କରୋନାଭାଇରସ: ମୃତ୍ୟୁ ସଂଖ୍ୟା ୧,୫୨୩ ସଂକ୍ରମିତ ୬୬ ହଜାର
ବେଜିଂ,୧୫।୨: ଚାଇନାରେ କରୋନାଭାଇରସର ଭୟାବହତା ଥମିବାର ନାଁ ନେଉନି। ଦିନକରେ ଶହ ଶହ ସଂଖ୍ୟାରେ ଲୋକଙ୍କ ମୃତ୍ୟୁ ଘଟୁଥିବା ବେଳେ ଏବେ ସୁଦ୍ଧା ସେଠାରେ ୧,୫୨୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଏହାସହ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଲାଣି ୬୬,୪୯୨। ଶୁକ୍ରବାର ୨,୬୪୧…
ଏଯାଏ ମିଳିନି ପୁଲଓ୍ବାମା ଉତ୍ତର: ଏନ୍ଆଇଏ ହାତ ଖାଲି
ନୂଆଦିଲ୍ଲୀ,୧୫ା୨: ଠିକ୍ ବର୍ଷକ ତଳେ ଅର୍ଥାତ୍ ୧୪ ଫେବୃୟାରୀ ୨୦୧୯ରେ ଜମ୍ମୁ-କଶ୍ମୀରସ୍ଥିତ ପୁଲଓ୍ବାମା ଜିଲା ଲେଥ୍ପୋରାରେ ଘଟିଥିଲ ଆମତ୍ଘାତୀ ବିସ୍ଫୋରଣ। କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍ପିଏଫ୍) ଯବାନଙ୍କୁ ନେଇ ଯାଉଥିବା ବସ୍ଗୁଡ଼ିକୁ ଟାର୍ଗେଟ କରି ଏହା ଘଟାଯାଇଥିଲା। ଅପରାହ୍ନ ୩ଟା…
‘ଦୃଢ଼ ଇଚ୍ଛାଶକ୍ତିରେ ଚାଲିଛି ୫-ଟି, ମୋ ସରକାର’
ଭୁବନେଶ୍ୱର,୧୫।୨(ବ୍ୟୁରୋ): ସ୍ବଚ୍ଛ ଉପାୟରେ ଜନସାଧାରଣଙ୍କୁ ସେବା ଯୋଗାଇ ରାଜ୍ୟ ସରକାର ପ୍ରଶାସନିକ ବ୍ୟବସ୍ଥାରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିଛନ୍ତି। ପରାମର୍ଶଭିତ୍ତିକ ପ୍ରଶାସନ ହେଉଛି ବିକାଶ ଯାତ୍ରାର ମୂଳମନ୍ତ୍ର। ଜନସାଧାରଣଙ୍କ ମତାମତ ଆଧାରରେ କାମ କରିବା ହେଉଛି ‘ମୋ ସରକାର’ କାର୍ଯ୍ୟକ୍ରମର ମୂଳ…
ବିବାହ ପାଇଁ ଜିଦ୍, ସମ୍ପତ୍ତିରେ ଭାଗ ମାଗିବା ହୋଇଥିଲା କାଳ: ହମିରପୁର ଜଙ୍ଗଲରେ ମା’ଝିଅଙ୍କୁ ହତ୍ୟା ପରେ ଗାଡ଼ି ଚଢ଼ାଇଥିଲେ ଅନୁପ ସାଏ
ଝାରସୁଗୁଡ଼ା ଅଫିସ,୧୪।୨-ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଅନୁପ ସାଏ ଗିରଫ ହେବା ପରେ ପୋଲିସ ଆଗରେ ମୁହଁ ଖୋଲିଛନ୍ତି। ଗୁରୁବାର ଦିନ ତମାମ ପଚରା ଉଚରା ପରେ କିଭଳି ଭାବେ ସେ ବ୍ରଜରାଜନଗର ଅଞ୍ଚଳର କଳ୍ପନା ଦାଶ ଓ…
ଆରମ୍ଭ ହେଲା ବିଧାନସଭା ବଜେଟ ଅଧିବେଶନ: ଅଭିଭାଷଣ ରଖିଲେ ରାଜ୍ୟପାଳ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ଷୋଡ଼ଶ ବିଧାନସଭାର ତୃତୀୟ ତଥା ଚଳିତ ବର୍ଷର ବଜେଟ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭରେ ରାଜ୍ୟପାଳଙ୍କ ଅଭିଭାଷଣ ରଖିଛନ୍ତି। ପ୍ରଥମେ ଦିବଂଗତ ସଦସ୍ୟ, ସହିଦଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ପରେ ରାଷ୍ଟ୍ରପତି ଅଭିଭାଷଣ ରଖି କହିଛନ୍ତି,…
ସରକାରୀ କର୍ମଚାରୀଙ୍କ ୫% ମହଙ୍ଗା ଭତ୍ତା ବୃଦ୍ଧି, ୨୦୨୦ ଜାନୁୟାରୀ ପହିଲାରୁ ପିଛିଲା ଭାବେ ହେବ ଲାଗୁ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ୫% ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ଏହା ୨୦୨୦ ଜାନୁୟାରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବା ନେଇ ଘୋଷଣା କରାଯାଇଛି। ପ୍ରକାଶ ଯେ, ଗୁୁରୁବାର ରାଜ୍ୟ ସରକାର ସରକାରୀ କର୍ମଚାରୀ ସପ୍ତମ ବେତନ କମିଶନ…
ବିରୋଧୀଙ୍କ ମୁକାବିଲା ପାଇଁ ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ରାଜ୍ୟ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ ଅଧିବେଶନ। ଗୃହ ମଧ୍ୟରେ ଯେକୌଣସି ପ୍ରସଙ୍ଗରେ ବିରୋଧୀ ଦଳର ମୁକାବିଲା ପାଇଁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ତଥା ବିଜେଡି ବିଧାୟକ ଦଳ…
ତ୍ରିସ୍ତରୀୟ ସୁରକ୍ଷାରେ ବିଧାନସଭା
ଭୁବନେଶ୍ୱର,୧୪।୨(ବ୍ୟୁରେ): ଶୁକ୍ରବାରଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ବିଧାନସଭା ଚାରିପଟେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥର କମିଶନରେଟ ପୋଲିସ ଓ ଗୋଇନ୍ଦା ବିଭାଗ ପକ୍ଷରୁ ୨…
ପ୍ରେମ ପାଇଁ ଦିନଟିଏ…
ପ୍ରେମ ଶାଶ୍ୱତ, ଚିରନ୍ତନ। ଏହି ବାର୍ତ୍ତା ନେଇ ପ୍ରତିବର୍ଷ ଫେବୃୟାରୀ ୧୪ରେ ପାଳନ କରାଯାଇଥାଏ ଭାଲେଣ୍ଟାଇନ୍ସ ଡେ’ ବା ପ୍ରେମ ଦିବସ। ବିଶେଷକରି ଯୁବପିଢ଼ି ଏହି ଦିନଟିକୁ ବେଶ୍ ଉତ୍ସାହର ସହ ପାଳନ କରିଥାନ୍ତି। ଫେବୃୟାରୀ ୭ ଅର୍ଥାତ୍ ରୋଜ୍ ଡେ’ରୁ…
୬୦ ହଜାରରୁ ଅଧିକ କରୋନା ଭୁତାଣୁ ସଂକ୍ରମିତ: ଗୋଟିଏ ଦିନରେ ୨୪୨ ମୃତ
ବେଜିଂ, ୧୩।୨: ଚାଇନାରେ କରୋନା ମହାମାରୀ ରୂପ ନେଇଛି। ଦେଶର ୩୧ଟିରୁ ଅଧିକ ସହରରେ ସନ୍ଦିଗ୍ଧଙ୍କ ସଂଖ୍ୟା କ୍ରମାଗତ ବଢୁଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ଚାଇନାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୧୩୫୫ରେ ପହଞ୍ଚିଛି। ସେହିପରି ୬୦ ହଜାରରୁ ଅଧିକ…
ବିଜେଡିରୁ ବିଦା ହେଲେ ଅନୁପ ସାଏ
ଭୁବନେଶ୍ୱର,୧୩।୨(ବ୍ୟୁରୋ): ଛତିଶଗଡ଼ ପୋଲିସ ଦ୍ୱାରା ଅଟକ ରଖାଯିବା ପରେ ଦଳରୁ ବହିଷ୍କୃତ ହେଲେ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଅନୁପ ସାଏ। ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କରିବା ସହ ରାଜ୍ୟ ପଣ୍ୟାଗାର ନିଗମ…
ପୁଲଓ୍ବାମା ଆକ୍ରମଣ: ଶହୀଦ୍ଙ୍କୁ ଝୁରୁଛି ମାତୃଭୂମି
ନୂଆଦିଲ୍ଲୀ,୧୩।୨: ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ଘଟଣା ସମଗ୍ର ଦେଶକୁ ସମ୍ଭୀଭୁତ କରିଥିଲା। ୨୦୧୯ ଫେବୃୟାରୀ ୧୪ରେ ଘଟିଥିବା ଏହି ଆତଙ୍କବାଦୀ ଆକ୍ରମଣରେ ଦେଶର ୪୦ ଯବାନ ଶହୀଦ୍ ହୋଇଥିଲେ। ସମୟ ବିତି ଯାଇଛି। ତେବେ ଶହୀଦ୍ଙ୍କୁ ମାତୃଭୂମି ଝୁରୁଛି। ଆତଙ୍କବାଦୀ ଷଡ଼ଯନ୍ତ୍ର…

