Home Middle

୮ ହଜାର ଅର୍ଦ୍ଧସାମରିକ ଯବାନ ଯିବେ ଜମ୍ମୁ-କଶ୍ମୀର: ଦେଶର ବିଭିନ୍ନ ସ୍ଥାନରୁ ହେବେ ଏୟାରଲିଫ୍ଟ

ନୂଆଦିଲ୍ଲୀ,୫।୮: ଜମ୍ମୁ-କଶ୍ମୀର ନେଇ କେନ୍ଦ୍ର ସରକାରଙ୍କ ଐତିହାସିକ ଘୋଷଣା ପରେ ସମ୍ଭାବ୍ୟ ଉତ୍ତେଜନାକୁ ଦୃଷ୍ଟିରେ ରଖି ଏଠାକୁ ଅତିରିକ୍ତ ୮ ହଜାର ଅର୍ଦ୍ଧସାମରିକ ଯବାନଙ୍କୁ ପଠାଯିବାର ଯୋଜନା କରାଯାଇଛି। ଯବାନମାନଙ୍କୁ ଦେଶର ବିଭିନ୍ନ ଅଞ୍ଚଳରୁ ଏୟାର ଲିଫ୍ଟ କରାଯିବ ବୋଲି କୁହାଯାଉଛି।…

ଅଯୋଧ୍ୟା ବିବାଦର ଲାଇଭ୍‌ ଷ୍ଟ୍ରିମିଂ ଉପରେ ବିଚାର କରିବେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୫।୮: ଅଯୋଧ୍ୟା ବିବାଦର ଲାଇଭ୍‌ ଷ୍ଟ୍ରିମିଂ ଉପରେ ସୁପ୍ରିମ୍‌କୋର୍ଟ ବିଚାର କରିବେ ବୋଲି ସୋମବାର ସୂଚନା ଦେଇଛନ୍ତି। ସାମ୍ବିଧାନିକ ବ୍ୟବସ୍ଥାର ଅନୁଚ୍ଛେଦ ୧୯(୧)-ଏ ଅନ୍ତର୍ଗତ ଏହି ବିବାଦର ବିଚାର ସୁପ୍ରିମ୍‌କୋର୍ଟରେ କିଭଳି କରାଯାଉଛି ତାହା ଜାଣିବାର ଅଧିକାର ଲୋକଙ୍କର ରହିଛି ବୋଲି…

ଜମ୍ମୁ-କଶ୍ମୀରରୁ ଲଦାଖ ଅଲଗା: ଉଭୟ ହେଲେ କେନ୍ଦ୍ର ଶାସିତ ଅଞ୍ଚଳ

ନୂଆଦିଲ୍ଲୀ, ୫।୮: ଜମ୍ମୁ-କଶ୍ମୀରରୁ ଲଦାଖକୁ ଅଲଗା କରି ଦିଆଯାଇଛି। ଜମ୍ମୁ-କଶ୍ମୀର ଏବେ ରାଜ୍ୟର ମାନ୍ୟତା ହରାଇବା ସହିତ ଧାରା ୩୭୦ ଅନୁସାରେ ଏହାର ବିଶେଷ ରାଜ୍ୟ ମାନ୍ୟତା ମଧ୍ୟ ହଟାଇ ଦିଆଯାଇଛି। ଏଣିକି ଉଭୟ ହେଲେ କେନ୍ଦ୍ର ଶାସିତ ଅଞ୍ଚଳ ଭାବେ…

ମିଶନ କଶ୍ମୀର: ଧାରା ୩୭୦ ହଟାଇବା ତଥା ଜମ୍ମୁ-କଶ୍ମୀର ପୁନର୍ଗଠନ ପାଇଁ ସୂଚନା ଦେଲେ ଶାହ; ମିଳିଲା ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ନୂଆଦିଲ୍ଲୀ,୫।୮: ଜମ୍ମୁ-କଶ୍ମୀରକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ସରକାର ବଡ଼ ଘୋଷଣା କରିଛନ୍ତି। ଏହି ମର୍ମରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ରାଜ୍ୟ ସଭାରେ ସରକାରଙ୍କ ଯୋଜନା ସୋମବାର ଉପସ୍ଥାପନ କରିଛନ୍ତି। ଜମ୍ମୁ-କଶ୍ମୀରରେ ପ୍ରଚଳିତ ଧାରା ୩୭୦କୁ ହଟାଇବା ସହିତ ରାଜ୍ୟର ପୁନର୍ଗଠନ ସମ୍ପର୍କରେ…

ଜମ୍ମୁ-କଶ୍ମୀରରେ ସମ୍ଭାବ୍ୟ ହିଂସାକାଣ୍ଡର ମୁକାବିଲା ପାଇଁ ସତର୍କ ରହୁ ପୋଲିସ: ମୋଦି

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୋମବାର କ୍ୟାବିନେଟ୍‌ ବୈଠକ ଶେଷ ହୋଇଛି। ଏହାପରେ ମୋଦି ସୂଚନା ଦେଇଛନ୍ତି ଯେ, ଜମ୍ମୁ-କଶ୍ମୀରରେ ସମ୍ଭାବ୍ୟ ହିଂସାକାଣ୍ଡର ମୁକାବିଲା ପାଇଁ ପୋଲିସ ସତର୍କ ରହିବା ଆବଶ୍ୟକ। ଇତିମଧ୍ୟରେ ଜମ୍ମୁ-କଶ୍ମୀର ସୁରକ୍ଷାକର୍ମୀଙ୍କ ଛାଉଣୀରେ ପରିଣତ ହୋଇଛି।…

ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍‌ ବୈଠକ ଶେଷ

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍‌ ବୈଠକ ଶେଷ ହୋଇଛି। ପୂର୍ବାହ୍ନ ୯ଟା ୩୦ରେ ମୋଦିଙ୍କ ୭ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ହୋଇଥିବା ଏହି ବୈଠକରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ସମେତ ଅନ୍ୟ କ୍ୟାବିନେଟ୍‌ ସଦସ୍ୟ ଯୋଗଦେଇଥିଲେ। ବୈଠକରେ…

ଅଟୋ ସେକ୍ଟରରେ ଚାକିରି ହରାଇଲେ ୨ଲକ୍ଷ

ନୂଆଦିଲ୍ଲୀ,୫-୮: ଦେଶରେ ମାନ୍ଦାବସ୍ଥା ମାଡି ଆସୁଛି। ଏହାର ସବୁଠୁ ବେଶି ପ୍ରଭାବ ଅଟୋ ସେକ୍ଟର ଉପରେ ପଡିଛି। କାର୍‌, ବାଇକ ବିକ୍ରି ହ୍ରାସ ପାଇବା କାରଣରୁ ସାରା ଦେଶରେ ଅଟୋ ଡିଲର ନିଜର କର୍ମଚାରୀ ସଂଖ୍ୟା କମାଇବାରେ ଲାଗିପଡିଛନ୍ତି। ଉଦ୍ୟୋଗ ସଂଗଠନ…

ମହାରାଷ୍ଟ୍ରରେ ପ୍ରବଳ ବର୍ଷା: ୬ ମୃତ

ମୁମ୍ବାଇ,୫ା୮(ଆଇଏଏନ୍‌ଏସ୍‌): ମହାରାଷ୍ଟ୍ରରେ ଦୁଇଦିନ ହେଲା ପ୍ରବଳ ବର୍ଷା ଲାଗି ରହିଥିବାବେଳେ ମୁମ୍ବାଇ ଓ ସତାରାରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ବିଭିନ୍ନ ଅଞ୍ଚଳରେ ବନ୍ୟାପାଣି ଘେରରେ ରହିଯାଇଥିବା ୪୦୦ରୁ ଉର୍ଦ୍ଧ୍ୱ ଲୋକଙ୍କୁ ବାୟୁସେନା ହେଲିକପ୍ଟର ସହାୟତାରେ ଉଦ୍ଧାର କରାଯାଇଛି। ଉଦ୍ଧାର କାର୍ଯ୍ୟରେ…

ଚାଲିଛି ରାହୁଲଙ୍କ ଉତ୍ତରାଧିକାରୀ ଖୋଜା: ଚର୍ଚ୍ଚାରେ ପାଇଲଟ୍‌, ସିନ୍ଧିଆଙ୍କ ନାମ

ନୂଆଦିଲ୍ଲୀ, ୫ା୮(ପି.ଟି.): କଂଗ୍ରେସ କାର୍ଯ୍ୟକାରୀ କମିଟି(ସିଡବ୍ଲ୍ୟୁସି) ବୈଠକ ଅଗଷ୍ଟ ୧୦ରେ ବସିବାକୁ ଯାଉଛି। ଏହି ବୈଠକରେ ଦଳର ନେତା କିଏ ହେବ, ସେନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ସାଧାରଣ ନିର୍ବାଚନରେ ଦଳର ଶୋଚନୀୟ ପରାଜୟ ପରେ ଗତ ମେ…

୩୦ ଓଡ଼ିଆ ଶ୍ରମିକ ଉଦ୍ଧାର

ସୁରଟ,୫ା୮: ପ୍ରବଳ ବର୍ଷା ଯୋଗୁ ତିନିଦିନ ହେଲା ଗୁଜରାଟର ନଭସାରୀ ଅଞ୍ଚଳରେ ଫସି ରହିଥିବା ୩୦ ଓଡ଼ିଆ ଶ୍ରମିକଙ୍କ ସମେତ ୩୨ ଜଣଙ୍କୁ ସ୍ଥାନୀୟ ପ୍ରଶାସନ ରବିବାର ଉଦ୍ଧାର କରିଛି। ଏହି ଲୋକମାନେ ଜଳବନ୍ଦୀ ମେନ୍ଧର ଗ୍ରାମରେ ଅଟକି ରହିଥିବା ନଭସାରୀ…

ମେହବୁବା, ଓମାର ଗୃହବନ୍ଦୀ

ଶ୍ରୀନଗର,୫ା୮: ରାଷ୍ଟ୍ରପତି ଶାସନ ଜାରି ହୋଇଥିବା ଜମ୍ମୁ-କଶ୍ମୀରରେ କେନ୍ଦ୍ର ସରକାର ଓ ରାଜ୍ୟର ରାଜନୈତିକ ଦଳଗୁଡ଼ିକ ମୁହାଁମୁହିଁ ଅବସ୍ଥାରେ ପହଞ୍ଚତ୍ଛନ୍ତି। ଶ୍ରୀନଗରରେ ସର୍ବଦଳୀୟ ବୈଠକରେ ସମ୍ବିଧାନର ଅନୁଚ୍ଛେଦ ୩୭୦ ଏବଂ ୩୫ଏ ଉଚ୍ଛେଦ ଉଦ୍ୟମ ବିରୋଧରେ ଲଢ଼େଇ କରିବାକୁ ପ୍ରସ୍ତାବ ଗୃହୀତ…

ମେଟ୍‌ଲ ମିଟ୍‌-୨୦୧୯: ସିନିୟର ଗ୍ରୁପ୍‌ରେ ଆଇଜିଆଇଟି ସରାଙ୍ଗ ଚାମ୍ପିଅନ୍‌, ଜୁନିୟରରେ ପୁଣି ବାଜି ମାରିଲା ମଦର୍ସ ପବ୍ଲିକ ସ୍କୁଲ

ଭୁବନେଶ୍ୱର,୪।୮(ବ୍ୟୁରୋ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ମେଗା କୁଇଜ୍‌ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୧୯’ ଶେଷ ହୋଇଛି। ଏହାର ସିନିୟର ଗ୍ରୁପ୍‌ର ଆଇଜିଆଇଟି(ସରାଙ୍ଗ) ବାଜି ମାରିଥିବା ବେଳେ ଜୁନିୟର ବର୍ଗରେ ଗତ ବର୍ଷର ବିଜେତା ମଦର୍ସ ପବ୍ଲିକ୍‌ ସ୍କୁଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri