ଭାରତରେ ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର: ଆତଙ୍କବାଦୀ ସଂଗଠନ ସହିତ ଆଇଏସ୍ଆଇର ଗୁପ୍ତ ବୈଠକ
ଇସଲାମାବାଦ୍,୧୦।୯: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ସୃଷ୍ଟି କରିବାକୁ ଉଦ୍ୟମ କରିବା ସହିତ ଭାରତରେ ବଡ଼ ଧରଣର ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚୁଛି। ଏନେଇ ପାକିସ୍ତାନ ସୈନ୍ୟ ବିଭାଗ ନିର୍ଦ୍ଦେଶରେ ପାକିସ୍ତାନ ଗୋଇନ୍ଦା ସଂସ୍ଥା…
୩ ସେନାର ଆଧୁନିକୀକରଣ ପାଇଁ ମେଗା ଯୋଜନା: ବ୍ୟୟ ହେବ ୧୩୦ ବିଲିୟନ ଡଲାର
ନୂଆଦିଲ୍ଲୀ,୧୦ା୯(ପି.ଟି.): ଆଗାମୀ ୫ରୁ ୭ ବର୍ଷ ମଧ୍ୟରେ ଭାରତୀୟ ସୈନ୍ୟବାହିନୀର ଆକ୍ରମଣ କ୍ଷମତା ବୃଦ୍ଧି ସହ ଏହାର ଆଧୁନିକୀକରଣ ଲାଗି ସରକାର ମେଗା ଯୋଜନା ପ୍ରସ୍ତୁତ କରିଛନ୍ତି। ଏଥିପାଇଁ ୧୩୦ ବିଲିୟନ ଡଲାର ବ୍ୟୟ ହେବ। ୩ ସେନାର ଆଧୁନିକୀକରଣକୁ ତ୍ୱରାନ୍ବିତ…
ବଦଳି ପରେ ତଦନ୍ତ ଚେପା
ଭୁବନେଶ୍ୱର,୧୦।୯: ଥାନାକୁ ଯାଉଥିବା ଅଭିଯୋଗକୁ କେଉଁ ଅଫିସର ବୁଝିବେ ତାହା ସ୍ଥିର କରିଥାନ୍ତି ଆଇଆଇସି। ଏପରିକି ଚୋରି ଓ ଦୁର୍ଘଟଣା ଭଳି ଛୋଟଛୋଟ ମାମଲା ଏଏସ୍ଆଇଙ୍କୁ ଦିଆଯାଉଥିବା ବେଳେ ବଳାତ୍କାର ଓ ଅନ୍ୟ ମାମଲାଗୁଡିକର ତଦନ୍ତ ଭାର ଏସ୍ଆଇ ନେଇଥାନ୍ତି। କିନ୍ତୁ…
ବିକ୍ରମ ଭାଙ୍ଗିନି, ଢଳିରହିଛି
ବେଙ୍ଗାଲୁରୁ/ଚେନ୍ନାଇ,୧୦ା୯: ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରୟାନ-୨ର ଲ୍ୟାଣ୍ଡର ବିକ୍ରମ ସୂକ୍ଷ୍ମ ଅବତରଣ କରିବାରେ ବିଫଳ ହୋଇଥିଲେ ହେଁ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଆଶା ହରାଇନାହିଁ। ଏହା ସହ ସଂଯୋଗ ସ୍ଥାପନ ପାଇଁ ବୈଜ୍ଞାନିକମାନେ ଅନବରତ ଉଦ୍ୟମ ଜାରି ରଖିଛନ୍ତି। ସୂକ୍ଷ୍ମ…
ଟ୍ରାଫିକ୍ ନିୟମ ୩ ମାସ କୋହଳ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୯।୯(ବ୍ୟୁରୋ): ସେପ୍ଟେମ୍ବର ୧ରୁ ଦେଶବ୍ୟାପୀ ଲାଗୁ ହୋଇଛି ନୂଆ ମୋଟର ଯାନ ଆଇନ। ନୂଆ ଆଇନ କାର୍ଯ୍ୟକାରୀ ହେବା ପରେ ଚାରିଆଡ଼େ ଚାଲିଛି ଧରପଗଡ଼। ଆଇନ ଭାଙ୍ଗିଲେ ଆଦାୟ ହେଉଛି ୧୦ ଗୁଣ ଅଧିକ ଜରିମାନା। ସଂଶୋଧିତ ମୋଟର ଯାନ…
ଦେଶରେ ଆର୍ଥିକ ମାନ୍ଦାବସ୍ଥା: ଅଟୋ ଶିଳ୍ପ ଉପରେ ଝୁଲୁଛି ଛଟେଇ ଖଣ୍ଡା;ଅଶୋକ ଲେଲାଣ୍ଡ୍ ୧୮ ଦିନ ରହିବ ବନ୍ଦ
ନୂଆଦିଲ୍ଲୀ,୯।୯: ଦେଶର ଆର୍ଥିକ ସ୍ଥିତି ଏବେ ସଙ୍କଟ ଦେଇ ଗତି କରୁଛି। ସୃଷ୍ଟି ହୋଇଥିବା ମାନ୍ଦାବସ୍ଥାର ସିଧାସଳଖ ପ୍ରଭାବ ଅଟୋ ଶିଳ୍ପ ଉପରେ ପଡ଼ିଛି। ଇତିମଧ୍ୟରେ ଏହି ଶିଳ୍ପରେ ୩ ଲକ୍ଷ ୫୦ ହଜାର କର୍ମଚାରୀ ଛଟେଇ ହୋଇଛନ୍ତି। ଫଳରେ ବେକାର…
ଲ୍ୟାଣ୍ଡର ବିକ୍ରମର କୌଣସି କ୍ଷତି ହୋଇନି; ଯୋଗାଯୋଗ ପାଇଁ ଜାରି ରହିଛି ଉଦ୍ୟମ: ଇସ୍ରୋ
ଶ୍ରୀହରିକୋଟା,୯।୯: ଚନ୍ଦ୍ରୟାନ-୨ ମିଶନରେ ଆଶା ମଉଳିନି। କେତେକ ଯାନ୍ତ୍ରିକ ବ୍ୟତିକ୍ରମ ଯୋଗୁ ଲ୍ୟାଣ୍ଡର ବିକ୍ରମ ନିଦ୍ଦିଷ୍ଟ ପଥରୁ ବାହାରି ଯାଇ ଚନ୍ଦ୍ରପୃଷ୍ଠରେ ଜୋର୍ରେ ପଡ଼ିଯାଇଥିବା ଇସ୍ରୋ ପକ୍ଷରୁ କୁହାଯାଇଛି। ଏବେ ଏହା ଚନ୍ଦ୍ରପୃଷ୍ଠରେ ସୁରକ୍ଷିତ ରହିଛି। ଏହାର କୌଣସି ଅଂଶ ଭାଙ୍ଗିନାହିଁ।…
ଭାରତୀୟ ସେନା ଫରଓ୍ବାର୍ଡ ପୋଷ୍ଟରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିିଛି ଲଶ୍କର
ଶ୍ରୀନଗର,୯।୯: ଜମ୍ମୁ-କଶ୍ମୀର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଥିବା ଭାରତୀୟ ସେନା ଫରଓ୍ବାର୍ଡ ପୋଷ୍ଟରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚାଯାଇଛି। ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବା ପକ୍ଷରୁ ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି।…
ସିଆଲ୍କୋଟ୍ ସୀମାରେ ପାକିସ୍ତାନର ସମରସଜ୍ଜା: ଗୁପ୍ତରେ ମାସୁଦ୍ ଆଝାର ମୁକ୍ତ!
ଇସଲାମାବାଦ୍,୯।୯: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ନାନା ଷଡ଼ଯନ୍ତ୍ର ରଚିବା ଆରମ୍ଭ କରିଛି। ସମ୍ପ୍ରତି ସିଆଲ୍କୋଟ୍ ସୀମାରେ ପାକିସ୍ତାନ ସୈନ୍ୟଙ୍କୁ ଠୁଳ କରିବାରେ ଲାଗିଛି। ଏହା ସହିତ ଭାରତରେ ଆକ୍ରମଣ ଷଡ଼ଯନ୍ତ୍ର ରଚିବା ଲାଗି…
ଗଗନୟାନ ମିଶନ: ପ୍ରଥମ ପର୍ଯ୍ୟାୟରେ ୧୦ ପାଇଲଟ୍ଙ୍କୁ ଚୟନ କଲା ଭାରତୀୟ ବାୟୁସେନା
ଶ୍ରୀହରିକୋଟା,୯।୯: ଭାରତର ଗଗନୟାନ ମିଶନ ପାଇଁ ୧୦ ପାଇଲଟଙ୍କୁ ବାୟୁସେନା ଚୟନ କରିଛି। ଏହି ମିଶନ ଅନ୍ତର୍ଗତ ୩ ଜଣ ପାଇଲଟ ୭ ଦିନ ଧରି ମହାକାଶ ଯାତ୍ରା କରିବେ। ଚୟନ ହୋଇଥିବା ପାଇଲଟ ଆସନ୍ତା ନଭେମ୍ବର ପରେ ତାଲିମ୍ ପାଇଁ…
କେରନ୍ ସେକ୍ଟରରେ ଅନୁପ୍ରବେଶ କରୁଥିବା ପାକିସ୍ତାନୀ ସୈନ୍ୟଙ୍କ ଭିଡ଼ିଓ ଜାରି
ଶ୍ରୀନଗର,୯।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ସୃଷ୍ଟି କରିବାକୁ ଉଦ୍ୟମ କରିଥିଲା। ଏହି ସମୟରେ ପାକିସ୍ତାନ ସୈନ୍ୟ ବିଭାଗ ନିର୍ଦ୍ଦେଶରେ କିଛି ସୈନ୍ୟ ଆତଙ୍କବାଦୀଙ୍କ ସହିତ ଭାରତରେ ଅନୁପ୍ରବେଶ ଉଦ୍ୟମ କରିଥିଲେ। ତେବେ ଏହା…
ତ୍ରିନିଦାଦ ଆଣ୍ଡ୍ ଟବାଗୋ ରାଷ୍ଟ୍ରଦୂତ ଦାୟିତ୍ୱ ନେଲେ ଅରୁଣ
ଭୁବନେଶ୍ୱର,୯ା୯(ବ୍ୟୁରୋ): ତ୍ରିନିଦାଦ ଆଣ୍ଡ ଟବାଗୋର ଭାରତୀୟ ରାଷ୍ଟ୍ରଦୂତ ଭାବେ ଆଇଏଫ୍ଏସ୍ ଅଧିକାରୀ ଅରୁଣ ସାହୁ ଦାୟିତ୍ୱ ନେଇଛନ୍ତି। ନିକଟରେ ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ତାଙ୍କର ନିଯୁକ୍ତି କରାଯାଇଥିଲା। ଚଳିତ ମାସ ୩ ତାରିଖରେ ତ୍ରିନିଦାଦ ଆଣ୍ଡ ଟବାଗୋସ୍ଥିତ ଭାରତୀୟ…
Archives


