ଅଯୋଧ୍ୟା ମାମଲା: ଜୁଲାଇ ୩୧ ପର୍ଯ୍ୟନ୍ତ ମଧ୍ୟସ୍ଥତା; ଅଗଷ୍ଟ-୨ଠାରୁ ଶୁଣାଣି
ନୂଆଦିଲ୍ଲୀ,୧୮।୭: ଅଯୋଧ୍ୟା ମାମଲାରେ ସୁପ୍ରିମ୍କୋର୍ଟ ଜୁଲାଇ ୩୧ ପର୍ଯ୍ୟନ୍ତ ମଧ୍ୟସ୍ଥତା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହାପରେ ଅଗଷ୍ଟ ୨ଠାରୁ ଓପନ କୋର୍ଟରେ ଏହାର ଶୁଣାଣି କରାଯିବ। ଅଗଷ୍ଟ ୨ରେ ଅପରାହ୍ନ ୨ଟା ପରେ କୋର୍ଟ ଖୋଲିଲେ ଏନେଇ ବିଧିବଦ୍ଧ ନିଷ୍ପତ୍ତି ଗ୍ରହଣ…
୨୦ ବର୍ଷରେ ବନ୍ୟାରେ କ୍ଷତି ହୋଇଛି ୫ ଶହ ୪୭ ଲକ୍ଷ କୋଟିରୁ ଅଧିକ
ନୂଆଦିଲ୍ଲୀ,୧୮।୭: ଗତ ୨୦ ବର୍ଷ ମଧ୍ୟରେ ଦେଶରେ ଦେଖାଦେଇଥିବା ବନ୍ୟାରେ ୫ଶହ ୪୭ ଲକ୍ଷ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ଏହି ଟଙ୍କାରେ ଦେଶରେ ୨ ଲକ୍ଷ ୭୩ ହଜାର ୬ ଶହ ସ୍କୁଲ ସ୍ଥାପନ କରାଯାଇ ପାରିଥାନ୍ତା…
ଆଇସିଜେ ରାୟ: ଭାରତର ବୃହତ୍ ବିଜୟ
ହେଗ୍,୧୮ା୭(ପି.ଟି./ଆଇଏଏନ୍ଏସ୍): କୁଳଭୂଷଣ ଯାଦବଙ୍କ ମୃତ୍ୟୁ ଦଣ୍ଡାଦେଶ ଉପରେ ରହିଥିବା ସ୍ଥଗିତାଦେଶକୁ ବୁଧବାର ଅନ୍ତର୍ଜାତୀୟ ଅଦାଲତ ବଳବତ୍ତର ରଖିଛନ୍ତି। ଏହି ହାଇପ୍ରେଫାଇଲ୍ ମାମଲାର ରାୟ ପ୍ରକାଶ ବେଳେ ଭାରତ ସପକ୍ଷରେ ୧୫ ବିଚାରପତି ମତ ଦେଇଛନ୍ତି। ହେଲେ ଆଇସିଜେରେ ଅସ୍ଥାୟୀ ବିଚାରପତି ଥିବା…
ଏମ୍ଜିଏନ୍ଆର୍ଇଜିଏ ଯୋଜନା ବନ୍ଦ ହୋଇପାରେ
ନୂଆଦିଲ୍ଲୀ,୧୮-୭: କେନ୍ଦ୍ର ସରକାର ଆଉ ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ କର୍ମନିଯୁକ୍ତି ଯୋଜନା(ଏମ୍ଜିଏନଆର୍ଇଜିଏ)କୁ ବନ୍ଦ କରିଦେବା ଲାଗି କେନ୍ଦ୍ର ସରକାର ଚାହୁଁଛନ୍ତି। ଏହି ଯୋଜନା ଗରିବଙ୍କ ଲାଗି ଉଦ୍ଦିଷ୍ଟ। ମୋଦି ସରକାର ଦେଶରୁ ଗରିବଙ୍କ ସଂଖ୍ୟା କମାଇବାକୁ ବଦ୍ଧପରିକର। ଏଣୁ ଏହି…
ରାଜ୍ୟରେ ମରୁଡ଼ି ଆଶଙ୍କା
ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗାଏବ ହୋଇଯାଇଛି। ଗତ ୨ ସପ୍ତାହ ହେବ ନିଅଣ୍ଟିଆ ବର୍ଷା ପରିସ୍ଥିତି ସୃଷ୍ଟି ହୋଇଛି। ଧାନବିଲ ଫାଟି ଆଁ କଲାଣି। ଆସନ୍ତା ସପ୍ତାହକ ମଧ୍ୟରେ ବର୍ଷା ନ ହେଲେ ରାଜ୍ୟରେ ଭୟଙ୍କର ପରିସ୍ଥିତି…
୧୨ ବର୍ଷରେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି ୧୪୧୭
ଭୁବନେଶ୍ୱର, ୧୮ା୭: ରାଜଧାନୀ ଭୁବନେଶ୍ୱରରେ ହତ୍ୟା, ବଳାତ୍କାର, ଲୁଟ୍, ଠକେଇ, ଜମି ହଡପ, ଅପହରଣ ଭଳି ବଡ଼ ବଡ଼ ଅପରାଧ ପ୍ରାୟ ପ୍ରତିଦିନ ଘଟୁଛି। ଏ ସବୁ ଅପରାଧର ତଦନ୍ତ, ପ୍ରମାଣ ଯୋଗାଡ଼ କରିବାରେ କମିଶନରେଟ୍ ପୋଲିସକୁ ଦୀର୍ଘ ସମୟ ଲାଗିଯାଉଛି।…
କୁଲଭୂଷଣଙ୍କୁ ଫାଶୀ ଦେଇପାରିବନି ପାକିସ୍ତାନ
ନୂଆଦିଲ୍ଲୀ,୧୭।୭: ବହୁପ୍ରତୀକ୍ଷିତ କୁଳଭୂଷଣ ଯାଦବ ମାମଲାରେ ଇଣ୍ଟରନ୍ୟାଶନାଲ କୋର୍ଟ ଅଫ୍ ଜଷ୍ଟିସ୍ (ଆଇସିଜେ) ବୁଧବାର ଶୁଣାଣି କରିଛନ୍ତି। ଏହି ଶୁଣାଣି ଭାରତ ସପକ୍ଷରେ ଯାଇଛି। ଆଇସିଜେ କୁଳଭୂଷଣଙ୍କ ଫାଶୀ ଦଣ୍ଡାଦେଶ ଉପରେ ରୋକ ଲଗାଇଛନ୍ତି। ଏଥିସହ ପୂର୍ବତନ ନୌସେନା ଅଧିକାରୀ କୁଳଭୂଷଣଙ୍କୁ…
ଲକ୍ଷ୍ୟଭ୍ରଷ୍ଟ ବିରୋଧୀ: ମନ୍ତ୍ରୀ, ବିଧାୟକଙ୍କ ଅନୁପସ୍ଥିତିକୁ ନେଇ ବିଧାନସଭାରେ ହଙ୍ଗାମା
ଭୁବନେଶ୍ୱର,୧୭।୭(ବ୍ୟୁରୋ): ୧୬ଶ ବିଧାନସଭାରେ ବିରୋଧୀ ଲକ୍ଷ୍ୟଭ୍ରଷ୍ଟ ହୋଇଛନ୍ତି। ଲୋକମାନଙ୍କ ସମସ୍ୟାକୁ ଉତ୍ଥାପନ କରିବା ବଦଳରେ ଉଭୟ ଭାଜପା ଓ କଂଗ୍ରେସ ପରସ୍ପର ଗୋହି ଖୋଳାଖୋଳି ହେଉଛନ୍ତି। ଚଳିତ ବିଧାନସଭାରେ ଭାଜପାକୁ ମୁଖ୍ୟ ବିରୋଧୀ ଦଳ ମାନ୍ୟତା ମିଳିଛି। କଂଗ୍ରେସ ତୃତୀୟ ସ୍ଥାନକୁ…
ସବୁ ସ୍କୁଲ ପାଠାଗାରକୁ ପୁସ୍ତକ ଯୋଗାଇଦେବାକୁ ଚଳିତବର୍ଷ ଖର୍ଚ୍ଚ ହେବ ୪୫.୬୨ କୋଟି
ଭୁବନେଶ୍ୱର, ୧୭।୭(ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ସବୁ ସ୍କୁଲ ପାଠାଗାରକୁ ପୁସ୍ତକ ଯୋଗାଇ ଦିଆଯିବ। ସେଥିପାଇଁ ରାଜ୍ୟ ସରକାର ୪୫ କୋଟି ୬୨ ଲକ୍ଷ ୯୫ ହଜାର ଟଙ୍କାର ବ୍ୟୟବରାଦ କରିଛନ୍ତି। ପ୍ରୋଜେକ୍ଟ ଆପ୍ରୁଭାଲ ବୋର୍ଡ(ପିଏବି) ଅନୁମୋଦନ ପରେ ପୁସ୍ତକ କ୍ରୟ…
୨୦୨୩ ଏପ୍ରିଲ୍ ସୁଦ୍ଧା ଭାରତକୁ ଆସିବ ଏସ୍-୪୦୦ ପ୍ରତିରକ୍ଷା ପ୍ରଣାଳୀ
ନୂଆଦିଲ୍ଲୀ,୧୭।୭: ଭାରତକୁ ପ୍ରତିରକ୍ଷା କ୍ଷେତ୍ରରେ ସୁଦୃଢ଼ କରାଯିବା ପାଇଁ କେନ୍ଦ୍ର ସରକାରଙ୍କ ଉଦ୍ୟମ ଜାରି ରହିଛି। ଏହି ମର୍ମରେ ଏସ୍-୪୦୦ ପ୍ରତିରକ୍ଷା ପ୍ରଣାଳୀ ୨୦୨୩ ଏପ୍ରିଲ୍ ସୁଦ୍ଧା ଭାରତକୁ ଆସିବ। ଏନେଇ ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ନାଇକ ବୁଧବାର ଲୋକ ସଭାରେ…
ନିଲାମ ହେବ ୪୧ କୋଇଲା ବ୍ଲକ୍: ୨୦୩୦ ସୁଦ୍ଧା କୋଇଲା ଉତ୍ପାଦନରେ ଭାରତ ହେବ ଆତ୍ମନିର୍ଭରଶୀଳ
ନୂଆଦିଲ୍ଲୀ,୧୭।୭: ଖୁବ୍ ଶୀଘ୍ର ଦେଶର ୪୧ଟି କୋଇଲା ବ୍ଲକ୍ ନିଲାମ କରାଯିବ। ଏନେଇ ଏକ ପ୍ରଶ୍ନର ଉତ୍ତରରେ ଲୋକ ସଭାରେ କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ସୂଚନା ଦେଇଛନ୍ତି। ଦେଶରେ କୋଇଲାର ଚାହିଦା ବଢିବାରେ ଲାଗିଛି। ତେବେ ଉତ୍ପାଦନ କ୍ଷମତା ବଢାଇବା…
ସମସ୍ତ ଅର୍ଦ୍ଧସୈନିକ ବଳଙ୍କ କାର୍ଯ୍ୟ ସମୀକ୍ଷା କରିବେ ସ୍ବରାଷ୍ଟ୍ର ମନ୍ତ୍ରୀ
ନୂଆଦିଲ୍ଲୀ,୧୭।୭: ଦେଶର ସମସ୍ତ ଅର୍ଦ୍ଧସୈନିକ ବଳଙ୍କ କାର୍ଯ୍ୟ ଏଣିକି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସମୀକ୍ଷା କରିବେ। ଏହା ଅନ୍ତର୍ଗତ ଆଇଟିବିପି, ବିଏସ୍ଏଫ୍, ଏସ୍ଏସ୍ବି, ଏନ୍ଏସ୍ଜି ଏବଂ ସିଆରପିଏଫ୍ ଆଦିଙ୍କ କାର୍ଯ୍ୟ ତଦାରଖ କରାଯିବ। ଏହାର ଆରମ୍ଭ ଜୁଲାଇ ୨୯ରେ ସିଆରପିଏଫ୍…
Archives


