Home Middle

ମେଟଲ୍‌ ମିଟ୍‌-୨୦୧୯; ସରିଲା ଜୁନିୟର୍‌ ଗ୍ରୁପ୍‌ ପ୍ରିଲିମ୍ସ, ସିନିୟର ପ୍ରିଲିମ୍ସ ପାଇଁ ରେଜିଷ୍ଟ୍ରେଶନ ଆରମ୍ଭ

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟସ୍ତରୀୟ କୁଇଜିଂ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୧୯’ର ଜୁନିୟର ଗ୍ରୁପ୍‌ର ପ୍ରିଲିମ୍‌ ରାଉଣ୍ଡ ଶନିବାର ଶେଷ ହୋଇଛି। କୁଇଜ ମାଷ୍ଟର ଅଜୟ ପୁନିଆଙ୍କ ଦମ୍‌ଦାର ପ୍ରଶ୍ନର ଉତ୍ତରକୁ ପିଲାମାନେ ଉତ୍ତର ଖାତାରେ ଲେଖିଥିବା ବେଳେ ଏବେ ରେଜଲ୍ଟକୁ ସମସ୍ତେ ଅପେକ୍ଷା କରି…

ମେଟଲ୍‌ ମିଟ୍‌-୨୦୧୯; ଏଠାରେ କେହି ଲୁଜର୍‌ ନୁହନ୍ତି, ସମସ୍ତେ ଓ୍ବିନର୍‌: ତଥାଗତ ସତପଥୀ

ଭୁବନେଶ୍ୱର,୩।୮(ବ୍ୟୁରୋ): ଓଡ଼ିଶାରେ କୁଇଜିଂ କଲଚର୍‌କୁ ପ୍ରୋତ୍ସାହିତ କରିବା ‘ମେଟଲ୍‌ ମିଟ୍‌’ର ମୁଖ୍ୟ ଉଦ୍ଦେଶ୍ୟ। ଓଡ଼ିଶାରେ ନାଚ, ଗୀତ, ମଡେଲିଂ ଭଳି ବହୁ ଗ୍ଲାମର ଇଭେଣ୍ଟ ହେଉଥିବା ବେଳେ କୁଇଜିଂ ପାଇଁ କିନ୍ତୁ ଭଲ ପ୍ଲାଟ୍‌ଫର୍ମ ନ ଥିଲା। ଆମେ ସେହି ଖାଲିସ୍ଥାନକୁ…

୩ ଗୁପ୍ତଚର ଧରାପଡ଼ିଲେ: ପାକିସ୍ତାନକୁ ଦେଉଥିଲେ ଗୁରୁତ୍ୱପୂର୍ଣ୍ଣ ସୂଚନା

ହିସାର,୩।୮: ହରିୟାଣାର ହିସାରରୁ ୩ ଗୁପ୍ତଚର ଧରାପଡ଼ିଛନ୍ତି। ସେମାନେ ପାକିସ୍ତାନକୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଯୋଗାଉଥିବା ଅଭିଯୋଗ ହୋଇଛି। ସେନାର ସୂଚନା ଆଧାରରେ ରାଗିବ୍‌, ମେହତାବ୍‌ ଏବଂ ଖାଲିଦଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ମୋବାଇଲ୍‌ ଫୋନ୍‌ ଓ କିଛି ଗୁରୁତ୍ୱପୂର୍ଣ୍ଣ ଫଟୋଗ୍ରାଫ୍‌ ମଧ୍ୟ…

ଅପରେଶନ୍‌ ଅଲ୍‌ଆଉଟ୍‌: ବାରପୋରାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀର ସୋପୋରରେ ଅପରେଶନ୍‌ ଅଲ୍‌ଆଉଟ୍‌ ଅନ୍ତର୍ଗତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଆତଙ୍କବାଦୀଙ୍କ ଗୁଳିରେ ଜଣେ ଯବାନ ଆହତ ହୋଇଥିବା କୁହାଯାଉଛି। ସ୍ଥାନୀୟ ବାରପୋରାର ମାଲମାପାନ୍‌ପୋରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ…

ମେଗା କୁଇଜ୍‌ ଇଭେଣ୍ଟ୍‌ ‘ମେଟଲ୍‌ମିଟ୍‌-୨୦୧୯’ ଆରମ୍ଭ

ଭୁବନେଶ୍ୱର,୩।୮(ବ୍ୟୁରୋ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶାପୋଷ୍ଟ’ ପକ୍ଷରୁ ଆୟୋଜିତ ମେଗା କୁଇଜ୍‌ ପ୍ରତିଯୋଗିତା ‘ମେଟଲ୍‌ମିଟ୍‌ ୨୦୧୯’ ଭୁବନେଶ୍ୱରର ହୋଟେଲ୍‌ ସ୍ବସ୍ତି ପ୍ରିମିୟମ୍‌ଠାରେ ଆରମ୍ଭ ହୋଇଛି। ଓଡ଼ିଶାର ପ୍ରମୁଖ ସ୍କୁଲ୍‌, କଲେଜ ଓ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ର ଏହି ପ୍ରତିଯୋଗିତା ପାଇଁ ଏଠାରେ ଆସି…

କଶ୍ମୀରରେ ପଶିଛନ୍ତି ପାକିସ୍ତାନୀ ଆତଙ୍କବାଦୀ: ଟାର୍ଗେଟରେ ଅମରନାଥ ଯାତ୍ରୀ

ଶ୍ରୀନଗର,୩ା୮(ପି.ଟି./ ଆଇଏଏନ୍‌ଏସ୍‌): ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ)ରୁ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌) ସମେତ ଆଉ କେତେକ ସଙ୍ଗଠନର ଆତଙ୍କବାଦୀମାନେ ଉପତ୍ୟକାରେ ଅନୁପ୍ରବେଶ କରିଛନ୍ତି। ଜୁଲାଇ ଶେଷ ସପ୍ତାହରେ ୫ ସଶସ୍ତ୍ର ଆତଙ୍କବାଦୀ ନିୟନ୍ତ୍ରଣରେଖା (ଏଲ୍‌ଓସି) ଅତିକ୍ରମ କରି ଜମ୍ମୁ-କଶ୍ମୀରରେ ବୁଲୁଛନ୍ତି। ପାକିସ୍ତାନରେ ଉଚ୍ଚ…

୪ରୁ ୭ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩।୮(ବ୍ୟୁରୋ): ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ବିଶେଷକରି ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା…

ଅଗଷ୍ଟ ୧୫ ପୂର୍ବରୁ ହୋଇପାରେ ବଡ଼ ନିଷ୍ପତ୍ତି : ଆଶଙ୍କାରେ କଶ୍ମୀରବାସୀ

ଶ୍ରୀନଗର,୩ା୮(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରକୁ ସପ୍ତାହକ ମଧ୍ୟରେ ଅତିରିକ୍ତ ୩୮,୦୦୦ ଯବାନଙ୍କୁ ପଠାଯିବା ପରେ ଉପତ୍ୟକାବାସୀ ଆଶଙ୍କାରେ ରହିଛନ୍ତି। କେନ୍ଦ୍ର ସରକାର ଗତ ୨୭ ତାରିଖରେ ୧୦ ହଜାର ଓ ଗୁରୁବାର ୨୮ ହଜାର କେନ୍ଦ୍ରୀୟ ଯବାନଙ୍କୁ କଶ୍ମୀରକୁ ପଠାଇଛନ୍ତି। ଆଭ୍ୟନ୍ତରୀଣ ନିରାପତ୍ତା ଆବଶ୍ୟକତା…

କୁନ୍ଦୁଲି ଗଣବଳାତ୍କାର, ଆତ୍ମହତ୍ୟା ମାମଲା: ୪ ସପ୍ତାହରେ ତଦନ୍ତ ଶେଷ କର

କଟକ ଅଫିସ, ୩ା୮: ବହୁଚର୍ଚ୍ଚିତ କୁନ୍ଦୁଲି ଗଣବଳାତ୍କାର ଓ ଆତ୍ମହତ୍ୟା ମାମଲାର ତଦନ୍ତ ୪ ସପ୍ତାହ ମଧ୍ୟରେ ଶେଷ କରିବାକୁ ଶୁକ୍ରବାର ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ତଦନ୍ତରେ ସନ୍ତୁଷ୍ଟ ନ ହେଲେ ସ୍ପେଶାଲ ଇନଭେଷ୍ଟିଗେଶନ ଟିମ୍‌ (ଏସ୍‌ଆଇଟି)…

ସିସିଡିର ନେତୃତ୍ୱ ନେବେ ସିଦ୍ଧାର୍ଥଙ୍କ ସ୍ତ୍ରୀ

ନୂଆଦିଲ୍ଲୀ,୩-୮: କ୍ୟାଫେ କଫି ଡେ(ସିସିଡି)ର ମାଲିକ ଭି.ଜି.ସିଦ୍ଧାର୍ଥଙ୍କ ଆକଷ୍ମିକ ମୃତ୍ୟୁ ପରେ ଏହାର ନେତୃତ୍ୱ କିଏ ନେବ ବୋଲି ସାଧାରଣରେ ପ୍ରଶ୍ନ ଆସିଛି। ତେବେ ମିଡିଆ ରିପୋର୍ଟ ଅନୁଯାୟୀ ସିଦ୍ଧାର୍ଥଙ୍କ ସ୍ତ୍ରୀ ମାଳବିକା କମ୍ପାନୀକୁ ଚଳାଇବେ। ସେ ପୂର୍ବରୁ କମ୍ପାନୀ ବୋର୍ଡରେ…

ଆଶେସ: ରୋରିଙ୍କ ଶତକ

ବର୍ମିଂହାମ,୩।୮(ପି.ଟି.)- ସ୍ଥାନୀୟ ଏଜ୍‌ବାଷ୍ଟନ ଗ୍ରାଉଣ୍ଡରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଆଶେସ୍‌ ଟେଷ୍ଟରେ ଘରୋଇ ଇଂଲଣ୍ଡ ପ୍ରାରମ୍ଭିକ ଝଟ୍‌କା ଖାଇବା ସତ୍ତ୍ୱେ ଭଲ ପ୍ରଦର୍ଶନ କରିଛି। ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମେ ଇନିଂସରେ ଅଭିଜ୍ଞ ଷ୍ଟିଭ୍‌ ସ୍ମିଥ୍‌ଙ୍କ ୧୪୪ ରନର ଶତକୀୟ…

ଲଘୁଚାପ ଓ ପ୍ରବଳ ବର୍ଷା ସମ୍ଭାବନା: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବା ମନା

ଭୁବନେଶ୍ୱର, ୨।୮(ବ୍ୟୁରୋ): ଉତ୍ତରପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ବିଶେଷକରି ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri