Home Middle

ଅନୁଚ୍ଛେଦ ୩୭୦ ଉଚ୍ଛେଦ ଉପରେ ଶୀଘ୍ର ହୋଇ ପାରିବନି ଶୁଣାଣି: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୮।୮: ଅନୁଚ୍ଛେଦ ୩୭୦ ଉପରେ ଶୀଘ୍ର ଶୁଣାଣି ହୋଇ ପାରିବନି ବୋଲି ଗୁରୁବାର ସୁପ୍ରିମ୍‌କୋର୍ଟ କହିଛନ୍ତି। ଏସମ୍ପର୍କିତ ଏକ ମାମଲାର ବିଚାର କରି ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ଏଭଳି କହିଛନ୍ତି। ଏହାର ବିଚାର କେବେ ହେବ ତାହାର ନିଷ୍ପତ୍ତି ପ୍ରଧାନ…

ହାଇ ଆଲର୍ଟରେ ୧୯ ବିମାନ ବନ୍ଦର

ନୂଆଦିଲ୍ଲୀ,୮।୮: ଆଗକୁ ସ୍ବାଧୀନତା ଦିବସ ଏହାସହ କଶ୍ମୀର ପ୍ରସଙ୍ଗକୁ ନେଇ ପରିବେଶ ଉଷ୍ମ ଥିବାରୁ ଦେଶର ପ୍ରାୟ ୧୯ଟି ବିମାନ ବନ୍ଦରରେ ହାଇ ଆଲର୍ଟ ଜାରି କରାଯାଇଛି। ବ୍ୟୁରୋ ଅଫ୍‌ ସିଭିଲ୍‌ ଆଭିଏଶନ ସିକ୍ୟୁରିଟି(ବିସିଏଏସ୍‌) ପକ୍ଷରୁ ଏହି ଆଲର୍ଟ ଜାରି କରାଯାଇଛି।…

ଅଧା ଭାରତରେ ଜଳ ପ୍ରଳୟ: କର୍ନାଟକ-ମହାରାଷ୍ଟ୍ରରେ ସ୍ଥିତି ଗମ୍ଭୀର

ନୂଆଦିଲ୍ଲୀ, ୮।୮: ଅଧା ଭାରତରେ ଏବେ ଜଳ ପ୍ରଳୟ ସ୍ଥିତି ସୃଷ୍ଟି ହୋଇଛି। ତେବେ କର୍ନାଟକ ଓ ମହାରାଷ୍ଟ୍ରରେ ସ୍ଥିିତି ଅଧିକ ଗମ୍ଭୀର ରହିଛି। କେତେକ ରାଜ୍ୟରେ ବିଭିନ୍ନ ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ,…

ଭାରତ ରତ୍ନ ପାଇବେ ପ୍ରଣବ

ନୂଆଦିଲ୍ଲୀ,୮।୮: ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଗୁରୁବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭାରତର ଶ୍ରେଷ୍ଠ ବେସାମରିକ ସମ୍ମାନ ‘ଭାରତ ରତ୍ନ’ ପ୍ରଦାନ କରିବେ। ପାଞ୍ଚ ଦଶକ ଧରି ରାଜନୀତିରେ ସକ୍ରିୟ ଥିବା ପ୍ରଣବ କଂଗ୍ରେସ ଶାସନ କାଳରେ ଇନ୍ଦିରା ଗାନ୍ଧୀ,…

ରାଜ୍ୟ ସଭା ସାଇନ-ଏ-ଡାଏ

ନୂଆଦିଲ୍ଲୀ,୮ା୮(ପି.ଟି.): ରାଜ୍ୟ ସଭାକୁ ବୁଧବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଜୁନ୍‌ ୨୦ରେ ଆରମ୍ଭ ହୋଇଥିବା ପାର୍ଲାମେଣ୍ଟ ଅଧିବେଶନ ଜୁଲାଇ ୨୬ରେ ଶେଷ ହେବାର ଥିଲା। ତେବେ କେତେକ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଗୃହୀତ ହେବାକୁ ଥିବାରୁ ସରକାର ଏହାର…

ସୁପ୍ରିମକୋର୍ଟରେ ରାମଲାଲା ଓକିଲଙ୍କ ଯୁକ୍ତି: ଆସ୍ଥା ହିଁ ଜନ୍ମସ୍ଥାନର ପ୍ରମାଣ

ନୂଆଦିଲ୍ଲୀ,୮ା୮(ପି.ଟି.): ବିବାଦୀୟ ଅଯୋଧ୍ୟା ଜମି ଭଗବାନ ଶ୍ରୀରାମଙ୍କ ଜନ୍ମସ୍ଥାନ। ହିନ୍ଦୁ ଧର୍ମାବଲମ୍ବୀମାନଙ୍କ ଅତୁଟ ବିଶ୍ୱାସ ହିଁ ଏହାର ପ୍ରମାଣ ବୋଲି ସୁପ୍ରିମକୋର୍ଟରେ ମାମଲାର ଅନ୍ୟତମ ପକ୍ଷ ‘ରାମଲାଲା ବିରାଜମାନ’ର ଓକିଲ ବୁଧବାର ଯୁକ୍ତି ବାଢ଼ିଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ…

କଶ୍ମୀରରେ ନୀରବତାର ରାଜୁତି

ଶ୍ରୀନଗର,୮ା୮(ପି.ଟି.): ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରୀ ରାସ୍ତାଘାଟ ଶୂନଶାନ। ସବୁଠି ଅଖଣ୍ଡ ନୀରବତା ରାଜୁତି କରୁଛି। ଶ୍ରୀନଗର ସମେତ ବିଭିନ୍ନ ସହରରେ ପୋଲିସ ଓ ସଶସ୍ତ୍ର ବଳର କଡ଼ା ପ୍ରହରା। ଏଥିସହ ସହ ଟିକିନିଖି ଯାଞ୍ଚ ଚାଲିଥିବାରୁ ଅଧିକାଂଶ ଲୋକ…

୫ ଜିଲାରେ ବନ୍ୟା ପରିସ୍ଥିତି

ଭୁବନେଶ୍ୱର, ୮ା୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ବାଲେଶ୍ୱର ଉପକୂଳଠାରୁ ୭୦ କିଲୋମିଟର ଦୂର ଦକ୍ଷିଣ-ପୂର୍ବ ଦିଗରେ ଏହା କେନ୍ଦ୍ରୀଭୂତ ହୋଇଛି। ଏହା କ୍ରମଶଃ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗ ଆଡ଼କୁ ଗତି କରୁଛି।…

ଭାରତ ସହ କୂଟନୈତିକ ସମ୍ପର୍କ ଛିନ୍ନ କଲା ପାକିସ୍ତାନ

ଇସ୍‌ଲାମାବାଦ,୭ା୮: ଭାରତ ସହ ସମସ୍ତ ପ୍ରକାର କୂଟନୈତିକ ଓ ବାଣିଜି୍ୟକ ସମ୍ପର୍କ ଛିନ୍ନ କରିବାକୁ ପାକିସ୍ତାନ ନିଷ୍ପତ୍ତି ନେଇଛି। ଏଥିସହ ଇସ୍‌ଲାମାବାଦରେ ଅବସ୍ଥାପିତ ଭାରତୀୟ ଉଚ୍ଚାୟୁକ୍ତ ଅଜୟ ବିସାରିଆଙ୍କୁ ବହିଷ୍କାର କରିଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ଇସ୍‌ଲାମାବାଦସ୍ଥିତ ଅଫିସ୍‌ରେ ବୁଧବାର…

ରାଜ୍ୟ ପ୍ରଶାସନରେ ଅଦଳବଦଳ: ଅସିତଙ୍କୁ କେବିକେ ପ୍ରଶାସନର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୭।୮(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ରାଜ୍ୟ ଶୀର୍ଷସ୍ତରୀୟ ପ୍ରଶାସନରେ ବ୍ୟାପକ ଅଦଳବଦଳ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ)ର ଅନୁମୋଦନ କ୍ରମେ ସାଧାରଣ ପ୍ରଶାସନ(ଜିଏ) ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ୍‌) ପାହ୍ୟା…

ଅବପାତରେ ପରିଣତ ହେଲା ଲଘୁଚାପ: ୧୧ଟି ଜିଲାରେ ରେଡ୍‌ ଆଲର୍ଟ

ଭୁବନେଶ୍ୱର,୭।୮: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବର୍ତ୍ତମାନ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିଯୋଗୁ ଦକ୍ଷିଣ ଆଭ୍ୟନ୍ତରୀଣ ଓ ୧୧ଟି…

ପଞ୍ଚଭୂତରେ ବିଲୀନ ହେଲେ ସୁଷମା, ଝିଅ ଦେଲେ ମୁଖାଗ୍ନିି

ନୂଆଦିଲ୍ଲୀ,୭।୮: ବଧୂ ବେଶରେ ସଜେଇ ହୋଇ ପଞ୍ଚଭୂତରେ ଲୀନ ହୋଇଛନ୍ତି ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ। ରାଜକୀୟ ଢଙ୍ଗରେ ତାଙ୍କୁ ବିଦାୟ ଦିଆଯାଇଛି। ଝିଅ ବାଂଶୁରୀ ତାଙ୍କୁ ମୁଖାଗ୍ନି ଦେଇଥିଲେ। ତାଙ୍କ ଅବର୍ତ୍ତମାନରେ ଭାରତୀୟ ରାଜନୀତିର ଏକ ଯୁଗର ଅବସାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri