Home Middle

ପାଶ୍ଚାତ୍ୟ-ମଧ୍ୟପ୍ରାଚ୍ୟ ସଙ୍କଟ: ଭାରତ ଶାନ୍ତି ପ୍ରସ୍ତାବ ଦେଲେ ସ୍ବାଗତ କରିବ ଇରାନ

ନୂଆଦିଲ୍ଲୀ,୮।୧: ପାଶ୍ଚାତ୍ୟ ମଧ୍ୟପ୍ରାଚ୍ୟ ମଧ୍ୟରେ ସଙ୍କଟ ବଢ଼ିଚାଲିଛି। ଆମେରିକା ବାଗଦାଦ୍‌ ଉପରେ କରିଥିବା ଆକ୍ରମଣର ଜବାବ୍‌ ଇରାନ୍‌ ବୁଧବାର ଦେଇଛି। ଇରାନ୍‌ର କ୍ଷେପଣାସ୍ତ୍ର ମାଡ଼ରେ ପଶ୍ଚିମ ଇରାକର ଅଲ୍‌ ଅସଦ ଏବଂ ଉତ୍ତର ଇରାକର ଇରବିଲ୍‌ ଏୟାର ବେସ୍‌ଠାରେ ୮୦ ଜଣ…

ମୋଦି-ଶାହଙ୍କ ନୀତି ଯୋଗୁ ବଢୁଛି ବେକାରଙ୍କ ସଂଖ୍ୟା: ରାହୁଲ

ନୂଆଦିଲ୍ଲୀ,୮।୧: ବୁଧବାର ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଜନବିରୋଧ ଏବଂ ଆର୍ଥିକ ନୀତି ବିରୋଧରେ ୧୩ ଦଫା ଦାବି ନେଇ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ସମର୍ଥନ କରିଛନ୍ତି। ବନ୍ଦରେ…

ଭାରତ ବନ୍ଦର ପ୍ରଭାବ ପଶ୍ଚିମବଙ୍ଗରେ ଅଧିକ: ରେଳ ରୋକୋ କଲେ ପ୍ରଦର୍ଶନକାରୀ; ବ୍ୟାଙ୍କ ସେବା ଠପ୍‌; ୨୫ କୋଟି ଲୋକ ସାମିଲ୍‌

ନୂଆଦିଲ୍ଲୀ,୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ବିଭିନ୍ନ ଆର୍ଥିକ ତଥା ଜନବିରୋଧୀ ନୀତି ବିରୋଧ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି। ବନ୍ଦରେ ୨୫ କୋଟି ଲୋକ ସାମିଲ୍‌ ହୋଇଥିବା କୁହାଯାଉଛି। ଏହାର ଅଧିକ ପ୍ରଭାବ ପଶ୍ଚିମବଙ୍ଗରେ…

ମଝି ଆକାଶରେ ୟୁକ୍ରେନ୍‌ର ବୋଇଙ୍ଗ୍‌ ବିମାନ ଦୁର୍ଘଟଣା ଗ୍ରସ୍ତ: ୧୮୦ ଯାତ୍ରୀ କରୁଥିଲେ ଯାତ୍ରା

ତେହେରାନ୍‌,୮।୧: ଆମେରିକା ଇରାନ୍‌ ମଧ୍ୟରେ ଉତ୍ତେଜନା ଲାଗି ରହିଥିବାବେଳେ ତେହେରାନ୍‌ ନିକଟରେ ମଝି ଆକାଶରେ ୭୯୦୦ ଫୁଟ ଉପରେ ୟୁକ୍ରେନ୍‌ର ଏକ ଯାତ୍ରୀବାହୀ ବୋଇଙ୍ଗ୍‌-୭୩୭ ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଛି। ତେହେରାନ୍‌ର ଇମାମ୍‌ ଖୁମୈନି ବିମାନ ବନ୍ଦର ନିକଟରେ ଏହି ଦୁର୍ଘଟଣା…

ଆମେରିକା ଏୟାର ବେସ୍‌ ଉପରେ ଆକ୍ରମଣ କଲା ଇରାନ

ଓ୍ବାଶିଂଟନ, ୮।୧: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଇରାନ ଇରାକରେ ଥିବା ଆମେରିକା ଏୟାର ବେସ୍‌ ଉପରେ କ୍ଷେପଣାସ୍ତ୍ର ମାଡ଼ କରିଛି। ଇରାକର ଅଲ୍‌ ଅସଦ ଏବଂ ଇରବିଲ୍‌ ଏୟାର ବେସ୍‌ ଉପରେ ୨୨ ବାଲାଷ୍ଟିକ୍‌ ମିଜାଇଲ୍‌…

୨୦ ଜଣଙ୍କ ନାଁରେ ମାମଲା

ନୂଆଦିଲ୍ଲୀ,୮ା୧(ପି.ଟି./ ଆଇଏଏନ୍‌ଏସ୍‌): ଦିଲ୍ଲୀର ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ)ରେ ଘଟିଥିବା ହିଂସାକୁ ନେଇ ଦେଶବ୍ୟାପୀ ବିକ୍ଷୋଭ ଜାରି ରହିଥିବାବେଳେ ମଙ୍ଗଳବାର ପୋଲିସ ୨୦ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି। ପୋଲିସ ଏଫ୍‌ଆଇଆର୍‌ରେ ଜେଏନ୍‌ୟୁ ଛାତ୍ର ସଂସଦ ସଭାପତି ଐଶେ ଘୋଷ…

ଆଜି ବନ୍ଦ ଡାକରା

ଭୁବନେଶ୍ୱର,୮।୧(ବ୍ୟୁରୋ):ରାସ୍ତାରେ ଗାଡ଼ି ଗଡ଼ିବନି। ଦୋକାନ ବଜାର, ବ୍ୟାଙ୍କ, ଶିକ୍ଷାନୁଷ୍ଠାନ ବନ୍ଦ ହେବ। ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ବୁଧବାର ଦେଶବ୍ୟାପୀ ୨୪ ଘଣ୍ଟିଆ ଧର୍ମଘଟ ଡାକରା ଦିଆଯାଇଛି। ଏଆଇଟିୟୁସି, ଏଚଏମ୍‌ଏସ୍‌, ସିଆଇଟିୟୁ, ଏଆଇଟିୟୁସି, ସଓ୍ବୋ, ଏଆଇସିସିଟିୟୁ,…

ନିର୍ଭୟା ମାମଲା: ୨୨ ଜାନୁୟାରୀରେ ଦୋଷୀଙ୍କୁ ଦିଆଯିବ ଫାଶୀ

ନୂଆଦିଲ୍ଲୀ,୭।୧: ନିର୍ଭୟା ଦୋଷୀଙ୍କ ଡେଥ୍‌ ଓ୍ବାରେଣ୍ଟ୍‌ ଉପରେ ପଟିଆଲା ହାଉସ୍‌ କୋର୍ଟରେ ମଙ୍ଗଳବାର ଶୁଣାଣି ହୋଇଛି। କୋର୍ଟ ୪ ଦୋଷୀ ଅକ୍ଷୟ ଠାକୁର, ପଓ୍ବନ ଗୁପ୍ତା, ବିନୟ ଶର୍ମା ଏବଂ ମୁକେଶ ସିଂଙ୍କୁ ୨୨ ଜାନୁୟାରୀ ସକାଳ ୭ଟାରେ ଫାଶୀ ଦେବାକୁ…

ଅହମ୍ମଦାବାଦ୍‌କୁ ବ୍ୟାପିଲା ଜେଏନ୍‌ୟୁ ହିଂସା: ଏବିଭିପି-ଏନ୍‌ଏସ୍‌ୟୁଆଇ କର୍ମକର୍ତ୍ତା ମୁହାଁମୁହିଁ

ଅହମ୍ମଦାବାଦ୍‌,୭।୧: ଜେଏନ୍‌ୟୁ ହିଂସା ନେଇ ଦେଶର ବିଭିନ୍ନ ସହରରେ ପ୍ରଦର୍ଶନ ଜାରି ରହିଛି। ମଙ୍ଗଳବାର ଗୁଜରାଟ ଅହମ୍ମଦାବାଦ୍‌ରେ ଏବିଭିପି-ଏନ୍‌ଏସ୍‌ୟୁଆଇ କର୍ମକର୍ତ୍ତା ମୁହାଁମୁହିଁ ହୋଇଛନ୍ତି। ଉଭୟପକ୍ଷଙ୍କ ମଧ୍ୟରେ ମାଡ଼ପିଟ ହୋଇଛି। ଏହା ସହିତ ଉଭୟ ପକ୍ଷଙ୍କ ମଧ୍ୟରେ ଟେକା ପଥର ମାଡ଼ ହୋଇଥିବା…

ଜେଏନ୍‌ୟୁ ହିଂସା ପାଇଁ ନିଜକୁ ଦାୟୀ କଲା ହିନ୍ଦୁ ରକ୍ଷା ଦଳ: ପୋଲିସ ପକ୍ଷରୁ ତଦନ୍ତ ଜାରି

ନୂଆଦିଲ୍ଲୀ,୭।୧: ଜେଏନ୍‌ୟୁ ହିଂସାକୁ ନେଇ ଦେଶବ୍ୟାପି ଚର୍ଚ୍ଚା ଜାରି ରହିଥିବାବେଳେ ହିନ୍ଦୁ ରକ୍ଷା ଦଳ ପକ୍ଷରୁ ସୋସିଆଲ୍‌ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହୋଇଛି। ଜେଏନ୍‌ୟୁ ହିଂସା ପାଇଁ ହିନ୍ଦୁ ରକ୍ଷା ଦଳ ନିଜକୁ ଦାୟୀ କରିଥିବା ଏହି ଭିଡ଼ିଓରେ କୁହାଯାଇଛି।…

ରାଜ୍ୟ ସରକାରଙ୍କୁ କେନ୍ଦ୍ରର ଚେତାବନୀ: ଟ୍ରାଫିକ୍‌ ଆଇନ ବିରୋଧରେ ଗଲେ ଜାରି ହେବ ରାଷ୍ଟ୍ରପତି ଶାସନ

ନୂଆଦିଲ୍ଲୀ, ୭।୧: ନୂଆ ଟ୍ରାଫିକ୍‌ ନିୟମ ନେଇ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ଯେଉଁ ରାଜ୍ୟ ଟ୍ରାଫିକ୍‌ ଆଇନ ବିରୋଧ ଯିବେ ସେଠାରେ ରାଷ୍ଟ୍ରପତି ଶାସନ ଜାରି ହେବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି। ରାଜ୍ୟ ସରକାର ଟ୍ରାଫିକ…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୭।୧: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ପୁଲଓ୍ବାମା ଜିଲାର ଅଓ୍ବନ୍ତିପୋରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ସହିତ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?