Home Middle

ଅଗଷ୍ଟ ୬ରୁ ଆରମ୍ଭ ହେବ ଅଯୋଧ୍ୟା ମାମଲାର ଶୁଣାଣି

ନୂଆଦିଲ୍ଲୀ,୨।୮: ବହୁ ଚର୍ଚ୍ଚିତ ରାମ ଜନ୍ମଭୂମି-ବାବ୍ରୀ ମସଜିଦ ଜମି ବିବାଦ ମାମଲାର ଶୁଣାଣି ଆସନ୍ତା ୬ ତାରିଖ ଅର୍ଥାତ୍‌ ମଙ୍ଗଳବାରଠାରୁ ଆରମ୍ଭ ହେବ ବୋଲି ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇ ଶୁକ୍ରବାର କହିଛନ୍ତି। ଏହି ମାମଲାର ଶୁଣାଣି ପ୍ରତିଦିନ କରାଯିବ।…

ଦିଲ୍ଲୀ ନୁହେଁ, ଲକ୍ଷ୍ନୌରେ ହେବ ଉନ୍ନାଓ ପୀଡ଼ିତାଙ୍କ ଚିକିତ୍ସା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨।୮: ଉତ୍ତରପ୍ରଦେଶର ବହୁ୍‌ଚର୍ଚ୍ଚିତ ଉନ୍ନାଓ ପୀଡିତା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟ ପୁଣି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ପୀଡିତାଙ୍କ ଚିକିତ୍ସା ଦିଲ୍ଲୀ ନୁହେଁ, ଲକ୍ଷ୍ନୌରେ କରାଯିବ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପୀଡିତାଙ୍କ ପରିବାର ଲକ୍ଷ୍ନୌରେ ଚିକିତ୍ସା ଚାହୁଁଛନ୍ତି ବୋଲି…

ଶ୍ରୀମନ୍ଦିରରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ : ଗୋଇନ୍ଦା ରିପୋର୍ଟ ପରେ ସୁରକ୍ଷା କଡ଼ାକଡ଼ି

ପୁରୀ ଅଫିସ, ୨।୮ : ଶ୍ରୀମନ୍ଦିର ଅସୁରକ୍ଷିତ। ଆତଙ୍କବାଦୀମାନେ ଶ୍ରୀମନ୍ଦିର ଉପରେ ଆକ୍ରମଣ କରିପାରନ୍ତି। ରାଜ୍ୟ ଗୋଇନ୍ଦା ବିଭାଗ ପକ୍ଷରୁ ଏମିତି ଏକ ରିପୋର୍ଟ ଗୁରୁବାର ପୁରୀ ଜିଲା ପ୍ରଶାସନ ନିକଟକୁ ଆସିଛି। ରିପୋର୍ଟ ପାଇବା ପରେ ପ୍ରଶାସନ ଓ ପୁରୀ…

୨୦୧୭ରୁ କେବିକେ ଯୋଜନା ବନ୍ଦ କରିଛି କେନ୍ଦ୍ର: ଏହି ଯୋଜନାରେ ରାଜ୍ୟ ସରକାର ପାଇଛନ୍ତି ୩୩୪୩. ୯୫ କୋଟି

ଭୁବନେଶ୍ୱର,୧।୮(ବ୍ୟୁରୋ): ଅବିଭକ୍ତ କୋରାପୁଟ, କଳାହାଣ୍ଡି, ବଲାଙ୍ଗୀର ଜିଲା ପାଇଁ କେନ୍ଦ୍ର ସରକାର ୧୯୯୮ରେ କେବିକେ ଯୋଜନା ଆରମ୍ଭ କରିଥିଲେ। ୨୦୧୭ରୁ ଏହି ଯୋଜନା ବନ୍ଦ ହୋଇଯାଇଛି। ରାଜ୍ୟ ସରକାର ନିଜସ୍ବ ପାଣ୍ଠିରୁ କେବିକେର ୮ଟି ଜିଲାରେ ବିଜୁ କେବିକେ ଯୋଜନା କାର୍ଯ୍ୟକାରୀ…

ମୃତ୍ୟୁଞ୍ଜୟ ମହାପାତ୍ର ହେଲେ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ:୨୦୨୨ ଅଗଷ୍ଟ ୧୫ ସୁଦ୍ଧା ଦେଶର ସମସ୍ତ ଅଞ୍ଚଳ ହେବ ରାଡାର ପରିସରଭୁକ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ ଭାବେ ଡ. ମୃତ୍ୟୁଞ୍ଜୟ ମହାପାତ୍ର ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଆସନ୍ତା ୫ ବର୍ଷ ପାଇଁ ସେ ଏହି ପଦବୀରେ କାର୍ଯ୍ୟ କରିବେ। ଦାୟିତ୍ୱଗ୍ରହଣ କରି ସେ କହିଛନ୍ତି ଯେ, ୨୦୨୨ ଅଗଷ୍ଟ…

ଆଗକୁ ସ୍ବାଧୀନତା ଦିବସ: ନିୟନ୍ତ୍ରଣ ରେଖାରେ ୧୧୦ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗ ଅପେକ୍ଷାରେ

ଶ୍ରୀନଗର, ୧।୮: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ଥିବା ପାକିସ୍ତାନ ଲଞ୍ଚ୍‌ପ୍ୟାଡ୍‌ରେ ୧୧୦ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗକୁ ଅପେକ୍ଷା କରିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜାରି ରହିଥିବା ଅପରେଶନ୍‌ ଅଲଆଉଟ୍‌…

ବେଧଡ଼କ ଦେହବେପାର: ଚେର ଲମ୍ବିଛି ବାଂଲାଦେଶରୁ ଦିଲ୍ଲୀ

ନୂଆଦିଲ୍ଲୀ,୧।୮: ଦେଶର କେତେକ ଅଞ୍ଚଳରେ ବେଧଡ଼କ ଦେହ ବେପାର ଜାରି ରହିଛି। ଏଥିରେ ଏକ ବଡ଼ ର଼୍ୟାକେଟ୍‌ କାମ କରୁଥିବା ପୋଲିସ କହିଛି। ବାଂଲାଦେଶରୁ ଏହାର ଚେର ଦିଲ୍ଲୀ ପର୍ଯ୍ୟନ୍ତ ଲମ୍ବିଛି। ବାଂଲାଦେଶରୁ ତରୁଣୀମାନଙ୍କୁ ଅଣାଯାଇ ବିହାର, ଗୁଡଗାଓ୍ବଁ ତଥା ଦିଲ୍ଲୀର…

ଆଜିଠୁ ପାନ, ଗୁଟ୍‌ଖା ଖାଇ ଶ୍ରୀମନ୍ଦିରକୁ ପ୍ରବେଶ ମନା: ଧରାପଡିଲେ ୫୦୦ ଟଙ୍କା ଜରିମାନା

ପୁରୀ ଅଫିସ୍‌, ୧।୮:ଏଣିକି ପାନ ଖାଇ କେହି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କେହି ବି ଧରାପଡ଼ିଲେ ସେମାନଙ୍କଠାରୁ ଜରିମାନା ଆଦାୟ ହେବ। ଅଗଷ୍ଟ ୧ ଅର୍ଥାତ୍‌ ଆଜିଠୁ ଏହି କଟକଣା କଡ଼ାକଡ଼ିି ଭାବେ ଲାଗୁ…

ତିନି ତଲାକ୍‌ ବିଲ୍‌କୁ ମଞ୍ଜୁରୀ ଦେଲେ ରାଷ୍ଟ୍ରପତି: ୨୦୧୮ ସେପ୍ଟେମ୍ବର ୧୯ରୁ ଲାଗୁ

ନୂଆଦିଲ୍ଲୀ,୧।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ତିନି ତଲାକ୍‌ ବିଲ୍‌କୁ ମଞ୍ଜୁରୀ ଦେଇଛନ୍ତି। ଫଳରେ ଏବେ ଏହା ଆଇନରେ ପରିଣତ ହୋଇଛି। ଏହା ୨୦୧୮ ସେପ୍ଟେମ୍ବର ୧୯ରୁ ଲାଗୁ ହେବ। ମଙ୍ଗଳବାର ତିନି ତଲାକ୍‌ ବିଲ୍‌ ରାଜ୍ୟ ସଭାରେ ପାସ୍‌ ହେବା…

ଚିଟ୍‌ଫଣ୍ଡ ବିଲ୍‌କୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧ା୮: ଚିଟ୍‌ଫଣ୍ଡ (ସଂଶୋଧନ) ବିଲ୍‌, ୨୦୧୯ ପାର୍ଲାମେଣ୍ଟରେ ଆଗତ କରିବା ଲାଗି କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଏହି ବିଲ୍‌ ପାସ୍‌ ହେଲେ ଉକ୍ତ ସେକ୍ଟର ସରଳୀକୃତ ହେବା ସହ ପଞ୍ଜୀକୃତ ଚିଟ୍‌ଫଣ୍ଡ ଶିଳ୍ପ ଉପରେ ଥିବା ନିୟାମକ…

ମୋଟରଯାନ ବିଲ୍‌ ରାଜ୍ୟ ସଭାରେ ଗୃହୀତ: ତ୍ରୁଟି ସଂଶୋଧନ ପାଇଁ ଲୋକ ସଭାକୁ ପୁଣି ଯିବ: ଡ୍ରାଇଭିଂ ଲାଇସେନ୍ସ ପାଇଁ ଆଧାର ଜରୁରୀ

ନୂଆଦିଲ୍ଲୀ,୧ା୮(ପି.ଟି.): ସଡ଼କ ନିରାପତ୍ତା ବୃଦ୍ଧି ଲାଗି ଅଣାଯାଇଥିବା ମୋଟରଯାନ (ସଂଶୋଧନ) ବିଲ୍‌ ବୁଧବାର ରାଜ୍ୟ ସଭାରେ ଗୃହୀତ ହୋଇଛି। ଡ୍ରାଇଭିଂ ଲାଇସେନ୍ସ ପାଇଁ ଏଥିରେ ଆଧାରକୁ ବାଧ୍ୟତାମୂଳକ କରାଯାଇଛି। ଏଥିସହିତ ଟ୍ରାଫିକ୍‌ ନିୟମର ଉଲ୍ଲଂଘନ ପାଇଁ ଦଣ୍ଡବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଦୁର୍ଘଟଣାରେ…

ସିସିଡି ପ୍ରତିଷ୍ଠାତାଙ୍କ ଓଡ଼ିଶା ଲିଙ୍କ୍‌: ଏମ୍‌ସିଏଲ୍‌ର ୨ ଖଣିରେ କାମ କରୁଛି ଲଜିଷ୍ଟିକ୍‌ କମ୍ପାନୀ

ଭୁବନେଶ୍ୱର,୧ା୮ (ବ୍ୟୁରୋ): ଋଣ ଚାପରେ ଆତ୍ମହତ୍ୟା କରିଥିବା କ୍ୟାଫେ କଫି ଡେ (ସିସିଡି) ମାଲିକ ଭି.ଜି.ସିଦ୍ଧାର୍ଥଙ୍କ ଓଡିଶା ଲିଙ୍କ୍‌ ରହିଛି। ତାଙ୍କର ସିକାଲ ଲଜିଷ୍ଟିକ କମ୍ପାନୀ ରାଜ୍ୟର ମହାନଦୀ କୋଲ୍‌ ଫିଲ୍ଡସ ଲିମିଟେଡ(ଏମ୍‌ସିଏଲ୍‌)ର ୨ ଖଣିରେ ଏବେ କାର୍ଯ୍ୟ କରୁଛି। ତାଳଚେରର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri