Home Middle

କ୍ୟାବିନେଟ୍‌ ବୈଠକରେ ଏନ୍‌ପିଆର୍‌କୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୪।୧୨: ସିଏଏ ଏବଂ ଏନ୍‌ଆର୍‌ସିକୁ ନେଇ ଦେଶରେ ବିରୋଧ ପ୍ରଦର୍ଶନ ଏବଂ ହିଂସା ଜାରି ରହିଥିବାବେଳେ ମଙ୍ଗଳବାର କ୍ୟାବିନେଟ୍‌ ବୈଠକରେ ରାଷ୍ଟ୍ରୀୟ ଜନସଂଖ୍ୟା ରେଜିଷ୍ଟର(ଏନ୍‌ପିଆର୍‌)କୁ ମଞ୍ଜୁରୀ ମିଳିଛି। ରାଷ୍ଟ୍ରୀୟ ଜନସଂଖ୍ୟା ରେଜିଷ୍ଟର ଅପଡେଟ୍‌ କରାଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି। ପ୍ରଧାନମନ୍ତ୍ରୀ…

ଫେବୃୟାରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା

କଟକ ଅଫିସ୍‌,୨୪।୧୨: ଆସନ୍ତା ଫେବୃୟାରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହୋଇ ଦିନ ୧୨.୩୦ରେ…

୨୬ରେ ସୂର୍ଯ୍ୟୋପରାଗ: ସମସ୍ତ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ଆସନ୍ତା ଡିସେମ୍ବର ୨୬ରେ ସୂର୍ଯ୍ୟୋପରାଗ ଯୋଗୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସୂଚନାଯୋଗ୍ୟ, ୨୬ତାରିଖ ସକାଳେ ବିରଳ ସୂର୍ଯ୍ୟୋପରାଗ ସଂଘଠିତ ହେବ। ଏହା…

‘କଂଗ୍ରେସ ମୁକ୍ତ ଭାରତ’ ପରିବର୍ତ୍ତେ ‘ଭାଜପା ମୁକ୍ତ’ ହେବାକୁ ଯାଉଛି ଦେଶ: ଶିବସେନା

ମୁମ୍ବାଇ, ୨୪।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ଭାଜପାର ପରାଜୟ ହୋଇଛି। ଏନେଇ ଶିବସେନା ଭାଜପାକୁ କଡ଼ା ସମାଲୋଚନା କରିଛି। ଶିବସେନା ମୁଖପତ୍ର ସାମନାରେ ଏନେଇ ଏକ ଲେଖା ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ, ଭାଜପା ‘କଂଗ୍ରେସ ମୁକ୍ତ ଭାରତ’ ଘୋଷଣା…

ଝାଡ଼ଖଣ୍ଡ ନୂଆ ବିଧାୟକ: ୫୭ କୋଟିପତି; ୪୩ଙ୍କ ବିରୋଧରେ ଆପରାଧୀକ ମାମଲା

ରାଞ୍ଚି,୨୪।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ହୋଇଛି। ରାଜ୍ୟର ୮୧ ନୂଆ ବିଧାୟକଙ୍କ ମଧ୍ୟରେ ୫୭ ଜଣ କୋଟିପତି ରହିଛନ୍ତି। ସେହିପରି ୪୩ ଜଣଙ୍କ ବିରୋଧରେ ଆପରାଧୀକ ମାମଲା ରହିଛି। ନିର୍ବାଚନ ସମୟରେ ସେମାନଙ୍କ ଦ୍ୱାରା ଦାଖଲ ହୋଇଥିବା ସତ୍ୟପାଠରୁ…

ଭାଜପାକୁ ଝାଡ଼ଖଣ୍ଡ ଝଟକା

ରାଞ୍ଚି/ନୂଆଦିଲ୍ଲୀ,୨୪ା୧୨(ପି.ଟି./ଆଇଏଏନ୍‌ଏସ୍‌): ମହାରାଷ୍ଟ୍ର ପରେ ଝାଡ଼ଖଣ୍ଡ ନିର୍ବାଚନରେ ଭାଜପାକୁ ବଡ଼ ଝଟକା ଲାଗିଛି। ବିଧାନସଭାର ୮୧ ଆସନ ମଧ୍ୟରୁ ଶାସକ ଭାଜପାକୁ ମାତ୍ର ୨୫ ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ନେତୃତ୍ୱାଧୀନ ବିରୋଧୀ ମେଣ୍ଟ ୪୭ ଆସନ…

ତପ୍ତପାଣି ଘାଟିରେ ଓଲଟିଲା ପିକ୍‌ନିକ୍‌ ବସ୍‌ ୩୫ରୁ ଊଦ୍ଧର୍‌ବ ଆହତ, ୧୯ ଗୁରୁତର

ଦିଗପହଣ୍ଡି,(ଡି.ଏନ୍‌.ଏ.)/ପାଟପୁର,୨୪ା୧୨- ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟିରେ ସୋମବାର ରାତି ପ୍ରାୟ ୮ଟାରେ ଏକ ପିକ୍‌ନିକ୍‌ ବସ୍‌ ଓଲଟି ପଡିବାରୁ ୩୫ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯ ଜଣ ଗୁରୁତର ଅଛନ୍ତି। ପ୍ରକାଶ ଯେ,…

କଳାଟଙ୍କା ତଥ୍ୟ ଦେବାକୁ ସରକାର ଅରାଜି

ନୂଆଦିଲ୍ଲୀ,୨୪-୧୨: ସୁଇଜରଲାଣ୍ଡରେ ଥିବା ବ୍ୟାଙ୍କଗୁଡିକୁ କଳା ଟଙ୍କା ରଖିବାର ଭୂସ୍ବର୍ଗ ବୋଲି ବିଚାର କରାଯାଇଥାଏ। ପୂର୍ବରୁ ଏଠାକାର ସରକାର ଅନ୍ୟ କୌଣସି ଦେଶକୁ ନିଜ ବ୍ୟାଙ୍କରେ ଥିବା ଆକାଉଣ୍ଟ ସମ୍ପର୍କିତ ତଥ୍ୟ ଦେଉ ନ ଥିଲେ। ହେଲେ ଏହି ଧାରାରେ ନିୟମ…

କମୁନି ଅନ୍ନଦାତାଙ୍କ ଋଣବୋଝ: ଦୋହଲି ଯାଇଛି ଆର୍ଥିକ ମେରୁଦଣ୍ଡ

ନୂଆଦିଲ୍ଲୀ,୨୩।୧୨: ସୋମବାର ଦେଶରେ ପାଳିତ ହେଉଛି କିଷାନ ଦିବସ। ଦେଶର ପଞ୍ଚମ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂଙ୍କ ଜନ୍ମତିଥିରେ ଏହା ପାଳିତ ହୋଇଆସୁଛି। ଚୌଧୁରୀ ଚରଣ ସିଂ ୧୯୦୨ ଡିସେମ୍ବର ୨୩ରେ ଉତ୍ତରପ୍ରଦେଶ ନୁର୍‌ପୁରଠାରେ ଜନ୍ମଗ୍ରହଣ କରିଥିଲେ। ସେ ୧୯୮୭ ମେ…

ଭାଜପାର ମିଶନ ୬୫ ଫେଲ୍‌: ବାଟରେ କଣ୍ଟା ସାଜିଲା ୫ କାରଣ

ରାଞ୍ଚି,୨୩।୧୨: ଝାଡ଼ଖଣ୍ଡରେ ଭାଜପାର ମିଶନ ୬୫ ଫେଲ୍‌ ମାରିଛି। ବିଧାନସଭା ନିର୍ବାଚନ ଫଳାଫଳ କଂଗ୍ରେସ-ଜେଏମ୍‌ଏମ ମେଣ୍ଟ ସପକ୍ଷରେ ଯାଇଛି। ମୁଖ୍ୟମନ୍ତ୍ରୀ ରଘୁବର ଦାସ ସରକାରଙ୍କୁ ଲୋକେ ପ୍ରତ୍ୟାଖାନ କରିଛନ୍ତି। ଭାଜପାର ବିଜୟ ପଥରେ ୫ଟି କାରଣ କଣ୍ଟା ସାଜିଥିବା ରାଜନୈତିକ ସମୀକ୍ଷକ…

ସିଏଏ-ଏନ୍‌ଆର୍‌ସି ଦେଲାନି କାମ: ହେମନ୍ତ ସୋରେନ୍‌

ରାଞ୍ଚି,୨୩।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଫଳାଫଳ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନ୍‌। ସେ କହିଛନ୍ତି ମୋଦି ସରକାରଙ୍କ ସିଏଏ ଏବଂ ଏନ୍‌ଆର୍‌ସି କାମ ଦେଇନି। ଲୋକେ ରାଜ୍ୟରେ…

ବର୍ଷକ ମଧ୍ୟରେ ଭାଜପା ହାତରୁ ଖସି ଯାଇପାରେ ପଞ୍ଚମ ରାଜ୍ୟ

ନୂଆଦିଲ୍ଲୀ,୨୩।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ମତଗଣନା ସୋମବାର ସକାଳୁ ଆରମ୍ଭ ହୋଇଛି। ଏଥିରେ ସକାଳ ୧୧ଟା ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି(ଭାଜପା) ୩୧ଟି ଆସନରେ ଆଗୁଆ ଥିବା ବେଳେ କଂଗ୍ରେସ-ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା-ରାଷ୍ଟ୍ରୀୟ ଜନତା ଦଳ ମେଣ୍ଟ ୪୧ ଆସନରେ ଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?