Home Middle

କରୋନା ମୃତ୍ୟୁ ସଂଖ୍ୟା ୧୭ ୦୦ ଟପିଲା: ସଂକ୍ରମିତଙ୍କ ସଂଖ୍ୟା ୭୦ ହଜାର

ବେଜିଂ,୧୭।୨: ଚାଇନାରେ କରୋନା ମହାମାରୀ ଥମିବାର ନା ଧରୁନି। ଇତିମଧ୍ୟରେ ମୃତକଙ୍କ ସଂଖ୍ୟା ୧୭୬୫ରେ ପହଞ୍ଚିଥିବା ଚାଇନା ସରକାରଙ୍କ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ଦେଶର ୩୦ଟିରୁ ଅଧିକ ସହରରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସଂକ୍ରମିତଙ୍କ ସଂଖ୍ୟା ୭୦,୪୦୦ରେ ପହଞ୍ଚିଛି।…

କଶ୍ମୀର ମଧ୍ୟସ୍ଥତାକୁ ଭାରତର ନା

ନୂଆଦିଲ୍ଲୀ,୧୭ା୨: କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ଲାଗି ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ପ୍ରସ୍ତାବ ଦେଇଥିବା ବେଳେ ଭାରତ ପକ୍ଷରୁ ଏହାକୁ ଦୃଢ଼ ବିରୋଧ କରାଯାଇଛି। କଶ୍ମୀର ପ୍ରସଙ୍ଗରେ ତୃତୀୟ ପକ୍ଷର ହସ୍ତକ୍ଷେପକୁ ଆଦୌ ଗ୍ରହଣ କରାଯିବ ନାହିଁ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟର…

ପୁରୁଣା ଟିମ୍‌ ସହିତ କେଜରିଓ୍ବାଲଙ୍କ ନୂଆ ଇନିଂସ୍‌

ନୂଆଦିଲ୍ଲୀ,୧୬।୨: ରବିବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଅରବିନ୍ଦ କେଜରିଓ୍ବାଲ ଶପଥ ନେଇଛନ୍ତି। କେଜରିଓ୍ବାଲଙ୍କ ସହିତ ତାଙ୍କ ପୁରୁଣା ଟିମ୍‌ର ସଦସ୍ୟ ମଧ୍ୟ ଶପଥ ପାଠ କରିଛନ୍ତି। କେଜରିଓ୍ବାଲ ପୁରୁଣା ଟିମ୍‌ ସହିତ ନୂଆ ଇନିଂସ୍‌ ଆରମ୍ଭ କରିଛନ୍ତି। ପୁରୁଣା ଟିମ୍‌ର ସଦସ୍ୟଙ୍କ…

ଜାତି-ଧର୍ମ ନୁହେଁ ଶାନ୍ତି ପାଇଁ ପୋଲିସ କର୍ମଚାରୀ କରନ୍ତି କାମ: ଶାହା

ନୂଆଦିଲ୍ଲୀ, ୧୫।୨: ପୋଲିସ କର୍ମଚାରୀ ଜାତି ଧର୍ମ ନୁହେଁ ବରଂ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ କାମ କରନ୍ତି ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି। କର୍ତ୍ତବ୍ୟ ସମୟରେ ପୋଲିସ କର୍ମଚାରୀ ଜାତି ଧର୍ମକୁ ଦେଖି କୌଣସି ପଦକ୍ଷେପ କେବେ…

ଜାମିଆ ଛାତ୍ରୀଛାତ୍ରଙ୍କୁ ନିସ୍ତୁକ ପିଟି ଥିଲେ ପୋଲିସ: ଜେସିସି ଜାରି କଲା ଭିଡ଼ିଓ

ନୂଆଦିଲ୍ଲୀ,୧୬।୨: ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟରେ ଡିସେମ୍ବର ୧୫ରେ ହୋଇଥିବା ବର୍ବରତାର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଲାଇବ୍ରେରୀରେ ପଶି ପୋଲିସ ଛାତ୍ରୀଛାତ୍ରଙ୍କୁ ନିସ୍ତୁକ ପିଟିବାର ଦୃଶ୍ୟ ୪୫ ସେକେଣ୍ଡର ଏହି ଭିଡ଼ିଓରେ ରହିଛି। ଏହାକୁ…

ତୃତୀୟଥର ଲାଗି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୬।୨: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ତୃତୀୟଥର ଲାଗି ରବିବାର ଶପଥ ନେଇଛନ୍ତି ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ। ଉପରାଜ୍ୟପାଳ ଅନିଲ ବେଜଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ରାମଲୀଳା ମଇଦାନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ…

ୟେମେନରେ ସୌଦିର ଏୟାର ଷ୍ଟ୍ରାଇକ୍‌: ୩୧ ମୃତ

ରିୟାଦ୍‌,୧୬।୨: ୟେମେନରେ ସୌଦି ଏୟାର ଷ୍ଟାଇକ୍‌ କରିଛି। ଶନିବାର ବିଳମ୍ବିତ ରାତିରେ ହୋଇଥିବା ଏହି ଘଟଣାରେ ୩୧ ଜଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ୟେମେନରେ ସୌଦି ଯୁଦ୍ଧ ବିମାନ ଦୁର୍ଘଟଣା ଗ୍ରସ୍ତ ହେବା ପରେ ଏଭଳି ହୋଇଛି। ହୁତି ବିଦ୍ରୋହୀଙ୍କ ଶିବିର…

ମଧ୍ୟପ୍ରଦେଶ କଂଗ୍ରେସରେ ଫାଟ

ଭୋପାଳ,୧୬ା୨(ପି.ଟି.): ମଧ୍ୟପ୍ରଦେଶ କଂଗ୍ରେସରେ ଫାଟ ସ୍ପଷ୍ଟ ହୋଇଛି। କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ମଧ୍ୟରେ ରହିଥିବା ବିରୋଧଭାସ ପୁଣିଥରେ ସାମନାକୁ ଆସିଛି। କମଳନାଥଙ୍କ ନେତୃତ୍ୱକୁ ନେଇ ସିନ୍ଧିଆ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ନିର୍ବାଚନ ବେଳେ ଦଳ ପକ୍ଷରୁ…

ଟ୍ରମ୍ପ୍‌ଙ୍କ ଅହମଦାବାଦ ଗସ୍ତ ସମୟରେ ସୁରକ୍ଷାରେ ନିୟୋଜିତ ହେବେ ୧୦ ହଜାର ପୋଲିସ

ଅହମଦାବାଦ,୧୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଓ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣ ପାଇ ଆସନ୍ତା ୨୪-୨୫ ତାରିଖରେ ଭାରତ ଗସ୍ତ କରୁଛନ୍ତି। ଏହି ସମୟରେ ସେ ଦିଲ୍ଲୀ ବ୍ୟତୀତ ଗୁଜରାଟର ଅହମଦାବାଦ ଗସ୍ତ କରିବାର…

ପ୍ରିୟଙ୍କା ଯିବେ ରାଜ୍ୟ ସଭା !

ନୂଆଦିଲ୍ଲୀ,୧୫।୨: କଂଗ୍ରେସର ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଛତିଶଗଡ଼ରୁ ରାଜ୍ୟ ସଭା ଆସିବା ନେଇ ଏବେ ଚର୍ଚ୍ଚା ହେଉଛି। ଆସନ୍ତା ଏପ୍ରିଲ୍‌ରେ ଛତିଶଗଡ଼, ରାଜସ୍ଥାନ ଏବଂ ମଧ୍ୟ ପ୍ରଦେଶର କେତେକ ରାଜ୍ୟ ସଭା ଆସନ ଖାଲି ହେଉଛି। ମୋତିଲାଲ ଭୋରା,…

ଦେଶରୁ କୁପୋଷଣ ହଟାଇବା ପାଇଁ ସିଏସ୍‌ଆଇଆର୍‌ ବୈଜ୍ଞାନିକ କାର୍ଯ୍ୟ କରିବା ଆବଶ୍ୟକ: ମୋଦି

ନୂଆଦିଲ୍ଲୀ,୧୫।୨: ଦେଶରୁ କୁପୋଷଣ ହଟାଇବା ପାଇଁ ବୈଜ୍ଞାନିକମାନେ କାର୍ଯ୍ୟ କରିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ସିଏସ୍‌ଆଇଆର୍‌ର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଏଭଳି କହିଛନ୍ତି। ଦେଶର ସାଧାରଣ ଜନତାଙ୍କ ଜୀବନଶୈଳୀରେ ପରିବର୍ତ୍ତନ ଆଣିବା ଲାଗି ବୈଜ୍ଞାନିକମାନେ ତତ୍ପର…

ଗିରିରାଜଙ୍କୁ ନୋଟିସ୍‌ ଜାରି କଲେ ନଡ୍ଡା

ନୂଆଦିଲ୍ଲୀ,୧୫।୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା କେନ୍ଦ୍ରୀୟ ମନ୍ତ୍ରୀ ଗିରିରାଜ ସିଂଙ୍କୁ ନୋଟିସ୍‌ ଜାରି କରିଛନ୍ତି। ଗିରିରାଜଙ୍କ ବିବାଦୀୟ ମନ୍ତବ୍ୟ ନେଇ ଏଭଳି କରାଯାଇଛି। ଗିରିରାଜ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ମନ୍ତବ୍ୟ ଦେଉଥିବାବେଳେ ସମ୍ପ୍ରତି ଉତ୍ତରପ୍ରଦେଶର ସହାରଣନପୁରରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?