ବିବାହ ନାମରେ ମାନବ ଚାଲାଣ : ୬୨୯ ପାକିସ୍ତାନୀ ଝିଅଙ୍କୁ ଚାଇନାରେ ବିକ୍ରି
ଲାହୋର,୫ା୧୨(ଏ.ପି.): ବିବାହ ନାମରେ ଚାଲିଛି ସାଂଘାତିକ ମାନବ ଚାଲାଣ। ଚାଇନାରେ ବାହାହେବା ପାଇଁ ପୁଅଙ୍କୁ ଝିଅ ମିଳୁ ନ ଥିବାବେଳେ ପାକିସ୍ତାନରୁ ପ୍ରତାରଣା କରି ଅଣାଯାଉଛି ଯୁବତୀମାନଙ୍କୁ। ବର୍ଷକ ମଧ୍ୟରେ ୬୨୯ ପାକିସ୍ତାନୀ ଯୁବତୀ ଓ ମହିଳାଙ୍କୁ ବିବାହ ପାଇଁ ଚାଇନାର ପୁରୁଷମାନେ…
ବିରୋଧୀଙ୍କ ସଣ୍ଢୁଆଶି ଆକ୍ରମଣ
ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ପୁରୀ ପୋଲିସ କ୍ୱାର୍ଟର୍ସରେ ନାବାଳିକା ଗଣବଳାତ୍କାର ପ୍ରସଙ୍ଗକୁ କେନ୍ଦ୍ରକରି ରାଜ୍ୟ ସରକାରଙ୍କ ଉପରେ ସଣ୍ଢୁଆଶି ଆକ୍ରମଣ ଜାରି ରଖିଛନ୍ତି ବିରୋଧୀ କଂଗ୍ରେସ ଏବଂ ଭାଜପା। ଏହାକୁ ନେଇ ବୁଧବାର ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ନବୀନ ନିବାସ ଘେରିବାକୁ…
ଅନୁଗୋଳ ଆଲୁମିନିୟମ ପ୍ରକଳ୍ପକୁ ପୁନର୍ବାର ଚାଲୁ କରିବା ଦାବି: ପୀୟୂଷ ଗୋଏଲଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର
ଭୁବନେଶ୍ୱର,୪।୧୨(ବ୍ୟୁରୋ): ଅନୁଗୋଳ ଆଲୁମିନିୟମ ପାର୍କ ପ୍ରକଳ୍ପକୁ ପୁନର୍ବାର ଚାଲୁ କରିବା ଲାଗି ବୁଧବାର କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖିଛନ୍ତି। ଧର୍ମେନ୍ଦ୍ର ପତ୍ରରେ ଉଲ୍ଲେଖ…
ଭାଜପା ମହିଳା ମୋର୍ଚ୍ଚାର ନବୀନ ନିବାସ ଘେରାଉ ଉଦ୍ୟମ: ହଡ଼ବଡେଇଲା ପୋଲିସ, ଅଟକାଇବାବେଳେ ରାସ୍ତାରେ ଶୋଇଲେ ମହିଳା କର୍ମୀ
ଭୁବନେଶ୍ୱର,୪।୧୨(ବ୍ୟୁରୋ): ପୁରୀ ଗଣବଳାତ୍କାର ଘଟଣାରେ ରାଜ୍ୟ ସରକାରଙ୍କ ବିରୋଧରେ ରଣହୁଙ୍କାର ଦେଇଛି ଭାଜପା ମହିଳା ମୋର୍ଚ୍ଚା। ମଙ୍ଗଳବାର ଉଭୟ କଂଗ୍ରେସ ଓ ଭାଜପା ପକ୍ଷରୁ ପୁରୀ ପୀଡ଼ିତାଙ୍କୁ ନ୍ୟାୟ ଏବଂ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଏବଂ ନବୀନ ନିବାସ ଘେରାଉ…
କେଜରିଓ୍ବାଲଙ୍କ ଫ୍ରି ଓ୍ବାଇଫାଇ ଯୋଜନା: ମାସକୁ ମିଳିବ ମାଗଣା ୧୫ ଜିବି ଡାଟା
ନୂଆଦିଲ୍ଲୀ,୪।୧୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ୍ ଆଦ୍ମୀ ପାର୍ଟି(ଏଏପି)ର ହାତମୁଠାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଟାଣ କରିବାର ପ୍ରୟାସ କରିଛନ୍ତି। ସେ ବୁଧବାର ଫ୍ରି ଓ୍ବାଇଫାଇ ଯୋଜନାର ଘୋଷଣା କରିଛନ୍ତି। ଏଣିକି ଦିଲ୍ଲୀର ସମସ୍ତ ବସ୍ ଷ୍ଟାଣ୍ଡ୍ ସମେତ କେତେକ…
ଲୋକସଭା ଓ ରାଜ୍ୟ ବିଧାନସଭାରେ ଏସ୍ସି/ଏସ୍ଟି ସଂରକ୍ଷଣ: ବଢ଼ିଲା ୧୦ ବର୍ଷ
ନୂଆଦିଲ୍ଲୀ,୪।୧୨: ଲୋକସଭା ଓ ରାଜ୍ୟ ବିଧାନସଭାରେ ଏସ୍ସି/ଏସ୍ଟି ସଂରକ୍ଷଣକୁ ଆସନ୍ତା ୧୦ ବର୍ଷ ପର୍ଯ୍ୟନ୍ତ ବଢ଼ାଇବା ପ୍ରସ୍ତାବକୁ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍ର ମଞ୍ଜୁରୀ ମିଳିଛି। ୧୯୬୦ଠାରୁ ଏହି ପ୍ରସ୍ତାବକୁ ପ୍ରତି ୧୦ ବର୍ଷ ବଢ଼ାଯାଉଛି। ପୂର୍ବରୁ ୨୦୦୯ରେ ଏହାର…
ନାଗରିକତା ସଂଶୋଧନ ବିଲ୍: ରାଜ୍ୟସଭାରେ ଭାଜପା ପାଇଁ ଅଡୁଆ ସ୍ଥିତି
ନୂଆଦିଲ୍ଲୀ,୪।୧୨: ନାଗରିକତା ସଂଶୋଧନ ବିଲ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ଏବେ ବିଲ୍କୁ ଲୋକ ସଭା ଏବଂ ରାଜ୍ୟ ସଭାରେ ଆଗତ କରାଯିବ। ଲୋକ ସଭାରେ ଏହା ପାରିତ ହେବାରେ କୌଣସି ଅସୁବିଧା ହେବ ନାହିଁ। ଭାଜପା ପାଖରେ…
ବିଶ୍ୱତାପନ ବଢ଼ିବା ଯୋଗୁ ୧୦ ବର୍ଷରେ ବିସ୍ଥାପିତ ହୋଇଛନ୍ତି ୨ କୋଟି ୨୦ ଲକ୍ଷ
ମାଦ୍ରିଦ୍,୪।୧୨: ଗତ ୧୦ ବର୍ଷରେ ବିଶ୍ୱତାପନ ୧.୧ ଡିଗ୍ରୀ ସେଲସିୟସ୍ ବଢ଼ିଛି। ଏହା ଯୋଗୁ ୨ କୋଟି ୨୦ ଲକ୍ଷରୁ ଅଧିକ ଲୋକ ବିସ୍ଥାପିତ ହୋଇଛନ୍ତି। ଏସମ୍ପର୍କରେ ବିଶ୍ୱ ପାଣିପାଗ ବିଜ୍ଞାନ ସଂଗଠନ ପକ୍ଷରୁ ଏକ ତଥ୍ୟ ଭିତ୍ତିକ ରିପୋର୍ଟ ପ୍ରକାଶ…
୪୦୭ ବର୍ଷରେ ଭାରତୀୟ ନୌସେନା
ନୂଆଦିଲ୍ଲୀ, ୪।୧୨: ଭାରତୀୟ ନୌସେନାକୁ ଇତିମଧ୍ୟରେ ପୂରିଛି ୪ଶହ ୭ ବର୍ଷ। ୧୯୭୧ରେ ଭାରତ-ପାକିସ୍ତାନ ଯୁଦ୍ଧରେ ନୌସେନାର ବୀରତ୍ୱ ପାଇଁ ପ୍ରତିବର୍ଷ ଡିସେମ୍ବର ୪ ତାରିଖରେ ନୌସେନା ଦିବସ ପାଳିତ ହେଉଛି। ୧୬୧୨ ସେପ୍ଟେମ୍ବର ୫ରେ ଏହା ସ୍ଥାପିତ ହୋଇଥିଲା। ଏହା…
ଛତ୍ରବଜାରରେ ପିଆଜ ଦର ୧୨୦ ଛୁଇଁଲା
କଟକ ଅଫିସ୍,୪।୧୨: ଗଲା କିଛି ଦିନ ଧରି ପିଆଜର ଉତ୍କଟ ଅଭାବ ସୃଷ୍ଟି ହୋଇଥିବା ବେଳେ ବୁଧବାର ଦର ରେକର୍ଡ ଭାଙ୍ଗିଛି। ସପ୍ତାହକ ତଳେ ପିଆଜ କିଲୋ ପ୍ରତି ୮୦ରୁ ୧୦୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ଶହେ ୧୨୦ ଟପିଛି।…
ଭୟ କମାଉଛି ବିଳମ୍ବିତ ନ୍ୟାୟ
ନୂଆଦିଲ୍ଲୀ,୪ା୧୨: ପରିସଂଖ୍ୟାନ କହେ ପ୍ରତି ୧୫ ମିନିଟରେ ଭାରତର କେଉଁଠି ନା କେଉଁଠି ଜଣେ ମହିଳା ବଳାତ୍କାରର ଶିକାର ହେଉଛନ୍ତି। ୨୦୧୭ରେ ରୁଜୁ ହୋଇଥିବା ମୋଟ ୩୨,୫୫୯ ବଳାତ୍କାର ମାମଲା ମଧ୍ୟରୁ ୨୯୮ ଘଟଣା (୦.୯%) ଏପରି ରହିଛି, ଯେଉଁଠି ପୀଡ଼ିତା…
ସରକାରୀ ନିଯୁକ୍ତି ଲାଗି ଗୋଟିଏ ପରୀକ୍ଷା
ନୂଆଦିଲ୍ଲୀ,୪ା୧୨(ପି.ଟି.): ସରକାରୀ ସଂସ୍ଥାରେ ଗ୍ରୁପ୍ ବି ଏବଂ ସି ପଦବୀରେ ସମସ୍ତ ନିଯୁକ୍ତି ପାଇଁ ଗୋଟିଏ ପରୀକ୍ଷା ହେବ। ଗୋଟିଏ ସଂସ୍ଥା ଏହି ସାଧାରଣ ଯୋଗ୍ୟତା ପରୀକ୍ଷା (ସିଇଟି) ପରିଚାଳନା କରିବ ବୋଲି କେନ୍ଦ୍ର ସରକାର ପ୍ରସ୍ତାବ ଆଣିଛନ୍ତି। ଭାରତୀୟ ପ୍ରଶାସନିକ…
Archives


