Home Middle

ସୋସିଆଲ୍‌ ମିଡ଼ିଆରେ ଆଇଏସ୍‌ ସ୍ଲିପର ସେଲ୍‌ର ନକଲି ଆକାଉଣ୍ଟ: ସିଏଏ ବିରୋଧରେ ଲୋକଙ୍କୁ ଉସୁକାଉଥିବା ଅଭିଯୋଗ

ନୂଆଦିଲ୍ଲୀ, ୯।୩: ସୋସିଆଲ ମିଡ଼ିଆରେ ଆତଙ୍କବାଦୀ ସଂଗଠନ ଇସଲାମିକ୍‌ ଷ୍ଟେଟ୍‌(ଆଇଏସ୍‌)ର ନକଲି ଆକଉଣ୍ଟ ଉପରେ ଏବେ ଭାରତୀୟ ଗୋଇନ୍ଦା ବିଭାଗ ନଜର ରଖିଛି। ଏହାଦ୍ୱାରା ଆଇଏସ୍‌ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ବିଭ୍ରାନ୍ତିକର ପୋଷ୍ଟ ଶେୟାର କରୁଥିବା ଅଭିଯୋଗ ହୋଇଛି। ଦିଲ୍ଲୀରୁ…

ଶୋପିଆନ୍‌ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୯।୩: ଜମ୍ମୁ-କଶ୍ମୀର ଶୋପିଆନ୍‌ ଜିଲାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ରେବାନ ଖାଜରପୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମ ସମର୍ପଣ…

କରୋନା ଭାଇରସ କବଳରେ ୩ ବର୍ଷର ଭାରତୀୟ ଶିଶୁ

ଥିରୁଭାନନ୍ତପୁରମ,୯।୩: ଡରାଇଲାଣି କରୋନା ଭାଇରସ। ଆମେରିକା, ଇଟାଲି ଭଳି ଦେଶ ଏହି କରୋନା ଭାଇରସ କବଳରେ ଆସିଥିବା ବେଳେ ଏବେ ଏହା ଭାରତରେ କାୟା ବିସ୍ତାର କରି ଚାଲିଛି। କେରଳରେ ରବିବାର ଗୋଟିଏ ପରିବାରର ୫ ଜଣ କରୋନା ଭାଇରସରେ ପୀଡିତଥିବା…

ଗୁରୁତ୍ୱପୂର୍ଣ୍ଣ କେନ୍ଦ୍ରୀୟ ପଦବୀରେ ଓଡ଼ିଆ

ଭୁବନେଶ୍ୱର,୯।୩(ବ୍ୟୁରୋ): ଓଡ଼ିଶାରେ ଜନ୍ମିତ ବହୁ ପ୍ରଶାସନିକ ଅଧିକାରୀ ବର୍ତ୍ତମାନ କେନ୍ଦ୍ରରେ ଗୁରୁତ୍ୱପୂର୍ଣ୍ଣ ପଦବୀରେ କାର୍ଯ୍ୟ କରୁଛନ୍ତି। ସ୍ବାଧୀନତା ପରବର୍ତ୍ତୀ ସମୟଠାରୁ ଅନୁଧ୍ୟାନ କଲେ ବର୍ତ୍ତମାନ ସମୟରେ ଏକାଧିକ ଓଡ଼ିଆ ଅଫିସର କେନ୍ଦ୍ର ତଥା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ…

୪ ଦେଶରେ ଲଜିଷ୍ଟିକ୍‌ ବେସ୍‌ ଖୋଲିବ ହାଲ୍‌

ନୂଆଦିଲ୍ଲୀ,୯ା୩(ପି.ଟି.): ରାଷ୍ଟ୍ରାୟତ୍ତ କମ୍ପାନୀ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ (ହାଲ୍‌) ମାଲେସିଆ, ଭିଏତନାମ, ଇଣ୍ଡୋନେସିଆ ଓ ଶ୍ରୀଲଙ୍କାରେ ଏହାର ଲଜିଷ୍ଟିକ୍‌ ବେସ୍‌ ଖୋଲିବା ପାଇଁ ଯୋଜନା କରୁଛି। ସେହିସବୁ ଦେଶକୁ ହାଲୁକା ଲଢ଼ୁଆ ବିମାନ ତେଜସ୍‌ ଓ ସାମରିକ ହେଲିକପ୍ଟର ବିକ୍ରି କରିବାକୁ…

ଗାନ୍ଧୀ ପରିବାର ସହ ରାଣାଙ୍କ ସମ୍ପର୍କ

ନୂଆଦିଲ୍ଲୀ,୯ା୩: ମନିଲଣ୍ଡରିଂ ନିବାରଣ ଆଇନ ବଳରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ରବିବାର ଭୋର ୩ଟାରେ ଗିରଫ ହୋଇଥିବା ୟେସ ବ୍ୟାଙ୍କ ପ୍ରତିଷ୍ଠାତା ରାଣା କପୁରଙ୍କୁ ନେଇ ଅନେକ ରୋଚକ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ରାଣା କଂଗ୍ରେସ ସାଧାରଣ ସମ୍ପାଦକ…

ମିଶନ ଆଦିତ୍ୟ: ଦେଢ଼ ନିୟୁତ କିମି ଅତିକ୍ରମ କରିବ ଆଦିତ୍ୟ ଏଲ୍‌-୧

ନୂଆଦିଲ୍ଲୀ,୮।୩: ଭାରତ ସରକାର ସୂର୍ଯ୍ୟ ସମ୍ପର୍କରେ ଅଧିକ ତଥ୍ୟ ହାସଲ ପାଇଁ ମିଶନ ଆଦିତ୍ୟ ଆରମ୍ଭ କରିଛନ୍ତି। ଏନେଇ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ଲୋକ ସଭାରେ ୭.୦୧ କୋଟିର ଅନୁଦାନ ଉପସ୍ଥାପନ କରିଛନ୍ତି। ଏହା ସହିତ ସେମି କାୟୋଜେନିକ ଇଞ୍ଜିନ୍‌…

ମହିଳାଙ୍କ ପାଇଁ ‘ମିଶନ ଶକ୍ତି ବିଭାଗ’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୩(ବ୍ୟୁରୋ): ରବିବାର ଅନ୍ତର୍ଜାତୀୟ ମହିଳା ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳାଙ୍କ ଲାଗି ଏକ ବଡ଼ ଘୋଷଣା କରିଛନ୍ତି। ଦେଶର ପ୍ରଥମ ରାଜ୍ୟ ଭାବେ ମହିଳାଙ୍କ ପାଇଁ ସ୍ବତନ୍ତ୍ର ମିଶନ ଶକ୍ତି ବିଭାଗକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏ…

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ : ଅଷ୍ଟ୍ରେଲିଆକୁ ରେକର୍ଡ ପଞ୍ଚମ ଟାଇଟଲ

ମେଲବୋର୍ନ, ୮।୩(ପି.ଟି.)- ଆୟୋଜକ ଅଷ୍ଟ୍ରେଲିଆ ରେକର୍ଡ ପଞ୍ଚମଥର ପାଇଁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ମହିଳା ବିଶ୍ୱକପ୍‌ ଟାଇଟଲ ହାସଲ କରିଛି। ରବିବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ବୃହତ୍‌ ୮୫ ରନରେ ଭାରତକୁ ହରାଇ ଚାମ୍ପିୟନ ହୋଇଛି। ଉଦ୍‌ଘାଟନୀ…

ଦେଶରେ ୪୧ କରୋନା ସଂକ୍ରମିତ: ଆଇସୋଲେଶନରେ ଦିଲ୍ଲୀର ୩୩୭ ଲୋକ

ନୂଆଦିଲ୍ଲୀ,୮।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୧ରେ ପହଞ୍ଚିଛି। ରବିବାର କେରଳରେ ୫ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେହିଭଳି ଅମୃତସରରେ ୨,ଗୁଡ଼ଗାଓ୍ବଁରେ ୧, ଦିଲ୍ଲୀରେ ୩, ଜୟପୁରରେ ୧୭, ଲଦାଖରେ…

କରୋନା ଭାଇରସର ନୂଆ ଠିକଣା ଇଟାଲି: ଗୋଟିଏ ଦିନରେ ୧,୨୪୭ ରୋଗୀ ଚିହ୍ନଟ

ରୋମ,୮।୩: କରୋନା ଭାଇରସ ଏବେ ପ୍ରାୟ ୯୪ ଦେଶକୁ ବ୍ୟାପିଥିବା ବେଳେ ସେ ତା’ର ଠିକଣା ବଦଳାଇ ଦେଇଛି ବୋଲି କୁହାଯାଉଛି। ଚାଇନାରେ କରୋନା ଭାଇରସ ସଂକ୍ରମଣରେ ସର୍ବାଧିକ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ସର୍ବାଧିକ ଲୋକଙ୍କ ମୃତ୍ୟୁ ମଧ୍ୟ ହୋଇଛି।…

ଆଇସିସି ଟି୨୦ ମହିଳା ବିଶ୍ୱକପ୍‌: ଟସ୍‌ ଜିତି ଅଷ୍ଟ୍ରେଲିଆର ବ୍ୟାଟିଂ ନିଷ୍ପତ୍ତି

ମେଲବୋର୍ନ, ୮।୩(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମହିଳା ଟି୨୦ ବିଶ୍ୱକପ୍‌ରେ ଆୟୋଜକ ଅଷ୍ଟ୍ରେଲିଆ ଓ ଭାରତ ମୁହଁାମୁହିଁ ହୋଇଛନ୍ତି। ସ୍ଥାନୀୟ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ (ଏମ୍‌ସିଜି)ରେ ରବିବାର ଆରମ୍ଭ ହୋଇଥିବା ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତ ପ୍ରଥମେ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?