Home Middle

ଭାଜପା ଛାଡ଼ିଲେ ଅଶୋକ ପାଣିଗ୍ରାହୀ

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ବିଜେପୁରର ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ବିଧାୟକ ଅଶୋକ ପାଣିଗ୍ରାହୀ ଶନିବାର ଦଳରୁ ଇସ୍ତଫା ଦେଇଛନ୍ତି। ଅଶୋକ ୨୦୧୮ ଉପନିର୍ବାଚନରେ ଭାଜପା ପକ୍ଷରୁ ପ୍ରାର୍ଥୀ ହୋଇଥିଲେ। ତେବେ ଦଳ ପକ୍ଷରୁ ତାଙ୍କୁ ଅଣଦେଖା କରାଯାଉଥିବାରୁ ସେ ଇସ୍ତଫା…

କଶ୍ମୀର ପ୍ରସଙ୍ଗରେ ଗୋଟିଏ ଶବ୍ଦ ବି କହିଲେନି ଜିନପିଙ୍ଗ

ଚେନ୍ନାଇ,୧୨।୧୦: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ହୋଇଥିବା ଅନୌପଚାରିକ ବୈଠକରେ ଜିନପିଙ୍ଗ କଶ୍ମୀର ପ୍ରସଙ୍ଗକୁ ନେଇ ଗୋଟିଏ ଶବ୍ଦ ବି କହି ନାହାଁନ୍ତି। ଆତଙ୍କବାଦକୁ ନେଇ କିନ୍ତୁ ବିସ୍ତାର ଭାବେ ଆଲୋଚନା ହୋଇଛି। ଏହି…

ଉପହାର କୂଟନୀତି: ଜିନ୍‌ପିଙ୍ଗ୍‌ଙ୍କ ଫଟୋ ଥିବା ସିଲ୍କ କପଡ଼ା ଦେଲେ ମୋଦି

ମାମଲ୍ଲାପୁରମ୍‌,୧୨।୧୦: ଭାରତ-ଚାଇନା ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପହାର କୂଟନୀତିର ସାହାରା ନେଇଛନ୍ତି। ସେ ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ଙ୍କୁ ତାଙ୍କର ଫଟୋଥିବା ଏକ ସିଲ୍କ କପଡ଼ା ଉପହାର ଦେଇଛନ୍ତି। ଦୁଇ ନେତା ସ୍ଥାନୀୟ ତାଜ୍‌…

ମତଭେଦ ଯୋଗୁ ଆଉ ହେବନି ଝଗଡ଼ା: ମୋଦି

ମାମଲ୍ଲାପୁରମ୍‌,୧୨।୧୦: ପରସ୍ପର ମଧ୍ୟରେ ଥିବା ମତଭେଦ ଯୋଗୁ ଏବେ ଆଉ ଭାରତ-ଚାଇନା ମଧ୍ୟରେ ଅଯଥା ଝଗଡ଼ା ହେବନି। ଗତ ଦୁଇ ହଜାର ବର୍ଷରୁ ଅଧିକ ସମୟ ଧରି ଭାରତ ଏବଂ ଚାଇନା ପୃଥିବୀର ଖ୍ୟାତି ସମ୍ପନ୍ନ ଆର୍ଥିକ ଶକ୍ତି ଭାବେ ଉଭା…

ଆତଙ୍କବାଦୀ ଆକ୍ରମଣ ସୂଚନା: ପଞ୍ଜାବରେ ହାଇ ଆର୍ଲଟ

ଚଣ୍ଡିଗଡ଼,୧୨।୧୦: ଆତଙ୍କବାଦୀ ଆକ୍ରମଣ ସୂଚନା ମିଳିବା ପରେ ପଞ୍ଜାବରେ ହାଇ ଆର୍ଲଟ ଜାରି କରାଯାଇଛି। ଚଣ୍ଡିଗଡ଼, ପଠାନକୋଟ, ଗୁରୁଦାସପୁର ଓ ଅମୃତସରରେ ଆତଙ୍କବାଦୀ ଆକ୍ରମଣ ହେବା ନେଇ ଗୋଇନ୍ଦା ରିପୋର୍ଟ ମିଳିବା ପରେ ଏସବୁ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।…

ସୁମନ ଯୋଜନା: ଗର୍ଭବତୀଙ୍କ ସମସ୍ତ ଖର୍ଚ୍ଚ ବହନ କରିବେ ସରକାର

ନୂଆଦିଲ୍ଲୀ,୧୨।୧୦: ଗର୍ଭବତୀଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସୁମନ ଯୋଜନା ଆରମ୍ଭ କରାଯାଇଛି। ଏହି ଯୋଜନା ଅନ୍ତର୍ଗତ ଗର୍ଭବତୀଙ୍କ ସମସ୍ତ ଖର୍ଚ୍ଚ ସରକାର ବହନ କରିବେ। ସୁରକ୍ଷିତ ମାତୃତ୍ୱ ଲାଗି ଏହି ଯୋଜନା ଆରମ୍ଭ କରାଯାଇଛି। ସମ୍ପ୍ରତି ଦେଶର…

ସମୁଦ୍ର କୂଳରୁ ମଇଳା ଉଠାଇଲେ ମୋଦି: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ମାମଲ୍ଲାପୁରମ୍‌,୧୨।୧୦ ଏବେ ସୋସିଆଲ୍‌ ମିଡ଼ିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଫଟୋ ଓ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଶନିବାର ମର୍ନିଂ ଓ୍ବାର୍କ ସମୟରେ ତାମିଲନାଡୁର ମାମଲ୍ଲାପୁରମ୍‌ ସମୁଦ୍ରକୂଳରୁ ସେ ମଇଳା ଉଠାଇଛନ୍ତି। ଏହାର ଫଟୋ ଓ ଭିଡ଼ିଓକୁ ଇତିମଧ୍ୟରେ ବହୁ…

ପିଓକେ ଶିବିରରେ ୫୦୦ ଆତଙ୍କବାଦୀ

ଜମ୍ମୁ,୧୨ା୧୦(ପି.ଟି.): ପାକ୍‌-ଅଧିକୃତ କଶ୍ମୀର (ପିଓକେ)ସ୍ଥିତ ତାଲିମ ଶିବିରଗୁଡ଼ିକରେ ପ୍ରାୟ ୫୦୦ ଆତଙ୍କବାଦୀ ଅଛନ୍ତି। ସେମାନେ ଏଲ୍‌ଓସି ଅତିକ୍ରମ କରି ଜମ୍ମୁ-କଶ୍ମୀରରେ ଅନୁପ୍ରବେଶ ପାଇଁ ସୁଯୋଗ ଖୋଜୁଛନ୍ତି ବୋଲି ଶୁକ୍ରବାର ସେନା ପକ୍ଷରୁ କୁହାଯାଇଛି। ନର୍ଦ୍ଦର୍ନ କମାଣ୍ଡ ମୁଖ୍ୟ ଲ୍ୟୁଟ୍‌ନାଣ୍ଟ ଜେନେରାଲ ରଣବୀର…

୨ ମାସରେ ୬୦୦ ଅସ୍ତ୍ରବିରତି ଉଲ୍ଲଂଘନ

ନୂଆଦିଲ୍ଲୀ,୧୨ା୧୦: ପାକିସ୍ତାନୀ ସେନା ସୀମାରେ ୨ ମାସ ମଧ୍ୟରେ ୬୦୦ରୁ ଊର୍ଦ୍ଧ୍ୱ ଥର ଅସ୍ତ୍ରବିରତି ଉଲ୍ଲଂଘନ କଲାଣି। ସୀମା ସେପଟୁ ଗୁଳିବର୍ଷା ଓ ମୋର୍ଟାର ମାଡ଼ରୁ କ୍ଷାନ୍ତ ରହିବା ପାଇଁ ପାକିସ୍ତାନକୁ ଚେତାଇଦେଇଛି ଭାରତ। ପ୍ରତିପକ୍ଷ ସେନା ସୀମାନ୍ତବାସୀଙ୍କୁ ଟାର୍ଗେଟ କରିବା…

ପରିଷଦ ଦିଅ, ରାଜ୍ୟ ସଭା ନିଅ

ଭୁବନେଶ୍ୱର,୧୨।୧୦: ଓଡ଼ିଶାରେ ବିଧାନ ପରିଷଦ ଗଠନ କରିବା ସକାଶେ ଶାସକ ବିଜେଡି ସବୁ ପ୍ରକାର ପ୍ରସ୍ତୁତି ଶେଷ କରିସାରିଛି। ଏ ସମ୍ପର୍କିତ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିସାରିଥିବା ବେଳେ ଗତବର୍ଷ ସେପ୍ଟେମ୍ବର ୬ ତାରିଖରେ ଏ ନେଇ ଏକ ସଂକଳ୍ପ ବିଧାନସଭାରେ…

ସ୍ବଚ୍ଛ ଭାରତ ଅଭିଯାନରେ ବାଜି ମାରିଲା ଏମ୍ସ: ମିଳିଲା ୩ କୋଟି ଟଙ୍କା ପୁରସ୍କାର

ନୂଆଦିଲ୍ଲୀ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ‘ସ୍ବଚ୍ଛ ଭାରତ ଅଭିଯାନ’ରେ ପ୍ରଥମ ହୋଇଛି ଦିଲ୍ଲୀର ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)। ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷ ବର୍ଦ୍ଧନ ଶୁକ୍ରବାର ଏମ୍ସକୁ ପ୍ରଥମ ପୁରସ୍କାର ରାଶି…

ପାରମ୍ପରିକ ପୋଷାକ ପିନ୍ଧି ଚାଇନା ରାଷ୍ଟ୍ରପତିଙ୍କୁ ସ୍ବାଗତ କଲେ ମୋଦି

ମାମଲାପୁରମ,୧୧।୧୦: ତାମିଲନାଡୁର ମହାବଳିପୁରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ସାକ୍ଷାତ୍‌ ହୋଇଛି। ଏହି ସମୟରେ ମୋଦି ତାମିଲନାଡୁର ପାରମ୍ପରିକ ପୋଷାକରେ ନଜର ଆସିଛନ୍ତି। ମୋଦି ଧଳା ରଙ୍ଗର ସାର୍ଟ ଓ ଧୋତି(ଭେଷ୍ଟି) ପିନ୍ଧିଥିବା ଦେଖାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri