Home Middle

ଫେବୃଆରୀ ୧୭ରୁ ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୩ା୯(ସୁଚିସ୍ମିତା ସାହୁ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ପକ୍ଷରୁ ଦଶମ ଓ ଦ୍ୱାଦଶ ପରୀକ୍ଷାର ସମ୍ଭାବ୍ୟ ତାରିଖ ବୁଧବାର ଘୋଷଣା କରାଯାଇଛି। ୨୦୨୬ ଫେବୃଆରୀ ୧୭ରୁ ଏହି ୨ ପରୀକ୍ଷା ଆରମ୍ଭ ହେବ ବୋଲି ସିବିଏସ୍‌ଇ ପରୀକ୍ଷା ନିୟନ୍ତ୍ରକ ଡ. ସନ୍ୟାମ…

ରାଜ୍ୟର ଏହି ୮ ସୁନା ଦୋକାନୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ: ନିମ୍ନମାନର ଅଳଙ୍କାର ବିକ୍ରି ଅଭିଯୋଗ

ଭୁବନେଶ୍ୱର,୨୪ା୯: ଓଡ଼ିଶାରେ ନିମ୍ନମାନର ସୁନା ଅଳଙ୍କାର ବିକ୍ରି ଅଭିଯୋଗରେ ୮ ଜଣ ସୁନା ବ୍ୟବସାୟୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଖାଦ୍ୟ ଯୋଗାଣ ଓ ଗ୍ରାହକ କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବୁଧବାର ବିଧାନସଭାରେ ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ…

ଗୁରୁବାରଠୁ ରାଜ୍ୟରେ ବାତ୍ୟା ଭଳି ପ୍ରବଳ ବର୍ଷା! ଲଘୁଚାପ ଅବପାତରେ ପରିଣତ ହେବା ସମ୍ଭାବନା

ଭୁବନେଶ୍ୱର,୨୪ା୯: ଦକ୍ଷିଣ-ପଶ୍ଚିମ ମୌସୁମୀ ଓ ଲଘୁଚାପ କ୍ଷେତ୍ର ପ୍ରଭାବରେ ଓଡ଼ିଶାରେ ଆସନ୍ତା ୪ ଦିନ ପ୍ରବଳ ବର୍ଷା ହେବ। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୫ ସେପ୍ଟେମ୍ବର ସୁଦ୍ଧା ଲଘୁଚାପ ସୃଷ୍ଟି ହେବ, ଯାହା ୨୬ ସୁଦ୍ଧା…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୫୦୨୩ MBBS, ୫000 PG ସିଟ୍‌ ବଢ଼ିଲା

ନୂଆଦିଲ୍ଲୀ,୨୪ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ୍‌ ବୁଧବାର ସରକାରୀ ମେଡିକାଲ୍‌ କଲେଜ ଓ ହସ୍ପିଟାଲଗୁଡ଼ିକର ଉନ୍ନତି ଓ ସମ୍ପ୍ରସାରଣ ପାଇଁ ସେଣ୍ଟ୍ରାଲି ସ୍ପନ୍ସର୍ଡ ସ୍କିମ୍‌ (CSS) ଫେଜ୍‌-IIIକୁ ଅନୁମୋଦନ ଦେଇଛି। ଏହା ଅଧୀନରେ ୫୦୨୩ MBBS ଓ ୫୦୦୦…

ନବୀନ ବାବୁଙ୍କୁ ଦଳର ସଭାପତି ନୁହେଁ, ବାପା ଭାବୁଥିଲି, କାହିଁକି ଏମିତି କହିଲେ ଶ୍ରୀମୟୀ…

ଭୁବନେଶ୍ୱର,୨୪ା୯: ପୁଣି ସୋସିଆଲ ମିଡିଆ ଜରିଆରେ ରୋଷ ଝାଡ଼ିଛନ୍ତି ବିଜେଡିରୁ ବିତାଡ଼ିତ ଶ୍ରୀମୟୀ ମିଶ୍ର। ସେ କହିଛନ୍ତି, ମୁଁ ନବୀନ ବାବୁଙ୍କୁ କେବଳ ଦଳର ସଭାପତି ଭାବି ନ ଥିଲି, ବାପା ଭାବୁଥିଲି। ମୋ ପ୍ରତି ଅପଶବ୍ଦ ପ୍ରୟୋଗ ନେଇ ନବୀନ…

ସସପେଣ୍ଡର ଗୁମର ଫିଟାଇଲେ ପ୍ରମିଳା! ସିଧା ସିଧା କହିଦେଲେ…

ଭୁବନେଶ୍ୱର,୨୪।୯: ବିଜେଡିରୁ ନିଲମ୍ବିତ ହେବାପରେ ପୁଣି ବିଜେଡିକୁ ଟାର୍ଗେଟ କରିଛନ୍ତି ଶ୍ରୀମୟୀ ମିଶ୍ର । ଗତ କିଛି ଦିନ ହେଲା ବିଜେଡିକୁ ନେଇ ତେରଚ୍ଛା ବାଣ ମାରି ଆସୁଥିଲେ ଶ୍ରୀମୟୀ । ଏବେ ନିଲମ୍ବନ ପରେ ସିଧା ଟାର୍ଗେଟ କରିଛନ୍ତି। ଯାହାପରେ…

ମାନହାନି

ସୁପ୍ରିମକୋର୍ଟ ସେପ୍ଟେମ୍ବର ୨୨ରେ ଏକ ମାନହାନି ମାମଲାରେ ଅନ୍‌ଲାଇନ ନ୍ୟୁଜ୍‌ ପୋର୍ଟାଲ‘ ଦି ଓ୍ବାୟର’କୁ ଜାରି ଏକ ସମନ ବିରୋଧରେ ହୋଇଥିବା ଆବେଦନର ଶୁଣାଣି କରିଥିଲେ। ଏହି ଖବର ପ୍ରସାରଣକାରୀ ଇଣ୍ଟରନେଟ୍‌ ପୋର୍ଟାଲ ଅଣଲାଭକାରୀ ସଙ୍ଗଠନ ‘ଫାଉଣ୍ଡେଶନ ଫର୍‌ ଇଣ୍ଡିପେଣ୍ଡେଣ୍ଟ ଜର୍ନାଲିଜମ୍‌’…

ଜଣାପଡିଲା ବିଜେଡିରୁ କାହିଁକି ବିଦା ହେଲେ ଶ୍ରୀମୟୀ! ଭିତିରି କଥା…

ଭୁବନେଶ୍ୱର,୨୩।୯: ବିଜେଡ଼ିରୁ ବିଦା ହେଲେ ଶ୍ରୀମୟୀ ମିଶ୍ର । ଶ୍ରୀମୟୀ ବିଜେଡିରୁ ନିଲମ୍ବିତ ହୋଇଛନ୍ତି । ବିଜେଡ଼ି କାର୍ଯ୍ୟାଳୟ ତରଫରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି । ମହିଳା ବ୍ୟାପାର ସାଧାରଣ ସଂପାଦିକା ଥିଲେ ଶ୍ରୀମୟୀ ସୋସିଆଲ ମିଡିଆରେ ଟିପ୍ପଣୀକୁ ନେଇ…

ଅତିଥି ଶିକ୍ଷକ ନିଯୁକ୍ତି: ରାଜ୍ୟ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୩।୯: ବିଭିନ୍ନ ସ୍କୁଲରେ ଅତିଥି ଶିକ୍ଷକ ନିଯୁକ୍ତି ମାମଲାକୁ ନେଇ ରାଜ୍ୟ ସରକାରଙ୍କୁ ନୋଟିସ ପଠାଇଲେ ହାଇକୋର୍ଟ। ଗଣଶିକ୍ଷା ଓ ଉଚ୍ଚଶିକ୍ଷା ବିଭାଗରେ ଖାଲି ପଦବୀ ସମ୍ପର୍କରେ ତଥ୍ୟ ଦେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଲେ କୋର୍ଟ। ୬ ହଜାରରୁ ଅଧିକ ଅତିଥି…

ଜାତିସଂଘର ପୁଣି ଦୋହରାଇଲେ ଟ୍ରମ୍ପ, ‘ମୁଁ ଶେଷ କରିଛି ଭାରତ-ପାକିସ୍ତାନ ଯୁଦ୍ଧ’

ନୂଆଦିଲ୍ଲୀ,୨୩ା୯: ଅମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ୮୦ତମ ଜାତିସଂଘ ସାଧାରଣ ପରିଷଦରେ ଭାଷଣ ଦେଇ ୭ ମାସରେ ୭ଟି ‘ଅନ୍ତହୀନ’ ଯୁଦ୍ଧ ସମାପନ କରିବାର ଦାବି କରିଛନ୍ତି। “ସେମାନେ କହୁଥିଲେ ଏହା ଅସମ୍ଭବ, କିଛି ୩୧ ବର୍ଷ, ଗୋଟିଏ ୩୬…

ସସ୍ପେଣ୍ଡ ପରେ ଶ୍ରୀମୟୀ କଲେ ବଡ଼ ଘୋଷଣା! ନବୀନଙ୍କୁ କଲେ ସିଧା ଟାର୍ଗେଟ

ଭୁବନେଶ୍ୱର,୨୩।୯: ବିଜେଡିରୁ ଆସିଲା ବଡ଼ ଖବର। ବିଜେଡ଼ିରୁ ବିଦା ହେଲେ ଶ୍ରୀମୟୀ ମିଶ୍ର । ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବିତ ହୋଇଛନ୍ତି । ବିଜେଡ଼ି କାର୍ଯ୍ୟାଳୟ ତରଫରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି । ମହିଳା ବ୍ୟାପାର ସାଧାରଣ ସଂପାଦିକା ଥିଲେ…

ଭାରତୀୟ ଇଞ୍ଜିନିୟର୍ସଙ୍କୁ ଚାଇନାର ଅଫର୍‌, କହିଲା- ଚାଇନା ଆସ 

ନୂଆଦିଲ୍ଲୀ/ବେଜିଂ,୨୩।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଉପରେ ୫୦% ଟାରିଫ ପରେ H-୧B ଭିଜାକୁ ନେଇ ନୂଆ ନିୟମ ଲଗାଇ ଆଉ ଏକ ବଡ଼ ଝଟ୍‌କା ଦେଇଛନ୍ତି। ଫଳରେ ଅନେକ ଭାରତୀୟଙ୍କ ଆମେରିକା ଯିବାର ସ୍ବପ୍ନ ମଉଳି ଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?