ପାକିସ୍ତାନ ପାଇଁ ଗୁପ୍ତଚରୀ: ୯ ବର୍ଷରେ ୩୨ ସେନା ଓ ବିଏସ୍ଏଫ୍ ଯବାନ ଗିରଫ
ଯୋଧପୁର,୧୯।୧: ଗତ ୯ ବର୍ଷରେ ପାକିସ୍ତାନ ପାଇଁ ଗୁପ୍ତଚରୀ କରୁଥିବା ଅଭିଯୋଗରେ ଭାରତର ୩୨ ସେନା ଓ ବିଏସ୍ଏଫ୍ ଯବାନଙ୍କୁ ଗିରଫ କରାଯାଇଛି। ସେଥିମଧ୍ୟରୁ ୨୦୧୯ରେ ସର୍ବାଧିକ ୧୩ଙ୍କୁ ଏହି ଅଭିଯୋଗରେ ଗିରଫ କରାଯାଇଛି। ଏନେଇ ପ୍ରକାଶିତ ଏକ ରିପୋର୍ଟରୁ ଜଣାପଡ଼ିଛି।…
ଦୈନିକ ଆତ୍ମହତ୍ୟା କରୁଛନ୍ତି ୩୫ ବେକାର
ନୂଆଦିଲ୍ଲୀ,୧୯ା୧(ପି.ଟି.): ଦେଶରେ ଆତ୍ମହତ୍ୟା ପ୍ରବଣତା ବୃଦ୍ଧି ପାଉଛି। ୨୦୧୮ରେ ଦୈନିକ ହାରାହାରି ୩୫ ଜଣ ବେରୋଜଗାରୀ ଓ ୩୬ଜଣ ଆତ୍ମନିଯୁକ୍ତି ପାଇଥିବା ବ୍ୟକ୍ତି ପ୍ରାଣ ହରାଇଛନ୍ତି। ସେହିବର୍ଷ ମୋଟ ୨୬,୦୮୫ ଜଣ ବେରୋଜଗାରୀ ଓ ଆତ୍ମନିଯୁକ୍ତ ବ୍ୟକ୍ତି ଜୀବନ ହାରିଥିବା ଜାତୀୟ…
ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ଶ୍ରୀନଗର,୧୮।୧: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଥମିବାର ନାଁ ଧରୁନି। ଶନିବାର ପାକିସ୍ତାନ ରାଜୌରୀ ଜିଲାର ନୌସେରା ଏବଂ ଲାମ୍ ସେକ୍ଟରରେ ଥିବା ଭାରତୀୟ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରିଛି। ଏହାର ଜବାବରେ ଭାରତୀୟ…
୨୦ରେ ହେବ ପବନଙ୍କ ଆବେଦନର ଶୁଣାଣି
ନୂଆଦିଲ୍ଲୀ,୧୮।୧: ନିର୍ଭୟା ଗଣବଳାତ୍କାରର ଅନ୍ୟତମ ଦୋଷୀ ପବନ ଗୁପ୍ତା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଶୁକ୍ରବାର ସେ ସୁପ୍ରିମକୋର୍ଟରେ ଆବେଦନ କରିଥିବା ବେଳେ ଏହାର ଶୁଣାଣି ଆସନ୍ତା ୨୦ ତାରିଖରେ ହେବ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ, ପବନ କହିଥିଲେ ଘଟଣା ସମୟରେ…
ବିଶ୍ୱବିଦ୍ୟାଳୟରେ ପ୍ରଦାନ କରାଯାଉଥିବା ଶିକ୍ଷା ସମାଜରେ ହୋଇଥାଏ ପ୍ରତିଫଳିତ: ପ୍ରଧାନ ବିଚାରପତି
ନାଗପୁର,୧୮।୧: ବିଶ୍ୱବିଦ୍ୟାଳୟ ଇଟା ଏବଂ ସିମେଣ୍ଟରେ ନିର୍ମାଣ କରାଯାଇଥିବା ଏକ ଉତ୍ପାଦନ କେନ୍ଦ୍ର ନୁହେଁ। ଏଠାରେ ପ୍ରଦାନ କରାଯାଉଥିବା ଶିକ୍ଷା ହିଁ ପରବର୍ତ୍ତୀ ସମୟରେ ଶିକ୍ଷାର୍ଥୀଙ୍କ ଦ୍ୱାରା ସମାଜରେ ପ୍ରତିଫଳିତ ହୋଇଥାଏ। ନାଗପୁର ବିଶ୍ୱବିଦ୍ୟାଳୟର ଦୀକ୍ଷାନ୍ତ ସମାରୋହରେ ସୁପ୍ରିମ୍କୋର୍ଟ ପ୍ରଧାନ ବିଚାରପତି…
ପୃଥିବୀ ଉପରେ ମାଡ଼ି ଆସୁଛି ବିପଦ: ଆମେରିକା-କାରିବିଅନ ଅଞ୍ଚଳରେ ଶକ୍ତିଶାଳୀ ଭୂକମ୍ପ ଆଶଙ୍କା !
ଓ୍ବାଶିଂଟନ୍,୧୮।୧: ପୃଥିବୀ ଉପରେ ଭୟଙ୍କର ବିପଦ ମାଡ଼ି ଆସୁଛି। ଆଗାମୀ ଦିନରେ ଦକ୍ଷିଣ ଆମେରିକା, କେନ୍ଦ୍ରୀୟ ଆମେରିକା, କାରିବିଅନର ପ୍ୟୁର୍ଟୋ ରିକୋ ଅଞ୍ଚଳରେ ଶକ୍ତିଶାଳୀ ଭୂକମ୍ପ ହେବାର ଆଶଙ୍କା ରହିଛି। ଏନେଇ ସେସ୍ମିକ୍ ଓ୍ବେବ୍ସାଇଟ୍ ଦାତ୍ରିଆନୁମ୍ ପକ୍ଷରୁ ସୂଚନା ଦିଆଯାଇଛି। ହେବାକୁଥିବା…
ଜମ୍ମୁ-କଶ୍ମୀର ଗସ୍ତରେ ମୋଦିଙ୍କ ୩୬ ମନ୍ତ୍ରୀ: ସପ୍ତାହରେ ବୁଲିବେ ୬୦ ଅଞ୍ଚଳ
ଶ୍ରୀନଗର,୧୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩୬ ଜଣ ମନ୍ତ୍ରୀଙ୍କର ଶନିବାରଠାରୁ ଏକ ସପ୍ତାହ ବ୍ୟାପି ଜମ୍ମୁ-କଶ୍ମୀର ଗସ୍ତ ଆରମ୍ଭ ହୋଇଛି। ମନ୍ତ୍ରୀମାନେ ଜମ୍ମୁ-କଶ୍ମୀରରେ ମୋଦିଙ୍କ ବିକାଶ ମୂଳକ କାର୍ଯ୍ୟର ପ୍ରଚାର କରିବେ। ଏହି ସମୟ ମଧ୍ୟରେ ମନ୍ତ୍ରୀମାନେ ଜମ୍ମୁ-କଶ୍ମୀରର ୬୦ଟ ଅଞ୍ଚଳରେ…
ମୋଦି-ଶାହଙ୍କ ମଧ୍ୟରେ ଲାଗିଛି ବିବାଦ; ହନ୍ତସନ୍ତ ହେଉଛନ୍ତି ସାଧାରଣ ଲୋକେ: ଭୂପେଶ ବଘେଲା
ରାୟପୁର,୧୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ମଧ୍ୟରେ ବିବାଦ ଲାଗି ରହିଛି। ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ରାଷ୍ଟ୍ରୀୟ ନାଗରିକତ୍ୱ ପଞ୍ଜିକା(ଏନ୍ଆର୍ସି) ଏବଂ ରାଷ୍ଟ୍ରୀୟ ଜନସଂଖ୍ୟା ପଞ୍ଜିକା(ଏନ୍ପିଆର୍) ଲାଗୁ ନେଇ ଏହି ବିବାଦ ସୃଷ୍ଟି ହୋଇଥିବା…
ଇନ୍ଦିରା ଜୟସିଂ ମୋତେ ଉପଦେଶ ଦେବାକୁ କିଏ: ଆଶା ଦେବୀ
ନୂଆଦିଲ୍ଲୀ,୧୮।୧: ନିର୍ଭୟାଙ୍କ ମା’ ଆଶା ଦେବୀ ବରିଷ୍ଠ ଆଇନଜୀବି ଇନ୍ଦିରା ଜୟସିଂଙ୍କ ଉପଦେଶକୁ ନେଇ କଡ଼ା ପ୍ରତିକ୍ରିୟା ଦେଇଛନ୍ତି। ଆଶା ଦେବୀ କହିଛନ୍ତି ଇନ୍ଦିରା ମୋତେ ଉପଦେଶ ଦେବାକୁ କିଏ? ସାରା ଦେଶ ବଳାତ୍କାରୀଙ୍କୁ ଫାଶୀ ଖୁଣ୍ଟରେ ଝୁଲିବାକୁ ଚାହୁଁଥିବା ବେଳେ…
ଧରାପଡ଼ିଲା ପାକ୍ର ଆଣବିକ ଚୋରା କାରବାର
ଓ୍ବାଶିଂଟନ,୧୮ା୧ : ପାକିସ୍ତାନ ତା’ର ଆଣବିକ ଚୋରା କାରବାର ଏବଂ ବେଆଇନ ଭାବେ କ୍ଷେପଣାସ୍ତ୍ର ଜ୍ଞାନକୌଶଳ ହାସଲ କରିବା କାର୍ଯ୍ୟ ଜାରି ରଖିଥିବା ପୁଣିଥରେ ପଦାକୁ ଆସିଛି। ନିଜ ଦେଶରେ ବିଜ୍ଞାନ ଓ ପ୍ରଯୁକ୍ତିର କୌଣସି ଭିତ୍ତିଭୂମି ନ ଥିବା ସତ୍ତ୍ୱେ…
ରୋହିତ, ଧାଓ୍ବନ ଆହତ
ରାଜକୋଟ,୧୮।୧(ପି.ଟି.)- ଦୁଇ ଭାରତୀୟ ଓପନର ଶିଖର ଧାଓ୍ବନ ଓ ରୋହିତ ଶର୍ମା ଆହତ ହୋଇଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚ୍ ଖେଳିବା ଅବସରରେ ଏହି ଦୁଇ ଖେଳାଳି ଆହତ ହୋଇଛନ୍ତି। ବ୍ୟାଟିଂ କରିବା ବେଳେ ପ୍ୟାଟ କୁମିନ୍ସଙ୍କ ଏକ ବାଉନ୍ସର…
ଫେବୃୟାରୀ ୧ ସକାଳ ୬ଟାରେ ଫାଶୀ ଖୁଣ୍ଟରେ ଝୁଲିବେ ନିର୍ଭୟା ଦୋଷୀ
ନୂଆଦିଲ୍ଲୀ,୧୭।୧: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଫେବୃୟାରୀ ୧ ସକାଳ ୬ଟାରେ ଫାଶୀ ଦିଆଯିବ ବୋଲି ଶୁକ୍ରବାର ଦିଲ୍ଲୀର ପଟିଆଲା ହାଉସ କୋର୍ଟ ରାୟ ଦେଇଛନ୍ତି। ଏଥିପାଇଁ ନୂଆ ଡେଥ୍ ଓ୍ବାରେଣ୍ଟ ମଧ୍ୟ ଜାରି କରାଯାଇଛି। ଏହାକୁ ନେଇ ନିର୍ଭୟାଙ୍କ…

