Home Middle

ମେଟଲ୍‌ ମିଟ୍‌ ସିନିୟର ଗ୍ରାଣ୍ଡ ଫିନାଲେ ଆରମ୍ଭ: ମଞ୍ଚରେ ଶ୍ରେଷ୍ଠ ୮ଟିମ୍‌

ଭୁବନେଶ୍ୱର,୪।୮(ବ୍ୟୁରୋ): ମେଟଲ୍‌ ମିଟ୍‌ ସିନିୟର ଚାମ୍ପିୟନ୍‌ ଟାଇଟଲ ପାଇଁ ଆରମ୍ଭ ହୋଇଛି ଜୋରଦାର ଲଢ଼େଇ। ମଞ୍ଚରେ ଶ୍ରେଷ୍ଠ ୮ ଟିମ୍‌ ଏନ୍‌ଆଇଟି ରାଉରକେଲା, ଆଇଆଇଟି ଭୁବନେଶ୍ୱର, ଏମ୍‌ସ ଭୁବନେଶ୍ୱର, କଲେଜ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ୍‌ ଟେକ୍ନୋଲୋଜି(ସିଇଟି), ଏକ୍ସଆଇଏମ୍‌ବି, ଏସ୍‌ସିବି ମେଡିକାଲ କଲେଜ,…

ମେଟଲ୍‌ ମିଟ୍‌ ଗ୍ରାଣ୍ଡ ଫିନାଲେ : ରାଉଣ୍ଡ ‘ଟିକ୍‌ଟାକ୍‌ଟୋ’ରେ ବାଜିମାରିଲା ୟୁନିଟ୍‌-୮ ଡିଏଭି

ଭୁବନେଶ୍ୱର,୪।୮(ବ୍ୟୁରୋ): ମେଟଲ୍‌ ମିଟ୍‌ ଜୁନିୟର ଗ୍ରୁପ୍‌ ଗ୍ରାଣ୍ଡ ଫିନାଲେ ଦ୍ୱିତୀୟ ରାଉଣ୍ଡ ତଥା ରାଉଣ୍ଡ୍‌ ‘ଟିକ୍‌ଟାକ୍‌ଟୋ’ରେ ବାଜି ମାରିଛି ୟୁନିଟ୍‌-୮ ଡିଏଭି ପବ୍ଲିକ୍‌ ସ୍କୁଲ୍‌। ସର୍ବାଧିକ ୭୩ ସ୍କୋର୍‌ କରି ଆଗରେ ରହିଛି ୟୁନିଟ୍‌-୮ ଡିଏଭି। ତେବେ ମଦର୍ସ ପବ୍ଲିକ୍‌ସ୍କୁଲ୍‌ସେହି ୭୦ରେ…

ମେଟଲ୍‌ ମିଟ୍‌ ଗ୍ରାଣ୍ଡ ଫିନାଲେ ଜୁନିୟର ଗ୍ରୁପ୍‌ ରାଉଣ୍ଡ-୧: ଆଗରେ ମଦର୍ସ ପବ୍ଲିକ ସ୍କୁଲ

ଭୁବନେଶ୍ୱର,୪।୮(ବ୍ୟୁରୋ): ମେଟଲ୍‌ ମିଟ୍‌-୨୦୧୯ ଜୁନିୟର ଗ୍ରୁପ୍‌ ଗ୍ରାଣ୍ଡ ଫିନାଲେର ରାଉଣ୍ଡ-୧ ଏହା ମଧ୍ୟରେ ଶେଷ ହୋଇଛି। ଏହି ‘ଇନ୍‌ଫିନାଇଟ୍‌’ ରାଉଣ୍ଡରେ ୧୬ଟି ପ୍ରଶ୍ନ ରହିଥିବା ବେଳେ ଏଥିରେ ସର୍ବାଧିକ ୭୦ ସ୍କୋର୍‌ କରି ଆଗରେ ରହିଛି ଭୁବନେଶ୍ୱରର ମଦର୍ସ ପବ୍ଲିକ୍‌ ସ୍କୁଲ।…

ମେଟଲ୍‌ ମିଟ୍‌-୨୦୧୯: ଗ୍ରାଣ୍ଡ ଫିନାଲେ ଆରମ୍ଭ

ଭୁବନେଶ୍ୱର,୪।୮(ବ୍ୟୁରୋ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ମେଗା କୁଇଜ୍‌ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୧୯’ର ଗ୍ରାଣ୍ଡ ଫିନାଲେ ହୋଟେଲ ସ୍ବସ୍ତି ପ୍ରିମିୟମ୍‌ଠାରେ ରବିବାର ଆରମ୍ଭ ହୋଇଛି। ପ୍ରଥମେ ଜୁନିୟର ବିଭାଗର ଟପ୍‌-୮ଟି ଟିମ୍‌ ଫିନାଲେ ପ୍ରତିଯୋଗିତାରେ ଅବତୀର୍ଣ୍ଣ ହୋଇଛନ୍ତି।…

କ୍ୱାରସମ୍‌ର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ/ବାଲେଶ୍ୱର,୪।୮: ଓଡ଼ିଶା ବାଲେଶ୍ୱରର ଚାନ୍ଦିପୁରସ୍ଥିତ କ୍ଷେପଣାସ୍ତ୍ର ଘାଟିରୁ କ୍ୱାରସମ୍‌ (କୁଇକ୍‌ ରିଆକସନ୍‌ ସର୍ଫେସ୍‌-ଟୁ-ଏୟାର ମିଜାଇଲ୍‌)ର ସଫଳ ପରୀକ୍ଷଣ ହୋଇଛି। ରବିବାର ପୂର୍ବାହ୍ନ ୧୧ଟା ୫ରେ ଏହି ପରୀକ୍ଷଣ କରାଯାଇଛି। ଏହୀ କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ୩୦ କିଲୋମିଟର। ଏହା ଭୂପୃଷ୍ଠରୁ ଆକାଶକୁ…

ଆତଙ୍କବାଦୀଙ୍କ ମୃତଦେହ ନେଇ ଯିବାକୁ ପାକିସ୍ତାନକୁ ଭାରତ ଦେଲା ପ୍ରସ୍ତାବ

ଶ୍ରୀନଗର,୪।୮: ଜମ୍ମୁ-କଶ୍ମୀର କେରନ୍‌ ସେକ୍ଟରରେ ଭାରତୀୟ ସେନାଙ୍କ ଗୁଳିରେ ବ୍ୟାଟ୍‌ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସେମାନଙ୍କର ମୃତଦେହ ନେଇଯିବାକୁ ଭାରତ ପାକିସ୍ତାନକୁ ପ୍ରସ୍ତାବ ଦେଇଛି। ଏଥିପାଇଁ ପାକିସ୍ତାନ ସୈନ୍ୟ ଧଳା ପତାକା ଧରି ଆସିବାକୁ ଭାରତୀୟ ସେନା କହିଛି। ତେବେ ପାକିସ୍ତାନ…

କର୍ମୀଙ୍କ ଅବଦାନକୁ ଭୁଲନାହିଁ

ନୂଆଦିଲ୍ଲୀ,୪ା୮(ପି.ଟି.): କର୍ମୀମାନେ ମାଆ ଭଳି ଦଳକୁ ବଢ଼ାଇଛନ୍ତି। ସେମାନଙ୍କ ଅବଦାନକୁ ଭୁଲନାହିଁ। ସେମାନେ କଦାପି ଅନାଦର ଅନୁଭବ କରିବା ଉଚିତ ନୁହେଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପା ଏମ୍‌ପିମାନଙ୍କ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅବସରରେ ପରାମର୍ଶ ଦେଇଛନ୍ତି। କୌଣସି ପରିବାରର…

୨୪ ଘଣ୍ଟାରେ ୧୦ ସଫା

ମାଲକାନଗିରି, ୪।୮ (ଡି.ଏନ୍‌.ଏ.): ଛତିଶଗଡ଼ର ରାଜନନ୍ଦଗାଁଓ ଜିଲା ଅନ୍ତର୍ଗତ ସୀତାଗୋତା ଜଙ୍ଗଲରେ ଶନିବାର ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୭ ମାଓବାଦୀ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ଯବାନମାନେ ୭ ମାଓବାଦୀଙ୍କ ମୃତଦେହ ସହ ଏକେ. ୪୭…

‘ମେଟଲ୍‌ ମିଟ୍‌-୨୦୧୯’; ଘୋଷଣା ହେଲା ସିନିୟର ଟପ୍‌-୮, ଏଥର ୩ ନୂଆ ଟିମ୍‌କୁ ମିଳିଲା ଫିନାଲେ ଟିକେଟ୍‌

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟସ୍ତରୀୟ କୁଇଜିଂ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୧୯’ର ସିନିୟର ବିଭାଗର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଏହି ବିଭାଗରେ ଶ୍ରେଷ୍ଠ ୮ ଟିମ୍‌ ଫିନାଲେ ଟିକେଟ୍‌ ପାଇଛନ୍ତି । ପ୍ରିଲିମ୍ସରେ ନିଜର ଶ୍ରେଷ୍ଠ ପ୍ରଦର୍ଶନ କରି ଗ୍ରାଣ୍ଡ୍‌ ଫିନାଲେରେ ପ୍ରବେଶକରିଛନ୍ତି…

ରାଜ୍ୟରେ ଆଉ ନିର୍ମାଣ ହେବ ୪ ପ୍ଲାନେଟାରିୟମ,ଖର୍ଚ୍ଚ ହେବ ୩୦ କୋଟି

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟର ୩୦ଟି ଜିଲାରେ ବିଜ୍ଞାନ ପାର୍କ ନିର୍ମାଣ ହେବ। ପ୍ରଥମ ପର୍ଯ୍ୟାୟରେ ୧୦ଟି ଜିଲାରେ ଏହି ପାର୍କ ନିର୍ମାଣ କରାଯିବ। ଏଥିସହ ୪ଟି ସ୍ଥାନରେ ନୂତନ ପ୍ଲାନେଟାରିୟମ ନିର୍ମାଣ କରାଯିବ। ସେଗୁଡ଼ିକ ହେଲେ ବାରିପଦା, କେନ୍ଦୁଝର, ରାୟଗଡ଼ା ଓ ଗୋପାଳପୁର।…

ଜୀବନ ଭୟରେ ନିୟନ୍ତ୍ରଣ ରେଖା ଲଞ୍ଚ୍‌ପ୍ୟାଡ୍‌କୁ ଫେରିଲେ ୨୫୦ ଆତଙ୍କବାଦୀ: ଉପଗ୍ରହ ଚିତ୍ରରୁ ମିଳିଲା ସୂଚନା

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ଥିବା ପାକିସ୍ତାନ ଲଞ୍ଚ୍‌ପ୍ୟାଡ୍‌କୁ ୨୫୦ ଆତଙ୍କବାଦୀ ଫେରିଛନ୍ତି। ଏହା ଉପଗ୍ରହରୁ ମିଳିଥିବା ଚିତ୍ରରୁ ଜଣାପଡ଼ିଥିବା କୁହାଯାଉଛି। ଜମ୍ମୁ-କଶ୍ମୀରରେ ଅତିରିକ୍ତ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯିବାରୁ ଆତଙ୍କବାଦୀଙ୍କମାନେ ଜୀବନ ଭୟରେ ପାକିସ୍ତାନ ଅଧିକୃତ କଶ୍ମୀରଠାରେ ଥିବା ଲଞ୍ଚ୍‌ପ୍ୟାଡ୍‌କୁ ଫେରିଯାଇଛନ୍ତି।…

‘ମେଟଲ୍‌ ମିଟ୍‌-୨୦୧୯’; ଗ୍ରାଣ୍ଡ ଫିନାଲେକୁ ଗଲେ ଜୁନିୟର ଟପ୍‌ ୮ ଟିମ୍‌: ଭୁବନେଶ୍ୱରର ସର୍ବାଧିକ ୬ ସ୍କୁଲ

ଭୁବନେଶ୍ୱର,୩।୮(ବ୍ୟୁରୋ): ଶେଷ ହୋଇଛି ‘ମେଟଲ୍‌ ମିଟ୍‌-୨୦୧୯’ର ପ୍ରିଲିମ୍ସ ରାଉଣ୍ଡ। ଗ୍ରାଣ୍ଡ ଫିନାଲେ ପାଇଁ ଚୁଡ଼ାନ୍ତ ହୋଇଛି ‘ଟପ୍‌-୮’ଟିମ୍‌। ଫାଇନାଲକୁ ଯାଇଥିବା ଜୁନିୟର ଟିମ୍‌ଗୁଡ଼ିକମଧ୍ୟରେ ଭୁବନେଶ୍ୱରର ସର୍ବାଧିକ ୬ଟି ଟିମ୍‌ ରହିଛି। ଏଥିସହ ରାଉରକେଲା ଓ କଟକର ଗୋଟିଏ ଗୋଟିଏ ଟିମ୍‌ ଫାଇନାଲ୍‌ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri