୧୪,୦୦୦ ଶିଶୁ ଗାଜାରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ମରିପାରନ୍ତି, ସତର୍କ କରିଲା ଜାତିସଂଘ
ନୂଆଦିଲ୍ଲୀ,୨୦।୫: ଜାତିସଂଘ ସତର୍କ କରିଛି ଯେ ଯଦି ଯୁଦ୍ଧବିଧ୍ୱସ୍ତ ଗାଜାରେ ଅଧିକ ସାହାଯ୍ୟ ପହଞ୍ଚି ନପାରେ, ତେବେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ୧୪,୦୦୦ ଶିଶୁ ମରିପାରନ୍ତି। ଇସ୍ରାଏଲୀ କର୍ତ୍ତୃପକ୍ଷ ପାଲେଷ୍ଟାଇନ ଅଞ୍ଚଳକୁ ୧୧ ସପ୍ତାହ ଧରି ସମ୍ପୂର୍ଣ୍ଣ ଅବରୋଧ କରିବା…
ସାମ୍ନାକୁ ଆସିଲା ଜ୍ୟୋତି, ପ୍ରିୟଙ୍କାଙ୍କ ପୁରୀ ହୋଟେଲର ଭିଡିଓ: କରୁଥିଲେ…
ପୁରୀ,୨୦।୫:ପୁରୀ ବୁଲିବାକୁ ଆସିଥିବା ସମୟରେ ଏକ ହୋଟେଲ୍ରେ ରହୁଥିଲେ ପକ୍-ସ୍ପାଏ ଜ୍ୟୋତି ମାଲହୋତ୍ରା। ଏବେ ସାମ୍ନାକୁ ଆସିଲା ଭିଡିଓ। ହୋଟେଲରେ କଣ କରୁଥିଲେ ଜ୍ୟୋତି ତାହା ମଧ୍ୟ ଦେଖିବାକୁ ମିଳିଛି। ଜ୍ୟୋତି ଓ ପ୍ରୟଙ୍କା ଏକ ହୋଟେଲ୍ରେ ରହିଥିଲେ। ହୋଟେଲ୍ରେ ଶୋଇ…
ଭୁଲ ରାୟ ପାଇଁ କ୍ଷମା ମାଗିଲେ ସୁପ୍ରିମକୋର୍ଟ ବିଚାରପତି: ଜାଣନ୍ତୁ ରୋଚକ ମାମଲା
ନୂଆଦିଲ୍ଲୀ,୨୦।୫: ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ଅଭୟ ଏସ ଓକା ଭୁଲ ରାୟ ପାଇଁ କ୍ଷମା ମାଗିଛନ୍ତି ସୁପ୍ରିମକୋର୍ଟ ବିଚାରପତି। ରୋଇ ହିଂସା ମାମଲାରେ ଦେଇଥିବା ଭୁଲ ରାୟକୁ ସେ ମାନିଛନ୍ତି। ସେ କହିଛନ୍ତି, ବିଚାରପତିମାନେ ମଧ୍ୟ ମଣିଷ ଏବଂ ନିଷ୍ପତ୍ତି ଦେବା…
ଟ୍ରାଭେଲ ୟୁଟ୍ୟୁବରରୁ ପାକିସ୍ତାନର ଗୁପ୍ତଚର: କେମିିତି ଜ୍ୟୋତିଙ୍କୁ ଗ୍ରାସ କରୁଥିଲା ପୁଳାପୁଳା ଟଙ୍କାର ଲୋଭ, ଫସିଫସି ଚାଲିଥିଲେ..
ନୂଆଦିଲ୍ଲୀ,୨୦।୫: ହରିୟାଣାର ଜ୍ୟୋତି ମାଲହୋତ୍ରା, ଜଣେ ଟ୍ରାଭେଲ ୟୁଟ୍ୟୁବରରୁ ପାକିସ୍ତାନୀ ଗୁପ୍ତଚର। ତେବେ ତାଙ୍କର ଏହି ଯାତ୍ରା ଆଧୁନିକ ଯୁଗରେ ନୂଆ ଯୁଦ୍ଧ କ୍ଷେତ୍ର ପ୍ରସ୍ତୁତ କରିଛି। ଏହି ଯୁଦ୍ଧ କ୍ଷେତ୍ରରେ ଗୋଟିଏ ଦେଶର ଗୁଇନ୍ଦା ଏଜେନ୍ସି ଆଉ ଗୋଟିଏ ଦେଶର…
ଯୌଥ ପରିବାର କାଳ
ଭାରତରେ ଯେତେବେଳେ ପ୍ରାଚ୍ୟ ଓ ପାଶ୍ଚାତ୍ୟ ସଂସ୍କୃତି ଉପରେ ଆଲୋଚନା ହୋଇଥାଏ ସେତେବେଳେ ଅନେକେ ଆମ ଦେଶର ପରିବାର, ପରମ୍ପରା, ଚଳଣି ଓ ସମ୍ପର୍କର ସ୍ତରକୁ ଉଚ୍ଚ କରି ପ୍ରଦର୍ଶନ କରିଥାଆନ୍ତି। ପାଶ୍ଚାତ୍ୟରେ ମାଇକ୍ରୋ ବା ଅଣୁସର୍ବସ୍ବ ସଂସାର ଥିବାରୁ ତାହାକୁ…
ବିଦେଶୀଙ୍କ ପାଇଁ ଭାରତ ଧର୍ମଶାଳା ନୁହେଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୦ା୫: ବେଆଇନ କାର୍ଯ୍ୟକଳାପ ପ୍ରତିକାର ଆଇନ (ୟୁଏପିଏ)ରେ ୭ ବର୍ଷ ଜେଲଦଣ୍ଡ ଭୋଗିବା ପରେ ଭାରତରେ ରହିବାକୁ ଚାହୁଁଥିବା ଜଣେ ଶ୍ରୀଲଙ୍କା ନାଗରିକଙ୍କ ଆବେଦନକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରିଦେଇଛନ୍ତି। ୧୪୦ କୋଟି ଲୋକସଂଖ୍ୟାକୁ ନେଇ ଯୁଝୁଥିବା ଦେଶ ବିଦେଶୀ ନାଗରିକଙ୍କ ପାଇଁ…
ଟ୍ରମ୍ପ୍-ପୁଟିନ୍ଙ୍କ ସହ ୨ ଘଣ୍ଟା ଆଲୋଚନା: ଯୁଦ୍ଧ ବନ୍ଦ ଦିଗରେ କାର୍ଯ୍ୟ କରିବାକୁ ପ୍ରସ୍ତୁତ
ଓ୍ବାଶିଂଟନ,୨୦ା୫: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଯୁଦ୍ଧବିରତି ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ସୋମବାର ରୁଷିଆ ପ୍ରତିପକ୍ଷ ଭ୍ଲାଡିମିର ପୁଟିନ୍ଙ୍କ ସହ ୨ ଘଣ୍ଟା ଆଲୋଚନା କରିଛନ୍ତି। ଯୁଦ୍ଧ ବନ୍ଦ ଦିଗରେ କାର୍ଯ୍ୟ କରିବାକୁ ପ୍ରସ୍ତୁତ ବୋଲି ପୁଟିନ୍ କହିଥିବା…
ବୈଶାଖୀରେ ଆରମ୍ଭ ହୋଇଥିଲା କାହାଣୀ! ଜ୍ୟୋତି ମାଲହୋତ୍ରାଙ୍କ ତୀର୍ଥଯାତ୍ରା ଭାରତର ସୁରକ୍ଷା ପାଇଁ କିପରି ବିପଦ ପାଲଟିଲା?
ନୂଆଦିଲ୍ଲୀ,୧୯।୫: ହରିୟାଣାର ଜଣେ ଲୋକପ୍ରିୟ ଟ୍ରାଭେଲ ବ୍ଲଗର ଜ୍ୟୋତି ମାଲହୋତ୍ରାଙ୍କ ଗିରଫଦାରୀ ଭାରତରେ ଏକ ବିସ୍ଫୋରକ ବିବାଦର ସୃଷ୍ଟି କରିଛି। ପାକିସ୍ତାନ ଗୁପ୍ତଚର ସଂସ୍ଥା (ଆଇଏସଆଇ) ପାଇଁ ଗୁଇନ୍ଦାଗିରି କରିବା ଅଭିଯୋଗରେ ଗିରଫ ହୋଇଥିବା ଜ୍ୟୋତିଙ୍କ କାହାଣୀ ୨୦୨୩ ବୈଶାଖୀ ଉତ୍ସବରୁ…
ଭାରତରେ ବଢ଼ିଲା କୋଭିଡ-୧୯ ମାମଲା, ଏହି ଦୁଇ ରାଜ୍ୟରେ ସର୍ବାଧିକ ମାମଲା
ନୂଆଦିଲ୍ଲୀ,୧୯ା୫: ୨୦୧୯ର କରୋନା ଭାଇରସ ରୋଗ (କୋଭିଡ-୧୯) ପୁନରାଗମନ କରୁଥିବା ଜଣାପଡ଼ୁଛି, ଏସିଆର ଦୁଇ ବଡ଼ ସହର ହଂକଂ ଏବଂ ସିଙ୍ଗାପୁରରେ ମାମଲାରେ ନାଟକୀୟ ବୃଦ୍ଧି ଦେଖାଦେଇଛି। ମେ ୧୨ ତାରିଖରୁ ୧୬୪ଟି ନୂଆ ମାମଲା ରିପୋର୍ଟ ହେବା ସହିତ ଭାରତରେ…
ଯୁଦ୍ଧବିରତିରେ ଆମେରିକାର କୌଣସି ଭୂମିକା ନାହିଁ, ସଂସଦୀୟ ପ୍ୟାନେଲକୁ ସୂଚନା ଦେଲେ ସରକାର
ନୁଆଦିଲ୍ଲୀ,୧୯।୫: ବୈଦେଶିକ ସଚିବ ବିକ୍ରମ ମିଶ୍ରୀ ସୋମବାର ଏକ ସଂସଦୀୟ କମିଟିକୁ କହିଛନ୍ତି ଯେ ଭାରତ-ପାକିସ୍ତାନ ଯୁଦ୍ଧବିରତି ସ୍ଥାପନରେ ଆମେରିକାର କୌଣସି ଭୂମିକା ନଥିଲା। ସେ ଦୃଢ଼ତାର ସହ କହିଛନ୍ତି ଯେ ସାମରିକ କାର୍ଯ୍ୟକଳାପ ବନ୍ଦ କରିବାର ନିଷ୍ପତ୍ତି ଦୁଇ ପଡ଼ୋଶୀ…
ଓଡ଼ିଶା ଆସିଥିଲେ ପାକିସ୍ତାନୀ ଗୁପ୍ତଚର: ଏବେ ଲିଙ୍ଗରାଜ ମନ୍ଦିର ଉପରେ ଉଡ଼ିଲାଣି ଡ୍ରୋନ୍
ଭୁବନେଶ୍ୱର,୧୯।୫: ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ଉପରେ ଉଡ଼ିଲା ଡ୍ରୋନ ।ସୋମବାର ଅପରାହ୍ନ ୫ଟା ୧୫ରୁ ୫ଟା ୩୦ ପର୍ଯ୍ୟନ୍ତ ଏହି ଡ୍ରୋନ୍ ଉଡ଼ିଥିବା ଦେଖିବାକୁ ମିଳିଛି।ଡ୍ରୋନ ଉଡ଼ିବା ନେଇ ଡିଜିପିଙ୍କ ପୂର୍ବରୁ କଟକଣା ରହିଥିଲା । ଏହା ସତ୍ତ୍ବେ ମଧ୍ୟ ଉଡ଼ିଛି…
ଭାରତ ଏକ ଧର୍ମଶାଳା ନୁହେଁ: ଶ୍ରୀଲଙ୍କା ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୦।୫: ସୁପ୍ରିମକୋର୍ଟ ସୋମବାର ଜଣେ ଶ୍ରୀଲଙ୍କା ନାଗରିକଙ୍କ ଦ୍ୱାରା ଦାଖଲ ହୋଇଥିବା ଏକ ଆବେଦନକୁ ଗ୍ରହଣ କରିବାକୁ ମନା କରିଦେଇଛନ୍ତି, ଯିଏ ଜେଲ ଦଣ୍ଡ ଭୋଗ କରିବା ପରେ ପ୍ରତ୍ୟାର୍ପଣକୁ ଚ୍ୟାଲେଞ୍ଜ କରିଥିଲେ। କୋର୍ଟ କହିଛନ୍ତି ଯେ ଭାରତ ଏକ ଧର୍ମଶାଳା…
Archives


