Home Middle

ଭାରତ ‘ଏ’-ଦକ୍ଷିଣ ଆଫ୍ରିକା ‘ଏ’ ଦିନିକିଆ ସିରିଜ : ମନୀଷ, ଆୟାର ଅଧିନାୟକ

ମୁମ୍ବାଇ, ୨୦ା୮(ପି.ଟି.)- ଚଳିତମାସ ୨୯ ତାରିଖରେ ଥିରୁଭାନନ୍ତପୁରମଠାରେ ଭାରତ‘ଏ’-ଦକ୍ଷିଣ ଆଫ୍ରିକା ‘ଏ’ ଦିନିକିଆ କ୍ରିକେଟ ସିରିଜ ଆରମ୍ଭ ହେବ। ୫ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ୩ଟି ମ୍ୟାଚରେ ମନୀଷ ପାଣ୍ଡେ ଭାରତ‘ଏ’ର ଅଧିନାୟକ ରହିବେ। ପରବର୍ତ୍ତୀ ୨ଟି ମ୍ୟାଚରେ ଶ୍ରେୟାସ…

ବିଦ୍ୟୁତ୍‌ ଚୋରି: କ୍ଷତି ରୋକିବ ସ୍ମାର୍ଟ ମିଟର; ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ଉପଭୋକ୍ତା ହେବେ ସ୍ମାର୍ଟ ମିଟର ପରିସରଭୁକ୍ତ

ଭୁବନେଶ୍ୱର, ୧୯।୮ (ବ୍ୟୁରୋ): ଘରେ ଲାଗିଥିବା ପୁରୁଣା ବିଦ୍ୟୁତ୍‌ ମିଟର ବଦଳିଯିବ। ଲାଗିବ ନୂଆ ପ୍ରିପେଡ୍‌ ଓ ସ୍ମାର୍ଟ ମିଟର। ରାଜ୍ୟର ସମସ୍ତ ଘରୋଇ ଉପଭୋକ୍ତାଙ୍କୁ ଏହି ମିଟର ଯୋଗାଇ ଦିଆଯିବ। ଏହାଦ୍ୱାରା ବିଦ୍ୟୁତ୍‌ ଚୋରି ଏବଂ ବୈଷୟିକ ଓ ବାଣିଜ୍ୟକ…

୨୦୧୮-୧୯ରେ ଭାରତର ଗୁରୁତ୍ୱପୂର୍ଣ୍ଣ ସଂସ୍ଥା ଉପରେ ଅଧିକ ସାଇବର ଆକ୍ରମଣ ହୋଇଛି: ସିସ୍କୋ

ନୂଆଦିଲ୍ଲୀ,୧୯।୮: ଭାରତରେ ସାଇବର ଆକ୍ରମଣ ମାମଲା କ୍ରମାଗତ ଭାବେ ବଢ଼ିଚାଲିଛି। ୨୦୧୮-୧୯ରେ ଦେଶର ଗୁରୁତ୍ୱପୂର୍ଣ୍ଣ ସଂସ୍ଥା ଉପରେ ଅଧିକ ସାଇବର ଆକ୍ରମଣ ହୋଇଥିବା ନେଇ ସିସ୍କୋ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ସମୟରେ ବ୍ୟାଙ୍କିଙ୍ଗ୍‌, ବିଭିନ୍ନ ଅର୍ଥସଂସ୍ଥା, ବିଭିନ୍ନ…

ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଆଦିତ୍ୟ ପାଢ଼ୀ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟ ନିର୍ବାଚନ କମିଶନର ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଆଦିତ୍ୟ ପ୍ରସାଦ ପାଢ଼ୀ। ଦାୟିତ୍ୱ ଗ୍ରହଣ ପରେ ପାଢ଼ୀ ନିଜ ପ୍ରତିକ୍ରିୟାରେ କହିଛନ୍ତି, ଆଗକୁ ପୌର ଓ ପଞ୍ଚାୟତ ନିର୍ବାଚନ ଆସୁଛି। ମୁଁ ଏହାକୁ ସୂଚାରୁ ଭାବେ…

ଦାୟିତ୍ୱ ନେଲେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ଅସିତ ତ୍ରିପାଠୀ। କିଛି ଦିନ ତଳେ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ସ୍ଥାନରେ ତାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ରାଜ୍ୟ ସରକାର ନିଯୁକ୍ତି ଦେଇଥିଲେ । ସେ…

ହୀରାକୁଦ ଡ୍ୟାମ୍‌ରେ ୧୪ଟି ଗେଟ୍‌ ଦେଇ ଜଳ ନିଷ୍କାସନ

ସମ୍ବଲପୁର, ୧୯ା୮ (ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ସୋମବାର ୧୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ୧୪ଟି ଗେଟ୍‌ରେ ପ୍ରତି ସେକେଣ୍ଟରେ ୧ଲକ୍ଷ ୭୫ ହଜାର ୩୭୧ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୨ଲକ୍ଷ ୭୩ ହଜାର ୯୧୦…

୫୧ ବର୍ଷ ତଳେ ରୋହତାଙ୍ଗ୍‌ ନିକଟରେ ନିଖୋଜ ହୋଇଥିବା ବାୟୁସେନା ବିମାନ ଏନ୍‌-୧୨ର ଭଗ୍ନାବଶେଷ ମିଳିଲା

ଚଣ୍ଡିଗଡ଼,୧୯।୮: ବାୟୁସେନାର ଏନ୍‌-୧୨ ବିଏଲ୍‌-୫୩୪ ବିମାନ ୫୧ ବର୍ଷ ତଳେ ୧୯୬୮ ଫେବୃୟାରୀ ୭ରେ ହିମାଚଳପ୍ରଦେଶ ରୋହତାଙ୍ଗ୍‌ ନିକଟରେ ନିଖୋଜ ହୋଇଯାଇଥିଲା। ସେତେବେଳେ ଏନେଇ ବହୁ ଖୋଜା ଖୋଜି ହୋଇଥିଲେ ମଧ୍ୟ ଏହାର ସନ୍ଧାନ ମିଳି ନ ଥିଲା। ତେବେ ଡୋଗରା…

ଜମ୍ମୁ-କଶ୍ମୀରରେ ଖୋଲିଲା ଶିକ୍ଷାନୁଷ୍ଠାନ

ଶ୍ରୀନଗର,୧୯।୮: ଦୁଇ ଦିନ ତଳେ ପ୍ରଶାସନ ଦେଇଥିବା କଥା ଅନୁଯାୟୀ ସୋମବାରୁ ଜମ୍ମୁ-କଶ୍ମୀରର ପ୍ରାୟ ସମସ୍ତ ଶିକ୍ଷାନୁଷ୍ଠାନକୁ ପୁଣିଥିରେ ଖୋଲି ଦିଆଯାଇଛି। ପ୍ରାୟ ୧୨ ଦିନ ପରେ ଏଠାରେ ୫ ଜିଲାରେ ମୋବାଇଲ ଓ ଇଣ୍ଟରନେଟ୍‌ ସେବା ଯୋଗାଇ ଦିଆଯାଇଥିବା ବେଳେ…

ମହଙ୍ଗା ପଡିବ ଜାତିସଂଘରେ ପାକିସ୍ତାନକୁ ସମର୍ଥନ ;ସେପ୍ଟେମ୍ବରରୁ ଚାଇନା ସାମଗ୍ରୀ ବର୍ଜନର ରାଷ୍ଟ୍ରୀୟ ଅଭିଯାନ

ନୂଆଦିଲ୍ଲୀ,୧୯-୮: ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ପାର୍ଲାମେଣ୍ଟ ଉଚ୍ଛେଦ କରିଛି। ଏହି ପ୍ରସଙ୍ଗକୁ ନେଇ କ୍ଷୁବ୍ଧ ପାକିସ୍ତାନ ଚାଇନାର ଶରଣ ପଶିଥିଲା। ଇସ୍‌ଲାମାବାଦ୍‌ର ଅନୁରୋଧକ୍ରମେ ଚାଇନା ଜାତିସଂଘ ସୁରକ୍ଷା ପରିଷଦରେ ଏହି ମାମଲା ଉଠାଇଥିଲା। ତେବେ ସୁରକ୍ଷା…

ଜମ୍ମୁ-କଶ୍ମୀରରେ ଗିରଫ ହେଲେଣି ୪ ହଜାର

ନୂଆଦିଲ୍ଲୀ,୧୯ା୮: ଜମ୍ମୁ-କଶ୍ମୀରକୁ ନେଇ କେନ୍ଦ୍ର ସରକାରଙ୍କ ଅଗଷ୍ଟ ୫ ନିଷ୍ପତ୍ତି ପରଠୁ ଅଦ୍ୟାବଧି ୪,୦୦୦ ଜଣଙ୍କୁ ଗିରଫ କରାଯାଇଛି ବୋଲି ରାଜ୍ୟ ପ୍ରଶାସନ ମୁଖପାତ୍ର ରୋହିତ୍‌ କନ୍‌ସଲ ସୂଚନା ଦେଇଛନ୍ତି। ସେହିପରି ସାଧାରଣ ନିରାପତ୍ତା ଆଇନ (ପିଏସ୍‌ଏ) ବଳରେ ଅନୂ୍ୟନ ୪…

ଟଳିନି ରାଜ୍ୟରେ ବନ୍ୟା ସ୍ଥିତି: ବହୁ ଲୋକ ଜଳବନ୍ଦୀ, ଆଜି ପ୍ରବଳ ବର୍ଷା

ଭୁବନେଶ୍ୱର, ୧୯ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ସ୍ଥିତି ଟଳିଯାଇଛି ବୋଲି ସରକାର କହୁଛନ୍ତି। କିନ୍ତୁ ଏବେବି ରାଜ୍ୟର ତଳିଆ ଅଞ୍ଚଳରେ ପାଣି ମାଡ଼ିବାରେ ଲାଗିିଛି। ଲୋକେ ଜଳବନ୍ଦୀ ହୋଇ ରହିଛନ୍ତି। କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ ଜିଲାର କିଛି ସ୍ଥାନରେ ପାଣି ଜମି…

ଯାଜପୁର ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ : ତିତ୍‌ଲି ନାମରେ ଦେଢ଼ କୋଟି ଆତ୍ମସାତ୍‌

ଯାଜପୁର ଅଫିସ,୧୯ା୮: ଯାଜପୁର ଜିଲା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (ଆରଡବ୍ଲ୍ୟୁଏସ୍‌ଏସ୍‌) ବିଭାଗରେ ଏସ୍‌ଆରସି (ସ୍ପେଶିଆଲ ରିଲିଫ କମିଶନର) ପାଣ୍ଠିରୁ ତିତ୍‌ଲି ନାମରେ ଆବଣ୍ଟିତ ୧କୋଟି ୫୨ଲକ୍ଷ ୮୫ହଜାର ଟଙ୍କା ଆତ୍ମସାତ୍‌ ହୋଇଛି। ଜଣେ ଉଚ୍ଚ ପଦାଧିକାରୀଙ୍କ ପରୋକ୍ଷ ସହଯୋଗରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri