ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ରାଜସ୍ଥାନ ହାଇକୋର୍ଟଙ୍କ ଝଟକା: ମିଳିବନି ଆଉ ଆଜୀବନ ସରକାରୀ ସୁବିଧା ସୁଯୋଗ
ଜୟପୁର,୪।୯: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ରାଜସ୍ଥାନ ହାଇକୋର୍ଟଙ୍କ ନିଷ୍ପତ୍ତି ଯୋଗୁ ଏକ ବଡ଼ ଝଟକା ଲାଗିଛି। ଏଣିକି ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଆଉ ଆଜୀବନ ବିଭିନ୍ନ ସରକାରୀ ସୁବିଧା ସୁଯୋଗ ମିଳିବନି। ହାଇକୋର୍ଟ ରାଜସ୍ଥାନ ମନ୍ତ୍ରୀ ବେତନ ସଂଶୋଧନ ଅଧିନିୟମ ୨୦୧୭କୁ ଅବୈଧ ଘୋଷିତ…
ପିଓକେରେ ଆତଙ୍କବାଦୀଙ୍କୁ ତାଲିମ୍ ଦେଉଛି ପାକିସ୍ତାନ ସୈନ୍ୟ ବିଭାଗ: ରେଶିୟନ୍-କଦଲନ ଗଲି ମଧ୍ୟ ଦେଇ ଭାରତରେ ଅନୁପ୍ରବେଶ ଷଡ଼ଯନ୍ତ୍ର
ଶ୍ରୀନଗର,୪।୯: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ଷଡ଼ଯନ୍ତ୍ର ରଚାଯାଉଛି। ଏଠାରେ ପାକିସ୍ତାନ ସୈନ୍ୟ ବିଭାଗର ୫୦ ଜଣ କମାଣ୍ଡୋ ଆତଙ୍କବାଦୀଙ୍କୁ ଆବଶ୍ୟକ ତାଲିମ୍ ଦେଉଛନ୍ତି। ସେମାନଙ୍କୁ କଶ୍ମୀରର ରେଶିୟନ୍ ଓ କଦଲନ ଗଲି ମଧ୍ୟ ଦେଇ ଭାରତରେ…
ପୁଲଓ୍ବାମା ଆକ୍ରମଣ: ଗୋଇନ୍ଦା ବିଭାଗ ବିଫଳତାକୁ ଇସାରା କଲା ସିଆର୍ପିଏଫ୍ ରିପୋର୍ଟ
ନୂଆଦିଲ୍ଲୀ,୪।୯: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ରିପୋର୍ଟର ତଥ୍ୟ ପ୍ରକାଶ ପାଇଛି। ସିଆର୍ପିଏଫ୍ ପକ୍ଷରୁ ପ୍ରକାଶିତ ଏହି ରିପୋର୍ଟରେ ଗୋଇନ୍ଦା ବିଭାଗ ବିଫଳତାକୁ ଇସାରା କରାଯାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଫେବୃୟାରୀ ୧୪ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଭାରତୀୟ…
୩୦ ଦିନ ପୂରିଲା : ସ୍ବାଭାବିକ ହୋଇନି ଉପତ୍ୟକା
ଶ୍ରୀନଗର,୪ା୯(ପି.ଟି.): କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିବା ୩୦ ଦିନ ପୂରିଥିବାବେଳେ ଏବେ ବି ଉପତ୍ୟକାରେ ସ୍ବାଭାବିକ ଅବସ୍ଥା ଫେରିନାହିଁ। କଶ୍ମୀରର ଅଧିକାଂଶ ସ୍ଥାନରେ ଦିନବେଳା କଟକଣା କୋହଳ ହୋଇଥିବାବେଳେ ବଜାର ଓ…
ସାଧୁସନ୍ଥଙ୍କ ମେଳି, ଝୁଣ୍ଟିଲା ପ୍ରଶାସନ; ସବୁ ମଠର ପରମ୍ପରା ବଞ୍ଚାଇ ରଖାଯିବ: ଜିଲାପାଳ
ପୁରୀ ଅଫିସ, ୩ା୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟାରେ ଲାଗିଛି ବ୍ରେକ୍। କ୍ଷତିଗ୍ରସ୍ତଙ୍କ ଲାଗି ସରକାର ଆକର୍ଷଣୀୟ ପ୍ୟାକେଜ ଘୋଷଣା କରିଛନ୍ତି। ଏହା ସେମାନଙ୍କୁ ସନ୍ତୁଷ୍ଟ କରିପାରିନି। ବରଂ ସେମାନଙ୍କ ପ୍ରତିବାଦକୁ…
ଚନ୍ଦ୍ରଯାନ-୨: ଲ୍ୟାଣ୍ଡର ବିକ୍ରମର ସଫଳତା
ନୂଆଦିଲ୍ଲୀ,୩।୯: ଚନ୍ଦ୍ରଯାନ-୨ର ଅର୍ବିଟରରୁ ଲ୍ୟାଣ୍ଡର ବିକ୍ରମ ସୋମବାର ଅଲଗା ହୋଇଥିଲା ବୋଲି ସୂଚନା ଦେଇଥିଲା ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)। ଏହାପରେ ମଙ୍ଗଳବାର ଲ୍ୟାଣ୍ଡର ବିକ୍ରମ ଆଉ ଏକ ସଫଳତା ପାଇଛି ବୋଲି ଇସ୍ରୋର ବୈଜ୍ଞାନିକମାନେ ସୂଚନା ଦେଇଛନ୍ତି। ଇସ୍ରୋର ସୂଚନା…
ପଠାନକୋଟ ଏୟାରବେସ୍ରେ ସେନାର ଶକ୍ତି ବୃଦ୍ଧି କରିବ ଆପାଚେ ହେଲିକପ୍ଟର
ନୂଆଦିଲ୍ଲୀ,୩।୯: ଗତ କିଛିିଦିନ ହେବ ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ଅଶାନ୍ତ ବାତାବରଣକୁ ଦେଖି ଭାରତ କେତେଗୁଡିଏ ପଦକ୍ଷେପ ନେବାକୁ ସ୍ଥିର କରିଛି। ପାକିସ୍ତାନ ସୀମାକୁ ଲାଗି ରହିଥିବା ପଠାନକୋଟ ଏୟାରବେସ୍ରେ ମଙ୍ଗଳବାରଠାରୁ ଭାରତ ୮ଟି ଅତ୍ୟାଧୁନିକ ହେଲିକପ୍ଟର…
ବାହାମାସରେ ତାଣ୍ଡବ ରଚିଲା ପରେ ଫ୍ଲୋରିଡା ମୁହାଁ ହେଉଛି ‘ଡୋରିଆନ୍’
ଓ୍ବାଶିଂଟନ,୩।୯: ସାମୁଦ୍ରିକ ଝଡ଼ ଡୋରିଆନ ବାହାମାସରେ ଲ୍ୟାଣ୍ଡଫଲ କରିବା ପରେ ସେଠାରେ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ଏପର୍ଯ୍ୟନ୍ତ ୫ ଜଣଙ୍କ ମୃତ୍ୟୁ ହେବା ସହ ପାଖାପାଖି ୧୩ ହଜାର ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ସୂଚନା ମିଳିଛି। ଏବେ ଏହା…
ଓଏନ୍ଜିସି ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ
ମୁମ୍ବାଇ,୩।୯: ମହାରାଷ୍ଟ୍ର ମୁମ୍ବାଇଠାରେ ଥିବା ଅଏଲ୍ ଆଣ୍ଡ ନ୍ୟାଚୁରାଲ ଗ୍ୟାସ କର୍ପୋରେଶନ(ଓଏସ୍ଜିସି)ର ଏକ ପ୍ଲାଣ୍ଟରେ ମଙ୍ଗଳବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ନଭି ମୁମ୍ବାଇରେ ଥିବା ଓଏନ୍ଜିସିର କୋଲ୍ଡ ଷ୍ଟୋରରେ ଏହି ନିଆଁ ଲାଗିଥିବା ସୂଚନା ମିଳିଛି। ତେବେ ଏହି କୋଲ୍ଡ ଷ୍ଟୋରରେ…
ଯୁଦ୍ଧ ନୁହେଁ ଆଲୋଚନାକୁ ଦିଆଯିବ ଗୁରୁତ୍ୱ
ଲାହୋର, ୩ା୯(ପି.ଟି.): କୌଣସି ସମସ୍ୟାର ସମାଧାନ ଯୁଦ୍ଧ ଦ୍ୱାରା ହୋଇ ନ ଥିଏ। ଭାରତକୁ ମୁଁ ଏହା କହିବାକୁ ଚାହୁଁଛି। ଯୁଦ୍ଧରେ ବିଜୟ ଲାଭ କରିଥିବା ଦେଶ ମଧ୍ୟ କ୍ଷତି ସହିଥାଏ। ଭାରତ ଓ ପାକିସ୍ତାନ ଉଭୟ ପରମାଣୁ ଶକ୍ତିସମ୍ପନ୍ନ ଦେଶ।…
ଆଜି ନୂଆଁଖାଇ, ପୁରପଲ୍ଲୀ ଉତ୍ସବମୁଖର
ସମ୍ବଲପୁର,୩।୯(ବ୍ୟୁରୋ): ମଙ୍ଗଳବାର ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ପୁରପଲ୍ଲୀ ଉତ୍ସବମୁଖର ହୋଇଛି। ପରମ୍ପରା ଅନୁସାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଏହି ଗଣପର୍ବ ପାଳିତ ହୋଇଥାଏ। ଇଷ୍ଟଦେବୀ ସମଲେଇଙ୍କ ନିକଟରେ ମଙ୍ଗଳବାର ନବାନ୍ନ ଭୋଗ ଲାଗିବ। ଏତଦ୍ବ୍ୟତୀତ ପଶ୍ଚିମ ଓଡ଼ିଶା…
ଗରିବଙ୍କ ରାଶନ ଖାଉଥିଲେ ଅଯୋଗ୍ୟ ହିତାଧିକାରୀ: ଧରାପକାଇଲା ଆଧାର
ଭୁବନେଶ୍ୱର,୩।୯(ବ୍ୟୁରୋ): ସରକାରଙ୍କ ଆଖିରେ ଆଙ୍ଗୁଠି ଗେଞ୍ଜି ଅଯୋଗ୍ୟ ହିତାଧିକାରୀ ଗତ ୪ବର୍ଷ ହେବ ଗରିବଙ୍କ ପାଇଁ ଆସିଥିବା ହଜାର ହଜାର କୁଇଣ୍ଟାଲ ଚାଉଳ, ଗହମ ଲୁଟି ନେଉଥିଲେ। ଗାଡ଼ି ଘୋଡ଼ା, କୋଠାଘର, ଏକର ଏକର ସମ୍ପତ୍ତି, ସରକାରୀ ଚାକିରି ଥିବା ଅଯୋଗ୍ୟ…
Archives


