାରୀଙ୍କ ସଂଖ୍ୟା ପ୍ରକାଶ ପାଇବା ପରେ ରାଜ୍ୟ ରାଜନୀତି ଜୋର ଧରିଛି। ଗୋଟିଏ ପଟେ ବିଜେଡି ତାଲିକାରେ ୩ ଲକ୍ଷ ୪୧ହଜାର ଅଯୋଗ୍ୟ ହିତାଧିକାରୀ ଥିବା କହୁଥିବା ବେଳେ ଏବେ ଏହାକୁ…
ଲେଖାହେବ ଭାରତୀୟ ସୀମା ବିବାଦର ଇତିହାସ: ସଚେତନ ହେବେ ସୀମା ବାସିନ୍ଦା
ନୂଆଦିଲ୍ଲୀ,୧୯।୯: ସୀମାବର୍ତ୍ତୀ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କୁ ସଚେତନ କରାଇବା ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯିବା ଲାଗି ଯୋଜନା ହୋଇଛି। ଏନେଇ ଖୁବ୍ ଶୀଘ୍ର ଭାରତୀୟ ସୀମା ବିବାଦର ଇତିହାସ ଲେଖାଯିବ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ…
ସାଲେପୁର ନାବାଳିକା ବଳାତ୍କାର, ହତ୍ୟା ମାମଲା: ଦୋଷୀ ମହମ୍ମଦ ମୁସ୍ତାକଙ୍କୁ ଫାଶୀ
କଟକ ଅଫିସ,୧୯।୯: ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ କଟକ ସ୍ପେଶାଲ ପୋକ୍ସୋ କୋର୍ଟ ଗୁରୁବାର ରାୟ ଶୁଣାଇଛନ୍ତି। ଦୋଷୀ ମହମ୍ମଦ ମୁସ୍ତାକଙ୍କୁ ଫାଶୀ ଦଣ୍ଡାଦେଶ ଦିଆଯାଇଛି। ୨୦୧୮ ଏପ୍ରିଲ ୨୧ ତାରିଖରେ ସାଲେପୁର ଅଞ୍ଚଳରେ ଉକ୍ତ ନାବାଳିକା ଭାଇ…
ସୁଧୁରୁନି ପାକିସ୍ତାନ: ଅନ୍ତର୍ଜାତୀୟ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ
ଶ୍ରୀନଗର,୧୯।୯: ନିଜ କାର୍ଯ୍ୟରୁ ବାଦ୍ ପଡ଼ୁନି ପାକିସ୍ତାନ, ପୁଣି ଅନ୍ତର୍ଜାତୀୟ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ କରିଥିବା ସୂଚନା ମିଳିଛି। ଗୁରୁବାର କଠୁଆ ଜିଲାର ହିରାନଗର ସେକ୍ଟରରେ ପାକିସ୍ତାନୀ ରେଞ୍ଜର୍ସ ପକ୍ଷରୁ ଆଖିବୁଜା ଗୁଳିଚାଳନା କରାଯାଇଛି। ଏହାର ପ୍ରତି ଜବାବରେ ଭାରତୀୟ ସେନା…
ସୁରକ୍ଷାକର୍ମୀଙ୍କ ଟାର୍ଗେଟ୍ରେ ୨୭୩ ଆତଙ୍କବାଦୀ: ପ୍ରକାଶ ପାଇଲା ତାଲିକା
ଶ୍ରୀନଗର, ୧୯।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ପ୍ରଥମ ଥର ପାଇଁ ଏଠାରେ ସକ୍ରିୟ ଥିବା ଆତଙ୍କବାଦୀଙ୍କ ତାଲିକା ପ୍ରକାଶ ପାଇଛି। ଏଠାରେ ଥିବା ୨୭୩ ଆତଙ୍କବାଦୀ ମିଳିତ ସୁରକ୍ଷାକର୍ମୀଙ୍କ ଟାର୍ଗେଟ୍ରେ ରହିଛନ୍ତି। ସେମାନଙ୍କ ମଧ୍ୟରୁ ସର୍ବାଧିକ ୧୫୮…
ଆଶୀର୍ବାଦ ଗିରଫ ହେବା ପ୍ରସଙ୍ଗ: ରିମାଣ୍ଡରେ ନେବନି ସିବିଆଇ; ପୁଅ ସଞ୍ଜୟ କହିଲେ ‘ଏହା ଷଡ଼ଯନ୍ତ୍ର’
କଟକ ଅଫିସ,୧୯।୯: ଆଗକୁ ଓଡ଼ିଶା କ୍ରିକେଟ୍ ଆସୋସିଏଶନ(ଓସିଏ)ର ନିର୍ବାଚନ ଥିବାବେଳେ ଗୁରୁବାର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ସିବିଆଇ ଗିରଫ କରିବା ଚର୍ଚ୍ଚାର ବିଷୟ ପାଲଟିଛି। ତାଙ୍କୁ ସିବିଆଇ ରିମାଣ୍ଡରେ ନେବନାହିଁ ବୋଲି ଜଣାପଡ଼ିଛି। ଏପରିସ୍ଥଳେ ଏହି ଗିରଫଦାରୀକୁ ନେଇ ପ୍ରତିକ୍ରିୟା…
ହାତୀ-ମଣିଷ ଲଢ଼େଇ: ୫ ବର୍ଷରେ ଛତିଶଗଡ଼ରେ ୩୨୫ ଲୋକ ଓ ୭୦ ହାତୀ ମୃତ
ରାୟପୁର,୧୯।୯: ଛତିଶଗଡ଼ରେ ହାତୀ-ମଣିଷ ମଧ୍ୟରେ ଲଢ଼େଇ ଥମିବାର ନାଁ ଧରୁନି। ଜଙ୍ଗଲ ପରିସୀମା କମିବାରୁ ହାତୀ ଖାଦ୍ୟ ତଥା ବାସ ଅଭାବରୁ ଜନବସତିରେ ପଶୁଛି। ଏହାଯୋଗୁ ରାଜ୍ୟରେ ପ୍ରତି ବର୍ଷ ୬୫ ଲୋକଙ୍କର ହାତୀ ଆକ୍ରମଣରେ ମୃତ୍ୟୁ ଘଟୁଛି। ସେହିପରି ମଣିଷଙ୍କ…
ତେଜସ୍ରେ ଉଡ଼ିଲେ ରାଜନାଥ
ବେଙ୍ଗାଲୁରୁ,୧୯।୯ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ନେଇ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଯୁଦ୍ଧ ବିମାନ ତେଜସ୍ ଗୁରୁବାର ଉଡ଼ାଣ କରିଛି। ବେଙ୍ଗାଲୁରୁର ହିନ୍ଦୁସ୍ତାନ ଏରୋନୋଟିକ୍ସ୍ ଲିମିଟେଡ୍ ବିମାନ ବନ୍ଦରରୁ ଏହା ଉଡ଼ାଣ ଆରମ୍ଭ କରିଛି। ରାଜନାଥ ଏଥିରେ ଅଧଘଣ୍ଟା ପର୍ଯ୍ୟନ୍ତ…
Archives


