Home Middle

ସେପ୍ଟେମ୍ବର ୬ରେ ଓଡ଼ିଶା ଆସିବେ ଜଗା-କାଳିଆ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୮(ବ୍ୟୁରୋ): ସେପ୍ଟେମ୍ବର ୬ରେ ଓଡ଼ିଶା ଆସିବେ ଯୋଡ଼ାମୁଣ୍ଡ ଶିଶୁ ଜଗା ଓ କାଳିଆ। ଅସ୍ତ୍ରୋପଚାର ମାଧ୍ୟମରେ ଅଲଗା ହେବା ପରେ ଏଯାବତ ଦିଲ୍ଲୀ ଏମ୍ସରେ ଉଭୟ ଚିକିତ୍ସାଧୀନ ଥିବା ବେଳେ ଏବେ କଟକ ଏସ୍‌ସିବିରେ ତାଙ୍କ ଚିକିତ୍ସା କରାଯିବ। ତେବେ ସେମାନେ…

କଶ୍ମୀର କେବେ ପାକିସ୍ତାନର ଥିଲା ବୋଲି ପ୍ରଶ୍ନ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨୯।୮: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗୁରୁବାର ଲେହ ଗସ୍ତ କରିଛନ୍ତି। ସେଠାରେ ସେ ଏକ ସଭାକୁ ଉଦ୍‌ବୋଧନ ଦେବା ବେଳେ ପାକିସ୍ତାନକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, କଶ୍ମୀର କେବେ ପାକିସ୍ତାନର ଥିଲା ଯେ ଆଜି ସେ କଶ୍ମୀର ପାଇଁ…

ଜାତୀୟ କ୍ରୀଡ଼ା ଦିବସ: ଫିଟ୍‌ ଇଣ୍ଡିଆ ମୁଭମେଣ୍ଟର ଶୁଭାରମ୍ଭ କଲେ ମୋଦି

ନୂଆଦିଲ୍ଲୀ,୨୯।୮: ଜାତୀୟ କ୍ରୀଡ଼ା ଦିବସ ଅବସରରେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫିଟ୍‌ ଇଣ୍ଡିଆ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ମୋଦି ଏହାର ଶୁଭାରମ୍ଭ କରିଛନ୍ତି। ଏଥିରେ କ୍ରୀଡ଼ା ଜଗତ ସହ ବହୁ ସେଲିବ୍ରିଟି ମଧ୍ୟ ଯୋଗ…

ତେଲେଙ୍ଗାନା ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ

ଚଣ୍ଡିଗଡ଼,୨୯।୮: ହରିୟାଣାର ବଲ୍ଲଭଗଡ଼ର ଆସୋଟିଠାରେ ତେଲେଙ୍ଗାନା ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ ଘଟିଛି। ଗୁରୁବାର ସକାଳ ୭ଟା ୪୩ରେ ଏକ୍ସପ୍ରେସ୍‌ର ବ୍ରେକ୍‌ ବାଉଣ୍ଡିଙ୍ଗ୍‌ରେ ନିଆଁ ଲାଗିଥିବା ରେଳବିଭାଗ ପକ୍ଷରୁ କୁହାଯାଇଛି। ତେବେ ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ…

ଭାରତରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଖାଇବର ପାସ୍ତୁନଖ୍ବାରେ ୪୫ ଅଲ୍‌ ବଦର ସଦସ୍ୟଙ୍କୁ ତାଲିମ୍‌ ଦେଉଛି ପାକିସ୍ତାନ

ନୂଆଦିଲ୍ଲୀ,୨୯।୮: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର ଜାରି ରଖିଛି। ଏବେ ଅଲ୍‌ ବଦର ଆତଙ୍କବାଦୀ ସଂଗଠନ ସଦସ୍ୟଙ୍କୁ ପାକିସ୍ତାନ ସୈନ୍ୟ ବାହିନୀ ତାଲିମ୍‌ ଦେବା ଆରମ୍ଭ କରିଛି। ଏଥିପାଇଁ ଖାଇବର ପାସ୍ତୁନଖ୍ବାରେ ଏକ ତାଲିମ୍‌ ଶିବିର ଖୋଲା ଯାଇଛି।…

ବିଦେଶୀ ଗଣମାଧ୍ୟମରେ ‘କଶ୍ମୀର’: ନିଜ ଗୋଡ଼କୁ ଗୁଳି କରୁଛି ଭାରତ

ଶ୍ରୀନଗର,୨୯ା୮(ପି.ଟି.): ସମୟ ଗଡ଼ିଚାଲିବା ସହ କଶ୍ମୀରରେ ଭାରତର କାର୍ଯ୍ୟାନୁଷ୍ଠାନ ବଢ଼ିବାରେ ଲାଗିଛି। ଫୋନ୍‌ଲାଇନ୍‌ ଓ ଇଣ୍ଟରନେଟ ସେବାକୁ ବନ୍ଦ, ବରିଷ୍ଠ ନେତାମାନଙ୍କୁ ଗୃହବନ୍ଦୀ ଓ କର୍ଫ୍ୟୁ ଜାରି କରାଯିବାକୁ ତିନିସପ୍ତାହ ବିତିସାରିଲାଣି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଏତିକିରେ ସନ୍ତୁଷ୍ଟ ନ…

କ୍ଷେପଣାସ୍ତ୍ର ପରୀକ୍ଷା ପାଇଁ ଯୋଜନା କରୁଛି ପାକିସ୍ତାନ: ଭୟରେ ଯୁଦ୍ଧ ପ୍ରସ୍ତୁତି

ଇସ୍‌ଲାମାବାଦ,୨୯ା୮: କଶ୍ମୀର ସମ୍ପର୍କିତ ଭାରତର ନିଷ୍ପତ୍ତି ପରେ ପାକିସ୍ତାନର ନିଦ ହଜିଯାଇଛି। ନିୟନ୍ତ୍ରଣରେଖା (ଏଲ୍‌ଓସି)ରେ ସୈନ୍ୟ ଠୁଳ କରି ଥରକୁ ଥର ଆଣବିକ ଅସ୍ତ୍ର ବ୍ୟବହାର ଓ ଯୁଦ୍ଧର ଭୟ ଦେଖାଉଥିବା ପାକିସ୍ତାନ ଏବେ ଭାରତର ସମ୍ଭାବ୍ୟ ଆକ୍ରମଣକୁ ନେଇ ନିଜେ…

ମାନ୍ଦାବସ୍ଥାର ପ୍ରଭାବ: ସାବୁନ ଦର ହ୍ରାସ କରୁଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୨୯ା୮: ଦେଶରେ ମାନ୍ଦାବସ୍ଥା ଏଭଳି ମାଡି ଆସିଛି ଯେ, ଅଟୋମୋବାଇଲ, ରିଏଲ୍‌ ଇଷ୍ଟେଟ୍‌ ପରେ ଏବେ ସାବୁନ ତିଆରି କରୁଥିବା କମ୍ପାନୀ ନିଜର ଉତ୍ପାଦର ଦର ହ୍ରାସ କରିବାକୁ ବାଧ୍ୟ ହେଉଛନ୍ତି। ଅଧିକାଂଶ କମ୍ପାନୀ ପ୍ରାୟ ୩୦ ପ୍ରତିଶତ ପର୍ଯ୍ୟନ୍ତ ଦରହ୍ରାସ…

ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଭେଳିକି :ଜୀବିକା ଛଡ଼ାଇନେଲେ ରାଜ୍ୟ ବାହାର ଭେଣ୍ଡର

ଭୁବନେଶ୍ୱର, ୨୯।୮ (ବ୍ୟୁରୋ): ଆତଙ୍କବାଦୀ କାର୍ଯ୍ୟକଳାପକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସମଗ୍ର ଦେଶରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବାକୁ ରାଜ୍ୟଗୁଡିକୁ ପରାମର୍ଶ ଦେଇଛନ୍ତି। ଗାଡ଼ି କିଣିବା ସମୟରେ ଏହି ନମ୍ବର ପ୍ଲେଟ ଲାଗି କରି ଆସିବ। ବିନା ନମ୍ବରରେ…

ସମଗ୍ର ଦେଶରେ ଖୋଲାଯିବ ୭୫ ମେଡିକାଲ କଲେଜ

ନୂଆଦିଲ୍ଲୀ,୨୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୋଦି କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ସମଗ୍ର ଦେଶରେ ମୋଟ ୭୫ଟି ନୂତନ ମେଡିକାଲ କଲେଜ ଖୋଲାଯିବା ନେଇ କେନ୍ଦ୍ର ସରକାର ମଞ୍ଜୁରୀ…

ଟାଇମ୍‌ ମାଗାଜିନ୍‌ ତାଲିକାରେ ସାମିଲ ହେଲା ‘ଷ୍ଟାଚ୍ୟୁ ଅଫ୍‌ ୟୁନିଟି’

ନୁଆଦିଲ୍ଲୀ,୨୮।୮: ସାଧାରଣତଃ ଭାରତର ପର୍ଯ୍ୟଟନସ୍ଥଳୀଗୁଡ଼ିକ ବିଦେଶୀ ପର୍ଯ୍ୟଟକଙ୍କୁ ବେଶ୍‌ ଆକର୍ଷିତ କରିଥାଏ। ନିକଟରେ ଗୁଜରାଟରେ ତିଆରି ହୋଇଥିବା ‘ଷ୍ଟାଚ୍ୟୁ ଅଫ୍‌ ୟୁନିଟି’ ମଧ୍ୟ ଲୋକଙ୍କୁ ବେଶ୍‌ ଆକୃଷ୍ଟ କରିପାରିଛି। ଏହି କ୍ରମରେ ବିଶ୍ୱର ପ୍ରତିଷ୍ଠିତ ଟାଇମ୍‌ ମାଗାଜିନ୍‌ ପକ୍ଷରୁ ‘ବିଶ୍ୱର ପ୍ରମୁଖ…

ଆଇପିସି ଏବଂ ସିଆର୍‌ପିସିରେ ଅଣାଯିବ ପରିବର୍ତ୍ତନ; ଗଠନ ହେବ ନ୍ୟାସନାଲ୍‌ ମୋଡୁସ୍‌ ଆପରେଣ୍ଡି ବ୍ୟୁରୋ: ଅମିତ ଶାହ

ନୂଆଦିଲ୍ଲୀ,୨୮।୮: ଦେଶରେ ପ୍ରଚଳିତ ଭାରତୀୟ ପିଙ୍ଗଳ କୋଡ୍‌(ଆଇପିସି) ଏବଂ ଆପରାଧୀକ ପ୍ରଣାଳୀ କୋଡ୍‌(ସିଆର୍‌ପିସି)ରେ କେତେକ ପରିବର୍ତ୍ତନ କରାଯିବ ବୋଲି ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି। ଦିଲ୍ଲୀ ସ୍ଥିତି ବ୍ୟୁରୋ ଅଫ୍‌ ପୋଲିସ ରିସର୍ଚ୍ଚ ଆଣ୍ଡ୍‌ ଡେଭଲପ୍‌ମେଣ୍ଟ୍‌ର ୪୯ତମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri