କଶ୍ମୀର ପ୍ରସଙ୍ଗରେ ମୋଦି-ଟ୍ରମ୍ପ ଆଲୋଚନା :‘ତୃତୀୟ ପକ୍ଷକୁ କଷ୍ଟ ଦେବାକୁ ଚାହୁଁନୁ’
ନୂଆଦିଲ୍ଲୀ/ବାଇରିଜ୍, ୨୭ା୮(ପି.ଟି.): କଶ୍ମୀର ପ୍ରସଙ୍ଗରେ ତୃତୀୟ ପକ୍ଷର ମଧ୍ୟସ୍ଥତାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୋକ୍ଠୋକ୍ ମନା କରିଛନ୍ତି। ଏହା ଭାରତ ଓ ପାକିସ୍ତାନ ମଧ୍ୟରେ ଦ୍ୱିପାକ୍ଷିକ ପ୍ରସଙ୍ଗ ଓ ଆଲୋଚନା ମାଧ୍ୟମରେ ରହିଥିବା ସମସ୍ୟାଗୁଡ଼ିକର ସମାଧାନ କରାଯାଇପାରିବ ବୋଲି ସେ ପ୍ରକାଶ…
ଆଜିଠୁ ୭୫ ମିଟର ଉଚ୍ଛେଦ ଅଭିଯାନ
ପୁରୀ ଅଫିସ, ୨୭।୮: ଶ୍ରୀମନ୍ଦିରର ସୁରକ୍ଷା ପାଇଁ ତ୍ୟାଗ କର। ମୁଖ୍ୟମନ୍ତ୍ରୀଙ୍କ ଏହି ଆହ୍ବାନ ପରେ ମେଘନାଦ ପ୍ରାଚୀର ଚତୁଃପାର୍ଶ୍ୱର ୭୫ ମିଟର ପରିଧି ମଧ୍ୟରେ ଥିବା ନିର୍ମାଣ ଉଚ୍ଛେଦ ଅଭିଯାନ ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ଲଙ୍ଗୁଳି ମଠ…
ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ପ୍ରସଙ୍ଗ: ଏଥିକ୍ସ ଅଫିସରଙ୍କ ନିକଟରେ ହାଜର ହେବେ ଡ୍ରାଭିଡ
ନୂଆଦିଲ୍ଲୀ,୨୭ା୮(ପି.ଟି.)-ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ (କନଫ୍ଲିକ୍ଟ ଅଫ୍ ଇଣ୍ଟରେଷ୍ଟ) ଅଭିଯୋଗରେ ଭାରତର ପୂର୍ବତନ ଅଧିନାୟକ ରାହୁଲ ଡ୍ରାଭିଡ ସେପ୍ଟେମ୍ବର ୨୬ରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏଥିକ୍ସ ଅଫିସର ଡି.କେ. ଜୈନଙ୍କ ନିକଟରେ ହାଜର ହେବାକୁ ପଡ଼ିବ। ଡ୍ରାଭିଡ ବର୍ତ୍ତମାନ ବେଙ୍ଗାଲୁରୁସ୍ଥିତ…
ଜି-୭ ସମ୍ମିଳନୀ: କଶ୍ମୀର ମାମଲାରେ ମଧ୍ୟସ୍ଥତା କରିବନି ଆମେରିକା
ବିଆରିଜ୍,୨୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି-୭ ସମ୍ମିଳନୀରେ ଯୋଗ ଦେବାପାଇଁ ଫ୍ରାନ୍ସ ପହଞ୍ଚିଛନ୍ତି। ସୋମବାର ସେଠାରେ ସେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ସାକ୍ଷାତ୍ କରିଛନ୍ତି। ଏହି ଅବସରରେ ଦୁଇ ନେତାଙ୍କ ମଧ୍ୟରେ କଶ୍ମୀର ସମସ୍ୟାକୁ ନେଇ ଆଲୋଚନା ହୋଇଛି।…
ସୁପ୍ରିମକୋର୍ଟରେ ଖାରଜ ହେଲା ଚିଦାମ୍ବରମଙ୍କ ଆବେଦନ
ନୂଆଦିଲ୍ଲୀ,୨୬।୮: ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ଲାଗିଛି ଝଟ୍କା। ସୋମବାର ସୁପ୍ରିମକୋର୍ଟ ଚିଦାମ୍ବରମଙ୍କ ସିବିଆଇ ମାମଲାର ଆବେଦନକୁ ଖାରଜ କରି ଦେଇଛନ୍ତି। ସିବିଆଇ ଦ୍ୱାରା ଚିଦାମ୍ବରମ ଗିରଫ ହେବା ପରେ ତାଙ୍କ ଆବେଦନ ବ୍ୟର୍ଥ ବୋଲି କହି କୋର୍ଟ ଏହାକୁ ଖାରଜ…
ରାଜ୍ୟ ମନ୍ତ୍ରିମଣ୍ଡଳରେ ୬୨ ପ୍ରତିଶତ ନେତା କୋଟିପତି : ସବୁଠୁ ଧନୀ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୬ା୮(ବ୍ୟୁରୋ) : ରାଜ୍ୟ ମନ୍ତ୍ରିମଣ୍ଡଳର ୬୨ପ୍ରତିଶତ ସଦସ୍ୟ କୋଟିପତି ରାଜନେତା। ମୁଖ୍ୟମନ୍ତ୍ରୀଙ୍କ ସମେତ ଏକାଧିକ କୋଟିପତି ରାଜନେତା ମନ୍ତ୍ରୀପରିଷଦରେ ସ୍ଥାନ ପାଇଛନ୍ତି। ୨୦୧୪ ନିର୍ବାଚନ ପରେ ଗଠିତ ହୋଇଥିବା ପ୍ରଥମ କ୍ୟାବିନେଟ୍ରେ ୫୯ ପ୍ରତିଶତ କୋଟିପତି ମନ୍ତ୍ରୀ ରହିଥିଲେ। ମନ୍ତ୍ରୀମାନଙ୍କ ହାରାହାରି…
୬ ଇଞ୍ଚ ଦବିଲା ଆପ୍ରୋଚ ରୋଡ୍ : ରାଜଧାନୀରେ ପୁଣି ଫ୍ଲାଏଓଭର ଆତଙ୍କ
ଭୁବନେଶ୍ୱର, ୨୬ା୮(ବ୍ୟୁରୋ) : ଭୁବନେଶ୍ୱର ବମିଖାଲ ଫ୍ଲାଏଓଭର ନିର୍ମାଣ ବେଳେ ୨ ବଡ଼ ଦୁର୍ଘଟଣାରେ ୨ଜଣଙ୍କ ଜୀବନ ଯିବା ଘଟଣା ଏବେ ବି ଲୋକଙ୍କ ମନରେ ତାଜା ରହିଛି। ସେହିପରି ଲୋକମାନେ ଯାତାୟାତ କରିବାବେଳେ ରସୁଲଗଡ଼ ଫ୍ଲାଏଓଭରରୁ ବଡ଼ କଂକ୍ରିଟ୍ ଖସିବା…
ଅଟୋ ପାର୍ଟସ ଉଦ୍ୟୋଗକୁ ବ୍ୟାପିଲା ମାନ୍ଦାବସ୍ଥା;୧୦ ହଜାର କୋଟି କ୍ଷତି ସହିବେ ୪୦୦ କମ୍ପାନୀ
ନୂଆଦିଲ୍ଲୀ,୨୬-୮: ଭାରତୀୟ ଅଟୋ ଉଦ୍ୟୋଗ ଏବେ ଅନେକ ପ୍ରକାର ସଙ୍କଟର ସାମ୍ନା କରୁଛି। ମାନ୍ଦାବସ୍ଥାର ପ୍ରଭାବ ଏଭଳି ଛାଇ ଯାଇଛି ଯେ, ଅଟୋ ସେକ୍ଟରରେ ପ୍ରାୟ ସାଢ଼େ ୩ ଲକ୍ଷ କର୍ମଚାରୀଙ୍କୁ ଛଟେଇ କରାଯାଇସାରିଛି। ଆହୁରି ବହୁ କର୍ମଚାରୀ ବେକାର ହୋଇଯିବାର…
ବିଶ୍ୱ ଚାମ୍ପିୟନଶିପ୍: ସିନ୍ଧୁ ଜିତିଲେ ଐତିହାସିକ ସ୍ବର୍ଣ୍ଣ
ବାସେଲ (ସୁଇଜରଲାଣ୍ଡ), ୨୫।୮ (ପି.ଟି.)- ତାରକା ଭାରତୀୟ ମହିଳା ବ୍ୟାଡ୍ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ରବିବାର ତାଙ୍କ ଜ୍ଜାଜଲ୍ୟମୟ କ୍ୟାରିୟରରେ ଆଉ ଏକ ସ୍ବର୍ଣ୍ଣିମ ସଫଳତା ଯୋଡ଼ିଛନ୍ତି। ସୁଇଜରଲାଣ୍ଡର ବାସେଲଠାରେ ଚାଲିଥିବା ବ୍ୟାଡ୍ମିଣ୍ଟନର ସର୍ବୋଚ୍ଚ ପ୍ରତିଯୋଗିତା ବିଡବ୍ଲ୍ୟୁଏଫ୍ ବିଶ୍ୱ ଚାମ୍ପିୟନଶିପ୍ରେ ୨୪…
ପଞ୍ଚଭୂତରେ ଲୀନ ହେଲେ ଅରୁଣ
ନୂଆଦିଲ୍ଲୀ,୨୫।୮: ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭାଜପା ନେତା ଅରୁଣ ଜେଟଲୀଙ୍କ ପ୍ରାର୍ଥିବ ଶରୀର ପଞ୍ଚଭୂତରେ ଲୀନ ହୋଇଛି। ରାଷ୍ଟ୍ରୀୟ ସମ୍ମାନ ସହ ରବିବାର ନିଗମବୋଧ ଘାଟରେ ଜେଟଲୀଙ୍କ ପୁଅ ରୋହନ ମୁଖାଗ୍ନୀ ଦେଇ ପିତାଙ୍କ ଅନ୍ତିମ ସଂସ୍କାର କରିଛନ୍ତି। ଏହି ସମୟରେ…
ବାହାରିନ୍ର ୨ ଶହ ବର୍ଷ ପୁରାତନ ମନ୍ଦିରରେ ପ୍ରଭୁ ଶ୍ରୀକୃଷ୍ଣଙ୍କୁ ଦର୍ଶନ କଲେ ମୋଦି
ମାନାମା,୨୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାହାରିନ୍ ଗସ୍ତରେ ଯାଇଛନ୍ତି। ସେ ରବିବାର ରାଜଧାନୀ ମାନାମାଠାରେ ଥିବା ୨ଶହ ବର୍ଷ ପୁରାତନ ଶ୍ରୀନାଥଜୀ ମନ୍ଦିରରେ ପ୍ରଭୁ ଶ୍ରୀକୃଷ୍ଣଙ୍କୁ ଦର୍ଶନ କରିବା ସହିତ ପୂଜାର୍ଚ୍ଚନା କରିଛନ୍ତି। ଏହାର ନିର୍ମାଣ ୧୮ ଶତାବ୍ଦୀର ଦ୍ୱିତୀୟ ଦଶକରେ…
ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ପାଇଁ ପ୍ରସ୍ତୁତି ଜାରି ରହିଛି: ମନ୍ କି ବାତ୍ କାର୍ଯ୍ୟକ୍ରମରେ କହିଲେ ମୋଦି
ନୂଆଦିଲ୍ଲୀ,୨୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଅଲ୍ ଇଣ୍ଡିଆ ରେଡ଼ିଓ ପକ୍ଷରୁ ପ୍ରସାରିତ ହେଉଥିବା ମନ୍ କି ବାତ୍ କାର୍ଯ୍ୟକ୍ରମରେ କହିଛନ୍ତି, ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ପାଇଁ ପ୍ରସ୍ତୁତି ଜାରି ରହିଛି। ଏହା ଦେଶର ଏକ…
Archives


