ତ୍ରିନିଦାଦ ଆଣ୍ଡ୍ ଟବାଗୋ ରାଷ୍ଟ୍ରଦୂତ ଦାୟିତ୍ୱ ନେଲେ ଅରୁଣ
ଭୁବନେଶ୍ୱର,୯ା୯(ବ୍ୟୁରୋ): ତ୍ରିନିଦାଦ ଆଣ୍ଡ ଟବାଗୋର ଭାରତୀୟ ରାଷ୍ଟ୍ରଦୂତ ଭାବେ ଆଇଏଫ୍ଏସ୍ ଅଧିକାରୀ ଅରୁଣ ସାହୁ ଦାୟିତ୍ୱ ନେଇଛନ୍ତି। ନିକଟରେ ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ତାଙ୍କର ନିଯୁକ୍ତି କରାଯାଇଥିଲା। ଚଳିତ ମାସ ୩ ତାରିଖରେ ତ୍ରିନିଦାଦ ଆଣ୍ଡ ଟବାଗୋସ୍ଥିତ ଭାରତୀୟ…
ଉତ୍ତରପୂର୍ବାଞ୍ଚଳ ପରିଷଦ ଅଧିବେଶନରେ ସ୍ପଷ୍ଟ କଲେ ସ୍ବରାଷ୍ଟ୍ରମନ୍ତ୍ରୀ : ବଦଳିବନି ଅନୁଚ୍ଛେଦ ୩୭୧
ଗୁଆହାଟୀ,୯ା୯(ପି.ଟି./ଆଇଏଏନ୍ଏସ୍): ଉତ୍ତରପୂର୍ବାଞ୍ଚଳ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସୁବିଧା ସୁଯୋଗ ଯୋଗାଇଦେଉଥିବା ସମ୍ବିଧାନର ଅନୁଚ୍ଛେଦ ୩୭୧ରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହ ରବିବାର ସ୍ପଷ୍ଟ କରିଛନ୍ତି। ଅନୁଚ୍ଛେଦ ୩୭୦ ଏକ ଅସ୍ଥାୟୀ ବ୍ୟବସ୍ଥା ଥିବାବେଳେ ୩୭୧ ଏକ…
ବିଷାକ୍ତ ହେଉଛି ଚାଷଜମି
ଭୁବନେଶ୍ୱର,୯ା୯(ବ୍ୟୁରୋ): ମାଟି ପ୍ରକୃତିର ଏକ ଅମୂଲ୍ୟ ସମ୍ପଦ। ମାତ୍ର ଚାଷ ପାଇଁ ଖେତରେ ବ୍ୟବହାର ହେଉଥିବା ଅତ୍ୟଧିକ ରାସାୟନିକ ସାର ଏବଂ ମାରାତ୍ମକ କୀଟନାଶକ ଭୟାନକ ପରିସ୍ଥିତି ସୃଷ୍ଟି କଲାଣି। ଫଳରେ ଆସନ୍ତା କିଛି ବର୍ଷ ମଧ୍ୟରେ ଚାଷଜମିରୁ ଉତ୍ପାଦନ ଅତିମାତ୍ରାରେ…
ହରିୟାଣାରେ ମୋଦିଙ୍କ ନିର୍ବାଚନୀ ଶଙ୍ଖନାଦ
ରୋହତକ୍୍,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହରିୟାଣା ବିଧାନସଭା ନିର୍ବାଚନ ପାଇଁ ରବିବାର ଶଙ୍ଖନାଦ କରିଛନ୍ତି। ରୋହତକରେ ଆୟୋଜିତ ଏକ ସଭାରେ ସେ ଭାଜପା ସରକାରଙ୍କ ଶହେ ଦିନର ସଫଳତା ବିଷୟରେ ଉପସ୍ଥିତ ଲୋକଙ୍କୁ ଜଣାଇଛନ୍ତି। ଗତ ୬୦ ବର୍ଷ ଧରି ସଂସଦରେ…
ମିଳିଲା ଲ୍ୟାଣ୍ଡର ‘ବିକ୍ରମ’ର ସନ୍ଧାନ: ଶିବନ
ନୂଆଦିଲ୍ଲୀ,୮।୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋର) ମୁଖ୍ୟ କେ. ଶିବନ ଭାରତ ପାଇଁ ଏକ ଖୁସି ଖବର ଦେଇଛନ୍ତି। ରବିବାର ଲ୍ୟାଣ୍ଡର ‘ବିକ୍ରମ’ର ସନ୍ଧାନ ମିଳିଥିବା ସେ ସୂଚନା ଦେଇଛନ୍ତି। ଚନ୍ଦ୍ରୟାନ-୨ର ଅର୍ବିଟରରେ ଲାଗିଥିବା ଅପ୍ଟିକାଲ ହାଇ ରିଜୋଲ୍ୟୁଶନ କ୍ୟାମେରା…
ସଚେତନ କରିବାକୁ ଆସି ଫସିଲେ: ବେଆଇନ ପାର୍କିଂ ଯୋଗୁ ୫ଶହ ଜରିମାନା ଦେଲେ ଅନନ୍ତ
ଭୁବନେଶ୍ୱର,୮।୯(ବ୍ୟୁରୋ): ଦେଶବ୍ୟାପୀ ନୂଆ ମୋଟର ଯାନ ଆଇନ ଲାଗୁ ହେବାପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଏହାକୁ ନେଇ ଧରପଗଡ଼ ଚାଲିଛି। ବିଶେଷକରି ରାଜଧାନୀରେ ଟ୍ରାଫିକ୍ ଉଲ୍ଲଂଘନକାରୀଙ୍କଠାରୁ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଛି। ରବିବାର ଏହି ଜରିମାନାରୁ ବାଦ୍ ପଡିନାହାନ୍ତି ଭୁବନେଶ୍ୱର…
ବିଶ୍ୱ ସାକ୍ଷରତା ଦିବସ: ଭାରତରେ ୨୮ କୋଟିଙ୍କୁ ଜଣାନାହିଁ ପଢ଼ିବା ଲେଖିବା
ନୂଆଦିଲ୍ଲୀ,୮।୯: ସେପ୍ଟେମ୍ବର ୮ରେ ବିଶ୍ୱ ସାକ୍ଷରତା ଦିବସ ପାଳିତ ହୋଇଥାଏ। ଏହା ୧୯୬୭ଠାରୁ ପାଳିତ ହେଉଛି। ଭାରତ ବିଭିନ୍ନ କ୍ଷେତ୍ରରେ ବିକାଶ ଧାରା ଜାରି ରଖିଥିବାବେଳେ ଏବେ ମଧ୍ୟ ଦେଶର ୨୮ କୋଟିରୁ ଅଧିକ ଲୋକଙ୍କୁ ପଢ଼ିବା ଲେଖିବା ଜଣାନାହିଁ। ଏନେଇ…
ଚନ୍ଦ୍ରୟାନ-୩: ଭାରତ-ଜାପାନ ମିଳିତ ଭାବେ କାର୍ଯ୍ୟ କରିବା ସମ୍ଭାବନା
ନୂଆଦିଲ୍ଲୀ,୮।୯: ଭାରତର ଚନ୍ଦ୍ରୟାନ-୨ ମିଶନ ବିଫଳ ହୋଇଛି। ତେବେ ଇସ୍ରୋ ପକ୍ଷରୁ ଚନ୍ଦ୍ରୟାନ-୩ ମିଶନ ପାଇଁ ଯୋଜନା ଆରମ୍ଭ ହୋଇଛି। ଏଥିରେ ଭାରତ-ଜାପାନ ମିଳିତ ଭାବେ କାର୍ଯ୍ୟ କରିବାର ସମ୍ଭାବନା ଥିବା କୁହାଯାଉଛି। ଏନେଇ ଇସ୍ରୋ ପକ୍ଷରୁ ଜାପାନ ଏରୋସ୍ପେଶ୍ ଏକ୍ସପ୍ଲୋରେଶନ୍…
ମୋଦି ସରକାରଙ୍କ ଶହେ ଦିନର ସଫଳତା ବଖାଣିବେ ୧୭ କେନ୍ଦ୍ରମନ୍ତ୍ରୀ
ନୂଆଦିଲ୍ଲୀ,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଶହେ ଦିନର ସଫଳତା ସମ୍ପର୍କରେ ୧୭ କେନ୍ଦ୍ରମନ୍ତ୍ରୀ ଦେଶର ବିଭିନ୍ନ ସ୍ଥାନରେ ଆୟୋଜିତ ହେବାକୁଥିବା କାର୍ଯ୍ୟକ୍ରମରେ ବେଖାଣିବେ। ସେପ୍ଟେମ୍ବର ୯ ଏବଂ ୧୦ରେ ଏନେଇ ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମ ଆୟୋଜିତ ହେବ। ଜମ୍ମୁ, ଶିମଲା,…
ନୌସେରା ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ଶ୍ରୀନଗର,୮।୯: ଜମ୍ମୁ-କଶ୍ମୀରର ସୁନ୍ଦରବନି ଓ ନୌସେରା ସେକ୍ଟରରେ ରବିବାର ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ସକାଳ ୧୦ଟାରେ ପାକିସ୍ତାନ ଗୁଳିଗୋଳା ବର୍ଷଣ କରିବା ସହ ମୋର୍ଟାର ମାଡ ମଧ୍ୟ କରିଛି। ଏଥିରେ କେହି ମୃତାହତ ହେବାର ସୂଚନା ଏପର୍ଯ୍ୟନ୍ତ ହସ୍ତଗତ ହୋଇ…
ମରିନି ଆଶା, ରହିଛି ନୂଆ ସମ୍ଭାବନା: ୧୪ ଦିନ ପର୍ଯ୍ୟନ୍ତ ନିଖୋଜ ବିକ୍ରମକୁ ଖୋଜିବ ଇସ୍ରୋ
ଶ୍ରୀହରିକୋଟା,୮।୯: ଭାରତର ବହୁ ପ୍ରତୀକ୍ଷିତ ମିଶନ ଚନ୍ଦ୍ରୟାନ-୨ ଚନ୍ଦ୍ରପୃଷ୍ଠରେ ଅବତରଣ କରିବା ପୂର୍ବରୁ ବିଫଳ ହୋଇଛି ବୋଲି କୁହାଯାଉଥିଲେ ମଧ୍ୟ ଏବେ ବି ମରିନି ଆଶା, ବରଂ ରହିଛି ନୂଆ ସମ୍ଭାବନା। ଆସନ୍ତା ୧୪ ଦିନ ପର୍ଯ୍ୟନ୍ତ ନିଖୋଜ ହୋଇଯାଇଥିବା ଲ୍ୟାଣ୍ଡର…
ରାମ ଜେଠ୍ମାଲାନୀଙ୍କ ପରଲୋକ
ନୂଆଦିଲ୍ଲୀ,୮।୯: ବରିଷ୍ଠ ଆଇନଜୀବୀ ରାମ ଜେଠ୍ମାଲାନୀଙ୍କ ରବିବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ। ୧୯୨୩ ସେପ୍ଟେମ୍ବର ୧୪ରେ ସେ ପାକିସ୍ତାନର ଶିକାରପୁରଠାରେ ଜନ୍ମଗ୍ରହଣ କରିଥିଲେ।…
Archives


