Home Middle

ମାଲେସିଆ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୋଦି: ଜାକିର ନାଇକଙ୍କ ପ୍ରତ୍ୟର୍ପଣ ନେଇ ଆଲୋଚନା

ଭ୍ଲାଡିଭୋଷ୍ଟକ୍‌,୫।୯: ଭାରତରୁ ପଳାୟନ କରିଥିବା ଜାକିର୍‌ ନାଇକଙ୍କ ପ୍ରତ୍ୟର୍ପଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମାଲେସିଆ ପ୍ରତିପକ୍ଷ ମହାତିର୍‌ ବିନ୍‌ ମହମ୍ମଦଙ୍କ ସହିତ ଆଲୋଚନା କରିଛନ୍ତି। ରୁଷିଆର ଭ୍ଲାଡିଭୋଷ୍ଟକ୍‌ରେ ଏନେଇ ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଛି। ବିବାଦୀୟ ଇସଲାମିକ୍‌…

ଗିରଫ ଲଶ୍କର ଆତଙ୍କବାଦୀ ମାନିଲେ: ପାକ୍‌ ସହାୟତାରେ ଅନୁପ୍ରବେଶ କରିଥିଲେ

ଶ୍ରୀନଗର,୫ା୯: ଗତ ମାସରେ ଜମ୍ମୁ-କଶ୍ମୀର ସୀମାନ୍ତରୁ ଗିରଫ ହୋଇଥିବା ଲଶ୍କର-ଇ-ତୋଇବାର ଦୁଇଜଣ ଆତଙ୍କବାଦୀ ପାକିସ୍ତାନ ସରକାରଙ୍କ ସହାୟତାରେ ଅନୁପ୍ରବେଶ କରିଥିଲେ ବୋଲି ସ୍ବୀକାର କରିଛନ୍ତି। ଜମ୍ମୁ-କଶ୍ମୀରରେ ଆକ୍ରମଣ କରିବା ଲାଗି ସେମାନଙ୍କୁ ପଠାଯାଇଥିଲା ବୋଲି ବୁଧବାର ଖବରଦାତା ସମ୍ମିଳନୀରେ ଜଣେ ବରିଷ୍ଠ…

କଶ୍ମୀର ନିଷ୍ପତ୍ତି ସମ୍ପର୍କରେ ପୁଟିନଙ୍କୁ ଜଣାଇଲେ ମୋଦି: ମିଥ୍ୟା ପ୍ରସାର କରୁଛି ପାକ୍‌

ଭ୍ଲାଡିଭୋଷ୍ଟକ୍‌,୫ା୯: ଜମ୍ମୁ-କଶ୍ମୀର ମାମଲାରେ ହସ୍ତକ୍ଷେପ କରିବା ପାଇଁ ପାକିସ୍ତାନର ଅନୁରୋଧକୁ ରୁଷିଆ ପ୍ରତ୍ୟାଖ୍ୟାନ କରିଥିଲା। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କୁ ଧନ୍ୟବାଦ ଜଣାଇଛନ୍ତି। କଶ୍ମୀର ପ୍ରସଙ୍ଗରେ ଇସ୍‌ଲାମାବାଦ ମିଥ୍ୟା ଏବଂ ବିଭ୍ରାନ୍ତିକର ତଥ୍ୟ ପ୍ରସାର କରୁଥିବା…

ପୁରୀ ସୁରକ୍ଷା ମଞ୍ଚ-ପ୍ରଶାସନ ଆଲୋଚନା ବିଫଳ

ପୁରୀ ଅଫିସ, ୫ା୯: ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ ମିଟର ପର୍ଯ୍ୟନ୍ତ ନିର୍ମାଣ ଉଚ୍ଛେଦ ଲାଗି ରାଜ୍ୟ ସରକାରଙ୍କ ନିଷ୍ପତ୍ତି ପରେ ଅଶାନ୍ତ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ପ୍ରଶାସନର ଉଚ୍ଛେଦ ଅଭିଯାନକୁ ବିରୋଧ କରି ମେଳି ବାନ୍ଧୁଛନ୍ତି ମଠ ମହନ୍ତ, ଦୋକାନୀ ଏବଂ କ୍ଷତିଗ୍ରସ୍ତ।…

ନିଯୁକ୍ତି ଦେବାରେ ଓଡ଼ିଶା ବିଫଳ

ଭୁବନେଶ୍ୱର,୫ା୯(ବ୍ୟୁରୋ): ଦେଶର ଆର୍ଥିକ ସ୍ଥିତି ମାନ୍ଦା ଅବସ୍ଥା ଦେଇ ଗତି କରୁଛି। ସାମଗ୍ରିକ ଘରୋଇ ଉତ୍ପାଦ (ଜିଡିପି) ଅଭିବୃଦ୍ଧି ଗତ ୬ ବର୍ଷର ସବୁଠାରୁ ରେକର୍ଡସ୍ତରକୁ ହ୍ରାସ ପାଇଛି। ଏହାର ପ୍ରଭାବ ଓଡ଼ିଶାରେ ଦେଖାଦେଇଛି। ଆର୍ଥିକ ମାନ୍ଦାବସ୍ଥା ଯୋଗୁ ରାଜ୍ୟର ବେକାର…

ଚନ୍ଦ୍ରର ନିକଟତର ହେଲା ଲ୍ୟାଣ୍ଡର୍‌

ଚେନ୍ନାଇ: ଚନ୍ଦ୍ରଯାନ-୨ ଅର୍ବିଟରରୁ ପ୍ରଥମ ମୁନ୍‌ ଲ୍ୟାଣ୍ଡର ବିକ୍ରମ ଅଲଗା ହେବା ପରେ ମଙ୍ଗଳବାର ପ୍ରଥମ ଓ ବୁଧବାର ଦ୍ୱିତୀୟ ଡି-ଅର୍ବିଟାଲ ଅପରେଶନ ସକାଳ ୩ ଟା୪୨ ମିନିଟ୍‌ରେ ଅନ-ବୋର୍ଡ ପ୍ରୋପଲ୍‌ଶନ ସିଷ୍ଟମ ମାଧ୍ୟମରେ ଆରମ୍ଭ କରାଯାଇ ୯ମିନିଟ୍‌ରେ ଶେଷ କରାଯାଇଛି।…

ଅଟୋ ଚାଳକଙ୍କୁ ୫୨ହଜାର ଜରିମାନା, ୮ ନିୟମ ଭାଙ୍ଗିଥିଲେ

ଭୁବନେଶ୍ୱର, ୪।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ରାଜଧାନୀ ଭୁବନେଶ୍ୱରରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅଟୋ ଚାଳକଙ୍କ ଉପରେ ଲାଗିଛି ୫୨ହଜାର ଟଙ୍କାର ଜରିମାନା। ଚାଳକଜଣଙ୍କ ହେଲେ ହରିବନ୍ଧୁ କହଁର। ସେ ସ୍ଥାନୀୟ ବଡ଼ଗଡ଼ ଅଞ୍ଚଳରେ…

ୟୁଏପିଏ ଆଧାରରେ ମାସୁଦ ଆଝାରଙ୍କ ସମେତ ୪ ଜଣଙ୍କୁ ଆତଙ୍କବାଦୀ ଘୋଷିତ

ନୂଆଦିଲ୍ଲୀ,୪।୯: ଭାରତ ମାସୁଦ ଆଝାର, ହାଫିଜ ସୟିଦ, ଦାଉଦ୍‌ ଇବ୍ରାହିମ୍‌ ଓ ଜକି-ଉର୍‌-ରହମାନ ଲଖଭିଙ୍କୁ ଆତଙ୍କବାଦୀ ଘୋଷଣା କରିଛି। ଏମାନଙ୍କୁ Unlawful Activities (Prevention) Act ଅଧିନିୟମ ଅନୁଯାୟୀ ଆତଙ୍କବାଦୀ ଘୋଷଣା କରାଯାଇଛି। ଏହାସହ ଏମାନଙ୍କ ବିରୋଧରେ ରେଡ କର୍ନର ନୋଟିସ…

ବିଜେଡିର ନୂଆ ମୁଖପାତ୍ର ତାଲିକା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ..

ଭୁବନେଶ୍ୱର, ୪।୯(ବ୍ୟୁରୋ): ବିଜେଡି ପକ୍ଷରୁ ବୁଧବାର ନୂଆ ମୁଖପାତ୍ର ତାଲିକା ପ୍ରକାଶ ପାଇଛି। ଏଥିରେ ମିଡିଆ କୋର୍ଡିନେଟର ଭାବେ ଏମ୍‌ପି ସସ୍ମିତ ପାତ୍ରଙ୍କୁ ଦାୟିତ୍ୱ ଦିଆଯାଇଛି। ସେହିଭଳି ୫ଜଣଙ୍କୁ ଜାତୀୟ ମୁଖପାତ୍ର, ୧୪ଜଣଙ୍କୁ ବିଜେଡି ମୁଖପାତ୍ର ଏବଂ ୧୦ଜଣଙ୍କୁ ପ୍ୟାନେଲିଷ୍ଟ ଭାବେ…

ମୋଦି-ପୁଟିନ୍‌ଙ୍କ ମିଳିତ ବିବୃତି: ଦେଶର ଆଭ୍ୟନ୍ତରୀଣ ମାମଲାରେ ଅନ୍ୟ କାହାର ହସ୍ତକ୍ଷେପ ବରଦାସ୍ତ କରାଯିବନି

ଭ୍ଲାଡ଼ିଭୋସ୍ତକ,୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ଗସ୍ତରେ ଯାଇଛନ୍ତି। ଭ୍ଲାଡ଼ିଭୋସ୍ତକଠାରେ ଏକ ଖବରଦାତା ସମ୍ମିଳନୀରେ ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମୀର୍‌ ପୁଟିନ୍‌ ମିଳିତ ଭାବେ ବିବୃତି ଦେଇଛନ୍ତି। ଦେଶର ଆଭ୍ୟନ୍ତରୀଣ ମାମଲାରେ ଅନ୍ୟ କୌଣସି ବାହାର ଦେଶର ହସ୍ତକ୍ଷେପକୁ ବରଦାସ୍ତ…

ପୁରୀ ସୁରକ୍ଷା ମଞ୍ଚ- ପ୍ରଶାସନ ବୈଠକ ବିଫଳ: ଜିଲାପାଳ କହିଲେ ‘ବ୍ୟବସାୟିକ କୋଠା ଉଚ୍ଛେଦ ପ୍ରକ୍ରିୟା ଜାରି ରହିବ’

ପୁରୀ ଅଫିସ,୪।୯: ପୁରୀରେ ଚାଲିଥିବା ଉଚ୍ଛେଦ ଅଭିଯାନକୁ ନେଇ ସୁରକ୍ଷା ମଞ୍ଚ ଏବଂ ପ୍ରଶାସନ ମଧ୍ୟରେ ହୋଇଥିବା ବୈଠକ ବିଫଳ ହୋଇଛି। ଉଚ୍ଛେଦ ବନ୍ଦ ନେଇ ପ୍ରତିନିଧି ଦଳର ଦାବିକୁ ଜିଲାପାଳ ଅଗ୍ରାହ୍ୟ କରିଛନ୍ତି। ଏନେଇ ପ୍ରତିକ୍ରିୟା ଦେଇ ଜିଲାପାଳ ବଳଓ୍ବନ୍ତ…

ବାଲାକୋଟ ଏୟାରଷ୍ଟ୍ରାଇକ୍‌ ସଫଳ ହେଲେ ଫୋନ୍‌ରେ ‘ବନ୍ଦର’ କହି ସୂଚନା ଦେବାକୁ ନିର୍ଦ୍ଦେଶ ଦେଇଥିଲେ ଧନଓ୍ବା

ନୂଆଦିଲ୍ଲୀ,୪।୯: ବାଲାକୋଟ୍‌ ଏୟାରଷ୍ଟ୍ରାଇକ୍‌ ନେଇ ଅପରେଶନ୍‌ ପ୍ରମୁଖ ଏୟାର ମାର୍ଶଲ ସି.ହରି କୁମାର କେତେକ ଗୁପ୍ତ ସୂଚନା ଦେଇଛନ୍ତି। ସେ ଦିନ ହରିଙ୍କର ଜନ୍ମ ଦିନ ଥିଲା। ତେବେ ରାତ୍ର ୧୨ଟାରେ ସେ ସ୍ବାଭାବିକ ଭାବେ ସାଙ୍ଗମାନଙ୍କ ସହିତ ଇଣ୍ଡିଆ ଗେଟ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri