ଶେଷକୃତ୍ୟ ପୂର୍ବରୁ ବଧୂ ବେଶରେ ସଜେଇ ହେଲେ ସୁଷମା
ନୂଆଦିଲ୍ଲୀ, ୭।୮: ଅନ୍ତିମ ଯାତ୍ରାରେ ବାହାରିବା ପୂର୍ବରୁ ବଧୂ ବେଶରେ ସଜେଇ ହୋଇଛନ୍ତି ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜ୍। ମଥାରେ ବଡ ବିନ୍ଦି, ଲାଲ ଓଢଣୀରେ ତାଙ୍କୁ ସଜେଇ ଦେଇଛନ୍ତି ଏକମାତ୍ର ଝିଅ ବାଂଶୁରୀ। ସୁଷମା ସବୁବେଳେ ଭାରତୀୟ ନାରୀର…
ଘର ଭାଙ୍ଗିଲା, ଫସଲ ଉଜାଡ଼ିଲା ହାତୀ
ବଡ଼ଗାଁ,୭।୮(ଡି.ଏନ୍.ଏ.) : ସୁନ୍ଦରଗଡ଼ ଜିଲା ବଡ଼ଗାଁ ବନଖଣ୍ଡ ଅଧୀନ ଜଙ୍ଗଲକୁ ଆସିଥିବା ୧୪ଟି ହାତୀ ଶନିବାର ଉପଦ୍ରବ କରିଥିବା ବେଳେ ମଙ୍ଗଳବାର ରାତିରେ ଏମାନଙ୍କ ମଧ୍ୟରୁ ଗୋଟିଏ ହାତୀ କୁତ୍ରା ବ୍ଲକ ଅନ୍ତର୍ଗତ ସିଆଲଯୋର ଗ୍ରାମର ପବିତ୍ର ଭୋଇଙ୍କ ଘରକୁ ଭାଙ୍ଗି…
ସୁଷମାଙ୍କ ଅନ୍ତିମ ଯାତ୍ରା ଆରମ୍ଭ, ରାଜନାଥ-ନଡ୍ଡା ଦେଲେ କାନ୍ଧ
ନୂଆଦିଲ୍ଲୀ, ୭।୮: ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କର ପରଲୋକ ହୋଇଯାଇଛି। ତାଙ୍କ ମୃତ୍ୟୁରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି। ଭାଜପା କାର୍ଯ୍ୟାଳୟରୁ ତାଙ୍କ ମୃତ୍ୟୁ ଶରୀରକୁ ଅନ୍ତିମ ଯାତ୍ରାରେ ନିଆଯାଇଛି। ତାଙ୍କ ମୃତଦେହକୁ କାନ୍ଧ ଦେଇଛନ୍ତି ଭାଜପା ନେତା ରାଜନାଥ…
ସୁଷମାଙ୍କୁ ଭାଜପା ଦେଲା ଅନ୍ତିମ ବିଦାୟ: ଦଳୀୟ ପତାକା ଢ଼ାଙ୍କିଲେ ଶାହ
ନୂଆଦିଲ୍ଲୀ,୭।୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କୁ ଭାଜପା କାର୍ଯ୍ୟାଳୟରେ ଅନ୍ତିମ ବିଦାୟ ଦିଆଯାଇଛି। ଏହି ଅବସରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୁଷମାଙ୍କ ମରଶରୀର ଉପରେ ଦଳୀୟ ପତାକା ଢ଼ାଙ୍କିଛନ୍ତି। ଉପସ୍ଥିତ ସମସ୍ତ ଦଳୀୟ ସଦସ୍ୟ ସୁଷମାଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳୀ…
ଲଗାତାର ୪ର୍ଥ ଥର କମିଲା ରେପୋ ରେଟ୍
ମୁମ୍ବାଇ,୭।୮: ଲଗାତାର ୪ର୍ଥ ଥର ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ ଏହାର ରେପୋ ରେଟ୍ କମାଇଛି। ଏକ ବୈଠକରେ ରେପୋ ରେଟ୍କୁ ୩୫ ବେସିସ୍ ପଏଣ୍ଟ୍ କମାଇବା ପାଇଁ ନିଷ୍ପତ୍ତି ହୋଇଛି। କେନ୍ଦ୍ରୀୟ ବ୍ୟାଙ୍କର ଏହି ନିଷ୍ପତ୍ତି ଦ୍ୱାରା ଅନ୍ୟ ବ୍ୟାଙ୍କ…
ସୁଷମାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୭।୮(ବ୍ୟୁରୋ) : ବରିଷ୍ଠ ଭାଜପା ନେତ୍ରୀ ତଥା ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ବରାଜଙ୍କ ମଙ୍ଗଳବାର ରାତିରେ ହୃଦଘାତରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ସମଗ୍ର ଦେଶରେ ଶୋକର ଛାୟା ଖେଳିଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁଷମାଙ୍କ ବିୟୋଗରେ ଗଭୀର ଶୋକ…
ଗୋଟିଏ ବର୍ଷରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ହରାଇଲା ଦିଲ୍ଲୀ
ନୂଆଦିଲ୍ଲୀ, ୭।୮: ଗୋଟିଏ ବର୍ଷ ମଧ୍ୟରେ ଦିଲ୍ଲୀ ଏହାର ୩ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ହରାଇଛି। ୨୦୧୮ ଅକ୍ଟୋବରରୁ ବର୍ତ୍ତମାନ ସୁଦ୍ଧା ଏପରି ଘଟିଛି। ମଙ୍ଗଳବାର ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପୂର୍ବ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ପରଲୋକ ହୋଇଛି। ସେ…
ଜମ୍ମୁ-କଶ୍ମୀରରେ ଲାଗୁହେବ ୧୦୬ କେନ୍ଦ୍ରୀୟ ଆଇନ
ନୂଆଦିଲ୍ଲୀ ,୭ା୮(ଆଇଏଏନ୍ଏସ୍): ଜମ୍ମୁ-କଶ୍ମୀରରୁ କେନ୍ଦ୍ର ସରକାର ସମ୍ବିଧାନର ଧାରା ୩୭୦, ୩୫ଏ ହଟାଇବା ସହ ଏହାକୁ ଏକ କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିଛନ୍ତି। ତେଣୁ ଜମ୍ମୁ-କଶ୍ମୀର ଲାଗି ଭାରତ ସମ୍ବିଧାନର ସମସ୍ତ ବ୍ୟବସ୍ଥା ଲାଗୁ କରାଯିବ। ସମ୍ବିଧାନର ପଞ୍ଚମ ଅନୁଚ୍ଛେଦ ଅନୁଯାୟୀ…
ମିଶନ କଶ୍ମୀରକୁ ମଞ୍ଜୁରୀ
ନୂଆଦିଲ୍ଲୀ, ୭ା୮ (ପି.ଟି./ ଆଇଏଏନ୍ଏସ୍): ସମ୍ବିଧାନ ଅନୁଚ୍ଛେଦ ୩୭୦ ସଂକଳ୍ପନାମା ଏବଂ ଜମ୍ମୁ-କଶ୍ମୀରରୁ ଲଦାଖକୁ ଅଲଗା କରି ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ପ୍ରତିଷ୍ଠା ପାଇଁ ଉଦ୍ଦିଷ୍ଟ ବିଲ୍କୁ ପାର୍ଲାମେଣ୍ଟର ମଞ୍ଜୁରୀ ମିଳିଛି। ଏ ସଂକ୍ରାନ୍ତ ବିଲ୍ ସୋମବାର ରାଜ୍ୟ ସଭାରେ ଗୃହୀତ…
ଆଇନଜୀବୀରୁ ବହିର୍ବ୍ୟାପାର ମନ୍ତ୍ରୀ
ନୂଆଦିଲ୍ଲୀ, ୭ା୮: ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ମଙ୍ଗଳବାର ରାତି ୧୧ଟାରେ ହୃଦ୍ଘାତରେ ପରଲୋକ ହୋଇଯାଇଛି। ବୁଧବାର ନୂଆଦିଲ୍ଲୀସ୍ଥିତ ଲୋଧିରୋଡ ଶବଦାହ ଗୃହରେ ଅନ୍ତିମ ସଂସ୍କାର କରାଯିବ। ଗାନ୍ଧୀଙ୍କ ପରେ ଦେଶର ଦ୍ୱିତୀୟ ମହିଳା…
ସୁଷମା ସ୍ବରାଜଙ୍କ ପରଲୋକ
ନୂଆଦିଲ୍ଲୀ,୭ା୮(ପି.ଟି.)- ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ସୁଷମା ସ୍ବରାଜ ଆଉ ନାହାନ୍ତି। ନୂଆଦିଲ୍ଲୀସ୍ଥିତ ଏମ୍ସରେ ମଙ୍ଗଳବାର ରାତିରେ ହୃଦ୍ଘାତରେ ତାଙ୍କର ପରଲୋକ ଘଟିଛି। ୬୭ ବର୍ଷୀୟା ସ୍ବରାଜଙ୍କୁ ଗୁରୁତର ଅବସ୍ଥାରେ ରାତି ୧୦ଟା ୧୫ ମିନିଟରେ ଏମ୍ସର…
୩୭୦ ଭୋଟରେ ଲୋକ ସଭାରେ ପାସ୍ ହେଲା ଜମ୍ମୁ-କଶ୍ମୀର ପୁର୍ନଗଠନ ବିଲ୍
ନୂଆଦିଲ୍ଲୀ,୬।୮: ରାଜ୍ୟ ସଭା ପରେ ଲୋକ ସଭାରେ ଗୃହୀତ ହୋଇଛି ଜମ୍ମୁ-କଶ୍ମୀର ପୁର୍ନଗଠନ ବିଲ୍। ଉକ୍ତ ରାଜ୍ୟକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଏବଂ ୩୫(ଏ) ଉଚ୍ଛେଦ ବିଲ୍ ମଙ୍ଗଳବାର ବହୁମତରେ ପାସ୍ ହୋଇଛି। ବିଲ୍…
Archives


