Home Middle

ନଡ୍ଡା ହେଲେ ଭାଜପା ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୦।୧: କେନ୍ଦ୍ରର ଶାସନ ଗାଦିରେ ବସିଥିବା ଭାରତୀୟ ଜନତା ପାର୍ଟି(ଭାଜପା)କୁ ଦୀର୍ଘ ୬ ବର୍ଷ ପରେ ଏବେ ମିଳିଛି ନୂଆ ଅଧ୍ୟକ୍ଷ। ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟା ଜରିଆରେ ଭାଜପାର କାର୍ଯ୍ୟକାରୀ ଅଧ୍ୟକ୍ଷ ଥିବା ଜଗତ ପ୍ରକାଶ ନଡ୍ଡାକୁ ନୂଆ ଅଧ୍ୟକ୍ଷ…

‘କୃଷି ଓଡ଼ିଶା-୨୦୨୦’କୁ ଉଦ୍‌ଘାଟିତ; ସରକାର ସୁବବେଳେ ଚାଷୀଙ୍କ ସହ ଅଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି ଓଡ଼ିଶା-୨୦୨୦’ ସୋମବାରଠାରୁ ଜନତା ମଇଦାନରେ ଆରମ୍ଭ ହୋଇଛି। ଏହାକୁ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ସରକାର ସବୁବେଳେ ଓଡ଼ିଶାର ଚାଷୀଙ୍କ ସହ ଅଛନ୍ତି। ନୂଆ କୃଷି ନୀତି ଚାଷୀ ବିକାଶର ଲକ୍ଷ୍ୟ…

୬୩ ଧନୀକଙ୍କ ପାଖରେ ଦେଶର ଗୋଟିଏ ବର୍ଷର ବଜେଟ ତୁଳନାରେ ଅଧିକ ସମ୍ପତ୍ତି

ନୂଆଦିଲ୍ଲୀ,୨୦।୧: ଦେଶର ୧ ପ୍ରତିଶତ ଧନୀକଙ୍କ ପାଖରେ ୭୦ ପ୍ରତିଶତ ଲୋକଙ୍କ ପାଖରେ ଥିବା ସମ୍ପତ୍ତି ଠୁଳ ହୋଇ ରହିଛି। ଏସବୁ ଧନୀକଙ୍କ ପାଖରେ ଥିବା ସମ୍ପତ୍ତି ଦେଶର ୯୫ କୋଟି ଲୋକଙ୍କ ପାଖରେ ଥିବା ସମ୍ପତ୍ତି ସହ ସମାନ। ସେହିପରି…

ଶୋପିଆନ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ମୃତ

ଶ୍ରୀନଗର,୨୦।୧: ଜମ୍ମୁ-କଶ୍ମୀରର ଶୋପିଆନରେ ସୋମବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି। ଏଥିରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା କହିଛି କଶ୍ମୀର ଜୋନ୍‌ ପୋଲିସ। ଏପର୍ଯ୍ୟନ୍ତ ଏମାନଙ୍କର ପରିଚୟ ମିଳିନାହିଁ। ଶୋପିଆନର ଏକ ଘରେ ଆତଙ୍କବାଦୀମାନେ ଲୁଚି ରହିଥିବା…

ପରୀକ୍ଷାରେ ଭଲ ନମ୍ବର ଆଣିବା ନୁହେଁ ଗୁରୁତ୍ୱପୂର୍ଣ୍ଣ; ବିଫଳତା ପରେ ନ ଅଟକି ଆଗେଇବା ଉଚିତ: ମୋଦି

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷାର୍ଥୀଙ୍କ ମାନସିକ ଚାପ ହ୍ରାସ ପାଇଁ ସୋମବାର ‘ପରୀକ୍ଷା ପେ ଚର୍ଚ୍ଚା-୨୦୨୦’ କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରଙ୍କୁ ଭେଟିଛନ୍ତି। ଏହି ଅବସରରେ ସେ ବିଫଳତା ପରେ ନ ଅଟକି ଆଗେଇବା ଲାଗି ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଛନ୍ତି। ଜୀବନରେ ସଫଳତା…

‘ସାମ୍ବିଧାନିକ ଘୋଷଣା ହେଲେ ସିଏଏକୁ ରାଜ୍ୟ ବିରୋଧ କରିବା ସମସ୍ୟା ହେବ’

ନୂଆଦିଲ୍ଲୀ,୨୦ା୧(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ପ୍ରତ୍ୟାହାର ପାଇଁ ସଂକଳ୍ପନାମା ଗୃହୀତ କରାଇବା ପ୍ରତି ରାଜ୍ୟ ବିଧାନସଭାର ସାମ୍ବିଧାନିକ ଅଧିକାର। ତେବେ ଯଦି ସୁପ୍ରିମକୋର୍ଟ ଏହି ଆଇନକୁ ସାମ୍ବିଧାନିକ ଘୋଷଣା କରନ୍ତି ତେବେ ଏହାକୁ ବିରୋଧ କରିବା ରାଜ୍ୟଗୁଡ଼ିକ ପାଇଁ ସମସ୍ୟା ହେବ…

ଲୋକଙ୍କ ଅର୍ଥରେ ଆତ୍ମପ୍ରଚାର ମନା

ନୂଆଦିଲ୍ଲୀ, ୨୦।୧: (ଆଇଏଏନ୍‌ଏସ୍‌): ଜନସାଧାରଣଙ୍କ କଷ୍ଟ ଉପାର୍ଜିତ ଧନକୁ ବ୍ୟବହାର କରି ରାଜ୍ୟ ସରକାରଗୁଡ଼ିକ ବିଜ୍ଞାପନ ଜରିଆରେ ଆତ୍ମପ୍ରଚାର କରିପାରିବେ ନାହିଁ। ଶାସକ ଦଳର ନେତାମାନେ ରାଜକୋଷରୁ ଅର୍ଥ ଉଠାଇ ଗଣମାଧ୍ୟମରେ ବିଜ୍ଞାପନ ଦେଉଥିବା ନେଇ ଅଭିଯୋଗ ଆସିବା ପରେ ସୁପ୍ରିମକୋର୍ଟଙ୍କ…

ଭୁବନେଶ୍ୱରରୁ ସୁରଟକୁ ଉଡ଼ିଲା ବିମାନ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଓଡ଼ିଶାବାସୀଙ୍କ ବହୁଦିନର ପ୍ରତୀକ୍ଷାର ଅନ୍ତ ଘଟିଛି। ସୋମବାର ସକାଳ ୮.୪୦ମିନିଟ୍‌ରୁ ଏୟାର ଇଣ୍ଡିଆର ଏ୩୨୧ ବିମାନ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୮୧ ଜଣ ଯାତ୍ରୀଙ୍କୁ ନେଇ ସୁରଟକୁ ସିଧାସଳଖ ଉଡ଼ାଣ ଆରମ୍ଭ କରିଛି। ମାତ୍ର ଦୁଇଘଣ୍ଟାରେ ଏହା…

ବେଙ୍ଗାଲୁରୁରେ ଟିମ୍‌ ଇଣ୍ଡିଆର ଧମାକା: ୨-୧ରେ ଜିତିଲା ସିରିଜ୍‌

ବେଙ୍ଗାଲୁରୁ,୧୯।୧: ଅଷ୍ଟ୍ରେଲିଆ ବିପକ୍ଷ ୩ଟିକିଆ ଏକଦିବସୀୟ ସିରିଜର ଶେଷ ମ୍ୟାଚରେ ଭ୍ରମଣକାରୀ ଦଳକୁ ୭ ଉଇକେଟରେ ପରାସ୍ତ କରି ସିରିଜକୁ ୨-୧ କବ୍ଜା କରିଛି ଭାରତ। ରୋହିତ ଶର୍ମାଙ୍କ ଶତକ ଏବଂ ବିରାଟ କୋହଲି ଅର୍ଦ୍ଧଶତକ ବଳରେ ଭାରତ ଏହି ବିଜୟ…

୬ ବର୍ଷରେ ୩ ହଜାର ୯ଶହ ୨୪ ଶରଣାର୍ଥୀଙ୍କୁ ମିଳିଛି ଭାରତୀୟ ନାଗରିକତ୍ୱ: ଅର୍ଥମନ୍ତ୍ରୀ

ଚେନ୍ନାଇ,୧୯।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ଚେନ୍ନାଇରେ ଏକ ସଭାରେ ଯୋଗଦେଇ ସେ କହିଛନ୍ତି ଯେ, ଗତ ୬ ବର୍ଷ ମଧ୍ୟରେ ୩ ହଜାର ୯ଶହ ୨୪ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତ୍ୱ ମିଳିଛି।…

ଗଣତନ୍ତ୍ର ଦିବସ ପୂର୍ବରୁ ଦିଲ୍ଲୀ ଏନ୍‌ସିଆର୍‌ରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ରଚିଛି ଆଇଏସ୍‌ଆଇ: ଗୋଇନ୍ଦା ରିପୋର୍ଟ

ନୂଆଦିଲ୍ଲୀ,୧୯।୧: ଆଗକୁ ଗଣତନ୍ତ୍ର ଦିବସ। ଏହା ପୂର୍ବରୁ ଦିଲ୍ଲୀ ଏନ୍‌ସିଆର୍‌ରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ କରିବା ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଷଡ଼ଯନ୍ତ୍ର ରଚିଛି। ଅଲ-ବଦ୍ର ଆତଙ୍କବାଦୀ ସଂଗଠନ ସହାୟତାରେ ଏଭଳି ଆକ୍ରମଣ କରିବା ଲାଗି ଆଇଏସ୍‌ଆଇ ବ୍ଲୁପ୍ରିଣ୍ଟ୍‌…

୮ ବର୍ଷରେ ୪୪ ଦୋଷୀଙ୍କ ୩୨ ରାଜକ୍ଷମା ଖାରଜ: ୩ଙ୍କୁ ଦିଆଯାଇଛି ଫାଶୀ

ନୂଆଦିଲ୍ଲୀ,୧୯।୧: ନିର୍ଭୟା ଦୋଷୀଙ୍କୁ ଫାଶୀ କେବେ ଦିଆଯିବ ସେ ନେଇ ସମ୍ପ୍ରତି ଦେଶବ୍ୟାପି ଚର୍ଚ୍ଚା ଜାରି ରହିଛି। ନିର୍ଭୟା ଦୋଷୀଙ୍କ ମଧ୍ୟରୁ ମୁକେଶ ସିଂଙ୍କ ରାଜକ୍ଷମା ଖାରଜ ହୋଇଛି। ତେବେ ଇତିମଧ୍ୟରେ ପଓ୍ବନ ଗୁପ୍ତା ମାମଲା ଦାଏର ସମୟରେ ସେ ନାବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?