ରହିଲାନି ମହଲତ ମୂଲ୍ୟ
ବେଙ୍ଗାଲୁରୁ,୨୦ା୭(ପି.ଟି.): କର୍ନାଟକ ବିଧାନସଭାରେ ଆସ୍ଥାଭୋଟ ପାଇଁ ଦୁଇଦିନ ଧରି ଚାଲିଥିବା କସରତ ଶେଷରେ ଅମୀମାଂସିତ ହୋଇ ରହିଯାଇଛି। ବାଚସ୍ପତି କେ.ଆର୍. ରମେଶ କୁମାର ସୋମବାର ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଫଳରେ ମୁଖ୍ୟମନ୍ତ୍ରୀ ଏଚ୍.ଡି. କୁମାରସ୍ବାମୀଙ୍କୁ ଶୁକ୍ରବାର ସନ୍ଧ୍ୟା ୬ଟା…
କାହିଁ ଏତେ ଅନୁକମ୍ପା
ଭୁବନେଶ୍ୱର,୨୦।୭: ଗ୍ରାମାଞ୍ଚଳ କଥା ଛାଡ଼ନ୍ତୁ, ଖୋଦ୍ ରାଜଧାନୀ ଭୁବନେଶ୍ୱରର ସବୁ ଅଞ୍ଚଳରେ ୨୪ ଘଣ୍ଟା ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ ହୋଇପାରୁନାହିଁ। ଏନେଇ ପ୍ରତିକ୍ରିୟା ପ୍ରକାଶ ପାଇଲେ ରାଜ୍ୟରେ ବିଦ୍ୟୁତ୍ ସଂଯୋଗୀକରଣ, ବଣ୍ଟନ ଓ ଶୁଳ୍କ ଆଦାୟ ପାଇଁ ଦାୟିତ୍ୱ ନେଇଥିବା ସଂସ୍ଥା…
କୋର୍ଟ, ସରକାରଙ୍କ ନିର୍ଦ୍ଦେଶ ମାନୁନାହାନ୍ତି ଘରୋଇ ହସ୍ପିଟାଲ
ଭୁବନେଶ୍ୱର,୨୦।୭(ବ୍ୟୁରୋ): ଘରୋଇ ହସ୍ପିଟାଲରେ ରୋଗୀଙ୍କୁ ଲୁଟ କରାଯାଉଛି। ଏପରି କି ମୃତ୍ୟୁ ପରେ ମଧ୍ୟ ଟଙ୍କା ନ ଦେଲେ ମୃତଦେହ ଛଡ଼ା ଯାଉନାହିଁ। ଦୀର୍ଘ ସମୟ ଧରି ମୃତଦେହ ଅଟକ ରଖାଯାଉଛି। ସରକାରଙ୍କଠାରୁ ଜମି ନେଇ ହସ୍ପିଟାଲ କରୁଥିବା ଘରୋଇ ସଂସ୍ଥା…
ପାଟକୁରାବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍: ଆପଣଙ୍କ ପସନ୍ଦର ପ୍ରାର୍ଥୀଙ୍କୁ ଚୟନ କରିଛି; ଅଞ୍ଚଳର ବିକାଶ ପାଇଁ ଶଙ୍ଖ ଚିହ୍ନରେ ଭୋଟ ଦିଅନ୍ତୁ
ଭୁବନେଶ୍ୱର,୧୯।୭(ବ୍ୟୁରୋ): ଶନିବାର ପାଟକୁରା ବିଧାନସଭା ନିର୍ବାଚନ। ଏହାର ୪୮ ଘଣ୍ଟା ପୂର୍ବରୁ ଅର୍ଥାତ ଗୁରୁବାର ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଗୋଟିଏ ପଟେ ଉକ୍ତ ଆସନକୁ ଭାଜପା ସ୍ବାଭିମାନ ଭାବେ ନେଇଥିବା ବେଳେ ବିଜେଡି ପାଇଁ ଏହା ସମ୍ମାନର ପ୍ରଶ୍ନ…
ସିଇଓଙ୍କୁ ଭାଜପାର ଫେରାଦ: ଡେରାବିଶ ବ୍ଲକରେ ହେଉଛି ମଦ କାରବାର; ଏବେ ବି ପାଟକୁରାରେ ବୁଲୁଛନ୍ତି ବିଜେଡି ବିଧାୟକ
ଭୁବନେଶ୍ୱର,୧୯।୭(ବ୍ୟୁରୋ): ଶନିବାର ପାଟକୁରାରେ ନିର୍ବାଚନ ହେବାକୁ ଯାଉଛି। କିନ୍ତୁ ବାରମ୍ବାର ଅଭିଯୋଗ କରିବା ସତ୍ତ୍ୱେ ବିଜେଡିର ବିଧାୟକ ତଥା ନେତାମାନେ ଭୋଟରଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରୁଛନ୍ତି। ପ୍ରଚାର ଅବଧି ଶେଷ ହୋଇଥିବା ବେଳେ ଏବେ ବି ବିଜେଡିର ନେତାମାନେ ସେଠାରେ…
ଶନିବାର ପାଟକୁରା ନିର୍ବାଚନ: ଭାଜପା ବୁଥ୍ ଦଖଲ କରିବା ଆଶଙ୍କାରେ ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି
ଭୁବନେଶ୍ୱର,୧୯।୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ଶନିବାର ଭୋଟ ଗ୍ରହଣ କରାଯିବ। ଏଥିନିମନ୍ତେ ଗୁରୁବାର ସନ୍ଧ୍ୟାରୁ ପ୍ରଚାର ଶେଷ ହୋଇଛି। ସାରା ରାଜ୍ୟର ନଜର ଏବେ ଉକ୍ତ ଆସନ ଉପରେ ଥିବା ବେଳେ ବିଜେଡି ଏହାକୁ ହାତେଇବାକୁ ପୂରା ଦମ୍ରେ…
ପାଟକୁରାରେ ଖବରଦାତାଙ୍କୁ ଦୁର୍ବ୍ୟବହାର ଘଟଣା : ବିଧାନସଭାରେ ହଟ୍ଟଗୋଳ; କେନ୍ଦ୍ରାପଡ଼ା ଏସ୍ପିଙ୍କ ନିଲମ୍ବନ ଦାବି
ଭୁବନେଶ୍ୱର,୧୮।୭(ବ୍ୟୁରୋ) : ଖବରଦାତାଙ୍କୁ ଦୁର୍ବ୍ୟବହାର କରିଥିବା କେନ୍ଦ୍ରାପଡ଼ା ଏସ୍ପିଙ୍କୁ ହଟାଯାଉ, ନଚେତ୍ ଗୃହ ଚଳାଇ ଦେବୁ ନାହିଁ। ଏହି ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ବିଧାନସଭାରେ ହଙ୍ଗାମା କରିଥିଲେ। ପ୍ରସଙ୍ଗ ଗୋଟିଏ ହେଲେ ମଧ୍ୟ ଭାଜପା ଏବଂ କଂଗ୍ରେସ ଭିନ୍ନ ଭିନ୍ନ…
ପ୍ରାକୃତିକ ବିପର୍ଯ୍ୟୟ ସୂଚନା ଦେବ ‘ସତର୍କ’ ଆପ୍: ବ୍ଲକ, ପଞ୍ଚାୟତରେ ଲାଗିବ ପାଣିପାଗ ଓ ବୃଷ୍ଟିମାପକ ଯନ୍ତ୍ର
ଭୁବନେଶ୍ୱର, ୧୮।୭(ବ୍ୟୁରୋ): ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ଚିର ସହଚର ହୋଇ ରହିଛି। କେତେବେଳେ ବନ୍ୟା ତ କେତେବେଳେ ବାତ୍ୟା, ମରୁଡ଼ି, ବଜ୍ରପାତ, ଅଂଶୁଘାତ ଭଳି ବିପତ୍ତି ରାଜ୍ୟବାସୀଙ୍କୁ ଅସ୍ତବ୍ୟସ୍ତ କରୁଛି। ପ୍ରାକ୍ ସୂଚନା ଅଭାବରୁ ଅନେକ ଧନ ଜୀବନ ନଷ୍ଟ ହେଉଛି।…
କୁମାରସ୍ବାମୀଙ୍କ ଶକ୍ତି ପରୀକ୍ଷା: ସମର୍ଥକଙ୍କ ସଂଖ୍ୟା ଶହେରୁ କମି ୯୮ ହେଲା
ବେଙ୍ଗାଲୁର୍,୧୮।୭: କର୍ନାଟକରେ ରାଜନୈତିକ ସଙ୍କଟ ଘନେଇବାରେ ଲାଗିଛି। ଗୁରୁବାର ମୁଖ୍ୟମନ୍ତ୍ରୀ ଏଚ୍.ଡି.କୁମାରସ୍ବାମୀ ବିଧାନସଭାରେ ଶକ୍ତି ପରୀକ୍ଷାର ସମ୍ମୁଖୀନ ହୋଇଛନ୍ତି। କର୍ନାଟକ ବିଧାନସଭାରେ ୧୯ ଜଣ ସଦସ୍ୟ ଅନୁପସ୍ଥିତ ଥିବା କୁହାଯାଉଛି। ଫଳରେ ମୋଟ ୨୨୪ ଜଣ ସଦସ୍ୟ ୧୯ ଜଣଙ୍କୁ ବାଦ୍…
କୁଳଭୂଷଣଙ୍କ ଭଳି ପାକିସ୍ତାନ ଜେଲ୍ରେ ଅଛନ୍ତି ୨୭୩ ଭାରତୀୟ
ନୂଆଦିଲ୍ଲୀ,୧୮।୭: କୁଳଭୂଷଣ ଯାଦବଙ୍କ ଭଳି ପାକିସ୍ତାନ ଜେଲ୍ରେ ୨୭୩ ଜଣ ଭାରତୀୟ ବନ୍ଦୀ ଭାବେ ରହିଛନ୍ତି। ପାକିସ୍ତାନରେ ବିଭିନ୍ନ ଜେଲ୍ରେ ଏହି ଭାରତୀୟମାନେ ରହିଛନ୍ତି। ସେମାନଙ୍କ ମଧ୍ୟରେ ୬୪ ସାଧାରଣ ଲୋକ ଏବଂ ୨୦୯ ଜଣ ଧୀବର ରହିଥିବା କୁହାଯାଉଛି। ୨୦୧୬ରେ…
ଚନ୍ଦ୍ରୟାନ-୨ର ପରୀକ୍ଷଣ ପାଇଁ ଧାର୍ଯ୍ୟ ହେଲା ତାରିଖ
ଶ୍ରୀହରିକୋଟା,୧୮।୭: ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଗତ ଜୁଲାଇ ୧୫ରେ ଚନ୍ଦ୍ରୟାନ-୨ର ଉତ୍କ୍ଷେପଣ କରାଯିବାକୁ ସମସ୍ତ ପ୍ରସ୍ତୁତି ସରିଥିଲା। ହେଲେ ଶେଷ ମୂହୁର୍ତ୍ତରେ ଯାନ୍ତ୍ରୀକ ତ୍ରୁଟି ଦର୍ଶାଇ ଏହାକୁ ସ୍ଥଗିତ ରଖାଯାଇଥିଲା। ଭାରତୀୟ ମହାକାଶ ଗବେଷଣା ସଂସ୍ଥା…
ଅଯୋଧ୍ୟା ମାମଲା: ଜୁଲାଇ ୩୧ ପର୍ଯ୍ୟନ୍ତ ମଧ୍ୟସ୍ଥତା; ଅଗଷ୍ଟ-୨ଠାରୁ ଶୁଣାଣି
ନୂଆଦିଲ୍ଲୀ,୧୮।୭: ଅଯୋଧ୍ୟା ମାମଲାରେ ସୁପ୍ରିମ୍କୋର୍ଟ ଜୁଲାଇ ୩୧ ପର୍ଯ୍ୟନ୍ତ ମଧ୍ୟସ୍ଥତା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହାପରେ ଅଗଷ୍ଟ ୨ଠାରୁ ଓପନ କୋର୍ଟରେ ଏହାର ଶୁଣାଣି କରାଯିବ। ଅଗଷ୍ଟ ୨ରେ ଅପରାହ୍ନ ୨ଟା ପରେ କୋର୍ଟ ଖୋଲିଲେ ଏନେଇ ବିଧିବଦ୍ଧ ନିଷ୍ପତ୍ତି ଗ୍ରହଣ…
Archives


