Home Middle

ଜାତୀୟ ସାହସିକତା ପୁରସ୍କାର: ୨୨ଜଣ ବାଳିକାବାଳକଙ୍କୁ ସମ୍ମାନୀତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୨।୧: ଚଳିତ ବର୍ଷ ୨୨ ଜଣ ବାଳିକାବାଳକଙ୍କୁ ଜାତୀୟ ସାହସିକତା ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୁଧବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଉତ୍ସବରେ ୧୦ ବାଳିକା ଏବଂ ୧୨ ଜଣ ବାଳକଙ୍କୁ ସେମାନଙ୍କର ଉଲ୍ଲେଖନୀୟ କାର୍ଯ୍ୟ ପାଇଁ…

ସିଏଏ: ସାମ୍ବିଧାନିକ ପୀଠରେ ହେବ ବିଚାର; ୪ ସପ୍ତାହ ମଧ୍ୟରେ କେନ୍ଦ୍ରର ମତାମତ ଲୋଡ଼ିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୨।୧: ସିଏଏ ନେଇ ସୁପ୍ରିମ୍‌କୋର୍ଟ ବୁଧବାର ୪ ସପ୍ତାହ ମଧ୍ୟରେ କେନ୍ଦ୍ର ସରକାରଙ୍କ ମତାମତ ଲୋଡ଼ିଛନ୍ତି। ଏହାର ବିରୋଧରେ ଦାଖଲ କରାଯାଇଥିବା ଆବେଦନ ସପକ୍ଷରେ ଆଇନଜୀବୀ କପିଲ ଶିବଲ ସିଏଏକୁ ୨ ମାସ ପାଇଁ ବାତିଲ କରିବାକୁ ଯୁକ୍ତି ଦର୍ଶାଇବା ସହିତ…

୮୨ ବିଦେଶୀ ଛାତ୍ରୀଛାତ୍ରଙ୍କ ଜାତୀୟତା ପ୍ରମାଣ ରେକର୍ଡ ଜେଏନ୍‌ୟୁ ପ୍ରଶାସନ ପାଖରେ ନାହିଁ

ନୂଆଦିଲ୍ଲୀ,୨୨।୧: ଜେଏନ୍‌ୟୁରେ ପଢୁଥିବା ୮୨ ବିଦେଶୀ ଛାତ୍ରୀଛାତ୍ରଙ୍କ ଜାତୀୟତା ପ୍ରମାଣ ରେକର୍ଡ ବିଶ୍ୱବିଦ୍ୟାଳୟ ପ୍ରଶାସନ ପାଖରେ ନାହିଁ। ଏନେଇ ସୂଚନା ଅଧିକାର ଆଇନ ଅନ୍ତର୍ଗତ କରାଯାଇଥିବା ଏକ ଆବେଦନରୁ ଜଣାପଡ଼ିଛି। ବିଶ୍ୱବିଦ୍ୟାଳୟ ପ୍ରଶାସନ ପକ୍ଷରୁ ପ୍ରଦାନ କରାଯାଇଥିବା ରିପୋର୍ଟରେ ଦର୍ଶାଯାଇଛି ଯେ,…

ସାଧାରଣତନ୍ତ୍ର ଦିବସରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ବିଏସ୍‌ଏଫ୍‌ ପକ୍ଷରୁ ‘ଅପରେଶନ୍‌ ଥଣ୍ଡା ପବନ’ ଆରମ୍ଭ

ନୂଆଦିଲ୍ଲୀ,୨୨।୧: ସାଧାରଣତନ୍ତ୍ର ଦିବସରେ ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଷଡ଼ଯନ୍ତ୍ର ରଚିଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ବିଏସ୍‌ଏଫ୍‌ ପକ୍ଷରୁ ଭାରତ-ପାକିସ୍ତାନ…

୨୦୧୯ରେ ୫୬ ଖବରଦାତାଙ୍କୁ ହତ୍ୟା

ଜାତିସଂଘ,୨୨।୧(ଆଇଏଏନ୍‌ଏସ୍‌): ୨୦୧୯ରେ ବିଶ୍ୱର ୫୬ ଖବରଦାତାଙ୍କୁ ହତ୍ୟା କରାଯାଇଛି। ଅଧିକାଂଶ ବିବାଦୀୟ ଅଞ୍ଚଳ ବାହାରେ ପ୍ରାଣ ହରାଇଥିବା ଜାତିସଂଘ ରିପୋର୍ଟରେ ଦର୍ଶାଯାଇଛି। ୨୦୧୮ ତୁଳନାରେ ଏହା ପ୍ରାୟ ଅଧା କମିଥିବା ଜାତିସଂଘ ମହାସଚିବ ଆଣ୍ଟୋନିିଓ ଗୁଟେରେସ୍‌ ସୂଚନା ଦେଇଛନ୍ତି। ଏ ସମ୍ପର୍କିତ…

ବିଶ୍ୱ ସ୍ତରରେ ବଢ଼ିବେ ୨୫ ଲକ୍ଷ ବେକାର

ଜାତିସଂଘ,୨୨ା୧: ସାରା ବିଶ୍ୱରେ ବେକାରି ସମସ୍ୟା ଏବେ ଉତ୍କଟ ହେଉଛି। ୨୦୨୦ରେ ବେକାରି ହାର ବଢ଼ିବା ସହ ଏହି ସଂଖ୍ୟାରେ ଆଉ ୨୫ ଲକ୍ଷ ବେକରୀ ଯୋଡି ହେବେ। ସେହିଭଳି ପର୍ଯ୍ୟାପ୍ତ କାମ ନ ଥିବା ଯୋଗୁ ପ୍ରାୟ ୫୦ କୋଟି…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବରଗଡ଼ରେ ହେବ କ୍ୟାନ୍‌ସର ହସ୍ପିଟାଲ

ବରଗଡ ଅଫିସ,୨୧।୧- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବରଗଡ ଗସ୍ତରେ ଆସି ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା(ଖେଦାପାଲି) ନିକଟରେ ନିର୍ମିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନା, ବିଜ୍ଞାନ କେନ୍ଦ୍ର ଉଦଘାଟନ କରିଛନ୍ତି। ଏହାସହିତ ଜିଲାର ଅନ୍ୟ କେତେକ ପ୍ରକଳ୍ପର ଉଦଘାଟନ ଓ…

ସାଧାରଣତନ୍ତ୍ର ଦିବସ ମୁଖ୍ୟ ଅତିଥି: ବ୍ରାଜିଲ୍‌ ରାଷ୍ଟ୍ରପତି ବୋଲସୋନାରୋ; ପ୍ରଥମ ଥର ପାଇଁ ଆସୁଛନ୍ତି ୪ ଦିନିଆ ଭାରତ ଗସ୍ତରେ

ନୂଆଦିଲ୍ଲୀ,୨୧।୧: ପ୍ରଥମ ଥର ପାଇଁ ୪ ଦିନିଆ ଭାରତ ଗସ୍ତରେ ବ୍ରାଜିଲ୍‌ ରାଷ୍ଟ୍ରପତି ଜୈର୍‌ ବୋଲସୋନାରୋ ଆସୁଛନ୍ତି। ସେ ସାଧାରଣତନ୍ତ୍ର ଦିବସ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ବୋଲସୋନାରୋ ଜାନୁୟାରୀ ୨୪ରୁ ୨୭ ପର୍ଯ୍ୟନ୍ତ ଭାରତରେ ରହିବେ। ୨୪…

ପୃଥିବୀର ଖରାପ ଆର୍ଥିକ ସ୍ଥିତି ପାଇଁ ଦାୟୀ ଭାରତ: ଗୀତା ଗୋପିନାଥ

ନୂଆଦିଲ୍ଲୀ,୨୧।୧: ସମ୍ପ୍ରତି ପୃଥିବୀରେ ଦେଖାଦେଇଥିବା ଖରାପ ଆର୍ଥିକ ସ୍ଥିତି ପାଇଁ ଭାରତ ଦାୟୀ। ଭାରତ ଯୋଗୁ ଅନ୍ତର୍ଜାତୀୟସ୍ତର ଧାର୍ଯ୍ୟ ଅଭିବୃଦ୍ଧି ଲକ୍ଷ୍ୟ ୮୦ ପ୍ରତିଶତ ହ୍ରାସ ପରିଲକ୍ଷିତ ହୋଇଛି। ଏନେଇ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍‌ଏଫ୍‌)ର ମୁଖ୍ୟ ଅର୍ଥଶାସ୍ତ୍ରୀ ତଥା ମୂଳ ଭାରତୀୟ…

‘ଜୀବନକୁ ନିୟନ୍ତ୍ରଣ ନ କରୁ ପ୍ରଯୁକ୍ତି’

ନୂଆଦିଲ୍ଲୀ,୨୧ା୧(ପି.ଟି.): ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମର ତୃତୀୟ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ଛାତ୍ରୀଛାତ୍ରଙ୍କୁ କେତେକ ଉପାଦେୟ ପରାମର୍ଶ ଦେଇଛନ୍ତି। ପରୀକ୍ଷାକୁ ନେଇ ପିଲାଙ୍କ ମଧ୍ୟରେ ଥିବା ଭୟ ଦୂର କରିବାକୁ ଓ ଅଭିଭାବକମାନଙ୍କ ବୋଝ ହାଲୁକା କରିବାକୁ ସେ…

୩ ବର୍ଷର କାର୍ଯ୍ୟକାଳ: ନଡ୍ଡାଙ୍କ ଆଗରେ ଦକ୍ଷିଣ ଏବଂ ପୂର୍ବୋତ୍ତର ଅଗ୍ନି ପରୀକ୍ଷା

ନୂଆଦିଲ୍ଲୀ,୨୦।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଜେ.ପି. ନଡ୍ଡା ସୋମବାର କାର୍ଯ୍ୟ ଭାର ସମ୍ଭାଳିଛନ୍ତି। ସେ ଏହି ପଦରେ ଆସନ୍ତା ୨୦୨୩ ପର୍ଯ୍ୟନ୍ତ ରହିବେ। ନଡ୍ଡାଙ୍କ କାର୍ଯ୍ୟକ୍ଷେତ୍ର କେତେଦୂର ସଫଳ ରହିବ ସେନେଇ ଏବେ ନାନା କଳ୍ପନା ଜଳ୍ପନା ଆରମ୍ଭ ହୋଇଛି।…

ନିର୍ଭୟା ମାମଲା: ଖାରଜ ହେଲା ପବନଙ୍କ ଆବେଦନ

ନୂଆଦିଲ୍ଲୀ,୨୦।୧: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ପବନ ଗୁପ୍ତାଙ୍କ ଆଦେନର ଶୁଣାଣି ସୋମବାର ସୁପ୍ରିମକୋର୍ଟରେ କରାଯାଇଛି। ଏଥିରେ ତାଙ୍କ ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି। ଆବେଦନରେ କୌଣସି ନୂଆ ତଥ୍ୟ ନ ଥିବା ଦର୍ଶାଇ କୋର୍ଟ ଏହାକୁ ଖାରଜ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?