Home Middle

ଲର୍ଡସ ଲଢ଼େଇରେ ଇଂଲଣ୍ଡର ବାଜିମାତ୍‌

ଲଣ୍ଡନ,୧୫।୭(ପି.ଟି.) – କ୍ରିକେଟର ଜନକ କୁହାଯାଉଥିବା ଇଂଲଣ୍ଡ ଶେଷରେ ବିଶ୍ୱକପ୍‌ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଖେଳାଯାଇଥିବା କଡ଼ା ସଂଘର୍ଷପୂର୍ଣ୍ଣ ରୋମାଞ୍ଚକ ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ସୁପର ଓଭରରେ ନ୍ୟୁଜିଲାଣ୍ଡକୁ ନାଟକୀୟ ଢଙ୍ଗରେ ହରାଇ ପ୍ରଥମଥର…

ତିନି ରଥ ଉପରେ ଚାଲିଛି ଅଧରପଣା ନୀତି: ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ଼

ପୁରୀ ଅଫିସ୍‌, ୧୪।୭: ରଥ ଉପରେ ଶ୍ରୀଜିଉଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି। ଅଧରପଣା ନୀତି ଦେଖିବାକୁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଛି। ସର, କଦଳୀ, ଛେନା, ଗୋଲମରିଚ, ଗୁଣ୍ଡ କର୍ପୁର, ଜାଇଫଳ ଆଦିରେ ପଣା…

ବିଶ୍ୱକପ ଫାଇନାଲ: ଇଂଲଣ୍ଡର ବିଜୟ ଲକ୍ଷ୍ୟ ୨୪୨

ଲର୍ଡସ, ୧୪।୭: ଐତିହାସିକ ଲର୍ଡସରେ ରବିବାର ଅନୁଷ୍ଠିତ ବିଶ୍ୱକପ ଫାଇନାଲରେ ଆୟୋଜକ ଇଂଲଣ୍ଡ ସାମ୍ନାରେ ୨୪୨ରନ୍‌ର ବିଜୟ ଲକ୍ଷ୍ୟ ରଖିଛି ନ୍ୟୁଜିଲାଣ୍ଡ। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ନ୍ୟୁଜିଲ୍ୟାଣ୍ଡ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ ହରାଇ ୨୪୧…

ମାଡ଼ି ଆସୁଛି ‘ବାରୀ’ ପ୍ରବଳ ବର୍ଷା ସହ ହେବ ଭୂସ୍ଖଳନ

ଓ୍ବାଶିଂଟନ,୧୪।୭: ଆମେରିକାର ଲୁଇସିଆନା ସହରରେ ଘୂର୍ଣ୍ଣିବାତ୍ୟା ‘ବାରୀ’ର ପ୍ରଭାବରେ ପ୍ରବଳ ବର୍ଷା ହୋଇଛି। ଦିନେ ଦୁଇ ଦିନ ମଧ୍ୟରେ ଏହା ଭୟଙ୍କର ରୂପ ଧାରଣ କରିବା ଅନୁମାନ କରାଯାଇଥିବା ବେଳେ ଏହାକୁ ନେଇ ସତର୍କ ସୂଚନା ଜାରି କରାଯାଇଛି। ଆଟଲାଣ୍ଟିକ ସିଜନର…

ଆତଙ୍କବାଦୀ ସଂଗଠନଗୁଡ଼ିକୁ ପାଣ୍ଠି ଯୋଗାଣ: ପାକିସ୍ତାନ କରୁଛି ଚୋରା ନିଶାଦ୍ରବ୍ୟ କାରବାର

ନୂଆଦିଲ୍ଲୀ,୧୪।୭: ଭାରତରେ ଥିବା ଆତଙ୍କବାଦୀ ସଂଗଠନଗୁଡ଼ିକୁ ପାଣ୍ଠି ଯୋଗାଇବା ପାଇଁ ପାକିସ୍ତାନ ଏବେ ଚୋରା ନିଶାଦ୍ରବ୍ୟ କାରବାର କରୁଛି। ବିଗତ ଦିନରେ ସୀମାପାରରୁ ଆସୁଥିବା ବିପୁଳ ପରିମାଣର ବିଭିନ୍ନ ନିଶାଦ୍ରବ୍ୟ ଜବତ ହୋଇଛି। ଭାରତୀୟ ସୁରକ୍ଷା ସଂସ୍ଥା ଅନୁସାରେ ଜୁଲାଇ ୧୦ରେ…

୫୨ ଦିନ ପରେ ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଚନ୍ଦ୍ରପୃଷ୍ଠର ଦକ୍ଷିଣ ପାର୍ଶ୍ୱରେ ପହଞ୍ଚିବ ଚନ୍ଦ୍ରାୟନ-୨

ନୂଆଦିଲ୍ଲୀ,୧୪।୭: ଭାରତର ଚନ୍ଦ୍ର ମିଶନ ଅନ୍ତର୍ଗତ ଚନ୍ଦ୍ରାୟନ-୨ ଜୁଲାଇ ୧୪-୧୫ ଭୋର୍‌ ୨ଟା ୫୧ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ଇସ୍ରୋର ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଉତ୍‌କ୍ଷେପଣ କରାଯିବ। ଜିଏସ୍‌ଏଲ୍‌ଭି ମାର୍କ-୩ ବାହୁବଳୀ ରକେଟରେ ଏହାର ଉତ୍‌କ୍ଷେପଣ କରାଯିବ। ୫୨ ଦିନ ପରେ…

ଚନ୍ଦ୍ରାୟନ-୨: ବାହୁବଳୀ ରକେଟର ଉତ୍‌କ୍ଷେପଣ ଦେଖିବେ ଦର୍ଶକ

ଶ୍ରୀହରିକୋଟା,୧୪।୭: ଭାରତର ଚନ୍ଦ୍ର ମିଶନ ଅନ୍ତର୍ଗତ ଚନ୍ଦ୍ରାୟନ-୨ ଜୁଲାଇ ୧୪-୧୫ ଭୋର୍‌ ୨ଟା ୫୧ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ଇସ୍ରୋର ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଉତ୍‌କ୍ଷେପଣ କରାଯିବ। ଜିଏସ୍‌ଏଲ୍‌ଭି ମାର୍କ-୩ ବାହୁବଳୀ ରକେଟର ଉତ୍‌କ୍ଷେପଣ ଦେଖିବା ପାଇଁ ଦର୍ଶକମାନେ ଅନ୍‌ଲାଇନ୍‌ରେ ପଞ୍ଜିକରଣ…

ପାଟକୁରା: ବୁଝାମଣାରୁ ଲଢ଼େଇ ଦୁର୍ବଳ; ଆସିବେନି ମୋଦି-ଶାହ, ଭାଜପାକୁ କେବଳ ରାଜ୍ୟ ନେତୃତ୍ୱ ଭରସା

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ରାଜ୍ୟ ରାଜନୀତି ବର୍ତ୍ତମାନ ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀରେ କେନ୍ଦ୍ରିତ। ୨୦୧୯ ସାଧାରଣ ନିର୍ବାଚନରେ ୧୪୬ ଆସନ ପାଇଁ ଭୋଟ ହୋଇଥିବାବେଳେ କେବଳ ପାଟକୁରା ଆସନ ଏଥିରୁ ବାଦ୍‌ ପଡିଥିଲା। ଏହି ଆସନରୁ ବିଜେଡି ପ୍ରାର୍ଥୀ ହୋଇଥିବା ବେଦପ୍ରକାଶ ଅଗ୍ରଓ୍ବାଲଙ୍କ…

ଉଦାହରଣ: ସରକାରୀ ଡାକ୍ତରଖାନାରେ ସ୍ତ୍ରୀଙ୍କ ପ୍ରସବ କରାଇଲେ ମାଲକାନଗିରି ଜିଲାପାଳ

ମାଲକାନଗିରି,୧୪।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଡାକ୍ତରଖାନାରେ ବିଭିନ୍ନ ସମୟରେ ରୋଗୀମାନଙ୍କ ଚିକିତ୍ସାରେ ଅବହେଳା ଓ ଟିକ୍‌ଟକ୍‌ ଭିଡିଓକୁ ନେଇ ମାଲକାନଗିରି ଜିଲା ଚର୍ଚ୍ଚା ହୋଇ ଆସୁଥିବାବେଳେ ଏବେ ଡାକ୍ତରଖାନା ଓ ଡାକ୍ତରଙ୍କ ପ୍ରତି ବିଶ୍ୱାସ ଜନ୍ମାଇବା ପାଇଁ ଜିଲାପାଳ ମନୀଷ ଅଗ୍ରଓ୍ବାଲ ପ୍ରୟାସ…

ଦେବାଳିଆ ହେଉଛନ୍ତି ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ: ଖାଉଛନ୍ତି ଶିଳ୍ପ, ଗଣୁଛନ୍ତି ସରକାର

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ରାଜ୍ୟରେ ବିଦ୍ୟୁତ୍‌ ବ୍ୟବସ୍ଥା ସାଂଘାତିକ ଅବସ୍ଥା ଦେଇ ଗତି କରୁଛି। ବିଦ୍ୟୁତ୍‌ ନିଅଣ୍ଟିଆ ଏବଂ ଋଣ ବୋଝରେ ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ ଉବୁଟୁବୁ ହେଲେଣି । ଅନ୍ୟପକ୍ଷରେ ରାଜ୍ୟରେ ଥିବା ବଡ ବଡ ଶିଳ୍ପସଂସ୍ଥାଗୁଡିକ ବିଦ୍ୟୁତ୍‌ ଚଳୁ କରି…

ମଙ୍ଗଳବାର ବିଳମ୍ବିତ ରାତିରେ ଚନ୍ଦ୍ରଗ୍ରହଣ: ଅପରାହ୍ନ ୪ଟା ୩୨ରୁ ପାକତ୍ୟାଗ, ଦେବନୀତି ନିଷେଧ

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ଆସନ୍ତା ୧୬ ତାରିଖ ମଙ୍ଗଳବାର ବିଳମ୍ବିତ ରାତିରେ ଆଷାଢ଼ ପୂର୍ଣ୍ଣିମା ବା ଗୁରୁପୂର୍ଣ୍ଣିମାରେ ଆଂଶିକ ଚନ୍ଦ୍ରଗ୍ରହଣ ସଂଗଠିତ ହେବ। ଏହା ୟୁରୋପ, ଏସିଆ, ଅଷ୍ଟ୍ରେଲିଆ, ଆଫ୍ରିକା, ଦକ୍ଷିଣ ଆମେରିକା ଆଦି ମହାଦେଶର ଅନେକ ଅଞ୍ଚଳ ସହ ଭାରତର ସମସ୍ତ…

ମହାନଦୀ ଜଳ ବିବାଦ: ଓଡ଼ିଶା, ଛତିଶଗଡ଼କୁ ଦସ୍ତାବିଜ୍‌ ଦାଖଲ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪ା୭: ମହାନଦୀ ଉପରମୁଣ୍ଡରେ ଛତିଶଗଡ଼ ଏକାଧିକ ପ୍ରକଳ୍ପ ନିର୍ମାଣ କରି ଓଡ଼ିଶାକୁ ଜଳପ୍ରବାହରେ ବାଧା ସୃଷ୍ଟି କରିଥିବାବେଳେ ଏହି ମାମଲା ଜଳ ବିବାଦ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ଅକ୍ଟୋବର ୧୯ ପୂର୍ବରୁ ଏହା ଉପରେ ଦସ୍ତାବିଜ୍‌ ଦାଖଲ କରିବା ଲାଗି ଟ୍ରିବ୍ୟୁନାଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri