ନାଗରିକତା ସଂଶୋଧନ ଆଇନ: ୯ ରାଜ୍ୟରେ ବିରୋଧ
ନୂଆଦିଲ୍ଲୀ, ୧୯।୧୨: ନାଗରିକତା ସଂଶୋଧନ ଆଇନକୁ ନେଇ ଦେଶରେ ଆଇନ ଶୃଙ୍ଖଳା ସ୍ଥିତି ଅଣାୟତ ହେବାରେ ଲାଗିଛି। ଦିଲ୍ଲୀ, ଉତ୍ତରପ୍ରଦେଶ, ବିହାର, ପଶ୍ଚିମବଙ୍ଗ, ଆସାମ, ମେଘାଳୟ, ମହାରାଷ୍ଟ୍ର, ତେଲଙ୍ଗାନା ଏବଂ କର୍ନାଟକ ଆଦି ୯ଟି ରାଜ୍ୟରେ ଏହାକୁ ବିରୋଧ କରି ପ୍ରଦର୍ଶନ…
ପହଞ୍ଚିଲେ ଟିମ୍ ଇଣ୍ଡିଆ, ଓ୍ବେଷ୍ଟଇଣ୍ଡିଜ ଖେଳାଳି
ଭୁବେନଶ୍ୱର,୧୯।୧୨- ଘରୋଇ ଭାରତୀୟ ଦଳ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ୩ୟ ଦିନିକିଆ ମ୍ୟାଚ୍ ଆସନ୍ତା ୨୨ ତାରିଖରେ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏଥିନେଇ ଉଭୟ ଦଳର ଖେଳାଳିମାନେ ଗୁରୁବାର ଅପରାହ୍ନ ୧୨.୫୦ରେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଛନ୍ତି।…
ଆସନ୍ତା ୨୨ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍ ଦିନିକିଆ: କାଉଣ୍ଟରରେ ଚାଲିଛି ଟିକେଟ ବିକ୍ରି, ରାତିରୁ ଲାଗିଛି ଲମ୍ବା ଲାଇନ
କଟକ ଅଫିସ,୧୯।୧୨: ଆସନ୍ତା ୨୨ ତାରିଖରେ ବାରବାଟୀରେ ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ୩ୟ ଏକଦିବସୀୟ ତଥା ନିର୍ଣ୍ଣାୟକ କ୍ରିକେଟ ମ୍ୟାଚ୍ ଅନୁଷ୍ଠିତ ହେବ। ଏଥିପାଇଁ ଉଭୟ ଦଳ ଗୁରୁବାର ମଧ୍ୟାହ୍ନରେ ଭୁବନେଶ୍ୱରରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି। ଅପରପକ୍ଷେ ସକାଳୁ ଷ୍ଟାଡିୟମର…
ନିର୍ଭୟା ମାମଲା: ପଓ୍ବନ କୁମାର ଗୁପ୍ତାଙ୍କ ଆବେଦନର ଶୁଣାଣି ଆଜି
ନୂଆଦିଲ୍ଲୀ,୧୯।୧୨: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାକୁ ନେଇ ଗୁରୁବାର ସକାଳେ ଦିଲ୍ଲୀ ହାଇକୋର୍ଟ ଦୋଷୀ ପଓ୍ବନ କୁମାର ଗୁପ୍ତାଙ୍କ ଦ୍ୱାରା କରାଯାଇଥିବା ଆବେଦନର ଶୁଣାଣିକୁ ଆସନ୍ତା ଜାନୁୟାରୀ ୨୪ପର୍ଯ୍ୟନ୍ତ ସ୍ଥଗିତ ରଖିଥିଲେ। ଏହା ଉପରେ ନର୍ଭୟାଙ୍କ ଓକିଲ ପ୍ରଶ୍ନ ଉଠାଇବାରୁ…
ସିଏଏକୁ ନେଇ ରାଜଧାନୀରେ ବିରୋଧ ପ୍ରଦର୍ଶନ: ୧୪୪ ଧାରା ଜାରି
ନୂଆଦିଲ୍ଲୀ,୧୯।୧୨: ନାକରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ହିଂସାର ବାତାବରଣ ସୃଷ୍ଟି ହୋଇଥିବା ବେଳେ ଏବେ ଏହା ଯେମିତି ଥମିବାର ନାଁ ନେଇନି। ରବିବାର ଜାମିଆ ମିଲିଆ ଇସଲାମିଆ ପରିସରରେ ହୋଇଥିବା ହିଂସା ପରେ ଦିଲ୍ଲୀ ପୋଲିସ ଆଲର୍ଟରେ ରହିଛି।…
ସିଏଏର ବୈଧତା ପରଖିବେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୯।୧୨,(ପି.ଟି./ଆଇଏଏନ୍ଏସ୍): ଦେଶବ୍ୟାପୀ ହିଂସାମତ୍କ ବିକ୍ଷୋଭର କାରଣ ପାଲଟିଥିବା ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଉପରେ ସ୍ଥଗିତାଦେଶ ଜାରି କରିବାକୁ ବୁଧବାର ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ତେବେ ଏହି ନବପ୍ରଣୀତ ଆଇନର ସାମ୍ବିଧାନିକ ବୈଧତା ଯାଞ୍ଚ କରିବା ଲାଗି ଅଦାଲତ ରାଜି ହେବା…
ସିଏଏ ନିଆଁରେ ଓଡ଼ିଆ ଯୁବକ
ନୂଆଦିଲ୍ଲୀ,୧୯।୧୨: ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ବିକ୍ଷୋଭ ଉଗ୍ରରୂପ ଧାରଣ କରିଛି। ଉତ୍ତର-ପୂର୍ବରେ ଆରମ୍ଭ ହୋଇଥିବା ଆନ୍ଦୋଳନର ନିଆଁ ପଶ୍ଚିମବଙ୍ଗ ଦେଇ ରାଜଧାନୀ ଦିଲ୍ଲୀକୁ ବ୍ୟାପିଥିବାବେଳେ ବୁଧବାର ଇଣ୍ଡିଆ ଗେଟ୍ ନିକଟରେ ଏହାର ଶିକାର ହୋଇଛନ୍ତି ଜଣେ ଓଡ଼ିଆ…
ଦ୍ୱିତୀୟ ଦିନିକିଆ: ଭାରତର ବୃହତ୍ ବିଜୟ
ବିଶାଖାପାଟଣା,୧୮।୧୨ (ପି.ଟି.)- ପ୍ରଥମ ଦିନିକିଆର ପରାଜୟ ପରେ ଘରୋଇ ଭାରତ ଦୃଢ ପ୍ରତ୍ୟାବର୍ତ୍ତନ କରିଛି। ବ୍ୟାଟିଂ ଓ ବୋଲିଂରେ ଦମ୍ଦାର ପ୍ରଦର୍ଶନ କରି ଭାରତ ସ୍ଥାନୀୟ ୟାଇଏସ୍ଆର କ୍ରିକେଟ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ଦ୍ୱିତୀୟ ଦିନିକିଆ ମ୍ୟାଚ୍ରେ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜକୁ ୧୦୭…
‘ଜଳସାଥୀ’ ଆପ୍ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ, ଦେଲେ ୫୯୩ଟଙ୍କା ଜଳକର
ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ଏଣିକି ଜଳକର ଆଦାୟ କରିବେ ମିଶନ ଶକ୍ତି ମହିଳା। ଏଥିପାଇଁ ସ୍ବୟଂ ସହାୟକ ଗୋଷ୍ଠୀକୁ ଦିଆଯିବ ବୈଷୟିକ ତାଲିମ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭୁବନେଶ୍ୱର ରେଲଓ୍ବେ ଅଡିଟୋରିୟମ୍ରେ ଜଳସାଥୀ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରି ଏହା କହିଛନ୍ତି। ଏହି ଅବସରରେ…
ନିର୍ଭୟା ମାମଲାରେ ଦୋଷୀଙ୍କୁ ଫାଶୀ: ଅକ୍ଷୟଙ୍କ ପୁନର୍ବିଚାର ଆବେଦନ ଖାରଜ; ଦାଖଲ ହେବ କ୍ୟୁରେଟିଭ୍ ପିଟିଶନ
ନୂଆଦିଲ୍ଲୀ,୧୮।୧୨: ନିର୍ଭୟା ମାମଲାରେ ୪ ଦୋଷୀଙ୍କ ମଧ୍ୟରୁ ଅକ୍ଷୟଙ୍କ ପକ୍ଷରୁ ସୁପ୍ରିମ୍କୋର୍ଟରେ ଦାଖଲ ହୋଇଥିବା ପୁନର୍ବିଚାର ଆବେଦନ ଖାରଜ ହୋଇଯାଇଛି। ଫଳରେ ଏବେ ଫାଶୀ ଦଣ୍ଡାଦେଶ ନିଶ୍ଚିତ ହୋଇଛି। ତେବେ ଏବେ ୪ ଦୋଷୀଙ୍କ ପକ୍ଷରୁ କ୍ୟୁରେଟିଭ୍ ପିଟିଶନ ଦାଖଲ କରାଯାଇପାରିବ।…
ରାଜ୍ୟ ସରକାର ସିଏଏକୁ ସମର୍ଥନ କରୁଛନ୍ତି, ଏନ୍ଆର୍ସିକୁ ନୁହେଁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧୀ ଆନ୍ଦୋଳନ ତୀବ୍ର ରୂପ ଧାରଣ କରିଥିବା ବେଳେ ପ୍ରଥମ ଥର ପାଇଁ ଏନେଇ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ନିବାସରେ ଖବରଦାତାଙ୍କୁ ସୂଚନା ଦେଇ ସେ କହିଛନ୍ତି, ରାଜ୍ୟ…
ନାଗରିକତା ସଂଶୋଧନ ଆଇନ: କେନ୍ଦ୍ର ସରକାରଙ୍କୁ ନୋଟିସ୍ ଜାରି କଲେ ସୁପ୍ରିମ୍କୋର୍ଟ; ଜାନୁୟାରୀ ୨୨ରେ ପରବର୍ତ୍ତୀ ଶୁଣାଣି
ନୂଆଦିଲ୍ଲୀ,୧୮।୧୨: ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ଦାଖଲ ହୋଇଥିବା ୫୯ଟି ଆବେଦନ ଉପରେ ବୁଧବାର ବିଚାର କରି ସୁପ୍ରିମ୍କୋର୍ଟ ଏହା ଉପରେ ରୋକ ଲଗାଇବାକୁ ମନା କରିଛନ୍ତି। ଏସମ୍ପର୍କରେ ସର୍ବୋଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ନୋଟିସ୍ ଜାରି କରାଯାଇଛି। ଏହାର…

