Home Middle

ରାଷ୍ଟ୍ରପତିଙ୍କ ଦ୍ୱାରା ଖାରଜ ହେଲା ବିନୟଙ୍କ କ୍ଷମା ଆବେଦନ

ନୂଆଦିଲ୍ଲୀ,୧।୨: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମାଙ୍କ କ୍ଷମା ଆବେଦନକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଖାରଜ କରି ଦେଇଛନ୍ତି। ଏବେ ଏହି ମାମଲାରେ ୪ ଦୋଷୀଙ୍କୁ ଫାଶୀ ଦେବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି। ଶୁକ୍ରବାର ସୁପ୍ରିମକୋର୍ଟ…

ଭାରତରେ ‘କରୋନା’ ଛନକା

ନୂଆଦିଲ୍ଲୀ, ୧ା୨(ପି.ଟି.): ଭାରତରେ କରୋନା ଭାଇରସ୍‌ କାୟା ବିସ୍ତାର କରିବାରେ ଲାଗିଛି। ଶୁକ୍ରବାର ୬ ସନ୍ଦିଗ୍ଧଙ୍କୁ ଚିକିତ୍ସା ଲାଗି ଦିଲ୍ଲୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ କେରଳରେ ୧୦୫୩ ଜଣ ବ୍ୟକ୍ତିଙ୍କୁ ଅବ୍‌ଜରଭେଶନରେ ରଖାଯାଇଛି। ଦିଲ୍ଲୀର ରାମ୍‌ ମନୋହର ଲୋହିଆ ହସ୍ପିଟାଲର ସ୍ବତନ୍ତ୍ର…

ସିଏଏକୁ ରାଷ୍ଟ୍ରପତିଙ୍କ ପ୍ରଶଂସା

ନୂଆଦିଲ୍ଲୀ,୧ା୨(ପି.ଟି.): ପାର୍ଲାମେଣ୍ଟର ବଜେଟ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଛି। ପ୍ରାରମ୍ଭରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସଂସଦର କେନ୍ଦ୍ରୀୟ ହଲ୍‌ରେ ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ଅବସରରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ଐତିହାସିକ ବୋଲି କହିଛନ୍ତି। ଏହା ମହାତ୍ମା…

ଜିଡିପି ୬.୫% ଛୁଇଁବା ଆଶା

ନୂଆଦିଲ୍ଲୀ,୧ା୨: ଶୁକ୍ରବାରଠାରୁ ୨୦୨୦-୨୧ ଆର୍ଥତ୍କ ବର୍ଷ ଲାଗି ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଏହି ଅବସରରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସଂସଦରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି। ଏପ୍ରିଲ ପହିଲାରୁ ଆରମ୍ଭ ହେଉଥିବା ଆସନ୍ତା ଆର୍ଥତ୍କ ବର୍ଷରେ ଦେଶର ଜିଡିପି…

ନିର୍ଭୟା ମାମଲା: ଫେବୃୟାରୀ ୧ରେ ଦୋଷୀଙ୍କୁ ଦିଆଯିବନି ଫାଶୀ

ନୂଆଦିଲ୍ଲୀ,୩୧।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାକୁ ନେଇ ଦିଲ୍ଲୀର ପଟିଆଲା ହାଉସକୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଫେବୃୟାରୀ ୧ରେ ଏହି ମାମଲାର ୪ ଦୋଷୀଙ୍କୁ ଫାଶୀ ଦେବାକୁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଏବେ ଏହାକୁ ଘୁଞ୍ଚାଇ ଦିଆଯାଇଛି।…

ପୁଣି ସୁପର ଓଭରରେ ଜିତିଲା ଭାରତ

ଓ୍ବେଲିଂଟନ,୩୧।୧- ସିରିଜ୍‌ର ତୃତୀୟ ମ୍ୟାଚ୍‌ ଭଳି ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଟି୨୦ ମ୍ୟାଚ୍‌କୁ ସୁପର ଓଭରରେ ଭାରତ ଜିତି ନେଇଛି। ସୁପର ଓଭରରେ ନ୍ୟୁଜିଲାଣ୍ଡ ପକ୍ଷରୁ ଧାର୍ଯ୍ୟ ୧୪ ରନ୍‌ର ବିଜୟ ଲକ୍ଷ୍ୟକୁ ବିରାଟ ବାହିନୀ ଗୋଟିଏ ବଲ ପୂର୍ବରୁ ହାସଲ…

‘ସବ୍‌କା ସାଥ୍‌ ସବ୍‌କା ବିକାଶ’ ମନ୍ତ୍ରରେ ସରକାର କାମ କରୁଛନ୍ତି: ରାଷ୍ଟ୍ରପତି

ନୂଆଦିଲ୍ଲୀ,୩୧।୧: ଶୁକ୍ରବାର ସଂସଦର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଏହାପୂର୍ବରୁ ସେଣ୍ଟ୍ରାଲ ହଲ୍‌ରେ ଉଭୟ ଗୃହକୁ ସମ୍ବୋଧିତ କରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ନୂଆ ଭାରତ ନିର୍ମାଣ ପାଇଁ ଆହ୍ବାନ ଦେଇଛନ୍ତି। ଏହି ଦଶନ୍ଧି ନୂଆ ଭାରତ ନିର୍ମାଣ ପାଇଁ ଗୁରୁତ୍ୱପୂର୍ଣ୍ଣ।…

ନଗରୋଟା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୩୧।୧: ଜମ୍ମୁ-କଶ୍ମୀରରେ ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏହି ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସକାଳେ ଜମ୍ମୁ-ଶ୍ରୀନଗର ହାଇଓ୍ବେ ନଗରୋଟାରେ…

ସିଏଏ ବିରୋଧୀ ଶୋଭାଯାତ୍ରାବେଳେ ରାମଭକ୍ତଙ୍କ ଉନ୍ମତ୍ତକାଣ୍ଡ: ବନ୍ଧୁକ ବୁଲାଇଲେ, ଗୁଳି ଚଳାଇଲେ

ନୂଆଦିଲ୍ଲୀ,୩୧-୧(ପି.ଟି.):କେନ୍ଦ୍ରର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ବିକ୍ଷୋଭ ବେଳେ ଦିନକୁ ଦିନ ହିଂସା ବଢ଼ିବାରେ ଲାଗିଛି। ଏହିକ୍ରମରେ ଗୁରୁବାର ଦିଲ୍ଲୀର ଜାମିଆ ନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ବିକ୍ଷୋଭକାରୀମାନେ ଶୋଭାଯାତ୍ରା ପାଇଁ ବାହାରୁଥିବାବେଳେ ଜଣେ କିଶୋର ‘ଏଇ ନିଅ…

ଜାମିଆ ଗୁଳିକାଣ୍ଡ ଭଳି କାର୍ଯ୍ୟକୁ ସହ୍ୟ କରାଯିବନି : ଶାହ

ନୂଆଦିଲ୍ଲୀ,୩୦।୧: ଜାମିଆ ଗୁଳିକାଣ୍ଡ ଭଳି ଘଟଣାକୁ କେବେ ବି ସହ୍ୟ କରାଯିବନି। ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ କହିଛନ୍ତି। ଏସମ୍ପର୍କରେ ଶାହ ଟୁଇଟ୍‌ କରି ଜଣାଇଛନ୍ତି। ଗୁଳିକାଣ୍ଡ ଘଟଣା ସମ୍ପର୍କରେ ଦିଲ୍ଲୀ ପୋଲିସ…

ବଜେଟ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ: ସମସ୍ତଙ୍କ ମତାମତ ଜରୁରୀ କହିଲେ ମୋଦି

ନୂଆଦିଲ୍ଲୀ,୩୦।୧: ଜାନୁୟାରୀ ୩୧ଠାରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହାପୂର୍ବରୁ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏକ ସର୍ବଦଳୀୟ ବୈଠକ ଶେଷ ହୋଇଛି। ଦେଶର ଆର୍ଥିକ ସ୍ଥିତି ନେଇ ସମସ୍ତଙ୍କ ମତାମତ ଜରୁରୀ ବୋଲି ମୋଦି କହିଛନ୍ତି।…

ଏବର୍ଷ ଲାଗୁ ହେବନାହିଁ +୨ କଟକଣା: ମନ୍ତ୍ରୀ

ଭୁବନେଶ୍ୱର,୩୦।୧(ବ୍ୟୁରୋ): ଏବର୍ଷ ଲାଗୁ ହେବନି +୨ କଟକଣା। ଆସନ୍ତା ବର୍ଷରୁ ଏହା ଲାଗୁ ହେବ ବୋଲି ଗୁରୁବାର ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ କହିଛନ୍ତି। ସେ କହିଛନ୍ତି, ଚଳିତବର୍ଷ +୨ ପାସଫେଲ କଟକଣା ଲାଗୁ ହେବ ନାହିଁ। ପ୍ରଥମ ବର୍ଷରେ ୩୩% ମାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?