ବିଦେଶରେ ସିଏଏକୁ ବିରୋଧ: ୟୁରୋପୀୟ ସଂଘର ୧୫୦ ସଦସ୍ୟ ଏକଜୁଟ; ବୁଧବାର ଆଲୋଚନା ଗୁରୁବାର ଭୋଟିଂ
ନୂଆଦିଲ୍ଲୀ/ବ୍ରସେଲ୍ସ୍,୨୮।୧: ଭାରତ ସରକାରଙ୍କ ଦ୍ୱାରା ପ୍ରଣୟନ ହୋଇଥିବା ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିଦେଶରେ ମଧ୍ୟ ବିରୋଧ କରାଯାଉଛି। ଏନେଇ ୪୫ଟି ଦେଶରେ ପ୍ରଦର୍ଶନ ଜାରି ରହିଥିବାବେଳେ ଆମେରିକାର ୩୦ରୁ ଅଧିକ ସହରରେ ବିକ୍ଷୋଭ କରାଯାଉଛି। ୟୁରୋପୀୟ ସଂଘର ୧୫୦ ସଦସ୍ୟ ସିଏଏ…
ଜାନୁୟାରୀରୁ ୩୧ରୁ ଭୁବନେଶ୍ୱର-ବାରାଣସୀ ସିଧାସଳଖ ବିମାନ ସେବା
ଭୁବନେଶ୍ୱର,୨୮।୧(ବ୍ୟୁରୋ): ଭୁବନେଶ୍ୱରରୁ ବାରାଣସୀକୁ ସିଧାସଳଖ ବିିମାନ ସେବା ଆରମ୍ଭ ହେବ। ଆସନ୍ତା ଜାନୁୟାରୀ ୩୧ରୁ ଏହି ସେବା ଆରମ୍ଭ ହେବ ବୋଲି ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ ଭି.ଭି ରାଓ ସୂଚନା ଦେଇଛନ୍ତି। ୭୦ ସିଟ୍ ବିଶିଷ୍ଟ ଆଲିଆନ୍ସ ଏୟାର ବିମାନ ପ୍ରତିଦିନ…
ବୋଡୋ ଚୁକ୍ତିନାମା ସ୍ବାକ୍ଷର
ନୂଆଦିଲ୍ଲୀ,୨୮ା୧(ପି.ଟି.): ବୋଡୋ ସମସ୍ୟାର ସମାଧାନ ଲାଗି ସରକାର ସୋମବାର ଆସାମର ଦୁଇ ଉଗ୍ରପନ୍ଥୀ ସଂଗଠନ ନ୍ୟାଶନାଲ ଡେମୋକ୍ରାଟିକ୍ ଫ୍ରଣ୍ଟ୍ ଅଫ୍ ବୋଡୋଲ୍ୟାଣ୍ଡ (ଏନ୍ଡିଏଫ୍ବି) ଏବଂ ଅଲ୍ ବୋଡୋ ଷ୍ଟୁଡେଣ୍ଟସ୍ ୟୁନିୟନ (ଏବିଏସ୍ୟୁ) ସହ ଚୁକ୍ତିନାମା ସ୍ବାକ୍ଷର କରିଛନ୍ତି। ବୋଡୋଲ୍ୟାଣ୍ଡ ରାଜ୍ୟ ଗଠନ…
ତେଜୁଛି ସିଏଏ ବିରୋଧୀ ଆନ୍ଦୋଳନ
ନୂଆଦିଲ୍ଲୀ/କୋଲକାତା/ ଓ୍ବାଶିଂଟନ,୨୮ା୧: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ଆନ୍ଦୋଳନ ଥମିବାର ନାଁ ନେଉନାହିଁ। ଗୋଟିଏ ପରେ ଗୋଟିଏ ରାଜ୍ୟ ବିଧାନସଭାରେ ସିଏଏ ବିରୋଧୀ ସଂକଳ୍ପନାମା ଗୃହୀତ ହେବାରେ ଲାଗିଛି। କେରଳ, ପଞ୍ଜାବ, ରାଜସ୍ଥାନ ପରେ ସୋମବାର ପଶ୍ଚିମବଙ୍ଗ ବିଧାନସଭାରେ ସଂକଳ୍ପନାମା…
ଏକାମ୍ର ଯୋଜନା ପାଇଁ ସହାୟତା ପ୍ୟାକେଜ
ଭୁବନେଶ୍ୱର, ୨୮।୧ (ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ବିକାଶ ପରେ ରାଜ୍ୟ ସରକାର ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱର ବିକାଶ ପାଇଁ ହାତ ଖୋଲି ଦେଇଛନ୍ତି। ଏକାଦଶ ଶତାବ୍ଦୀର ଏହି ଅନନ୍ୟ କୀର୍ତ୍ତିର ପାରିପାର୍ଶ୍ୱିକ ଉନ୍ନତି, ସୌନ୍ଦର୍ଯ୍ୟକରଣ ପାଇଁ ଏକାମ୍ର ଯୋଜନା ଆରମ୍ଭ କରାଯାଇଛି।…
ମାଓବାଦୀଙ୍କ ଲ୍ୟାଣ୍ଡ୍ମାଇନ୍ ବିସ୍ଫୋରଣ: ଅଳ୍ପକେ ବର୍ତ୍ତିଲେ ଯବାନ
ରାୟଗଡ଼ା ଅଫିସ,୨୭।୧: ରାୟଗଡ଼ାର ମୁନିଗୁଡା ଥାନା ଅନ୍ତର୍ଗତ ନିୟମଗିରି ପାହାଡ଼ ଉପରେ ଥିବା ଢାମୁଣିପଙ୍ଗା ଗ୍ରାମ ନିକଟରେ ରବିବାର ରାତିରେ ମାଓବାଦୀମାନେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରିଥିଲେ। ଏଥିରୁ ଅଳ୍ପକେ ସମସ୍ତ ଯବାନ ବର୍ତ୍ତି ଯାଇଛନ୍ତି। ମାଓବାଦୀଙ୍କ ଗତିବିଧିର ଖବର ପାଇ ରବିବାର…
୪୦ ଦିନ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି ସେନା
ନୂଆଦିଲ୍ଲୀ,୨୭।୧: ପ୍ରାୟ ୧୩ଲକ୍ଷ ଯବାନଙ୍କୁ ନେଇ ଭାରତୀୟ ସେନା ଧୀରେ ଧୀରେ ତା’ର ଶକ୍ତି ବୃଦ୍ଧି କରୁଛି ବୋଲି ଜଣାପଡିଛି। ସେନା ରକେଟ ଓ କ୍ଷେପଣାସ୍ତ୍ରଠାରୁ ଆରମ୍ଭ କରି ହାଇ କ୍ୟାଲିବର ଟ୍ୟାଙ୍କ ଓ ଆର୍ଟିଲରି ସେଲସ୍ ମଧ୍ୟ ଗଚ୍ଛିତ କରୁଛି।…
ଡରାଉଛି କରୋନା ଭୂତାଣୁ: ଚାଇନାରେ ପରସ୍ପର ସହ ହାତ ମିଳାଇବା ମନା
ବେଜିଂ,୨୭।୧: ଚାଇନାରେ ଦ୍ରୁତ ଗତିରେ ମାଡି ଚାଲିଥିବା କରୋନା ଭୂତାଣୁ ଏବେ ଭୟଙ୍କର ରୂପ ନେବାରେ ଲାଗିଛି। ଏବେସୁଦ୍ଧା ସେଠାରେ କରୋନା ଭୂତାଣୁ ଯୋଗୁ ୮୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଛି। ଏହାଶହ ହଜାର ହଜାର ଲୋକ ଏଥିରେ…
ହେଲିକପ୍ଟର ଦୁର୍ଘଟଣାରେ ପ୍ରସିଦ୍ଧ ବାସ୍କେଟବଲ ଖେଳାଳି କୋବେ ବ୍ରାଏଣ୍ଟ ମୃତ
କାଲିଫର୍ଣ୍ଣିଆ,୨୭।୧: ଆମେରିକାର କାଲିଫର୍ଣ୍ଣିଆ ସହରରେ ଏକ ବଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୯ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ପ୍ରସିଦ୍ଧ ବାସ୍କେଟବଲ ଖେଳାଳି କୋବେ ବ୍ରାଏଣ୍ଟ(୪୧) ଓ ତାଙ୍କର ୧୩ ବର୍ଷୀୟ ଝିଅ ଅଛନ୍ତି। ସ୍ଥାନୀୟ ସମୟ ସକାଳ…
ବର୍ଷର ପ୍ରଥମ ’ମନ୍ କୀ ବାତ୍’: ଜଳ ସଂରକ୍ଷଣ ଉପରେ ଗୁରୁତ୍ୱ ଦେଲେ ମୋଦି
ନୂଆଦିଲ୍ଲୀ, ୨୬।୧: ୬୧ତମ ‘ମନ୍ କୀ ବାତ୍’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧିତ୍ତ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଦେଶ ତଥା ବିଦେଶରେ ରହୁଥିବା ଭାରତୀୟଙ୍କୁ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଛନ୍ତି। ଏଥର ମୋଦି ଜଳ ସଂରକ୍ଷଣ ଉପରେ ଗୁରୁତ୍ୱ…
କରୋନା ଯୋଗୁ ପୃଥିବୀ ଅର୍ଥନୀତି ଦୋହଲିଯିବା ଆଶଙ୍କା !
ନୂଆଦିଲ୍ଲୀ, ୨୬।୧: ସମ୍ପ୍ରତି ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣ ୧୧ଟି ଅନ୍ୟ ଦେଶକୁ ବ୍ୟାପିଛି। ଇତିମଧ୍ୟରେ ଏହାଯୋଗୁ ୫୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୬ ଶହ ଜଣ ଆକ୍ରାନ୍ତ ହୋଇଛନ୍ତି। ଏହା ଦ୍ୱାରା ପୃଥିବୀର ଅର୍ଥନୀତି ଦୋହଲିଯିବାର ଆଶଙ୍କା ଦେଖାଦେଇଛି।…
ରାଜପଥରେ ଭାରତର ସାମରିକ ଶକ୍ତି ଓ ସାଂସ୍କୃତିକ ବିବିଧତା ଦେଖିଲା ସାରା ପୃଥିବୀ
ନୂଆଦିଲ୍ଲୀ,୨୬।୧: ଦିଲ୍ଲୀର ରାଜପଥରେ ୭୧ ସାଧାରଣତନ୍ତ୍ର ଦିବସ ମହା ଆଡ଼ମ୍ବରରେ ରବିବାର ପାଳିତ ହୋଇଛି। ଏହି ଅବସରରେ ଭାରତର ସାମରିକ ଶକ୍ତି ଏବଂ ସାଂସ୍କୃତିକ ବିବିଧତା ସାରା ପୃଥିବୀ ପ୍ରସାରିତ ହୋଇଛି। ବିଭିନ୍ନ ରାଜ୍ୟ ପକ୍ଷରୁ ଆକର୍ଷଣୀୟ ପ୍ରଜ୍ଞାପନ ମେଢ଼ ରାଜପଥରେ…

