ପରାଜୟ ସତ୍ତ୍ୱେ ଫାଇନାଲରେ ଭାରତୀୟ ଯୁବ ଦଳ
ବେକେନହାମ୍ (ୟୁକେ), ୧୦।୮ (ପି.ଟି.): ଏଠାରେ ଅନୁଷ୍ଠିତ ୧୯ ବର୍ଷରୁ କମ୍ ଦିନିକିଆ ତ୍ରି-ରାଷ୍ଟ୍ରୀୟ ସିରିଜର ଏକ ମ୍ୟାଚ୍ରେ ଭାରତୀୟ ଯୁବ ଦଳ ଡିଏଲ୍ ପଦ୍ଧତିରେ ୮ ଉଇକେଟ୍ରେ ଇଂଲଣ୍ଡ ନିକଟରୁ ପରାସ୍ତ ହୋଇଛି। ପରାଜୟସତ୍ତ୍ୱେ ୮ ମ୍ୟାଚ୍ରୁ ୮ ପ,ଣ୍ଟ…
ସ୍ବାଧୀନତା ଦିବସ ପାଳନ ସ୍ଥାନ ପରିବର୍ତ୍ତନ ପ୍ରସଙ୍ଗ; ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ବିରୋଧୀ ଯାହା କହୁଛନ୍ତି ୧୦ ବର୍ଷ ଧରି ଶୁଣୁଛୁ: ବିଜେଡି
ଭୁବନେଶ୍ୱର,୧୦।୮(ବ୍ୟୁରୋ): ସ୍ବାଧୀନତା ଦିବସ ପାଳନ ଲାଗି ସ୍ଥାନ ପରିବର୍ତ୍ତନ କରିବା ଏବଂ ବିନା କାରଣରେ ଗଣପ୍ୟାରେଡ୍ ବନ୍ଦ କରିବା ନିଷ୍ପତ୍ତି ନେଇ ରାଜ୍ୟ ସରକାରଙ୍କୁ ଭାଜପା ପ୍ରଶ୍ନ କରିବା ନେଇ ପ୍ରତିକ୍ରିୟା ରଖିଛନ୍ତି ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ…
ସ୍ବାଧୀନତା ଦିବସ ପାଳନ ଲାଗି ସ୍ଥାନ ପରିବର୍ତ୍ତନ, ଗଣପ୍ୟାରେଡ୍ ବନ୍ଦ ନିଷ୍ପତ୍ତି ଦୁର୍ଭାଗ୍ୟଜନକ; କାରଣ କ’ଣ ଉତ୍ତର ରଖନ୍ତୁ: ଭାଜପା
ଭୁବନେଶ୍ୱର,୧୦।୮(ବ୍ୟୁରୋ): ସ୍ବାଧୀନତା ଦିବସ ପାଳନ ଲାଗି ସ୍ଥାନ ପରିବର୍ତ୍ତନ କରିବା ଏବଂ ବିନା କାରଣରେ ଗଣପ୍ୟାରେଡ୍ ବନ୍ଦ କରିବା ନିଷ୍ପତ୍ତି ନେଇ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଛି ଭାଜପା। ୭୨ ବର୍ଷ ଧରି ଚାଲି ଆସୁଥିବା ଏହି ପରମ୍ପରା ଭଙ୍ଗ କରାଯିବା…
୧୪ରେ ହୀରାକୁଦରୁ ଛଡ଼ାଯିବ ପ୍ରଥମ ବନ୍ୟାଜଳ, ସତର୍କ ସୂଚନା ଜାରି
ସମ୍ବଲପୁର,୧୦ା୮(ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମ୍ରେ ଅଗଷ୍ଟ ୧୪ରେ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡାଯିବ। ଏନେଇ ଜଳ ସମ୍ପଦ ବିଭାଗ ପକ୍ଷରୁ ସ୍ଥିର ହୋଇଛି। ଚିଠି ନଂ-୪୯୧ରେ ଜିଲା ପ୍ରଶାସନ ଓ ଅନ୍ୟ ବିଭାଗୀୟ ଅଧିକାରୀଙ୍କୁ ଏ ନେଇ ସୂଚନା…
ରକେଟ ପରୀକ୍ଷଣ ସମୟରେ ବିସ୍ଫୋରଣ: ୫ ବୈଜ୍ଞାନିକଙ୍କ ମୃତ୍ୟୁ;ବିକିରଣ ଆଶଙ୍କାରେ ଆତଙ୍କିତ ଲୋକେ
ମସ୍କୋ,୧୦।୮: ରୁଷିଆରେ ରକେଟ ପରୀକ୍ଷଣ ସମୟରେ ବିସ୍ଫୋରଣ ଘଟି ୫ ବୈଜ୍ଞାନିକଙ୍କ ମୃତ୍ୟୁ ଘଟିଛି। ଏଥିରେ ୯ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହା ଦ୍ୱାରା ଆଣବିକ ବିକିରଣ ହେବାର ଆଶଙ୍କା କରାଯାଉଛି। ସ୍ଥାନୀୟ…
ଲୋପ ପାଇବାକୁ ବସିଛି ଭାରତର ୧୯୭ ଭାଷା
ନୂଆଦିଲ୍ଲୀ,୧୦।୮: ଭାରତର ୧୯୭ ଭାଷା ଲୋପ ପାଇବାକୁ ବସିଛି। ସେଥିମଧ୍ୟରୁ ୧୦ଟି ବିଭିନ୍ନ ଭାଷା ସମ୍ପର୍କରେ ମାତ୍ର ଶହେ ଜଣେ ସୂଚନା ପ୍ରଦାନକାରୀ ରହିଛନ୍ତି। ଏସବୁ ଭାଷା ଆଉ ବ୍ୟବହାର କରାଯାଉନି। ଏନେଇ ୟୁନେକ୍ସୋ ଭାଷା ଆଟଲାସ୍ ପକ୍ଷରୁ ପ୍ରକାଶିତ ଏକ…
ପାକିସ୍ତାନ ହାତ ଛାଡ଼ିଲା ରୁଷିଆ: ଭାରତ ନେଇଛି ସାମ୍ବିଧାନିକ ନିଷ୍ପତ୍ତି
ମସ୍କୋ, ୧୦।୮: ଭାରତ ଅନୁଚ୍ଛେଦ ୩୭୦ର ଉଚ୍ଛେଦ କରିବା ପରେ ପାକିସ୍ତାନ ଏହାର ବିରୋଧ କରିବା ଜାରି ରଖିଛି। ତେବେ ରୁଷିଆର ମନ୍ତବ୍ୟ ପାକିସ୍ତାନକୁ ଝଟ୍କା ଦେଇଛି। ଏହି ପ୍ରସଙ୍ଗରେ ରୁଷିଆ କହିଛି ଯେ, ଭାରତ ଏପରି କରି ସାମ୍ବିଧାନିକ ନିଷ୍ପତ୍ତି…
୪ ରାଜ୍ୟରେ ଜଳ ତାଣ୍ଡବ
ଥିରୁଭାନନ୍ଥପୁରମ୍/ବେଙ୍ଗାଲୁରୁ/ ମୁମ୍ବାଇ/ଡେରାଡୁନ,୧୦ା୮(ପି.ଟି.): ପ୍ରବଳ ବର୍ଷା ଯୋଗୁ ମହାରାଷ୍ଟ୍ର, କର୍ନାଟକ, ଗୁଜରାଟ ଓ କେରଳ ସମେତ ୭ଟି ରାଜ୍ୟରେ ବନ୍ୟାର କରାଳ ରୂପ ଦେଖିବାକୁ ମିଳିଛି। କେରଳରେ ବର୍ଷା ଓ ଭୂସ୍ଖଳନ ଜନିତ ମୃତ୍ୟୁସଂଖ୍ୟା ୩ ଦିନରେ ୩୦ରେ ପହଞ୍ଚତ୍ଥିବାବେଳେ ୨୨ ହଜାରରୁ…
ସମୁଦ୍ର ପଥରେ ଆତଙ୍କବାଦୀ
ନୂଆଦିଲ୍ଲୀ/ମୁମ୍ବାଇ,୧୦ା୮: ଅନୁଚ୍ଛେଦ ୩୭୦କୁ ହଟାଇ ଜମ୍ମୁ-କଶ୍ମୀରକୁ ଦୁଇଭାଗ କରିବା ପରେ ଉପତ୍ୟକାରେ ଭାରତର ବଳ ବୃଦ୍ଧି ପାଇଛି। ଏହାସହ ବିଚ୍ଛିନ୍ନତାବାସୀଙ୍କୁ ମୋହରା କରି କଶ୍ମୀରରେ ଉତ୍ତେଜନା ସୃଷ୍ଟି ଏବଂ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇ ଆକ୍ରମଣ ଘଟାଉଥିବା ପାକିସ୍ତାନ ଏବେ ବିଚଳିତ ହୋଇପଡ଼ିଛି।…
୩୭୦ ଉଚ୍ଛେଦ ପରେ ଭାରତ-ପାକ୍ ବିବାଦ :ମୁଣ୍ଡ ଖେଳାଇବନି ଜାତିସଂଘ
ଜାତିସଂଘ,୧୦ା୮(ପି.ଟି./ଆଇଏଏନ୍ଏସ୍): ସମ୍ବିଧାନ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦରେ ଜାତିସଂଘ ମୁଣ୍ଡ ଖେଳାଇବ ନାହିଁ। ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଦୁଇଦେଶ କୌଣସି ଉତ୍ତେଜନା ସୃଷ୍ଟିକାରୀ ପଦକ୍ଷେପ ନ ନେଇ ସର୍ବାଧିକ ସଂଯମ ଅବଲମ୍ବନ କରନ୍ତୁ।…
ଅରୁଣ ଜେଟଲୀ ଅସୁସ୍ଥ
ନୂଆଦିଲ୍ଲୀ,୯।୮: ଭାଜପାର ବରିଷ୍ଠ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଶୁକ୍ରବାର ନୂଆଦିଲ୍ଲୀସ୍ଥିତ ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍(ଏମ୍ସ)ରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ଦେଖିବା ଲାଗି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଏମ୍ସ ପହଞ୍ଚିଥିବା ଜଣାପଡିଛି। ପ୍ରଧାନମନ୍ତ୍ରୀ…
ଜମ୍ମୁରୁ ହଟାଇ ଦିଆଗଲା ଧାରା ୧୪୪
ଶ୍ରୀନଗର,୯।୮:ଅନୁଚ୍ଛେଦ ୩୭୦ ଓ ୩୫(ଏ)କୁ ଜମ୍ମୁ-କଶ୍ମୀରରୁ ହଟାଇ ଦିଆଯିବ ପରେ ଏଠାରେ ୧୪୪ ଧାରା ଜାରି କରାଯାଇଥିଲା। ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କ ଏହି ଐତିହାସିକ ଘୋଷଣା ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ସେଠାରେ ୧୪୪ ଧାରା ଜାରି କରାଯାଇଥିଲା। ଏବେ ସେଠାରେ…
Archives


