୫୮ ବର୍ଷ ବୟସରେ ଅବସର ଗ୍ରହଣ କରିବେ ସେନା ଯବାନ: ସିଡିଏସ୍ ବିପିନ ରାଓ୍ବତ ଦେଲେ ସୂଚନା
ନୂଆଦିଲ୍ଲୀ, ୫।୨: ଭାରତୀୟ ସେନାରେ କାର୍ଯ୍ୟ କରୁ ଥିବା ଯବାନ ଏଣିକି ୫୮ ବର୍ଷ ବୟସରେ ଅବସର ଗ୍ରହଣ କରିବେ। ଏନେଇ ଚିଫ୍ ଅଫ୍ ଡିଫେନ୍ସ୍ ଷ୍ଟାଫ୍(ସିଡିଏସ୍) ବିପିନ ରାଓ୍ବତ ସୂଚନା ଦେଇଛନ୍ତି। ସେନାରେ ୨ ବର୍ଗର କର୍ମଚାରୀ କାର୍ଯ୍ୟ କରିଥାନ୍ତି।…
ରାମମନ୍ଦିର ଟ୍ରଷ୍ଟ ଗଠନ ସମ୍ପର୍କରେ ଘୋଷଣା କଲେ ମୋଦି
ନୂଆଦିଲ୍ଲୀ,୫।୨: କେନ୍ଦ୍ର ସରକାର ବୁଧବାର ରାମନ୍ଦିର ଟ୍ରଷ୍ଟ ଗଠନ କରିଛନ୍ତିି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା ଦେଇଛନ୍ତି। ଲୋକ ସଭାରେ ଶ୍ରୀରାମ ଜନ୍ମଭୂମି ତୀର୍ଥ ଟ୍ରଷ୍ଟ ଗଠନ କରାଯାଇଥିବା ସମ୍ପର୍କରେ ସେ କହିଛନ୍ତି। ସୁପ୍ରିମ୍କୋର୍ଟ ରାମମନ୍ଦିର ମାମଲାରେ ରାୟ ଦେବାର…
ଦେଶରେ ପ୍ରଥମ ଥର ପାଇଁ ଡ୍ରୋନ୍ ଦ୍ୱାରା ଖୋଜାଯିବ କୋଇଲା ଓ ଖଣିଜ ଭଣ୍ଡାର
ରାଞ୍ଚି,୫।୨: ଭୂଗର୍ଭରେ ଥିବା କୋଇଲା ଏବଂ ଅନ୍ୟ ଖଣିଜ ଭଣ୍ଡାର ସମ୍ପର୍କରେ ତଥ୍ୟ ଏବେ ଡ୍ରୋନ୍ ଦ୍ୱାରା ସଂଗ୍ରହ କରାଯିବ। ଦେଶରେ ପ୍ରଥମ ଥର ପାଇଁ ଝାଡ଼ଖଣ୍ଡର ରାଞ୍ଚିରେ ଡ୍ରୋନ୍ ଦ୍ୱାରା ଏପରି କରାଯିବ। ଏହାଦ୍ୱାରା ଭୂଗର୍ଭର ୨୦୦ ମିଟର ମଧ୍ୟରେ…
ଚାଇନାରେ ହାହାକାର: କରୋନା ମୃତ୍ୟୁ ସଂଖ୍ୟା ୪୯୦ ଛୁଇଁଲା; ୨୪ ହଜାରରୁ ଅଧିକଙ୍କ ଠାରେ ଚିହ୍ନଟ
ବେଜିଂ,୫।୨: ଚାଇନାର କରୋନା ମହାମାରୀ ହାହାକାର ସୃଷ୍ଟି କରିଛି। ଇତିମଧ୍ୟରେ ଚାଇନାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୪୯୦ରେ ପହଞ୍ଚିଛି। ସେହିପରି ୨୪ ହଜାର ୩ଶହ ୨୪ଙ୍କଠାରେ କରୋନା ଭୁତାଣୁ ଚିହ୍ନଟ ହୋଇଛି। କରୋନା ଭୁତାଣୁ ସଂକ୍ରମଣ ଯୋଗୁ ଚାଇନାର ୧୫ଟି…
ଦିଲ୍ଲୀ ଲଢ଼େଇ ଘମାଘୋଟ
ନୂଆଦିଲ୍ଲୀ,୫ା୨: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ୪ ଦିନ ବାକି ଥିବାବେଳେ ଶାସକ ଆମ୍ ଆଦ୍ମୀ ପାର୍ଟି (ଏଏପି) ଏବଂ ଭାଜପା ମୁହାଁମୁହିଁ ହୋଇଛନ୍ତି। ସରକାର ସପକ୍ଷରେ ହାଓ୍ବା ବୋହୁଛି ବୋଲି ଦାବି କରୁଥିବା ଏଏପି ପକ୍ଷରୁ ମଙ୍ଗଳବାର ନିର୍ବାଚନୀ…
୧୯ ବର୍ଷରୁ କମ୍ ବିଶ୍ୱକପ୍: ୧୦ ଉଇକେଟରେ ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ
ପୋଚେଫ୍ସଟ୍ରୁମ୍,୪।୨(ପି.ଟି.)- ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍ ବିଶ୍ୱକପ୍ରେ ଗତଥରର ଚାମ୍ପିୟନ ଭାରତ ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ ବୋଲିଂ ଓ ପରେ ବ୍ୟାଟିଂରେ ଉଚ୍ଚକୋଟୀର ପ୍ରଦର୍ଶନ କରି ଭାରତ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ପରାସ୍ତ କରି ଫାଇନାଲ ଟିକେଟ…
ଦେଶ ସାରା ଏନ୍ଏଆର୍ସି ଲାଗୁ ପାଇଁ ଏବେ ନାହିଁ ଯୋଜନା: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୪।୨: ଦେଶ ସାରା ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍ଏଆର୍ସି) ଲାଗୁ କରିବା ପାଇଁ ଏବେ ଯୋଜନା ନାହିଁ। ଏନେଇ ଲୋକ ସଭାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଲିଖିତ ବୟାନ ଦିଆଯାଇଛି। ଲୋକ ସଭାରେ ଏମ୍ପି ଚନ୍ଦନ ସିଂ ଏବଂ ନାଗେଶ୍ୱର ରାଓଙ୍କ ପକ୍ଷରୁ…
ସିଆଚେନ୍-ଡୋକଲାମ୍ରେ ଭୋକରେ ରହୁଛନ୍ତି ଯବାନ: ମିଳୁନି ଖାଦ୍ୟ ପଦାର୍ଥ
ନୂଆଦିଲ୍ଲୀ,୪।୨: ଭାରତ-ଚାଇନା ସୀମାରେ ସମୁଦ୍ର ପତ୍ତନଠାରୁ ୯ ହଜାରରୁ ଅଧିକ ଫୁଟ ଉଚ୍ଚରେ ଦେଶ ସୁରକ୍ଷାରେ ସେନା ଯବାନ ମୁତୟନ ରହିଛନ୍ତି। ଏଠାରେ ଥିବା ସିଆଚେନ୍ ଏବଂ ଡୋକଲାମ ଆଦି ଦୁର୍ଗମ ଅଞ୍ଚଳରେ ସେନା ଯବାନଙ୍କୁ ଖାଦ୍ୟ ପଦାର୍ଥ ଠିକ୍ ସମୟରେ…
୨୦୧୫ରୁ ୨୦୧୮ ପର୍ଯ୍ୟନ୍ତ ସେନା ଯବାନଙ୍କୁ ପୋଷାକ-ଖାଦ୍ୟ ସାମଗ୍ରୀ ମିଳିବାରେ ହୋଇଥିଲା ଅନିୟମିତତା: ସିଏଜି ରିପୋର୍ଟ
ନୂଆଦିଲ୍ଲୀ,୪।୨: ଦେଶର ସୁରକ୍ଷା ସେନା ଯବାନଙ୍କ ହାତରେ ରହିଛି। ତେବେ ସେମାନଙ୍କୁ ମଧ୍ୟ ୩ ବର୍ଷ ଧରି ନିୟମିତ ପୋଷାକ ଏବଂ ଆବଶ୍ୟକ ଖାଦ୍ୟ ସାମଗ୍ରୀ ମିଳୁ ନାହିଁ। ଏନେଇ ସିଏଜିଙ୍କ ପକ୍ଷରୁ ଲୋକ ସଭାରେ ଉପସ୍ଥାପନ ହୋଇଥିବା ରିପୋର୍ଟରେ ପ୍ରକାଶ…
କରୋନା ମୃତ୍ୟୁ ସଂଖ୍ୟା ୪୨୬ ଛୁଇଁଲା: ୨୪ ଘଣ୍ଟାରେ ୬୫ ଜଣଙ୍କ ମୃତ୍ୟୁ
ବେଜିଂ,୪।୨: ଚାଇନାର କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଇତିମଧ୍ୟରେ ଚାଇନାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୪୨୬ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ଏହି ଭୁତାଣୁ ଯୋଗୁ ୬୫ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ୨୦ ହଜାର ୩…
ହାରିଯାଇଛି କ୍ୟାନ୍ସର
ଭୁବନେଶ୍ୱର, ୪ା୨(ବ୍ୟୁରୋ): କ୍ୟାନ୍ସର ନାଁ ଶୁଣିଲେ ଲୋକେ ଡରିଯାଆନ୍ତି। ଜୀବନ ସରିଗଲା, ମୃତ୍ୟୁ ସୁନିଶ୍ଚିତ ବୋଲି ଭାବନ୍ତି। କ୍ୟାନ୍ସର ଆକ୍ରାନ୍ତଙ୍କୁ ଛୁଇଁବାକୁ ବି ଭୟ କରନ୍ତି। ମା’, ବାପା ଓ ପରିବାର ଲୋକେ ପୂରା ଭାଙ୍ଗିପଡ଼ନ୍ତି। କିନ୍ତୁ କ୍ୟାନ୍ସର ସହ ଲଢ଼ି…
୨୦୨୨ ସୁଦ୍ଧା ସବୁ ପରିବାରକୁ ପକ୍କାଘର
ନୂଆଦିଲ୍ଲୀ, ୪ା୨(ପି.ଟି.): ସବୁ ଗରିବ ପରିବାରକୁ ୨୦୨୨ ସୁଦ୍ଧା ପକ୍କାଘର ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। କର୍କର୍ଦୁମାରେ ଏକ ନିର୍ବାଚନ ରାଲିକୁ ସମ୍ବୋଧନ କରି ମୋଦି କହିଛନ୍ତି, ଏଏପି ସରକାର ବିକାଶ କାର୍ଯ୍ୟକୁ ଅଟକାଇ…

