Home Middle

ଇଦ୍‌ରେ ଆକ୍ରମଣ ଆଶଙ୍କା: ଆଲର୍ଟ ଜାରି କଲା ଗୋଇନ୍ଦା ବ୍ୟୁରୋ

ନୂଆଦିଲ୍ଲୀ/ଶ୍ରୀନଗର,୧୨ା୮,(ପି.ଟି./ଆଇଏଏନ୍‌ଏସ୍‌): ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ଭାରତ ବିରୋଧରେ ବିଷ ଓଗାଳୁଥିବା ପାକିସ୍ତାନ ରଚିଛି ଷଡ଼ଯନ୍ତ୍ର। ଇଦ୍‌-ଉଲ୍‌-ଜୁହା ପାଳନ ପାଇଁ ସୋମବାର ଉପତ୍ୟକା ସମେତ ଭାରତର ବିଭିନ୍ନ ସହର ଉତ୍ସବମୁଖର…

ଅନୁଚ୍ଛେଦ ୩୭୦ ଉଚ୍ଛେଦ ବିଲ୍‌ ଆଗତ ସମୟରେ ମନରେ ଥିଲା ଭୟ: ଅମିତ ଶାହ

ଚେନ୍ନାଇ,୧୧।୮: ରାଜ୍ୟ ସଭାରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ବିଲ୍‌ ଆଗତ ସମୟରେ ମନରେ ଭୟ ଥିଲା ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କହିଛନ୍ତି। ତାମିଲନାଡୁର ଚେନ୍ନାଇରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ ଜୀବନୀ ଉପରେ ପ୍ରକାଶିତ ପୁସ୍ତକ ‘ ଲିଶିନିଂ, ଲର୍ଣ୍ଣିଂ…

କଶ୍ମୀରରେ ଡୋଭାଲଙ୍କ ମିଶନ ‘ହୃଦୟ ବିଜୟ’

ଶ୍ରୀନଗର,୧୧।୮: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲ୍‌ ଏବେ ଜମ୍ମୁ-କଶ୍ମୀରରେ ମିଶନ ‘ହୃଦୟ ବିଜୟ’ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ସେ ଏଠାରେ ସୁରକ୍ଷା କାର୍ଯ୍ୟ ତଦାରଖରେ ନିୟୋଜିତ ଅଛନ୍ତି। ସ୍ଥାନୀୟ ଲୋକଙ୍କ ସହିତ ମିଶି…

ଭାରତରେ ‘ଆଫଗାନ୍‌ ଆକ୍ରମଣ’ ପାଇଁ ଷଡ଼ଯନ୍ତ୍ର ରଚିଛିି ଆଇଏସ୍‌ଆଇ: ଜୈଶ୍‌ ଓ ଲଶ୍କରକୁ କରିଛି ହାତ ବାରିଶି

ନୂଆଦିଲ୍ଲୀ, ୧୧।୮: ଭାରତରେ ସ୍ବାଧୀନତା ଦିବସ ପୂର୍ବରୁ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଷଡ଼ଯନ୍ତ୍ର ରଚିଛି। ଆଇଏସ୍‌ଆଇ ‘ଆଫଗାନ୍‌ ଆକ୍ରମଣ’ ଲାଗି ପ୍ରସ୍ତୁତି ଆରମ୍ଭ କରିଛି। ଆକ୍ରମଣ ଆଫଗାନିସ୍ତାନର କିଛି ଆତଙ୍କବାଦୀଙ୍କ ଦ୍ୱାରା କରାଯିବାର…

ଅଗଷ୍ଟ ୧୩ରେ ଏନ୍‌ଏଲ୍‌ଏଫ୍‌ଟି ଉଗ୍ରବାଦୀ ସଂଗଠନର ୮୮ ସଦସ୍ୟ କରିବେ ଆତ୍ମ ସମର୍ପଣ

ନୂଆଦିଲ୍ଲୀ/ଅଗରତଲା,୧୧।୮: ଅଗଷ୍ଟ ୧୩ରେ ତ୍ରିପୁରାର ଏନ୍‌ଏଲ୍‌ଏଫ୍‌ଟି ଉଗ୍ରବାଦୀ ସଂଗଠନର ୮୮ ସଦସ୍ୟ ଆତ୍ମ ସମର୍ପଣ କରିବେ। ଏନେଇ କେନ୍ଦ୍ର ସରକାର ଏବଂ ଏନ୍‌ଏଲ୍‌ଏଫ୍‌ଟି ମଧ୍ୟରେ ଶାନ୍ତି ଆଲୋଚନା ହୋଇଛି। ଏହି ଶାନ୍ତି ପ୍ରସ୍ତାବରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଉତ୍ତର-ପୂର୍ବ ଯୁଗ୍ମ ସଚିବ ସତ୍ୟେନ୍ଦ୍ର…

ପ୍ରଧାନମନ୍ତ୍ରୀ ମୋଦି ଡିସ୍‌କଭରୀ ଚ୍ୟାନେଲ୍‌ର ମ୍ୟାନ୍‌ ଭର୍ସେସ୍‌ ଓ୍ବାଇଲ୍ଡ୍‌ରେ ଅତିଥି: ସୋମବାର ରାତି ୯ଟା ରେ ୧୮୦ ଦେଶରେ ହେବ ପ୍ରସାରିତ

ନୂଆଦିଲ୍ଲୀ, ୧୧।୮: ଡିସ୍‌କଭରୀ ଚ୍ୟାନେଲ୍‌ର ମ୍ୟାନ୍‌ ଭର୍ସେସ୍‌ ଓ୍ବାଇଲ୍ଡ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅତିଥିଭାବେ ଯୋଗଦେଇଛନ୍ତି। ଏହାର ପ୍ରସାରଣ ସୋମବାର ରାତି ୯ଟାରେ ହେବ। କାର୍ଯ୍ୟକ୍ରମର ଉପସ୍ଥାପକ ଭାବେ ବିୟର ଗ୍ରିଲ୍ସ୍‌ ରହିଛନ୍ତିି। ଇତିମଧ୍ୟରେ ଏହାର ଭିଡ଼ିଓ କ୍ଲିପ୍‌ ବିଭିନ୍ନ…

ଜଳପଥରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା: ହାଇଆଲର୍ଟରେ ୭ ଜିଲାର ମେରାଇନ ଥାନା, ପାଟ୍ରୋଲିଂ କଡ଼ାକଡ଼ି ନିର୍ଦ୍ଦେଶ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟିବା ପରେ ପାକିସ୍ତାନ ରକ୍ତ ଚାଉଳ ଚୋବାଇଛି। ଭାରତ ସହ କୂଟନୈତିକ, ବାଣିଜି୍ୟକ ଆଦି ସମ୍ପର୍କ ଛିନ୍ନ କରିବା ସହ ବିମାନ, ଟ୍ରେନ, ବସ୍‌ ଚଳାଚଳ ବନ୍ଦ କରିଛି। ପ୍ରତିଶୋଧ ନେବା ପାଇଁ ଭାରତରେ ବଡ଼ଧରଣର…

ଦକ୍ଷିଣ,ପଶ୍ଚିମ ରାଜ୍ୟରେ ବନ୍ୟା ବିଭୀଷିକା

ଥିରୁଭାନନ୍ଥପୁରମ୍‌ /ଅହମ୍ମଦାବାଦ,୧୧ା୮(ପି.ଟି.): ଭାରତର ଦକ୍ଷିଣ ଓ ପଶ୍ଚିମ ରାଜ୍ୟଗୁଡ଼ିକରେ ବନ୍ୟା ବିଭୀଷିକା ଉଗ୍ରରୂପ ଧାରଣ କରିଛି। କର୍ନାଟକ ଓ କେରଳ ପରିସ୍ଥିତି ପ୍ରବଳ ବର୍ଷା ଯୋଗୁ ଅସମ୍ଭାଳ ହୋଇପଡ଼ିବା ସହ ୬୬ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବା ଜଣାପଡ଼ିଛି। ଗୁଜରାଟରେ ୨୫ ଓ…

ସୋନିଆ ଅନ୍ତରୀଣ ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୧ା୮(ପି.ଟି.): କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଶନିବାର ପୁଣିଥରେ ଦଳର ନେତୃତ୍ୱ ନେବାକୁ ଦାୟିତ୍ୱ ଦିଆଯାଇଛି। ସାରା ଦିନର କସରତ ପରେ ବିଳମ୍ବିତ ରାତିରେ ତାଙ୍କୁ ଦଳର ଅନ୍ତରୀଣ ଅଧ୍ୟକ୍ଷ ଭାବେ ମନୋନୀତ କରାଯାଇଥିବା ବରିଷ୍ଠ ନେତା ଗୁଲାମ ନବୀ…

ସୁପ୍ରିମକୋର୍ଟ ନିର୍ଦ୍ଦେଶର ଓଲଟା ରାସ୍ତାରେ ସରକାର

ଭୁବନେଶ୍ୱର,୧୧।୮(ବ୍ୟୁରୋ): ନାଗରିକଙ୍କ ସବୁ ଅନ୍ତରଙ୍ଗ ତଥ୍ୟ ଆଧାର କାର୍ଡରେ ଲିପିବଦ୍ଧ। ଏହାକୁ ସରକାରୀ କିମ୍ବା ବେସରକାରୀ ସଂସ୍ଥା ଅପବ୍ୟବହାର କରୁଥିବାର ବହୁ ଦୃଷ୍ଟାନ୍ତ ରହିଛି। ତେଣୁ ବ୍ୟକ୍ତି ବିଶେଷଙ୍କ ଗୋପନୀୟ ତଥ୍ୟଗୁଡ଼ିକୁ କୌଣସି ପରିସ୍ଥିତିରେ ଜନକଲ୍ୟାଣକାରୀ ଯୋଜନାରେ ଦେବାକୁ ବାଧ୍ୟତାମୂଳକ କରାଯାଇ…

ପିଓକେରେ ଆତଙ୍କବାଦୀ ଶିବିର ସକ୍ରିୟ

ନୂଆଦିଲ୍ଲୀ,୧୧ା୮ : ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବାକୁ ନେଇ ଉତ୍ତେଜନା ଲାଗି ରହିଥିବାବେଳେ ପାକ୍‌ ଅଧିକୃତ କଶ୍ମୀର (ପିଓକେ)ରେ ଥିତ୍ବା ଆତଙ୍କବାଦୀ ଶିବିରଗୁଡିକ ପୁଣିଥରେ ସକ୍ରିୟ ହୋଇଉଠିଛନ୍ତି। ଅନ୍ତର୍ଜାତୀୟ ସୀମାକୁ ଲାଗି ରହିଥିବା ପିଓକେରେ ୧୨ରୁ ଅଧିକ ଆତଙ୍କବାଦୀ ଶିବିରକୁ ଇସ୍‌ଲାମାବାଦ…

ପରାଜୟ ସତ୍ତ୍ୱେ ଫାଇନାଲରେ ଭାରତୀୟ ଯୁବ ଦଳ

ବେକେନହାମ୍‌ (ୟୁକେ), ୧୦।୮ (ପି.ଟି.): ଏଠାରେ ଅନୁଷ୍ଠିତ ୧୯ ବର୍ଷରୁ କମ୍‌ ଦିନିକିଆ ତ୍ରି-ରାଷ୍ଟ୍ରୀୟ ସିରିଜର ଏକ ମ୍ୟାଚ୍‌ରେ ଭାରତୀୟ ଯୁବ ଦଳ ଡିଏଲ୍‌ ପଦ୍ଧତିରେ ୮ ଉଇକେଟ୍‌ରେ ଇଂଲଣ୍ଡ ନିକଟରୁ ପରାସ୍ତ ହୋଇଛି। ପରାଜୟସତ୍ତ୍ୱେ ୮ ମ୍ୟାଚ୍‌ରୁ ୮ ପ,ଣ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri