୨୪ରୁ ବଢ଼ିବ ବର୍ଷା
ଭୁବନେଶ୍ୱର, ୨୨।୭(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଉକ୍ତ ଅଞ୍ଚଳଗୁଡ଼ିକ ହେଲା ବରଗଡ଼, ସମ୍ବଲପୁର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼ ଓ କନ୍ଧମାଳ। ଏଥିସହିତ ୨୪ ତାରିଖରୁ ବର୍ଷାର ପରିମାଣ…
ନିର୍ଦ୍ଦଳୀୟ ବିଧାୟକଙ୍କ ଆବେଦନ ଶୁଣାଣି କରିବାକୁ ମନା କଲେ ସୁପ୍ରିମ୍ କୋର୍ଟ: କର୍ନାଟକ ସଙ୍କଟ ପୁଣି ଲଟକି ରହିବା ସମ୍ଭାବନା
ନୂଆଦିଲ୍ଲୀ,୨୨।୭: କର୍ନାଟକରେ ରାଜନୈତିକ ସଙ୍କଟ ଜାରି ରହିଛି। ସୋମବାର ନିର୍ଦ୍ଦଳୀୟ ବିଧାୟକଙ୍କ ପକ୍ଷରୁ କରାଯାଇଥିବା ଆବେଦନର ଶୁଣାଣି କରିବାକୁ ସୁପ୍ରିମ୍ କୋର୍ଟ ମନା କରିଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ନିର୍ଦ୍ଦଳୀୟ ବିଧାୟକ ମୁକୁଲ ରୋହତଗୀଙ୍କ ପକ୍ଷରୁ ଦାଖଲ କରାଯାଇଥିବା ଶୀଘ୍ର…
ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ଶ୍ରୀନଗର,୨୨।୭: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ସୋମବାର ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ରାଜୌରୀ ଜିଲାର ନିୟନ୍ତ୍ରଣ ରେଖାଠାରେ ଥିବା ସୁନ୍ଦରବାଣୀ ସେକ୍ଟରର ଭାରତୀୟ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକୁ ଲକ୍ଷ୍ୟ କରି ପାକିସ୍ତାନ ପୋଷ୍ଟ ଗୁଡ଼ିକରୁ ମୋର୍ଟାର ସେଲିଂ ମାଡ଼ କରାଯାଇଛି।…
ଗାନ୍ଧୀ ପରିବାର ସଦସ୍ୟ ଅଧ୍ୟକ୍ଷ ନ ହେଲେ ୨୪ ଘଣ୍ଟାରେ ଭାଙ୍ଗିବ କଂଗ୍ରେସ: ନଟଓ୍ବର ସିଂ
ନୂଆଦିଲ୍ଲୀ,୨୨।୭: କଂଗ୍ରେସରେ ଅଧ୍ୟକ୍ଷ ପଦ ନେଇ ସଙ୍କଟ ଜାରି ରହିଛି। ଏନେଇ ବରିଷ୍ଠ କଂଗ୍ରେସ ନେତା ନଟଓ୍ବର ସିଂ କହିଛନ୍ତି ଯେ, ଗାନ୍ଧୀ ପରିବାର ସଦସ୍ୟ ଦଳର ଅଧ୍ୟକ୍ଷ ନ ହେଲେ ୨୪ଘଣ୍ଟା ମଧ୍ୟରେ କଂଗ୍ରେସ ଦଳ ଭାଙ୍ଗିଯିବ। ରାହୁଲ ଗାନ୍ଧୀ…
ବିପିଏଲ୍ ର଼୍ୟାଙ୍କରେ ଓଡ଼ିଶା ଦ୍ୱିତୀୟ
ଭୁବନେଶ୍ୱର,୨୨ା୭: ରାଜ୍ୟରେ ଦାରିଦ୍ର୍ୟ କମୁଛି ବୋଲି ସରକାର ଡିଣ୍ଡିମ ପିଟୁଥିଲେ ମଧ୍ୟ ନୀତି ଆୟୋଗ ରିପୋର୍ଟରେ ଭିନ୍ନ ଚିତ୍ର ଦେଖିବାକୁ ମିଳୁଛି। ଆୟୋଗ ପକ୍ଷରୁ ବିପିଏଲ୍ ତାଲିକା ପ୍ରକାଶ କରାଯାଇଛି। ଏଥିରେ ଓଡ଼ିଶା ଦେଶରେ ଦ୍ୱିତୀୟ ସ୍ଥାନରେ ରହିଛି। ଏହି ତାଲିକାରେ ୩୩.୭୪%…
ମେଣ୍ଟର ଶେଷ ଉଦ୍ୟମ ବିଫଳ
ବେଙ୍ଗାଲୁରୁ/ନୂଆଦିଲ୍ଲୀ,୨୨ା୭: କର୍ନାଟକ ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ବିଧାନସଭାରେ ସୋମବାର ଆସ୍ଥାଭୋଟ ହେବାକୁ ଥିବାବେଳେ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍)-କଂଗ୍ରେସ ମେଣ୍ଟ ସରକାର ବଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ଏଚ୍.ଡି. କୁମାରସ୍ବାମୀଙ୍କ ଶେଷ ଉଦ୍ୟମ ବିଫଳ ହୋଇଛି। କୁମାରସ୍ବାମୀ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବା…
ନାବାଳିକାଙ୍କୁ ବଳାତ୍କାର
ଅନୁଗୋଳ ଅଫିସ୍, ୨୨ା୭: ଅନୁଗୋଳରେ ଲଜ୍ଜା। ପରିବାର ସହ ଶୋଇଥିବା ଜଣେ ୮ ବର୍ଷୀୟା ନାବାଳିକାଙ୍କୁ ଉଠାଇ ନେଇ ଦୁର୍ବୃତ୍ତ କରିଛନ୍ତି ବଳାତ୍କାର। ଶନିବାର ବିଳମ୍ବିତ ରାତିରେ ସ୍ଥାନୀୟ ବସ୍ଷ୍ଟାଣ୍ଡସ୍ଥିତ ଆହାର କେନ୍ଦ୍ର ପଛପାଖରେ ଘଟିଛି ଏପରି ସ୍ପର୍ଶକାତର ଘଟଣା। ରବିବାର…
ଇତିହାସ ରଚିବାକୁ ଯାଉଛି ଇସ୍ରୋ: ‘ଚନ୍ଦ୍ରଯାନ-୨’ର କାଉଣ୍ଟଡାଉନ୍ ଆରମ୍ଭ
ନୂଆଦିଲ୍ଲୀ, ୨୧।୦୭: ମହାକାଶ ଇତିହାସରେ ଭାରତ ଆଉ ଏକ ସଫଳ ଅଧ୍ୟାୟ ଯୋଡ଼ିବାକୁ ଯାଉଛି। ଜୁଲାଇ ୨୨ ତାରିଖ ଅପରାହ୍ନ ୨ଟା ୪୩ ମିନିଟରେ ମହାକାଶକୁ ଯିବ ବହୁ ପ୍ରତୀକ୍ଷିତ ଚନ୍ଦ୍ରଯାନ-୨। ଏଥିପାଇଁ କାଉଣ୍ଟଡାଉନ୍ ଆରମ୍ଭ ହୋଇଯାଇଛି। ଜୁଲାଇ ୧୫ ତାରିଖରେ…
ବନ୍ୟା କଲା ବେଘର: ଜାତୀୟ ରାଜପଥର ରୋଡ୍ ଡିଭାଇଡର ଏବେ ପାଲଟିଛି ଆଶ୍ରୟ ସ୍ଥଳ
ପାଟନା,୨୧।୭: ବିହାରରେ ପ୍ରଳୟଙ୍କରୀ ବନ୍ୟା ତାଣ୍ଡବ ରଚିଛି। ବେଘର ହୋଇ ଜୀବନ ବିକଳରେ ଲୋକେ ଉଚ୍ଚାସ୍ଥାନକୁ ପଳାଇ ଆସିଛନ୍ତି। କମଳା ନଦୀରେ ବନ୍ୟା ଯୋଗୁ ୧୫ ଶହରୁ ଅଧିକ ପ୍ରଭାବିତଙ୍କ ଆଶ୍ରୟ ସ୍ଥଳ ପାଲଟିଛି ଜାତୀୟ ରାଜପଥର ରୋଡ୍ ଡିଭାଇଡର। ଜାତୀୟ…
ଭିଟା ମାଟିକୁ ଫେରିବେ କଶ୍ମୀର ପଣ୍ଡିତ: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ କରିଛି ଯୋଜନା
ଶ୍ରୀନଗର,୨୧।୭: ଜମ୍ମୁ-କଶ୍ମୀରକୁ ପୁଣି କଶ୍ମୀର ପଣ୍ଡିତ ଫେରାଇ ଆଣିବା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଯୋଜନା ଆରମ୍ଭ ହୋଇଛି। ଗତ ଏକମାସ ଧରି ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଶ୍ମୀର ଡିଭିଜନର ଉଚ୍ଚ ଅଧିକାରୀଙ୍କ ସହିତ ଏକାଧିକ ବୈଠକ କରିଛନ୍ତି।…
ଡ୍ରୋନ୍ ଆକ୍ରମଣରେ ଆତଙ୍କବାଦୀ ହୁଜୈଫା ନିହତ: ଅନ୍ଲାଇନ୍ରେ କଶ୍ମୀର ଯୁବକଙ୍କୁ ଆଇଏସ୍ ସଂଗଠନରେ କରୁଥିଲେ ଭର୍ତ୍ତି
ଶ୍ରୀନଗର,୨୧।୭: କଶ୍ମୀର ଯୁବକଙ୍କୁ ଅନ୍ଲାଇନ୍ରେ ଇସଲାମିକ୍ ଷ୍ଟେଟ୍(ଆଇଏସ୍) ଆତଙ୍କବାଦୀ ସଂଗଠନରେ ଭର୍ତ୍ତି କରୁଥିବା ହୁଜୈଫା ଅଲ୍-ବାକିସ୍ତାନୀଙ୍କ ମୃତ୍ୟୁ ଘଟିଛି। ଆଫଗାନିସ୍ତାନର ନରଗରହର ପ୍ରଦେଶରେ ହୋଇଥିବା ଏକ ଡ୍ରୋନ୍ ଆକ୍ରମଣରେ ହୁଜୈଫାଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ଏହି ପାକିସ୍ତାନୀ ଆତଙ୍କବାଦୀ ଜମ୍ମୁ-କଶ୍ମୀରରେ ଆଇଏସ୍…
ଅଧିକାରୀଙ୍କ କାର୍ନାମା; ପ୍ରତି ମାସରେ ଡିଜିସିଏ,ଏୟାର ଇଣ୍ଡିଆରୁ ନେଉଛନ୍ତି ଦରମା
ନୂଆଦିଲ୍ଲୀ,୨୧-୭: ଋଣରେ ବୁଡ଼ି ରହିଥିବା ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆ କ୍ରମାଗତ ଏଭଳି ଜଣେ ଅଧିକାରୀଙ୍କୁ ପ୍ରତିବର୍ଷ ୨ କୋଟିରୁ ଊଦ୍ଧ୍ୱର୍ର୍ ଟଙ୍କା ଦରମା ଦେଇଛି ଯିଏକି କମ୍ପାନୀରେ କାମ କରୁ ନ ଥିଲେ। ଏ ସମ୍ପର୍କରେ ତଥ୍ୟ ପ୍ରଘଟ…
Archives


