Home Middle

ରାଜ୍ୟରେ ମରୁଡ଼ିର ପଦଧ୍ୱନି; ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ରାଜ୍ୟରେ ବର୍ଷା ନାହିଁ। ମରୁଡ଼ି ଦ୍ୱାରଦେଶରେ ପହଞ୍ଚିଲାଣି। ତଥାପି ସରକାର ଚେତୁ ନାହାନ୍ତି। ଚାଷୀ ଏ ପର୍ଯ୍ୟନ୍ତ ତଳି ରୋଇ ପାରିନାହାନ୍ତି। ମାଟି ଫାଟି ଆଁ କଲାଣି। ବର୍ଷା ହେଲେ ବି ଆଉ ଚାଷ ହେବା ସମ୍ଭବ ନୁହେଁ।…

କର୍ନାଟକ ସଙ୍କଟ: ୭୦ରୁ ଅଧିକ ଆଶାୟୀଙ୍କୁ ଅନୁମୋଦିତ ୩୪ କ୍ୟାବିନେଟ୍‌ରେ କିଭଳି ସ୍ଥାନ ଦେବ ଭାଜପା ମେଣ୍ଟ !

ବେଙ୍ଗାଲୁର୍‌,୨୫।୭: କର୍ନାଟକରେ ନୂଆ ସରକାର ଗଠନରେ ଭାଜପା ହାଇକମାଣ୍ଡ ଡେରି କରୁଛନ୍ତି। ବିଦ୍ରୋହୀ ବିଧାୟକଙ୍କ ଯୋଗ୍ୟତା ନେଇ ବାଚସ୍ପତିଙ୍କ ପଦକ୍ଷେପ ତଥା ସୁପ୍ରିମ୍‌କୋର୍ଟରେ ଦାଖଲ ହୋଇଥିବା ଆବେଦନର ନିଷ୍ପତ୍ତି ଏପର୍ଯ୍ୟନ୍ତ ନିଆଯାଇ ନ ଥିବା ଭାଜପା ହାଇକମାଣ୍ଡ୍‌ ମାମଲା ଥଣ୍ଡା ହେବା…

ବଳାତ୍କାର ପୀଡ଼ିତା ନାବାଳିକାଙ୍କ ସହାୟତା କରନ୍ତୁ କେନ୍ଦ୍ର ସରକାର: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାର ବଳାତ୍କାର ପୀଡ଼ିତା ନାବାଳିକାଙ୍କ ସହାୟତା କରନ୍ତୁ ବୋଲି ସୁପ୍ରିମ୍‌କୋର୍ଟ ଗୁରୁବାର କହିଛନ୍ତି। ବାଳ ଯୌନ ଶୋଷଣ ମାମଲାର ବିଚାର କରି ସର୍ବୋଚ୍ଚ ନ୍ୟାୟାଳୟ ଏଭଳି ପରାମର୍ଶ ଦେଇଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ…

ଚାଷୀ ଆତ୍ମହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବରଗଡ଼ ଅଫିସ,୨୫।୭: ବରଗଡ଼ ସଦର ଥାନା ଅନ୍ତର୍ଗତ ବୀରମାଲ ନିକଟ ପୋଢ଼ମୁଣ୍ଡା ଗ୍ରାମରେ ବୁଧବାର ରାତିରେ କୀଟନାଶକ ପିଇ ଜଣେ ଯୁବଚାଷୀ ବୈଷ୍ଣବ ଭୁଏ(୨୭) ଆତ୍ମହତ୍ୟା କରଥିବା ଅଭିଯୋଗ ହୋଇଛି। ଫସଲହାନି ସହିତ ଋଣବୋଝ ଚିନ୍ତାରେ ସେ ଆତ୍ମହତ୍ୟା କରିଛନ୍ତି ବୋଲି…

ଯାତ୍ରା ହେବ ସୁରକ୍ଷିତ: ଟ୍ରେନ୍‌ରେ ଲାଗିବ ବ୍ଲାକ୍‌ ବକ୍ସ୍‌

ନୂଆଦିଲ୍ଲୀ,୨୫।୭: ଟ୍ରେନ୍‌ ଯାତ୍ରାକୁ ସୁରକ୍ଷିତ କରିବା ଲାଗି ସରକାରଙ୍କ ପକ୍ଷରୁ ନୂଆ ଯୋଜନା ପ୍ରସ୍ତୁତ କରାଯାଇଛି। ଏଣିକି ପ୍ରତି ଟ୍ରେନ୍‌ରେ ବିମାନ ଭଳି ବ୍ଲାକ୍‌ ବକ୍ସ୍‌ ଲାଗିବ। ଏନେଇ କରାଯାଇଥିବା ଏକ ପାଇଲଟ୍‌ ପ୍ରୋଜେକ୍ଟରେ ସଫଳତା ମିଳିବା ପରେ ରେଳ ମନ୍ତ୍ରଣାଳୟ…

ତିନି ତଲାକ୍‌ ନେଇ ଏନ୍‌ଡିଏ ମେଣ୍ଟରେ ଫାଟ: ଜେଡିୟୁ କରିବ ବିରୋଧ

ନୂଆଦିଲ୍ଲୀ,୨୫।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଲୋକ ସଭାରେ ଗୁରୁବାର ତିନି ତଲାକ୍‌ ବିଲ୍‌ ପୁଣି ଥରେ ଆଗତ କରାଯିବାର ଯୋଜନା କରାଯାଇଛି। ତେବେ ଏହାକୁ ନେଇ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ମେଣ୍ଟରେ ଫାଟ ସୃଷ୍ଟି ହୋଇଛି। ଏହାକୁ ନୀତୀଶ…

୪୪ ବର୍ଷରେ ବନ୍ୟ ପ୍ରାଣୀଙ୍କ ସଂଖ୍ୟା କମିଛି ୬୦ ପ୍ରତିଶତ: ପ୍ରତିଦିନ ଶହେ ହାତୀଙ୍କ ମୃତ୍ୟୁ ଘଟୁଛି

ଓ୍ବାଶିଂଟନ,୨୫।୭: ପୃଥିବୀରେ ଜନସଂଖ୍ୟା ବଢ଼ିବାରେ ଲାଗିଛି। ଏହାର ନକାରାତ୍ମକ ପ୍ରଭାବ ଜଙ୍ଗଲ ପରିସୀମା ଉପରେ ପଡ଼ିବାରେ ଲାଗିଛି। ଜଙ୍ଗଲ ଅଭାବ ଯୋଗୁ ବନ୍ୟ ପ୍ରାଣୀଙ୍କ ସଂଖ୍ୟା କମିବାରେ ଲାଗିଛି। ଡବ୍ଲ୍ୟୁଡବ୍ଲ୍ୟୁଏଫ୍‌ ଦ୍ୱାରା ପ୍ରକାଶିତ ଏକ ରିପୋର୍ଟ ଅନୁସାରେ ୧୯୭୦ଠାରୁ ୨୯୧୪ ମଧ୍ୟରେ…

କୋଇଲା ତଳେ ଦବିଗଲେ ୪

ତାଳଚେର,୨୫ା୭(ନି.ପ୍ର.): ଅନୁଗୋଳ ଜିଲା ତାଳଚେରସ୍ଥିତ ମହାନଦୀ କୋଲ୍‌ ଫିଲଡସ୍‌ ଲିମିଟେଡ୍‌ (ଏମ୍‌ସିଏଲ୍‌)ର ଭରତପୁର କୋଇଲା ଖଣିରେ ମଙ୍ଗଳବାର ରାତିରେ ଘଟିଛି ଦୁର୍ଘଟଣା। ବ୍ଲାଷ୍ଟିଂ ପରେ ଏହି ଓପନକାଷ୍ଟ ଖଣିର ସରଫେସ ମାଇନର ଫେସ୍‌ (ରାକଶବହାଳ ଗ୍ରାମ ନିକଟ)ରେ ଏକ ବିରାଟ ମାଟି…

କଟକରେ ଚାଞ୍ଚଲ୍ୟ: ୨୪ ଘଣ୍ଟାରେ ୩ ଜଣଙ୍କୁ ଗଳାକାଟି ହତ୍ୟା

କଟକ ଅଫିସ,୨୫।୭: କଟକରେ ଗତ ୨୪ ଘଣ୍ଟା ମଧ୍ୟରେ ଘଟିଛି ୩ ହତ୍ୟାକାଣ୍ଡ। ମଙ୍ଗଳବାର ସକାଳେ ଜଣେ ବ୍ୟକ୍ତିଙ୍କ ଗଳା କାଟି ହତ୍ୟା କରାଯାଇଥିବାବେଳେ ବୁଧବାର ସମାନ ଢଙ୍ଗରେ ଆଉ ଦୁଇଜଣ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଛି। ତେବେ ହତ୍ୟାର ଶିକାର ହୋଇଥିବା…

ମଣ୍ଡିରେ ଚାଷୀଙ୍କ ହଇରାଣକୁ ନେଇ ବିଧାନସଭାରେ ଉଦ୍‌ବେଗ: ଧାନ କିଣିବ ସ୍ବୟଂ ସହାୟକ ଗୋଷ୍ଠୀ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଚଳିତ ବର୍ଷ ଖରିଫ ଋତୁରେ ୬୫.୩୮ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ କିଣା ଯାଇଛି। ଯାହାକି ଗତ ବର୍ଷଠାରୁ ୨୬% ଅଧିକ ହୋଇଛି। ଏହି ଧାନରୁ ୪୪ ଲକ୍ଷ ମେଟ୍ରିକ୍‌ ଟନ ଚାଉଳ ଉତ୍ପାଦନ ହେବ। ସେଥିରୁ ୨୫ଲକ୍ଷ…

ପାଟକୁରାରେ ବିଜେଡି: ୧୭,୯୨୦ ଖଣ୍ଡ ଭୋଟରେ ବିଜୟଙ୍କୁ ହରାଇଲେ ସାବିତ୍ରୀ, କଂଗ୍ରେସକୁ ଗଲା ମାତ୍ର ୨,୧୦୪ ଭୋଟ

କେନ୍ଦ୍ରାପଡ଼ା ଅଫିସ,୨୪।୭: ପାଟକୁରା ବିଧାନସଭା ଆସନଲାଗି ବୁଧବାର ଭୋଟ ଗଣତି ଶେଷ ହୋଇଛି। ଶେଷ ୧୯ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ଏବଂ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳିଛି। ଶେଷରେ ୧୭,୯୨୦…

ଶାସ୍ତ୍ରୀ-ମୁଖାର୍ଜୀ -ଦିନ୍‌ଦୟାଲଙ୍କ ମୃତ୍ୟୁର ହେବନି ତଦନ୍ତ: ସରକାର

ନୂଆଦିଲ୍ଲୀ,୨୪।୭: ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ ବାହାଦୂର ଶାସ୍ତ୍ରୀ, ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀ ଏବଂ ପଣ୍ଡିତ ଦିନ୍‌ଦୟାଲ୍‌ ଉପାଧ୍ୟାୟଙ୍କ ମୃତ୍ୟୁର ତଦନ୍ତ କରାଯିବ ନାହିଁ ବୋଲି ବୁଧବାର କେନ୍ଦ୍ର ସରକାର କହିଛନ୍ତି। ଏନେଇ କୌଣସି ଆୟୋଗ ଗଠନର ପ୍ରସ୍ତାବ ନ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri