କଂଗ୍ରେସ ଜାରି କଲା ଘୋଷଣା ପତ୍ର: ବେକାର ଯୁବବର୍ଗଙ୍କୁ ମାସିକ ୫୦୦୦ରୁ ୭୫୦୦ ଟଙ୍କା ଭତ୍ତା
ନୂଆଦିଲ୍ଲୀ,୨।୨: ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି କଂଗ୍ରେସ ପକ୍ଷରୁ ଏହାର ଘୋଷଣା ପତ୍ର ଜାରି କରାଯାଇଛି। ସମସ୍ତଙ୍କୁ ୩୦୦ ୟୁନିଟ୍ ପର୍ଯ୍ୟନ୍ତ ମାଗଣା ବିଦ୍ୟୁତ୍ ଯୋଗାଇବା ପାଇଁ କଂଗ୍ରେସ ଏହାର ଘୋଷଣା ପତ୍ରରେ ସୂଚନା ଦେଇଛି। ସେହିପରି…
ରବି ସିଂଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ଶେଷକୃତ୍ୟ
ଭୁବନେଶ୍ୱର,୨।୨(ବ୍ୟୁରୋ): ବିପ୍ଲବୀ କବି ରବି ସିଂଙ୍କ ପରଲୋକକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି। ଟୁଇଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ବିପ୍ଲବୀ କବି ରବି ସିଂଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ ସାହିତ୍ୟ ଜଗତକୁ ସମୃଦ୍ଧ କରିଥିବା…
ଦାବିନ୍ଦରଙ୍କ ଆତଙ୍କବାଦୀ ଲିଙ୍କ୍: ଜମ୍ମୁ-କଶ୍ମୀରରେ ଏନ୍ଆଇଏ ଚଢ଼ାଉ
ଶ୍ରୀନଗର,୨।୨: ଡିଏସ୍ପି ଦାବିନ୍ଦର ସିଂଙ୍କ ଆତଙ୍କବାଦୀ ଲିଙ୍କ୍ ସମ୍ପର୍କରେ ଅଧିକ ତଥ୍ୟ ସଂଗ୍ରହ ପାଇଁ ଏନ୍ଆଇଏ ପକ୍ଷରୁ ଜମ୍ମୁ-କଶ୍ମୀରର କେତେକ ସ୍ଥାନରେ ରବିବାର ଚଢ଼ାଉ କରାଯାଇଛି। କିଛି କାର୍ଯ୍ୟାଳୟ ଏବଂ ଘରୋଇ ଅଞ୍ଚଳରେ ଏନ୍ଆଇଏ ପକ୍ଷରୁ ଚଢ଼ାଉ କରାଯାଇଥିବା କୁହାଯାଉଛି। ସୂଚନାଯୋଗ୍ୟ,…
ପରଲୋକରେ ବିପ୍ଳବୀ କବି ରବି ସିଂ
କଟକ ଅଫିସ,୨।୨: ବିପ୍ଳବୀ କବି ରବି ସିଂଙ୍କ ପରଲୋକ ଘଟିଛି। କଟକସ୍ଥିତ ଖପୁରିଆ ବାସଭବନରେ ରବିବାର ଭୋର ସମୟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା। ଦୀର୍ଘଦିନ ଧରି ସେ ବାର୍ଦ୍ଧକ୍ୟଜନିତ ରୋଗରେ…
ଭାରତ-ବାଂଲାଦେଶ ମିଳିତ ସମରାଭ୍ୟାସ: ସମ୍ପ୍ରିତି-୯
ଶିଲଂ,୨।୨: ଭାରତ-ବାଂଲାଦେଶ ମଧ୍ୟରେ ମିଳିତ ସମରାଭ୍ୟାସ ସମ୍ପ୍ରିତି-୯ ସୋମବାରଠାରୁ ଆରମ୍ଭ ହେବ। ମେଘାଳୟର ଶିଲଂସ୍ଥିତ ଉମରୋଇ କ୍ୟାଣ୍ଟନମେଣ୍ଟ୍ରେ ଏହି ମିଳିତ ସମରାଭ୍ୟାସ ଅନୁଷ୍ଠିତ ହେବ। ଆତଙ୍କବାଦୀଙ୍କ ବିରୋଧ କିଭଳି ଉନ୍ନତ ଧରଣର ସର୍ଚ୍ଚ ଅପରେଶନ୍ କରାଯିବ ସେ ସମ୍ପର୍କରେ ଏହି ମିଳିତ…
ବୁହାନ ଏୟାରଲିଫ୍ଟ: ଦିଲ୍ଲୀରେ ପହଞ୍ଚିଲେ ପୁଣି ୩୨୩ ଭାରତୀୟ
ନୂଆଦିଲ୍ଲୀ,୨।୨: କରୋନା ଭୁତାଣୁ ଚାଇନାର ବୁହାନରେ ମହାମାରୀ ସୃଷ୍ଟି କରିଛି। ବୁହାନରେ ଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା କାର୍ଯ୍ୟ ଜାରି ରହିଛି। ଶନିବାର ପ୍ରଥମ ଥର ଏୟାରଲିଫ୍ଟରେ ୩୨୪ ଭାରତୀୟ ବୁହାନରୁ ଭାରତ ଫେରିଥିଲେ। ରବିବାର ପୂର୍ବାହ୍ନ ୯ଟା ୧୦ରେ…
କରୋନା ମୃତ୍ୟୁ ସଂଖ୍ୟା ୩୦୦ ଟପିଲା: ୨୪ ଘଣ୍ଟାରେ ୪୫ ଜଣ ମୃତ
ନୂଆଦିଲ୍ଲୀ,୨।୨: ଚାଇନାର ବୁହାନରେ କରୋନା ମହାମାରୀ ରୂପ ନେଇଛି। ଇତିମଧ୍ୟରେ କରୋନା ଭୁତାଣୁ ସଂକ୍ରମଣରେ ୩୦୪ ଜଣଙ୍କ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୪୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ଚାଇନା ଗଣମାଧ୍ୟମ ପକ୍ଷରୁ ସୂଚନା…
ବଜେଟ-୨୦୨୦: ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ
କେନ୍ଦ୍ର ସରକାର ଭିତ୍ତିଭୂମି ବିକାଶ ଉପରେ ବଜେଟରେ ଅଧିକ ଗୁରୁତ୍ୱ ଦେଇଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଉଡ଼ାନ୍ ଯୋଜନାରେ ଦେଶରେ ଅଧିକ ୧୦୦ ବିମାନବନ୍ଦରର ବିକାଶ ୨୦୨୪ ସୁଦ୍ଧା କରାଯିବ ବୋଲି କହିଛନ୍ତି। ଆସନ୍ତା ଆର୍ଥିକବର୍ଷରେ ପରିବହନ ଭିତ୍ତିଭୂମିର ବିକାଶ ଲାଗି…
କୃଷି, ରେଳ, କୃଷି ଉଡାନ, ଚାଷୀଙ୍କୁ ସୌର ପମ୍ପ ସ୍ବାଗତଯୋଗ୍ୟ; ନିଯୁକ୍ତି, ଅନୁଦାନକୁ ଅଣଦେଖା:ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକବର୍ଷ ପାଇଁ ଶନିବାର କେନ୍ଦ୍ର ସରକାର ପାର୍ଲାମେଣ୍ଟରେ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ ନିଆଯାଇଥିବା କେତେକ ପଦକ୍ଷେପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଥିବା ବେଳେ କେନ୍ଦ୍ରୀୟ ଟିକସ ହ୍ରାସ, ପୁଞ୍ଜିନିବେଶ, ନିଯୁକ୍ତି, କେନ୍ଦ୍ରୀୟ ଅନୁଦାନ, ସଂସ୍କୃତି…
୧୫ ଲକ୍ଷ କୋଟିର କୃଷି ଋଣ
ନୂଆଦିଲ୍ଲୀ,୨ା୨: କେନ୍ଦ୍ର ସରକାର ୨୦୨୦-୨୧ ଆର୍ଥିକ ବର୍ଷରେ ୧୫ ଲକ୍ଷ କୋଟି ଟଙ୍କାର କୃଷି ଋଣ ଦେବା ପାଇଁ ଯୋଜନା କରିଛନ୍ତି। ଚଳିତ ଆର୍ଥିକ ବର୍ଷରେ ଏହା ୧୩.୫ ଲକ୍ଷ କୋଟି ଟଙ୍କା ଥିବାବେଳେ ଏଥିରେ ୧୧% ବୃଦ୍ଧି କରାଯାଇଛି। ଚାଷୀମାନଙ୍କୁ…
ନିର୍ମଳା କଲେ ନିରାଶ
ନୂଆଦିଲ୍ଲୀ,୨ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ୨୦୨୦-୨୧ ଆର୍ଥିକ ବର୍ଷ ଲାଗି ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତିି। ଦ୍ୱିତୀୟ ଥର କ୍ଷମତାକୁ ଆସିବା ପରେ ନରେନ୍ଦ୍ର ମୋଦି ସରକାରଙ୍କ ଏହା ହେଉଛି ଦ୍ୱିତୀୟ ବଜେଟ। ୩୦ ଲକ୍ଷ ୪୨ ହଜାର…
ଆଜି ହୋଇପାରେ ଚୂଡ଼ାନ୍ତ ନିଷ୍ପତ୍ତି
ନୂଆଦିଲ୍ଲୀ,୨।୨: ବହୁଚର୍ଚ୍ଚିତ ନିର୍ଭୟା ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମା(୨୬)ଙ୍କ ମର୍ସି ପିଟିଶନ ରଦ୍ଦ ହୋଇଯାଇଛି। ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡାଦେଶରେ ପରିବର୍ତ୍ତିତ କରିବା ଲାଗି ବିନୟ କରିଥିବା ଆବେଦନକୁ ଶନିବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଖାରଜ କରିଦେଇଛନ୍ତି। ସହ ଅନ୍ୟ…

