Home Middle

୭,୨୫୮ ପିଲାଙ୍କୁ ମିଳିବ କାଳିଆ ଛାତ୍ର ବୃତ୍ତି: ମନ୍ତ୍ରୀ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟରେ ମେଧାବୀ ଛାତ୍ରୀଛାତ୍ରମାନଙ୍କୁ ପ୍ରୋତ୍ସାହନ ଯୋଗାଇ ଦେବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ‘କାଳିଆ ଛାତ୍ରବୃତ୍ତି’ ପ୍ରଦାନ କରୁଛନ୍ତି। ତେବେ ବର୍ତ୍ତମାନ ରାଜ୍ୟରେ ମୋଟ ୭,୨୫୮ ପିଲାଙ୍କୁ ଏହି ବୃତ୍ତି ପ୍ରଦାନ କରାଯିବାକୁ ନିଷ୍ପତ୍ତି ନିଆଯାଇଥିବା ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ…

ଏକାଠି ଥିବା କଲେଜରୁ ଅଲଗା ହେବ ଯୁକ୍ତ ୨, ଯୁକ୍ତ ୩: ଅରୁଣ ସାହୁ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ଶିକ୍ଷାର ଉନ୍ନତି ଆଣିବା ଲାଗି ରାଜ୍ୟ ସରକାର ନୂତନ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହା ଅନୁଯାୟୀ ଏଣିକି ଯୁକ୍ତ ୨ ଓ ଯୁକ୍ତ ୩କୁ ଅଲଗା କରାଯିବ। ଗୁରୁବାର ଗଣଶିକ୍ଷା ଓ ଉଚ୍ଚଶିକ୍ଷା ବିଭାଗର ମିଳିତ ବୈଠକରେ ଏଭଳି ନିଷ୍ପତ୍ତି…

ରାଜ୍ୟରେ ସ୍ବାସ୍ଥ୍ୟସେବାରେ ଉନ୍ନତି ଲାଗି ଆଉ ଏକ ପଦକ୍ଷେପ: ଏଣିକି ରୋଗୀଙ୍କଠାରୁ ଫୋନ୍‌ ଯୋଗେ ମତାମତ ନେବ ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ବିଗତ ଦିନରେ ରାଜ୍ୟ ସରକାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉନ୍ନତି ଆଣିବା ସକାଶେ ବିଭିନ୍ନ ଯୋଜନା ପ୍ରଣୟନ କରିଥିବା ବେଳେ ପୁଣି ଏଭଳି ଏକ ପଦକ୍ଷେପ ନେଇଛନ୍ତି। ଏଣିକି ସ୍ବାସ୍ଥ୍ୟସେବା ସମ୍ପର୍କରେ ଜାଣିବା ଲାଗି ରୋଗୀଙ୍କ ପାଖକୁ ସିଧାସଳଖ ଫୋନ ଯିବ।…

ସଙ୍କଟରେ ଭାରତୀୟ ଅର୍ଥବ୍ୟବସ୍ଥା: ଛଟେଇ, ବେକାରି ସମସ୍ୟା ଓ ଦରଦାମ୍‌ ବୃଦ୍ଧିରେ ଅସ୍ତବ୍ୟସ୍ତ ସାଧାରଣ ଲୋକେ

ନୂଆଦିଲ୍ଲୀ,୨୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱିତୀୟ ଇନିଂସ୍‌ର ପ୍ରଥମ ଭାଗରେ ଭାରତୀୟ ଅର୍ଥବ୍ୟବସ୍ଥା ସଙ୍କଟ ଦେଇ ଗତି କରୁଛି। ସରକାରଙ୍କ ଅଦୂରଦର୍ଶୀ ଯୋଜନା ଯୋଗୁ ଏବେ ବିଭିନ୍ନ କମ୍ପାନୀରେ ଛଟେଇ ଜାରି ରହିଛି। ଏହାଯୋଗୁ ବେକାରି ସମସ୍ୟା ବଢ଼ି ଚାଲିଛି।…

ରାଜ୍ୟରେ ପ୍ରଥମ: ଟ୍ରକ ଧକ୍କାରେ ୩ହାତୀଙ୍କ ମୃତ୍ୟୁ

ଢେଙ୍କିକୋଟ/କେନ୍ଦୁଝର,୨୨।୮(ଡି.ଏନ.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ଉପରଡିହା ଗ୍ରାମପଞ୍ଚାୟତର ବାଲିଯୋଡି ଗ୍ରାମ ନିକଟ ୨୦ନଂ ଜାତୀୟ ରାଜପଥରେ ବୁଧବାର ବିଳମ୍ବିତ ରାତିରେ ଲୁହାପଥର ବୋଝେଇ ଟ୍ରକ ଧକ୍କାରେ ଦୁଇଟି ହାତୀର ମୃତ୍ୟୁ ହୋଇଥିବା ବେଳେ ଗୁରୁବାର ଆହତ ହାତୀର ମୃତ୍ୟୁ ଘଟିଥିବା…

୨୬ରେ ମୋଦି-ଟ୍ରମ୍ପ୍‌ ଭେଟ: କଶ୍ମୀର-ଆତଙ୍କବାଦ ଉପରେ ହୋଇପାରେ ଆଲୋଚନା

ନୂଆଦିଲ୍ଲୀ,୨୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଅଗଷ୍ଟ ୨୬ରେ ଭେଟିବେ। ପ୍ୟାରିସ୍‌ରେ ଦୁଇନେତାଙ୍କ ସାକ୍ଷାତ୍‌ ଜି-୭ ଶିଖର ସମ୍ମିଳନୀରେ ହେବ। ଏହି ସାକ୍ଷାତ୍‌ ସମୟରେ ଟ୍ରମ୍ପ୍‌ କଶ୍ମୀର ସମସ୍ୟା ଉଠାଇବା ସହିତ ଏଥିରେ ମଧ୍ୟସ୍ଥତା ପାଇଁ ଇଛା…

ସିବିଆଇ ଅଧିକାରୀଙ୍କୁ ଓଲଟା ପ୍ରଶ୍ନ ପଚାରୁଛନ୍ତି ଚିଦାମ୍ବରମ୍‌

ନୂଆଦିଲ୍ଲୀ,୨୨।୮: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ଗିରଫ କରାଯିବା ପରେ ସିବିଆଇ ପକ୍ଷରୁ ପଚରା ଉଚରା କରାଯାଉଛି। ତେବେ ସେ ଏଥିରେ ସହଯୋଗ କରୁ ନ ଥିବା କୁହାଯାଉଛି। ସିବିଆଇ ଅଧିକାରୀଙ୍କ ପ୍ରଶ୍ନରେ ସେ ଓଲଟା ପ୍ରଶ୍ନ ପଚାରୁଛନ୍ତି। ଗୁରୁବାର ପୂର୍ବାହ୍ନ…

ତୋଗଲକାବାଦ୍‌ ହିଂସା: ଭୀମ ସେନା ମୁଖ୍ୟଙ୍କ ସମେତ ୯୧ ଗିରଫ

ନୂଆଦିଲ୍ଲୀ, ୨୨।୮: ତୋଗଲକାବାଦ୍‌ ହିଂସାରେ ଦିଲ୍ଲୀ ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏଥିରେ ସମ୍ପୃକ୍ତ ଭୀମ ସେନା ମୁଖ୍ୟ ଚନ୍ଦ୍ରଶେଖର ଆଜାଦ୍‌ ଓରଫ୍‌ ରାବଣଙ୍କ ସମେତ ୯୧ ଜଣଙ୍କୁ ଗିରଫ କରାଯାଇଛି। ବୁଧବାର ରାତିରେ ଏହି ହଂସାକାଣ୍ଡ ଘଟିଥିଲା।…

ଦରମା ବଢ଼ାଇବାରେ ଘରୋଇ କମ୍ପାନୀ କୁଣ୍ଠିତ

ନୂଆଦିଲ୍ଲୀ,୨୨।୮: ଚଳିତ ବର୍ଷ କମ୍‌ ଲୋକଙ୍କ ଦରମା ସେମାନଙ୍କ ମନମୁତାବକ ବଢ଼ିଛି। ଅର୍ଥନୀତିର ଅବସ୍ଥା ବିଗିଡିଯିବା କାରଣରୁ ଚଳିତ ବର୍ଷ ଘରୋଇ କମ୍ପାନୀଗୁଡ଼ିକ ହାତ ଖୋଲା ଦରମା ବଢ଼ାଇନାହାନ୍ତି। ସେଣ୍ଟର ଫର୍‌ ମନିଟରିଂ ଅଫ୍‌ ଇଣ୍ଡିଆନ ଇକୋନୋମୀ(ସିଏମ୍‌ଆଇଇ) ତଥ୍ୟରୁ ଜଣାପଡୁଛି ଯେ,…

ଝୁଲେନବର ପ୍ରାଥମିକ ବିଦ୍ୟାଳୟ ସ୍କୁଲକୁ ନିୟମିତ ଆସୁନାହାନ୍ତି ଶିକ୍ଷକ; ମଧ୍ୟାହ୍ନ ଭୋଜନ ପରେ ସ୍କୁଲ ଛୁଟି

କୋକସରା,୨୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଶିକ୍ଷା ବିଭାଗ ଅଧୀନ ଆମପାଣି କ୍ଳଷ୍ଟରର ବଣପାହାଡ଼ ଘେରା ଦୁର୍ଗମ ବରାଡ଼ଙ୍ଗା ପଞ୍ଚାୟତ ଝୁଲେନବର ପ୍ରାଥମିକ ବିଦ୍ୟାଳୟ। ଆଦିବାସୀ ବହୁଳ ଗ୍ରାମରେ ୧୯୭୫ରେ ସ୍ଥାପିତ ଏହି ପ୍ରାଥମିକ ବିଦ୍ୟାଳୟକୁ ନିୟମିତ ଶିକ୍ଷକ ଆସୁ ନ…

ଦାୟିତ୍ୱ ଗ୍ରହଣ କଲେ ପୋଲିସ କମିଶନର

ଭୁବନେଶ୍ୱର,୨୨ା୮(ବ୍ୟୁରୋ): କଟକ ଓ ଭୁବନେଶ୍ୱର ଦୈତ୍ୟନଗରୀର ନୂତନ ପୋଲିସ କମିଶନର ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଆଇପିଏସ୍‌ ଅଫିସର ଡ. ସୁଧାଂଶୁ ଷଡଙ୍ଗୀ। ଭୁବନେଶ୍ୱରସ୍ଥିତ କମିଶନରେଟ ପୋଲିସ ମୁଖ୍ୟାଳୟରେ ପୂର୍ବତନ ପୋଲିସ କମିଶନର ସତ୍ୟଜିତ ମହାନ୍ତି ବିଧିବଦ୍ଧଭାବେ ତାଙ୍କୁ ଦାୟିତ୍ୱ…

ପୌରାଞ୍ଚଳରେ ପଲିଥିନ ନିଷେଧ: ଅକ୍ଟୋବର ୨ରୁ ସାରା ରାଜ୍ୟରେ ଲାଗୁ ହେବ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ସମସ୍ତ ପୌରାଞ୍ଚଳରେ ପଲିଥିନ ଉପରେ ଲାଗିବ କଟକଣା। ସବୁ ସହରକୁ ପଲିଥିନ ମୁକ୍ତ କରାଯିବ। ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏହାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri