Home Middle

ବନ୍ଦିପୋରାରେ ଲୁଚିଛନ୍ତି ଲଶ୍କର ଆତଙ୍କବାଦୀ: ଜମ୍ମୁ-କଶ୍ମୀରରେ ହାଇ ଆଲର୍ଟ

ଶ୍ରୀନଗର,୧୨।୯: ଜମ୍ମୁ-କଶ୍ମୀର ବନ୍ଦିପୋରାରେ ଲଶ୍କର-ଇ-ତୋଏବା ଆତଙ୍କବାଦୀ ଲୁଚିଥିବା ନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଗୋଇନ୍ଦା ବିଭାଗର ସୂଚନା ଆଧାରରେ ଜମ୍ମୁ-କଶ୍ମୀରରେ ହାଇ ଆଲର୍ଟ ଜାରି କରାଯିବା ସହିତ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଅନୁଚ୍ଛେଦ…

୧୯ ବର୍ଷ ପରେ ଭଡ଼ା ବିଧାନସଭାରୁ ମୁକ୍ତି ପାଇଲା ଝାଡ଼ଖଣ୍ଡ: ଶୁକ୍ରବାର ସ୍ବତନ୍ତ୍ର ଅଧିବେଶନ

ରାଞ୍ଚି,୧୨।୯: ଝାଡ଼ଖଣ୍ଡ ୧୯ ବର୍ଷ ପରେ ଭଡ଼ା ବିଧାନସଭାରୁ ମୁକ୍ତି ପାଇଛି। ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ନୂଆ ବିଧାନସଭା ଭବନକୁ ଉଦ୍‌ଘାଟନ କରିଛନ୍ତି। ୩୯ ଏକର ଜମିରେ ଏହାକୁ ନିର୍ମାଣ କରାଯାଇଛି। ଏଥିରେ ୪୬୫ କୋଟି ଟଙ୍କା ଖର୍ଚ୍ଚ…

ପୃଥିବୀ ପରି ଜଳ ଓ ବାୟୁମଣ୍ଡଳ ଥିବା ଗ୍ରହର ମିଳିଲା ସନ୍ଧାନ: ହବଲ୍‌ ଟେଲିସ୍କୋପ୍‌ ଦେଲା ସୂଚନା

ଓ୍ବାଶିଂଟନ,୧୨।୯: ପୃଥିବୀ ପରି ଜଳ ଓ ବାୟୁମଣ୍ଡଳ ଥିବା ଗ୍ରହ କେ-୨-୧୮-ବିର ସନ୍ଧାନ ମିଳିଛି। ଏନେଇ ନାସାର ହବଲ୍‌ ଟେଲିସ୍କୋପ୍‌ ସୂଚନା ଦେଇଛି। ପୃଥିବୀଠାରୁ ୧୧୦ ଆଲୋକ ବର୍ଷ ଦୂରରେ ଏହି ଗ୍ରହ ରହିଥିବା ନାସା ପକ୍ଷରୁ କୁହାଯାଇଛି। ଗ୍ରହଟ ଲିଓ…

ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ୩ ଗିରଫ

ଶ୍ରୀନଗର,୧୨।୯: ଜମ୍ମୁ-କଶ୍ମୀରରେ ଏକ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ରକୁ ମିଳିତ ସୁରକ୍ଷାକର୍ମୀ ପଣ୍ଡ କରିଛନ୍ତି। ୩ ଆତଙ୍କବାଦୀଙ୍କୁ ପଞ୍ଜାବ-ଜମ୍ମୁ-କଶ୍ମୀର ସୀମା ଲଖନପୁରଠାରୁ ଗିରଫ କରାଯାଇଛି। ସେମାନଙ୍କଠାରୁ ୪ ଏକେ-୫୬, ୨ ଏକେ-୪୭, ୬ ମାଗାଜିନ୍‌, ୧୮୦ ରାଉଣ୍ଡ ଗୁଳି ଜବତ ହୋଇଥିବା କଠୁଆ…

ଲଦାଖରେ ପୁଣି ଭାରତୀୟ ଯବାନ-ଚାଇନା ସୈନ୍ୟ ମୁହାଁମୁହିଁ

ନୂଆଦିଲ୍ଲୀ,୧୨।୯: ଲଦାଖରେ ପୁଣିଥରେ ଭାରତୀୟ ଯବାନ ଓ ଚାଇନା ସୈନ୍ୟ ମୁହାଁମୁହିଁ ହୋଇଛନ୍ତି। ପୋଙ୍ଗା ହ୍ରଦର ଉତ୍ତର ପାର୍ଶ୍ୱରେ ଭାରତୀୟ ଯବାନ ପାଟ୍ରୋଲିଂ କରୁଥିବା ସମୟରେ ଚାଇନା ସୈନ୍ୟଙ୍କ ସହିତ ସେମାନେ ମୁହାଁମୁହିଁ ହୋଇଥିଲେ। ଏନେଇ ଦୁଇପକ୍ଷଙ୍କ ମଧ୍ୟରେ ଉତ୍ତେଜନା ବୃଦ୍ଧି…

ବିକ୍ରମ ଲ୍ୟାଣ୍ଡରକୁ ‘ହେଲୋ’ ବାର୍ତ୍ତା ପଠାଇଲା ନାସା

ଓ୍ବାଶିଂଟନ,୧୨।୯: ଭାରତର ଚନ୍ଦ୍ରୟାନ-୨ ମିଶନ ୯୫ ପ୍ରତିଶତ ସଫଳ ହୋଇଛି। ବିକ୍ରମ ଲ୍ୟାଣ୍ଡରକୁ ଇସ୍ରୋ ଚିହ୍ନଟ କରିଥିଲେ ମଧ୍ୟ କୌଣସି ଯୋଗାଯୋଗ ସ୍ଥାପନ ହୋଇପାରୁନି। ସେଥି ପାଇଁ ଇସ୍ରୋ ନାସାର ସହାୟତା ଲୋଡ଼ିଛି। ନାସା ବିକ୍ରମ ଲ୍ୟାଣ୍ଡର ପାଖକୁ ‘ହେଲୋ’( ହେଲୋ…

ଘରେ ପଶିଲା ବନ୍ୟାଜଳ: ଖୋର୍ଦ୍ଧାରେ ୩୦ ହଜାର ଲୋକ ଜଳବନ୍ଦୀ

ଖୋର୍ଦ୍ଧା ଅଫିସ,୧୨।୯: ଖୋର୍ଦ୍ଧା ବ୍ଲକ ଓରବରସିଂ ପଞ୍ଚାୟତର ହିରିମୂଳ, ଡିହଖଳା, ଦୁର୍ଗାପୁର, ଓରବରସିଂ, ମଶାଣିଆ, ତେନ୍ତୁଳିମୂଳ, ରାୟପୁର, ବାଲିକୁଦା, ଲେଖନପୁର, କୃଷ୍ଣପୁର ଆଦି ୧୦ ଗଁ। ଓ ନରଣଗଡ ପଞ୍ଚାୟତର ଧବଳପୁର, ମାନପୁର, ଓରିମି ଓ ବଳପୁର ଆଦି ୪ ଗଁ।…

ରାଜ୍ୟ ସଭା ସଦସ୍ୟଙ୍କ ଆୟକୁ ନେଇ ଏଡିଆର୍‌ ରିପୋର୍ଟ: ଶେୟାରରୁ ମିଳୁଛି କୋଟି କୋଟି ଟଙ୍କା

ନୂଆଦିଲ୍ଲୀ, ୧୨ା୯ (ପି.ଟି.): ରାଜ୍ୟ ସଭା ସଦସ୍ୟମାନେ ବେଳେବେଳେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନ କରି ସିଧା ପାର୍ଲାମେଣ୍ଟକୁ ଯାଇଥାନ୍ତି। ଏମିତିକି ରାଜନୈତିକ ସ୍ବାର୍ଥସାଧନ ଲାଗି ଏହି ଆସନ ବିକ୍ରି ମଧ୍ୟ କରାଯାଉଥିବା ଅଭିଯୋଗ ହୋଇଛି। ପାର୍ଲାମେଣ୍ଟକୁ ଆସିବା ପରେ ଏହି ସଦସ୍ୟଙ୍କ…

ଏଲ୍‌ଓସିରେ ପାକ୍‌ ସେନାର ଏଫ୍‌ଏମ୍‌ ଟ୍ରାନ୍ସମିଶନ ଷ୍ଟେଶନ: ଆତଙ୍କବାଦୀଙ୍କ ସହ କୋଡ୍‌ରେ ଯୋଗସୂତ୍ର

ନୂଆଦିଲ୍ଲୀ,୧୨ା୯(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରରେ ଆକ୍ରମଣ ଘଟାଇ ଅସ୍ଥିରତା ସୃଷ୍ଟି ପାଇଁ ପାକିସ୍ତାନ ଉଦ୍ୟମ ଜାରି ରଖିଛି। ପାକିସ୍ତାନୀ ସେନା ଉପତ୍ୟକାରେ ଥିବା ଆତଙ୍କବାଦୀମାନଙ୍କୁ ଏଥିଲାଗି ଉସୁକାଉଛି। ସେମାନଙ୍କ ସହ ଯୋଗାଯୋଗର ମାଧ୍ୟମ ଭାବେ ଏଫ୍‌ଏମ୍‌ ଟ୍ରାନ୍ସମିଶନର କୋଡ୍‌କୁ ବ୍ୟବହାର କରୁଛି। ଭାରତୀୟ ଗୋଇନ୍ଦା…

ବିଦ୍ୟୁତ୍‌ ତାରରେ ଝୁଲୁଛି ଜୀବନ ଡୋରୀ

ଚନ୍ଦ୍ରଗିରି,୧୧।୯(ଡି.ଏନ୍‌.ଏ.): ଗଜପତି ଜିଲାରେ ଏପରି ଏକ ଗ୍ରାମ ରହିଛି ଯେଉଁଠିକୁ ପହଞ୍ଚିବା ଲାଗି ଜୀବନକୁ ବାଜି ଲଗାନ୍ତି ଲୋକେ। ଏହା ହେଉଛି ଜିଲାର ମୋହନା ବ୍ଳକ ଅନ୍ତର୍ଗତ ପାହାଡ ପର୍ବତ ଘେରା ଗରଡ଼ମା ପଞ୍ଚାୟତର ରାଜଖମା ଗାଁ। ମୋହନାଠାରୁ ପ୍ରାୟ ୭୦…

ଜାତିସଂଘରେ ପାକିସ୍ତାନକୁ ଝଟ୍‌କା: କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ଦାବିକୁ ମନା

ଜେନେଭା,୧୧।୯: ଜାତିସଂଘରେ ପାକିସ୍ତାନକୁ ଏକ ଝଟ୍‌କା ଲାଗିଛି। କଶ୍ମୀର ପ୍ରସଙ୍ଗରେ ଭାରତ-ପାକିସ୍ତାନ ମଧ୍ୟରେ ଶାନ୍ତି ଆାଲୋଚନା ଦ୍ୱାରା ସମ୍ଭବ ହୋଇପାରିବ ବୋଲି ଜାତିସଂଘ ମହାସଚିବ ଆଣ୍ଟୋନିଓ ଗ୍ୟୁଟେରସ୍‌ କହିଛନ୍ତି। ଏହି ପ୍ରସଙ୍ଗରେ ଜାତିସଂଘ ମଧ୍ୟସ୍ଥତା କରିପାରିବ ନାହିଁ ବୋଲି ସେ ସ୍ପଷ୍ଟ…

ଭାରତରେ ଅନୁପ୍ରବେଶ କରିବେ ୨୭୫ ଆତଙ୍କବାଦୀ

ଶ୍ରୀନଗର,୧୧।୯: ଜମ୍ମୁ-କଶ୍ମୀରରେ ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଧୀରେଧୀରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଏଠାରେ ଥିବା ୭ଟି ପାକିସ୍ତାନୀ ଲଞ୍ଚ୍‌ପ୍ୟାଡ୍‌ ଇତିମଧ୍ୟରେ ସକ୍ରିୟ ହୋଇଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଏଠାରେ ୨୭୫ ଆତଙ୍କବାଦୀଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri