Home Middle

କୁଖ୍ୟାତ ଅପରାଧୀ ମୁସିମ ଏନ୍‌କାଉଣ୍ଟରରେ ଆହତ

ସମ୍ବଲପୁର ଅଫିସ୍‌,୨।୯: ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ମୁସିମ ଅଖତାର ଆହତ ହୋଇଛି। ସୋମବାର ଭୋର ୫ଟା ୨୦ ମିନଟରେ ସିଟି ଷ୍ଟେସନ ନିକଟରେ ଏହି ଏନକାଉଣ୍ଟର ଘଟିଛି। ମୁସିମ୍‌ଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବାର ସୂଚନା ମିଳିଛି। ସୂଚନା ଅନୁସାରେ, ସିଟି…

ପ୍ରଥମ ଦିନରେ ଗାଡ଼ି ଯାଞ୍ଚ କଡ଼ାକଡ଼ି : ୧୦ ଗୁଣା ଜରିମାନା ଗଣିଲେ ଉଲ୍ଲଂଘନକାରୀ

ଭୁବନେଶ୍ୱର,୨ା୯(ବ୍ୟୁରୋ) : ସାରା ଦେଶରେ ନୂଆ ମୋଟର ଆଇନ ରବିବାରଠାରୁ ଲାଗୁ ହୋଇଛି। ଏହି ଆଇନ ଅନୁସାରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କଠାରୁ ୧୦ ଗୁଣା ଜରିମାନା ଆଦାୟ କରାଯାଉଛି। ପ୍ରଥମ ଦିନରେ ରାଜ୍ୟର ବିଭିନ୍ନ ଜିଲାର ଯାଞ୍ଚକୁ କଡ଼ାକଡ଼ି କରାଯାଇଛି। ବିଶେଷକରି…

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ଏଲ୍‌ଓସିରେ ଯବାନ ଶହୀଦ

ଜମ୍ମୁ,୨ା୯(ପି.ଟି.): ଜମ୍ମୁ-କଶ୍ମୀରର ପୁଞ୍ଚ୍‌ ଜିଲା ଅନ୍ତର୍ଗତ ନିୟନ୍ତ୍ରଣ ରେଖାରେ ରବିବାର ପାକିସ୍ତାନ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରି ଭାରତର ଆଗୁଆ ଘାଟି ଓ ସୀମାନ୍ତବର୍ତ୍ତୀ ଗାଁ ଉପରେ ମୋର୍ଟାର ଓ ଗୁଳିଗୋଳା ମାଡ଼ କରିଛି। ସୀମାପାର ଗୁଳିରେ ଜଣେ ଭାରତୀୟ ଯବାନ…

ଆଣ୍ଡାମାନରେ ଚାଇନାର ଗୁପ୍ତଚର ଜାହାଜ

ଚେନ୍ନାଇ,୨ା୯: ଭାରତର ସ୍ଥଳଭାଗ ପରେ ଜଳପଥରେ ଅନୁପ୍ରବେଶ କରୁଛି ଚାଇନା। ଭାରତୀୟ ମହାସାଗର କ୍ଷେତ୍ର (ଆଇଓଆର୍‌)ରେ ଚାଇନାର ଆଡ୍‌ଭାନ୍ସ ସର୍ଭିଲାନ୍ସ ଜାହାଜ ପ୍ରବେଶ କରି ନୌସେନାର ଅତ୍ୟନ୍ତ ସମ୍ବେଦନଶୀଳ ତଥା ଗୋପନୀୟ ତଥ୍ୟ ସଂଗ୍ରହ କରୁଛି। ଚାଇନାର ପିପୁଲ୍ସ ଲିବରେଶନ ଆର୍ମି…

ସଙ୍କଟରେ ‘ବ୍ୟାଙ୍କ ଅନ୍‌ ହୁଇଲ୍ସ’

ଭୁବନେଶ୍ୱର,୨ା୯: ରାଜ୍ୟର ଦୁର୍ଗମ ଅଞ୍ଚଳକୁ ବ୍ୟାଙ୍କ ସୁବିଧା ଯୋଗାଇ ଦେବା ସକାଶେ ରାଜ୍ୟ ସରକାର ଆରମ୍ଭ କରିଥିଲେ ‘ବ୍ୟାଙ୍କ ଅନ୍‌ ହୁଇଲ୍ସ’ ଯୋଜନା। ବହୁ ଆଡ଼ମ୍ବରରେ ଆରମ୍ଭ କରାଯାଇଥିବା ଏହି ଯୋଜନା ପ୍ରାୟ ୪ ବର୍ଷ ପରେ ବାଟ ହୁଡ଼ିଲାଣି। ଦୁର୍ଗମ…

ଅଟୋ ସେକ୍ଟରରେ ମାନ୍ଦାବସ୍ଥା ପ୍ରଭାବ ଗମ୍ଭୀର: ଅଗଷ୍ଟରେ ମାରୁତି ବିକ୍ରି ୩୩% ହ୍ରାସ

ନୂଆଦିଲ୍ଲୀ,୨-୯: ଅଟୋ ସେକ୍ଟରକୁ ମାନ୍ଦାବସ୍ଥାରୁ ବାହାର କରି ଆଣିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ପଦକ୍ଷେପ ଘୋଷଣା ହୋଇଥିଲେ ମଧ୍ୟ ଏହାର ପ୍ରଭାବ ସେଭଳି ଅନୁଭୁତ ହେଉ ନ ଥିବା ମନେ ହେଉଛି। କାରଣ ଦେଶର ସର୍ବବୃହତ କାର୍‌ ନିର୍ମାତା ମାରୁତି…

ଓ୍ବେଷ୍ଟଇଣ୍ଡିଜ ୧୧୭ରେ ଅଲଆଉଟ

କିଙ୍ଗଷ୍ଟନ(ଜାମାଇକା), ୨।୯- ସାବିନା ପାର୍କ ଗ୍ରାଉଣ୍ଡରେ ଚାଲିଥିବା ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସରେ ମାତ୍ର ୧୧୭ ରନ କରି ଅଲଆଉଟ ହୋଇଛି। ମାତ୍ର ଭାରତ ଘରୋଇ ଦଳକୁ ଫଲୋଅନ ଡାକରା ଦେଇନାହିଁ। ଦ୍ୱିତୀୟ ଇନିଂସ ଆରମ୍ଭ କରି ଭାରତ…

ସେପ୍ଟେମ୍ବର ୨ରୁ ସଭ୍ୟ ସଂଗ୍ରହ କରିବ ବିଜେଡି : ପ୍ରତି ସଦସ୍ୟଙ୍କ ହେବ ଆଧାର ଲିଙ୍କ୍‌

ଭୁବନେଶ୍ୱର,୧।୯(ବ୍ୟୁରୋ) : ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦଳ ପକ୍ଷରୁ ସଭ୍ୟ ସଂଗ୍ରହ ଅଭଯାନକୁ ଜୋରଦାର୍‌ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ସେପ୍ଟେମ୍ବର ୨ରୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ସଭ୍ୟ ସଂଗ୍ରହ କରାଯିବ। ତେବେ ପ୍ରଥମ…

ନୂଆ ଟ୍ରାଫିକ୍‌ ନିୟମ ନେଇ ବିବାଦ: ପଶ୍ଚିମବଙ୍ଗ, ରାଜସ୍ଥାନ, ମଧ୍ୟପ୍ରଦେଶ ଲାଗୁ କରିବାକୁ ମନା କଲେ

ନୂଆଦିଲ୍ଲୀ,୧।୯: ସେପ୍ଟେମ୍ବର ୧ରୁ ସାରା ଦେଶରେ ନୂଆ ଟ୍ରାଫିକ୍‌ ନିୟମ ଲାଗୁ ହୋଇଛି। ମୋଟର ବାହନ ସଂଶୋଧନ ଅଧିନିୟମ ଅନୁସାରେ ୬୩ ନୂଆ ନିୟମ ଲାଗୁ କରାଯାଇଛି। ତେବେ ଏଥିରେ ଜରିମାନା ୧୦ଗୁଣା ବଢ଼ାଯାଇଥିବାରୁ ଏହାକୁ ଲାଗୁ କରିବାକୁ ପଶ୍ଚିମବଙ୍ଗ, ରାଜସ୍ଥାନ,…

ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ଡୋରିୟନ୍‌: ୨୪୧ କିଲୋମିଟର ବେଗରେ ବହିବ ପବନ

ଓ୍ବାଶିଂଟନ,୧।୯: ସାମୁଦ୍ରିକ ଝଡ଼ ଡୋରିୟନ ମାଡ଼ି ଆସୁଛି। ଏହା ଆମେରିକାର ଫ୍ଲୋରିଡ଼ାରେ ତାଣ୍ଡବ ରଚିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାର ପ୍ରଭାବରେ ଘଣ୍ଟାପ୍ରତି ୨୪୧ କିଲୋମିଟର ବେଗରେ ପବନ ବହିବ। ଏହାସହିତ କେତେକ ଅଞ୍ଚଳରେ…

ଆଜିଠୁ ଆରମ୍ଭ ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନ ବ୍ୟବସ୍ଥା: ସବୁ ପିଡିଏସ୍‌ କେନ୍ଦ୍ରରୁ ହିତାଧିକାରୀ ନେଇପାରିବେ ରାଶନ

ଭୁବନେଶ୍ୱର,୧ା୯(ବ୍ୟୁରୋ): ଆଧାରକାର୍ଡ ନ ଥିଲେ ମିଳିବନି ରାଶନ। ଓ୍ବାନ ନେଶନ ଓ୍ବାନ ରାଶନ ବ୍ୟବସ୍ଥା ରବିବାରଠାରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଲାଗୁ ହେବ। ସେପ୍ଟେମ୍ବର ୧ ରୁ ୨୫ ତାରିଖ ମଧ୍ୟରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ)…

ଅକ୍ଟୋବର ୨ରୁ ‘ସବ୍‌କୀ ଯୋଜନା ସବ୍‌କା ବିକାଶ’ ଅଭିଯାନ: ଗ୍ରାମାଞ୍ଚଳରୁ ଦାରିଦ୍ର୍ୟ ହଟିବ

ଭୁବନେଶ୍ୱର,୧ା୯(ବ୍ୟୁରୋ): ଗ୍ରାମାଞ୍ଚଳର ଗରିବ ଲୋକଙ୍କୁ ଦାରିଦ୍ର୍ୟରୁ ମୁକ୍ତ କରି ଆର୍ଥିକ ସ୍ବଚ୍ଛଳ ବର୍ଗରେ ପରିଣତ କରିବାକୁ କେନ୍ଦ୍ର ସରକାର ‘ସବ୍‌କୀ ଯୋଜନା ସବ୍‌କା ବିକାଶ’ ଅଭିଯାନ ଆରମ୍ଭ କରିବାକୁ ଯାଉଛନ୍ତି। ଏ ନେଇ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ସଚିବ ଅମରଜିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri